ମନୋରଞ୍ଜନ

ଏଥର ରଜରେ..

ଚଳିତବର୍ଷ ରଜରେ ଦୁଇଟି ସିନେମା-‘ତୁ ମୋ ଲଭ୍‌ ଷ୍ଟୋରି-୨’ ଏବଂ ‘ଗୋଲମାଲ୍‌ ଲଭ୍‌’ ପରଦା ଉପରକୁ ଆସୁଛି। ଖାସ୍‌ କଥା ହେଲା ଏହି ଫିଲ୍ମଦ୍ୱୟ ଗୋଟିଏ ବ୍ୟାନର (ତରଙ୍ଗ ସିନେ ପ୍ରଡକ୍ସନ)ରେ ନିର୍ମିତ ହୋଇଛି। ତାପସ ସରଘରିଆଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ‘ତୁ…

ପୁଣି ବାଜିବ ଆଶୁତୋଷଙ୍କ ସାହାନାଇ

ଥରେ ମନେ ପକାନ୍ତୁ ନା ଗୌରୀ ଗଣନାଟ୍ୟ ପରିବେଷିତ ଅପେରା ନାଟକ ‘ବାଜିବ ଲୋ ସାହାନାଇ’କୁ। ସେହି ସମୟରେ ଆଶୁତୋଷ ମହାପାତ୍ରଙ୍କ ନିର୍ଦ୍ଦେଶିତ ଏହି ନାଟକଟି ଯାତ୍ରାପ୍ରେମୀଙ୍କୁ ଫୁଲ୍‌ ଏଣ୍ଟରଟେନମେଣ୍ଟ କରିଥିଲା। ହେଲେ ଏବେ ଆଶୁତୋଷଙ୍କ ସାହାନାଇ ପୁଣି ଥରେ ବାଜିବାକୁ…

ଛୋଟ ବେଳୁ ମଡେଲିଂ ପ୍ରୀତି: ଇଚ୍ଛା ଦେଇଛି ସଫଳତା

ଇଚ୍ଛା ଥିଲେ ଉପାୟ ଆପେ ଆପେ ମିଳିଥାଏ। ଛୋଟ ବେଳୁ ମଡେଲ ଓ ଗ୍ଲାମର ଦୁନିଆରେ ନିଜ ପରିଚୟ ସୃଷ୍ଟି କରିବାର ଇଚ୍ଛା ଆଜି ତାଙ୍କୁ ଆଣି ଦେଇଛି ସଫଳତା। ମାତ୍ର ୧୫ ବର୍ଷ ବୟସରେ ଇଷ୍ଟଜୋନ୍‌ସ୍ତରରେ ଅନୁଷ୍ଠିତ ହୋଇଥିବା ‘ମିସ୍‌…

ନବୀନ..ନବୀନ ଗୀତ ୬ଥର: ଶୁଣିଥିଲେ ମୁଖ୍ୟମନ୍ତ୍ରୀ

ବହୁ ଲୋକ ଦୁଃଖ ଗୀତକୁ ପସନ୍ଦ କରନ୍ତି। ଏଣୁ ଯୁବ ସଙ୍ଗୀତ ନିର୍ଦ୍ଦେଶକ ଦେବାଶିଷ ମଲ୍ଲିକ(ଜାପାନୀ)ଙ୍କ ପାଇଁ ଦୁଃଖ ଗୀତଗୁଡ଼ିକ ହିଁ ଆଶୀର୍ବାଦ ହୋଇ ଆସିଲା। କିଛି ମାସ ତଳେ ଯାଜପୁରରେ ଏକ କାର୍ଯ୍ୟକ୍ରମରେ ତାଙ୍କୁ ଅତିଥି ଭାବେ ଯୋଗଦେବାକୁ ନିମନ୍ତ୍ରଣ…

‘୮୩’ରେ ଦୀପିକା ପାଦୁକୋନ

ମୁମ୍ବାଇ : ଚଳଚ୍ଚିତ୍ର ‘୮୩’ରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ନିଆଯାଇଛି। କ୍ରୀଡ଼ାଭିତ୍ତିକ ଏହି ଚଳଚ୍ଚିତ୍ରରେ ସେ ସ୍ବାମୀ ରଣବୀର ସିଂଙ୍କ ସହ ଅଭିନୟ କରିବେ। ଦୀପିକା ଏହି ଚଳଚ୍ଚିତ୍ରରେ ରୋମୀ ଦେବଙ୍କ ଭୂମିକାରେ ଅଭିନୟ କରୁଥିବାବେଳେ ରଣବୀର କ୍ରିକେଟର କପିଳଦେବଙ୍କ…

ଭାରତ ମୁଭି ଦେଖିଲେ ଟିମ୍‌ ଇଣ୍ଡିଆ ସଦସ୍ୟ

ଟ୍ରେଣ୍ଟ ବ୍ରିଜ୍‌,୧୩।୬- ଇଂଲଣ୍ଡରେ ଚାଲିଥିବା ବିଶ୍ୱକପ୍‌ରୁ ବ୍ରେକ୍‌ ନେଇ ଭାରତୀୟ କ୍ରିକେଟ ଦଳର ସଦସ୍ୟମାନେ ସୁପରଷ୍ଟାର ସଲମାନ ଖାଁଙ୍କ ଅଭିନୀତ ଭାରତ ସିନେମା ଦେଖିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା, ମହେନ୍ଦ୍ର ସିଂ ଧୋନୀ ଓ କେଦାର ଯାଦବଙ୍କ ସମେତ ଅନ୍ୟ ଖେଳାଳିମାନେ ଏହି…

