ମନୋରଞ୍ଜନ

‘ନଟ୍‌ଖଟ୍‌’ ନିର୍ମାଣ କରିବେ ବିଦ୍ୟା

ମୁମ୍ବାଇ: ଅଭିନେତ୍ରୀ ବିଦ୍ୟା ବାଲାନ୍‌ ସାମାଜିକ ପ୍ରସଙ୍ଗଭିତ୍ତିକ ଫିଲ୍ମ ‘ନଟ୍‌ଖଟ୍‌’ ନିର୍ମାଣ କରିବାକୁ ଯାଉଛନ୍ତି। ଏଥିରେ ସେ ନିଜେ ମଧ୍ୟ ଅଭିନୟ କରିବେ। ଏଥିପାଇଁ ସେ ପ୍ରଯୋଜକ ରୋନି ସ୍କ୍ରିଉବାଲାଙ୍କ ସହ ମିଳିତ ଭାବେ କାର୍ଯ୍ୟ କରିବେ। ଏ ସମ୍ପର୍କରେ ନିର୍ମାତାଙ୍କ…

୧୩ ବର୍ଷରେ ଏତେ ବଦଳିଗଲେଣି କଙ୍ଗନା

ମୁମ୍ବାଇ: ବଲିଉଡ୍‌ର କୁଇନ କହିଲେ କଙ୍ଗନା ରାଣାଓ୍ବତଙ୍କ ବୁଝାଏ। ଏପରି କହିବା ପଛର ବଡ଼ କାରଣ ହେଲା ଅଭିନୀତ ଚଳଚ୍ଚିତ୍ରଗୁଡ଼ିକରେ କଙ୍ଗନାଙ୍କ ଚରିତ୍ର। ସେ ଚରିତ୍ରଗୁଡ଼ିକୁ ଜିଉଁଥିବା ପରି ମନେହୁଏ। ଇତି ମଧ୍ୟରେ ସେ ବଲିଉଡ୍‌ ସିନେମାଜଗତରେ ୧୩ ବର୍ଷ ବିତାଇସାରିଲେଣି।…

ଦେଖିବାକୁ ମିଳିପାରେ ଖିଲାଡି ବୟଙ୍କ ଆଉ ଏକ ଟ୍ୟାଲେଣ୍ଟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟଙ୍କର ରହିଛି ଭିନ୍ନ ଭିନ୍ନ ଟ୍ୟାଲେଣ୍ଟ। ସିରିୟସ, କମେଡି ସିନ୍‌ ସହ ଷ୍ଟଣ୍ଟ କରି ମଧ୍ୟ ଦର୍ଶକଙ୍କ ହୃଦୟ ଜିତି ପାରିଥିବା ଏହି ନାୟକଙ୍କୁ ଏବେ ଭିନ୍ନ ଅବତାରରେ ଦେଖିବାକୁ ମିଳିବ ବୋଲି ଶୁଣିବାକୁ ମିଳିଛି। ଫିଲ୍ମ…

ନଜର ଆସିଲା ଶ୍ରଦ୍ଧା-ପ୍ରଭାସଙ୍କ ରୋମାନ୍ସ

ମୁମ୍ବାଇ: ବଲିଉଡ୍‌ ନାୟିକା ଶ୍ରଦ୍ଧା କପୁର ଓ ସାଉଥ୍‌ ଷ୍ଟାର ପ୍ରଭାସଙ୍କର ରୋମାଣ୍ଟିକ ଅନ୍ଦାଜ ଏବେ ସାମ୍ନାକୁ ଆସିଛି। ଅଗଷ୍ଟ ୩୦ରେ ରିଲିଜ୍‌ ହେବାକୁ ଥିବା ବଲିଉଡ୍‌ ମୁଭି ‘ସାହୋ’ରେ ଉଭୟ ନଜର ଆସିବେ। ହେଲେ ଏବେ ଏହାର ଏକ ପୋଷ୍ଟର…

ମା’ଙ୍କ ସହ ଡ୍ୟାନ୍ସ କଲେ ସଲମାନ

ବଲିଉଡର ଭାଇଜାନ ସଲମାନ ଖାନ୍‌ ଫିଲ୍ମ ‘ଭାରତ’ର ସଫଳତା ପରେ ଆଜିକାଲି ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ପ୍ରତିଦିନ କିଛି ଫଟୋ ହେଉ କିମ୍ବା ଭିଡିଓ ନିଜ ଇନଷ୍ଟାଗ୍ରାମରେ ପୋଷ୍ଟ କରୁଥିବାର ନଜିର ରହିଛି। ନିକଟରେ ସେ ନିଜ ମା’…

୨୦ ବର୍ଷ ପରେ ପରଦାକୁ ଆସୁଛି ‘ହୋଗି ପ୍ୟାର୍‌ କି ଜିତ୍‌ ’, ନିର୍ମାତାଙ୍କ ପ୍ରଥମ ପସନ୍ଦ ରାଜକୁମାର

ପ୍ରାୟ ୨୦ ବର୍ଷ ପରେ ପୁଣି ଥରେ ପରଦା ଉପରକୁ ଆସିବାକୁ ଯାଉଛି ଫିଲ୍ମ ‘ହୋଗି ପ୍ୟାର୍‌ କି ଜିତ୍‌’। ନିର୍ମାତା ଅନୀଲ ଶର୍ମା ଏବେ ଏହାର ସ୍ବିକ୍ୱେଲ ଉପରେ କାମ କରୁଛନ୍ତି। ଏହି ରୋମାଣ୍ଟିକ୍‌, ଡ୍ରାମା ଭିତ୍ତିକ ଫିଲ୍ମ ପାଇଁ…

