କ୍ୟାଟ୍ରିନାଙ୍କ ଶାଢ଼ିପିନ୍ଧା ଫଟୋ ଦେଖି ଏମିତି କ୍ୟାପଶନ୍ ଲେଖିଲେ ଭାଇଜାନ୍
ଆଉ ୪ ଦିନ ପରେ ‘ଭାରତ’ ଫିଲ୍ମ ରିଲିଜ ହେବ। ଦର୍ଶକ ଏହି ଫିଲ୍ମକୁ ଅପେକ୍ଷା କରି ରହିଛନ୍ତି। କାରଣ କ୍ୟାଟ୍ରିନା ଆଉ ଭାଇଜାନ୍ଙ୍କ ଫିଲ୍ମକୁ ମିସ୍ କରିବାକୁ ବିଲ୍କୁଲ୍ ଚାହୁଁନାହାନ୍ତି। ଏପଟେ ଫିଲ୍ମର ପ୍ରମୋଶନରେ କେହି କାହାକୁ କମ୍ ନୁହଁନ୍ତି।…
ମା’ ନର୍ଗିସଙ୍କୁ ମନେପକାଇ କାନ୍ଦି ପକାଇଲେ ସଞ୍ଜୟ
ମୁମ୍ବାଇ: ବଲିଉଡ୍ର ମୋଷ୍ଟ ଟ୍ୟାଲେଣ୍ଟେଡ୍ ନାୟିକା ଭାବେ ପରିଚିତ ସଞ୍ଜୟ ଦତ୍ତଙ୍କ ମା’ ନର୍ଗିସ ଦତ୍ତ। ଜୁନ୍ ପହିଲାରେ ଜନ୍ମ ନେଇଥିବା ନର୍ଗିସଙ୍କୁ ମନେ ପକାଇ ଶୁକ୍ରବାର ଏକ ପୁରୁଣା ଫଟୋ ଶେୟାର କରି ଭାବୁକ ହୋଇ ପଡିଛନ୍ତି ପୁଅ ସଞ୍ଜୟ।…
ପୁଲ୍ଓ୍ବାମା ସହିଦଙ୍କୁ ମନେ ପକାଇ ଗୀତ ରେକର୍ଡିଂ କଲେ ଐଶ୍ୱର୍ଯ୍ୟା
ପୁଲଓ୍ବାମା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ବଲିଉଡ୍ ଷ୍ଟାରମାନେ ଏକ ଗୀତ ରେକର୍ଡିଂ କରିଛନ୍ତି। ଏହି ଗୀତର ନାଁ ‘ତୁ ଦେଶ୍ ମେରା’। ଅମିତାଭ ବଚ୍ଚନ, ଅମୀର ଖାନ୍, ରଣବୀର କପୁର ଏବଂ କାର୍ତ୍ତିକ ଆର୍ଯ୍ୟନ୍ଙ୍କ ପରି ଅନେକ ଅଭିନେତ୍ରୀ ଅଭିନେତା…
ତୈମୁରଙ୍କ ହାତରେ ଟାଟୁ
ମୁମ୍ବାଇ,୧।୬: ନିକଟରେ ଶାହରୁଖ ଖାଁ ନିଜ ସାନ ପୁଅ ଅବରାମଙ୍କ ବର୍ଥଡେ ସେଲିବ୍ରେଟ କରିଥିଲେ। ଏହି ବାର୍ଥଡେ ପାର୍ଟିରେ ସୈଫ ଅଲ୍ଲୀ ଖାଁ, କରୀନା କପୁର ଖାଁଙ୍କ ସହ ତୈମୁର ମଧ୍ୟ ପହଞ୍ଚିଥିଲେ। ପାର୍ଟିରେ ତୈମୁର ଖୁବ୍ ଏନଜୟ କରିବା ସହ…
ବୟଫ୍ରେଣ୍ଡ ସହ ହଲିଡେ ଏନଜୟ କରୁଛନ୍ତି ହିନା
ମୁମ୍ବାଇ,୧।୬: ଛୋଟ ପରଦାର ପପୁଲାର ଅଭିନେତ୍ରୀ ହିନା ଖାନ ଟ୍ରାଭେଲର ସଉକ ରଖୁଥିବା ବେଳେ ସ୍ବିଜରଲ୍ୟାଣ୍ଡ ପରେ ଏବେ ପ୍ୟାରିସରେ ହଲିଡେ ଏନଜୟ କରୁଛନ୍ତି। ନିଜ ବୟଫ୍ରେଣ୍ଡ ରକି ଜୈସଓ୍ବାଲଙ୍କ ସହ ସେ ପ୍ୟାରିସ୍ରେ ଛୁଟି ମନାଉଥିବା ଦେଖିବାକୁ ମିଳିଛି। ସୋସିଆଲ…
ପ୍ରିୟଙ୍କାଙ୍କୁ କିଛି ନ କହିବାକୁ ସଲମାନଙ୍କୁ ଅନୁରୋଧ କଲେ କ୍ୟାଟ୍ରିନା
କ୍ୟାଟ୍ରିନା କୈଫ ସବୁବେଳେ ବିବାଦଠାରୁ ଦୂରେଇ ରହିବାକୁ ଚେଷ୍ଟା କରିଥାନ୍ତି। ଦୁର୍ଭାଗ୍ୟବଶତଃ ତାଙ୍କ ଜୀବନରେ ବେଳେବେଳେ କିଛି ନା କିଛି ବିବାଦ ଉପୁଜିଥାଏ। ଯେଉଁଥିରେ କି ତାଙ୍କର କୌଣସି ଲେଣଦେଣ ନ ଥାଏ। ଏବେ ଏମିତି ଏକ ବିବାଦ ଉପୁଜିଛି ସେଥିରେ…