ସୃଷ୍ଟିଙ୍କ ଜୀବନରେ ନୂଆ ସାଥୀଙ୍କ ଏଣ୍ଟ୍ରି, ମନୀଷଙ୍କ ପରେ ଏବେ ରୋହିତଙ୍କ ସହ ତୁଟାଇଲେ ସମ୍ପର୍କ

ମୁମ୍ବାଇ: ପ୍ରଥମେ ମନୀଷ ନାଗଦେବଙ୍କ ପରେ ଏବେ ରୋହିତ ସୁଚାତିଙ୍କ ସହ ବ୍ରେକ୍‌ଅପ୍‌ କରିଛନ୍ତି ବିଗ୍‌ ବସ୍‌ ଫେମ୍‌ ସୃଷ୍ଟି ରୋଡେ। ବିଗ୍‌ ବସ୍‌ରୁ ବାହାରିବା ପରେ ମନୀଷଙ୍କ ସହ ସମ୍ପର୍କ ଛିନ୍ନ କରିଥିଲେ ସୃଷ୍ଟି। ଆଉ ଏବେ ରୋହିତଙ୍କୁ ନିଜ…

ରଣବୀରଙ୍କ ସହ ବ୍ରେକ୍‌ଅପ୍‌ ପରେ ଡିପ୍ରେସନ୍‌ରୁ ଓହରିବା ପାଇଁ ଏପରି କରୁଥିଲେ କଟ୍ରିନା

ଇଦ୍‌ ଅବସରରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଭାରତ’ ବକ୍ସ ଅଫିସରେ ଭଲ ବ୍ୟବସାୟ କରୁଛି। ସବୁଥର ଭଳି ଏଥର ମଧ୍ୟ ଦର୍ଶକ ସଲମାନ୍‌ ଖାନ୍‌ ଏବଂ କଟ୍ରିନା କୈଫ୍‌ଙ୍କ ଯୋଡ଼ିକୁ ପସନ୍ଦ କରିଛନ୍ତି। ବର୍ତ୍ତମାନ କ୍ୟାଟ୍‌ ରଣବୀରଙ୍କ ସହ ବ୍ରେକ୍‌ଅପ୍‌ ଦୁଃଖରୁ…

ରାଧେ ମା’ ଚରିତ୍ରରେ ନଜର ଆସିବେ ପାୟଲ

ବିବିସି ଟେଲିଫିଲ୍ମରୁ ଅଭିନୟ କ୍ୟାରିୟର ଆରମ୍ଭ କରିଥିବା ଅଭିନେତ୍ରୀ ପାୟଲ ଘୋଷ ବର୍ତ୍ତମାନ ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ଏକ ଚର୍ଚ୍ଚିତ ନାମ। ତେଲୁଗୁ ଫିଲ୍ମ ‘ପ୍ରାୟାନମ୍‌’ରୁ ବଡ଼ ପରଦାରେ ଡେବ୍ୟୁ କରିଥିବା ପାୟଲ ଇତିମଧ୍ୟରେ ୬ରୁ ଊର୍ଦ୍ଧ୍ୱ ଦକ୍ଷିଣ ସିନେମାରେ କାମ…

ଅମିତାଭଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍‌

ମୁମ୍ବାଇ: ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ଟୁଇଟର ଆକାଉଣ୍ଟକୁ ସୋମବାର ରାତିରେ ହ୍ୟାକ୍‌ (ବିନା ଅନୁମତିରେ ଅନ୍ୟ ନେଟଓ୍ବର୍କରେ ପ୍ରବେଶ) କରାଯାଇଛି। ତାଙ୍କର ପ୍ରୋଫାଇଲ୍‌ ପିକ୍ଚରକୁ ବଦଳାଯାଇ ସେ ସ୍ଥାନରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଫଟୋ ପୋଷ୍ଟ କରାଯାଇଛି। ଅମିତାଭଙ୍କ…

ଚର୍ଚ୍ଚାରେ ନବ୍ୟା ନଭେଲିଙ୍କ ପ୍ରେମ କାହାଣୀ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ନାତୁଣୀ ନବ୍ୟା ନଭେଲିଙ୍କ ପ୍ରେମ କାହାଣୀକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ନବ୍ୟା ଅନେକ ସମୟରେ ନିଜ ସାଙ୍ଗ ସାଥୀ ଓ ପରିବାର ଲୋକଙ୍କ ସହ ମିଶି…

ପୁଣି ଥରେ ଅଜା, ଆଈ ହେଲେ ଧର୍ମେନ୍ଦ୍ର-ହେମା

ମୁମ୍ବାଇ: ବଲିଉଡ୍‌ ନାୟିକା ହେମାମାଳିନୀ ଓ ତାଙ୍କ ସ୍ବାମୀ ଧର୍ମେନ୍ଦ୍ର ପୁଣିଥରେ ଆଈ ଓ ଅଜା ହୋଇଛନ୍ତି। ଏମାନଙ୍କ ଝିଅ ଇଶା ଦଓ୍ବେଲ ପୁଣି ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଇନଷ୍ଟାଗ୍ରାମରେ ଇଶା ଏହା ଜଣାଇବା ପରେ ତାଙ୍କ ନିକଟକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri