ମନୋରଞ୍ଜନ

ଆଲିଆଙ୍କ ଏହି ଗୁଣକୁ ବଦଳାଇଦେଲେ ରଣବୀର

ବଲିଉଡ୍‌ର ପାଓ୍ବାରଫୁଲ କପଲ୍‌ମାନଙ୍କ ମଧ୍ୟରେ ଅଭିନେତା ରଣବୀର କପୁର ଓ ଅଭିନେତ୍ରୀ ଆଲିଆ ଭଟ୍ଟ ଅନ୍ୟତମ। ରଣବୀର ଏକ ସାକ୍ଷାତ୍‌କାରରେ ଆଲିଆଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ବିଭିନ୍ନ ରୋଚକ ତଥ୍ୟ ପ୍ରଘଟ କରିଛନ୍ତି। ବିବାହ ପରେ ଉଭୟଙ୍କ ସମ୍ପର୍କକୁ ସୁଦୃଢ଼…

ବିବାହ ପରେ ସୋନାକ୍ଷୀଙ୍କ ସହ ବିମାନବନ୍ଦରରେ ଘଟିଲା ଏଭଳି, ସୁରକ୍ଷାକର୍ମୀଙ୍କ ଆଚରଣ ଦେଖି…

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ନିଜର ପ୍ରେମିକ ଜାହିର ଇକବାଲଙ୍କୁ ବିବାହ କରିଛନ୍ତି। ବିବାହ ପରେ ତାଙ୍କୁ ନିକଟରେ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ହେଲେ ଚେକିଂ ବେଳେ ସେଠାରେ ଥିବା ସୁରକ୍ଷାକର୍ମୀ ତାଙ୍କୁ ନିଜର ଚଷମା ବାହାର କରିବାକୁ କହିଥିଲେ।…

ଶାହରୁଖଙ୍କ ବଡ଼ ଉପଲବ୍ଧି: ଗୋଲ୍ଡ କଏନରେ ରହିଲା କିଙ୍ଗଖାନ୍‌ଙ୍କ ଫଟୋ

ମୁମ୍ବାଇ,୨୭।୭: ବଲିଉଡ ବାଦଶାହା ଶାହରୁଖ ଖାନ୍‌ଙ୍କୁ ମିଳିଛି ଆଉ ଏକ ବଡ଼ ଉପଲବ୍ଧି। ପୂର୍ବରୁ କୌଣସି କଳାକାର ହାସଲ କରି ନ ଥିବା ସମ୍ମାନର ହକ୍‌ଦାର ହୋଇଛନ୍ତି ଶାହରୁଖ। ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ର ଗ୍ରେଭିନ ମ୍ୟୁଜିୟମ ଶାହରୁଖ ଖାନ୍‌ଙ୍କୁ ସମ୍ମାନିତ କରିଛି,…

ଫାରାହ ଖାନ୍‌ଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ମା’ ମେନକା ଇରାନିଙ୍କ ନିଧନ

ବମ୍ବେ: ମା’ଙ୍କୁ ହରାଇଛନ୍ତି କୋରିଓଗ୍ରାଫର-ନିର୍ଦ୍ଦେଶକ ଫାରାହ ଖାନ୍‌। ଶୁକ୍ରବାର ତାଙ୍କର ମା’ ମେନକା ଇରାନୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। ଗତ କିଛି ଦିନ ଧରି ସେ ଅସୁସ୍ଥ ଥିଲେ। ଏବେ ତାଙ୍କର ନିଧନକୁ ନେଇ…

ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍‌ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା ମହିଳାଙ୍କ ପାକିସ୍ତାନ ସହ ସମ୍ପର୍କ ରହିଛି, ଏହି କାରଣରୁ ପାକିସ୍ତାନରେ ଏହି ଫଟୋ ଉପରେ…

ଐଶ୍ୱର୍ଯ୍ୟାଙ୍କୁ ସରପ୍ରାଇଜ୍‌ ଦେଲେ ଅଭିଷେକ! ବିବାହ ବିଚ୍ଛେଦ ଖବର ଭିତରେ ଆସିଲା ନୂଆ ଟ୍ବିଷ୍ଟ

ମୁମ୍ବାଇ: ବଲିଉଡ ଅଭିନେତା ଅଭିଷେକ ବଚ୍ଚନ-ଐଶ୍ୱର୍ଯ୍ୟା ରାୟଙ୍କ ବିବାହ ହେବାର ୧୭ ବର୍ଷ ବିତିଗଲାଣି। ହେଲେ ଏବେ ବିବାହ ବିଚ୍ଛେଦ ନେଇ ଚର୍ଚ୍ଚା ଲାଗି ରହିଛି। କୁହାଯାଉଛି ଯେ ଅଭି-ଐଶ୍ୱ ପରସ୍ପରକୁ ଛାଡପତ୍ର ଦେବାକୁ ଚାହୁଁଛନ୍ତି। ଏହି କଳ୍ପନା ଆରମ୍ଭ ହୋଇଥିଲା…

ଅଡୁଆରେ କଙ୍ଗନା, ହରାଇବେ ଏମପି ପଦ!