ଅଭିନେତ୍ରୀଙ୍କୁ ୬ ମାସ ଜେଲଦଣ୍ଡ

ମୁମ୍ବାଇ,୨୩ା୭(ପି.ଟି.): ଏକ ଚେକ୍‌ ବାଉନ୍ସ ମାମଲାରେ ଅଭିନେତ୍ରୀ କୋଏନା ମିତ୍ରଙ୍କୁ ମୁମ୍ବାଇର ଏକ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ସହ ୬ ମାସ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ଅନ୍ଧେରୀ ମେଟ୍ରୋପଲିଟାନ୍‌ କୋର୍ଟ ମାଜିଷ୍ଟ୍ରେଟ୍‌ କେତକୀ ଚଭନ୍‌ ରାୟରେ ମଡେଲ୍‌ ତଥା ଅଭିଯୋଗକାରିଣୀ…

ଗୁପ୍ତଚର ଭୂମିକାରେ କଙ୍ଗନା

ନୂଆଦିଲ୍ଲୀ: ଅଭିନେତ୍ରୀ କଙ୍ଗ୍‌ନା ରଣାଓ୍ବତ୍‌ ଅପକମିଂ ଆକ୍ସନ ଥ୍ରିଲର ‘ଧାକଡ଼’ରେ ଜଣେ ଗୁପ୍ତଚର ଭୂମିକାରେ ଅଭିନୟ କରିବାକୁ ଯାଉଛନ୍ତି। ଏ ସମ୍ପର୍କରେ କଙ୍ଗ୍‌ନା କହନ୍ତି, ‘ଏହା ଏକ ଆକ୍ସନ୍‌ ଫିଲ୍ମ। ଏଥିରେ ଜଣେ ମହିଳା ଅତି ଦୁଃସାହସିକତା ପରିଚୟ ଦେଇ ଏକ…

ବିବାହର ୬ ମାସ ପରେ ଅଲଗା ଲୁକ୍‌ରେ କମେଡି କିଙ୍ଗ୍‌

କମେଡି କିଙ୍ଗ୍‌ କପିଲ ଶର୍ମାଙ୍କୁ ବିବାହର ୬ ମାସ ପରେ ଅଲଗା ଲୁକ୍‌ରେ ଦେଖି ଫ୍ୟାନ୍‌ମାନେ ଆଶ୍ଚର୍ଯ୍ୟ ହେବା ସହ ଖୁସି ମଧ୍ୟ ହୋଇଛନ୍ତି। କପିଲ ତାଙ୍କ ଇନ୍‌ଷ୍ଟାଗ୍ରାମରେ ୨ଟି ଫଟୋ ଶେୟାର କରିଛନ୍ତି। ଗୋଟିଏରେ କଳା ଚଷମା ପିନ୍ଧି ସ୍ମାଇଲ୍‌…

‘ସଡ଼କ-୨’କୁ ନେଇ କ’ଣ କହିଲେ ପୂଜା

ମୁମ୍ବାଇ: ନିର୍ଦ୍ଦେଶକ ମହେଶ ଭଟ୍ଟଙ୍କ ଫିଲ୍ମ ‘ସଡ଼କ’ର ସିକ୍ୟୁଏଲ ନିର୍ମାଣ କାମ ଆରମ୍ଭ ହୋଇଛି। ‘ସଡ଼କ’ର ମୁଖ୍ୟ ଭୂମିକାରେ ପୂଜା ଭଟ୍ଟ ଓ ସଞ୍ଜୟ ଦତ୍ତ ନଜର ଆସିଥିବା ବେଳେ ଏହାର ନିର୍ଦ୍ଦେଶନା ଦେଇଥିଲେ ମହେଶ ଭଟ୍ଟ। ଏବେ କିନ୍ତୁ ଏହାର…

‘ସତ୍ତେ ପେ ସତ୍ତା’ର ରିମେକ୍‌ରେ ଆସିବେନି ହ୍ରିତିକ

ମୁମ୍ବାଇ: ବିଗ୍‌ ବି ଅମିତାଭଙ୍କ ଅଭିନୀତ ଫିଲ୍ମ ‘ସତ୍ତେ ପେ ସତ୍ତା’ର ରିମେକ୍‌ ହେବା କଥା ଶୁଣିବାକୁ ମିଳିଥିଲା। ଆଉ ଏହାର ଲିଡ୍‌ ରୋଲରେ ହ୍ରିତିକ ରୋଶନ କାମ କରିବା ସହ ତାଙ୍କ ଅପୋଜିଟ୍‌ରେ ନାୟିକା କ୍ୟାଟ୍ରିନା କୈଫଙ୍କୁ ଦେଖିବାକୁ ମିଳିବ…

ଛାଡ଼ପତ୍ର ପରେ ମଧ୍ୟ ବଦଳିନାହିଁ ସମ୍ପର୍କ: ସୁଜୈନ ଏବଂ ପିଲାଙ୍କ ସହ ମୁଭି ଡେଟ୍‌ରେ ହ୍ରିତିକ୍‌

ମୁମ୍ବାଇ: ଅଭିନେତା ତଥା ସୁପରଷ୍ଟାର ହ୍ରିତିକ୍‌ ରୋଶନ ଜଣେ ଭଲ ଅଭିନେତା ସାଙ୍ଗକୁ ଭଲ ପୁତ୍ର ଏବଂ ପିତା ମଧ୍ୟ। ପିତା ରାକେଶ ରୋଶନଙ୍କ ସ୍ବାସ୍ଥ୍ୟ ଖରାପ ହେବା ସମୟରେ ହେଉ ଅଥବା ପିଲାମାନଙ୍କ ଲାଗି ସମୟ ବାହାର କରିବା, ସବୁଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?