ନୂଆ ହେୟାରଷ୍ଟାଇଲ୍ ଯୋଗୁ ଟ୍ରୋଲ୍ ହେଲେ ରିତେଶ
ମୁମ୍ବାଇ: ସ୍ତ୍ରୀ ଜେନେଲିଆଙ୍କୁ ଖୁସି କରିବାକୁ ଯାଇ ଟ୍ରୋଲ ହୋଇଛନ୍ତି ବଲିଉଡ୍ ଅଭିନେତା ରିତେଶ ଦେଶମୁଖ। ସେ ବି ନିଜ ହେୟାରଷ୍ଟାଇଲ୍(କେଶ ବିନ୍ୟାସ) ଲାଗି। ନିକଟରେ ରିତେଶ ରେଡ୍ ସ୍କାଇରଲ୍ ଟେଲ୍ ଲୁକ୍ କରି ଜେନେଲିଆକୁ ସର୍ପ୍ରାଇଜ୍ କରିବାକୁ ଚେଷ୍ଟା କରିଥିଲେ।…
ସାୟାନୀଙ୍କ ଭିନ୍ନ ଅବତାର
ମୁମ୍ବାଇ: ଅଭିନେତ୍ରୀ ସାୟାନୀ ଗୁପ୍ତା ଅନୁଭବ ସିହ୍ନାଙ୍କ ‘ଆର୍ଟିକିଲ୍ ୧୫’ରେ ଏକ ଭିନ୍ନ ଅବତାରରେ ଦେଖିବାକୁ ମିଳିବେ। ଏହି ଭୂମିକା ତାଙ୍କ ପାଇଁ ନୂଆ ହୋଇଥିଲେ ହେଁ ଏହାକୁ ଚ୍ୟାଲେଞ୍ଜ୍ ରୂପେ ଗ୍ରହଣ କରିବେ ବୋଲି ସେ କହିଛନ୍ତି। ସାଧାରଣ ସାଲଓ୍ବାର-ସୁଟ୍…
ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ କାହିଁକି ଯୋଗଦେଲେନି ଅକ୍ଷୟ
ମୁମ୍ବାଇ: ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ଦେଶ ବିଦେଶର ବହୁ ନାମୀଦାମୀ ବ୍ୟକ୍ତିତ୍ୱ ପହଞ୍ଚିଥିବା ବେଳେ ବଲିଉଡ୍ ଦୁନିଆର କେତେଜଣ ବଛାବଛା କଳାକାର ମଧ୍ୟ ପହଞ୍ଚିଥିଲେ। ହେଲେ ଅତିଥି…
ଭାଇରାଲ ହେଲା ତୈମୁରଙ୍କ ଆଉ ଏକ ଫଟୋ
ମୁମ୍ବାଇ,୩୧।୫: ପଟୌଦି ଖାନଦାନର ଛୋଟେ ନବାବ ସୈଫ ଅଲ୍ଲୀ ଖାଁ, କରୀନା କପୁର ଖାଁ ଓ ତୈମୁରଙ୍କୁ ଗୁରୁବାର ରାତିରେ ମୁମ୍ବାଇ ଏୟାରପୋର୍ଟରେ ସ୍ପଟ କରାଯାଇଛି। ସେମାନେ ଲଣ୍ଡନ ପାଇଁ ଯାଉଥିବା ବେଳେ ସମସ୍ତଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲେ ତୈମୁର। ଏୟାରପୋର୍ଟରେ…
ବିଗ୍ବସ ୧୩ରେ ସଲମାନଙ୍କ ସହ ହୋଷ୍ଟ କରିବେ ଏହି ଦୁଇ ଅଭିନେତ୍ରୀ
କ୍ୟାଟ୍ରିନା ଏବଂ ସଲମାନଙ୍କ ଯୋଡ଼ିକୁ ଦର୍ଶକ ବହୁ ପସନ୍ଦ କରିଥାନ୍ତି। ସେ ବଡ଼ପରଦା ହେଉ କି ଛୋଟପରଦା। ଏହି ଯୋଡ଼ି ଯେତେବେଳେ ପରଦା ଉପରକୁ ଆସିଥାନ୍ତି ଚର୍ଚ୍ଚା ଜୋର ଧରିଥାଏ। ବିଗ୍ବସ ୧୩ରେ ସଲମାନଙ୍କ ସହ କ୍ୟାଟ୍ରିନା ଏବଂ ଆଲିଆ ଭଟ୍ଟ…
ଟେଲି ପରଦାରେ ବେବୋଙ୍କ ଡେବ୍ୟୁ: ‘ଡିଆଇଡି-୭’ରେ ଆସିବେ ନଜର
ମୁମ୍ବାଇ: ବଡ଼ ପରଦାର କଳାକାରମାନେ ଏବେ ଟେଲି ପରଦା ପ୍ରେମରେ। ଧାରାବାହିକ, ଓ୍ବେବ୍ସିରିଜ୍ ପରେ ବିଭିନ୍ନ ରିଆଲିଟି ଶୋ’ମାନଙ୍କରେ ବଡ଼ ବଡ଼ ଅଭିନେତା ତଥା ଅଭିନେତ୍ରୀମାନଙ୍କୁ ଦେଖିବାକୁ ମିଳୁଛି। ଏହି କ୍ରମରେ ବଲିଉଡ୍ ଡିଭା କରିନା କପୁର ଖାନ୍ ଟେଲି ପରଦାରେ…
Archives