ନୂଆଦିଲ୍ଲୀ,୨୫।୭: ଅଡୁଆରେ ବଲିଉଡ ଅଭିନେତ୍ରୀ ତଥା ଭାଜପା ଏମପି କଙ୍ଗନା ରଣାଓ୍ବତ। ହରାଇପାରନ୍ତି ଏମପି ପଦ। ହିମାଚଳ ପ୍ରଦେଶର ମାଣ୍ଡି ଲୋକ ସଭା ଆସନରୁ କଙ୍ଗନାଙ୍କୁ ନିର୍ବାଚନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ତାଙ୍କ ଏମପି ପଦ ରଦ୍ଦ ଦାବିରେ ପଟିସନ ଦାଖଲ…

ବିବାହବେଳେ ଅଜବ ସର୍ତ୍ତ ରଖିଥିଲେ କାଜୋଲ

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଦମ୍ପତିଙ୍କ ମଧ୍ୟରୁ ଅଭିନେତା ଅଜୟ ଦେବ୍‌ଗନ୍‌ ଓ ଅଭିନେତ୍ରୀ କାଜୋଲ ଅନ୍ୟତାମ। ବ୍ୟକ୍ତିଗତ ଜୀବନକୁ ନେଇ ଏହି ଷ୍ଟାର ଦମ୍ପତି ଅନେକବାର ଚର୍ଚ୍ଚାରେ ରହିଥାନ୍ତି। ତେବେ ନିଜ ବିବାହକୁ ନେଇ ବୁଧବାର ଏକ ସାକ୍ଷାତ୍‌କାରରେ କାଜୋଲ ନୂତନ…

ଅଲଗା ହେବାପରେ ପ୍ରଥମଥର ନତାଶାଙ୍କ ଫଟୋରେ ଏମିତି କମେଣ୍ଟ ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୪।୭: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା ଷ୍ଟାନକୋଭିକ ଶେଷରେ ଅଲଗା ହୋଇଯାଇଛନ୍ତି। ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଉଭୟ ଏନେଇ ସୂଚନା ଦେଇଛନ୍ତି। ନତାଶା ପୁଅ ଅଗସ୍ତ୍ୟଙ୍କୁ ନେଇ ସର୍ବିଆ ପଳାଇଛନ୍ତି। ସେ ପ୍ରତିଦିନ ସେଠାରୁ ଅପଡେଟ ଶେୟାର୍‌ କରୁଛନ୍ତି। ନତାଶା…

ସବୁ ରେକର୍ଡ ଭାଙ୍ଗିଦେଲେ ଦୀପିକା: ପ୍ରଥମ ଭାରତୟ ଅଭିନେତ୍ରୀ ଭାବେ…

ବଲିଉଡ୍‌ ଅଭିନେତ୍ରୀ ୧୭ ବର୍ଷର ଅଭିନୟ କ୍ୟାରିୟରରେ ବିଶେଷ ନାମ ଅର୍ଜନ କରିଛନ୍ତି। ଆଜିକାଲି ଦୀପିକା ଫିଲ୍ମ ‘କଲକି 2898 AD’ ମାଧ୍ୟମରେ ଅନେକ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ଏଥିରେ ସେ ପ୍ରଭାସ, କମଲ ହାସନ ଏବଂ ଅମିତାଭ ବଚ୍ଚନଙ୍କ ପରି…

ମୋ ପରିବାରକୁ ମାରିବାକୁ ଚାହୁଁଛନ୍ତି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍: ସଲମାନ ଖାନ୍

ମୁମ୍ବାଇ,୨୪ା୭: ବଲିଉଡ ଅଭିନେତା ସଲମାନ ଖାନ ପୋଲିସକୁ କହିଛନ୍ତି ଯେ, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଚଳିତ ବର୍ଷ ଏପ୍ରିଲରେ ମୁମ୍ବାଇସ୍ଥିତ ତାଙ୍କ ବାସଭବନରେ ଗୁଳି ଚଳାଇଥିଲେ ଏବଂ ତାଙ୍କୁ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା କରିବାକୁ ଚାହୁଁଥିଲେ। ଏହି ଘଟଣାରେ…

ମୋ ପରିବାର ଏବେ ବିପଦରେ: କାହିଁକି ଏମିତି କହିଲେ ସଲମାନ

ବଲିଉଡର ସୁପରଷ୍ଟାର ସଲମାନ ଖାନ ନିଜ ଘର ଉପରେ ହୋଇଥିବା ଗୁଳିକାଣ୍ଡକୁ ନେଇ ମୁହଁ ଖୋଲିଛନ୍ତି। ପୋଲିସକୁ ଦେଇଥିବା ବିବୃତ୍ତିରେ କହିଛନ୍ତି, ମୁଁ ବୃତ୍ତି ଅନୁଯାୟୀ ଜଣେ ଚଳଚ୍ଚିତ୍ର ଅଭିନେତା ଏବଂ ଗତ ୩୫ ବର୍ଷ ଧରି ଫିଲ୍ମ ଇଣ୍ଡଷ୍ଟ୍ରିରେ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?