ମନୋରଞ୍ଜନ

ରିଲିଜ୍‌ ହେଲା ସଲମାନ ଖାନଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ‘ଭାରତ’

ସୁପରଷ୍ଟାର ସଲମାନ ଖାନଙ୍କ ବହୁପ୍ରତିକ୍ଷୀତ ଫିଲ୍ମ ‘ଭାରତ’ ଇଦ ଅବସରରେ ରିଲିଜ ହୋଇଛି। ସାଉଥ କୋରିୟାନ ବ୍ଳକବଷ୍ଟର ଫିଲ୍ମର ହିନ୍ଦୀ ରିମେକ ‘ଭାରତ’ ଦେଶର ୪୦୦୦ ସିନେମା ଘରେ ପ୍ରଦର୍ଶିତ ହୋଇଛି। ଏହି ଫିଲ୍ମରେ ସଲମାନଙ୍କ ସହ କ୍ୟାଟ୍ରିନା କୈଫ ଲିଡ…

‘ସୂର୍ଯ୍ୟବଂଶୀ’ ଶୁଟିଂରେ ବ୍ୟସ୍ତ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ଅକ୍ଷୟ କୁମାର ବର୍ତ୍ତମାନ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍‌ରେ ‘ସୂର୍ଯ୍ୟବଂଶୀ’ର ଶୁଟିଂ ପାଇଁ ବ୍ୟସ୍ତ ଅଛନ୍ତି। ସେ ନିଜେ ସେଠାରେ ଷ୍ଟଣ୍ଟ୍‌ ଶୋ କରୁଥିବାବେଳେ ଅତୀତର ଆବେଗପୂର୍ଣ୍ଣ ଅନୁଭୂତି ମନେପଡୁଛି ବୋଲି ପ୍ରକାଶ କରିଛନ୍ତି। ୫୧ବର୍ଷ ବୟସ୍କ ଅକ୍ଷୟ…

ଝିଅକୁ ସତ ଜଣାଇଲେ ସୁସ୍ମିତା

ମୁମ୍ବାଇ,୪।୬: ବିଶ୍ୱ ସୁନ୍ଦରୀ ସୁସ୍ମିତା ସେନ୍‌ଙ୍କ ସୁନ୍ଦରତା ଓ ଜିରୋ ଫିଗର ସମସ୍ତଙ୍କ ମନମୋହିଥାଏ। ଏବେ ତାଙ୍କର ବ୍ୟକ୍ତିଗତ ଜୀବନିକୁ ନେଇ ସେ ଏକ ବଡ଼ କଥା ଖୁଲାସା କରିଛନ୍ତି। ସୁସ୍ମିତା ସେନ୍‌ଙ୍କ ୨ ଝିଅ ରେନେ ଓ ଅଲିଷା। ସୁସ୍ମିତା…

ପୁଣି ସ୍କ୍ରିନ୍‌ ଶେୟାର୍‌ କରିବେ ରାଣୀ-ଅଭିଷେକ୍‌

ଦୀର୍ଘ ୧୨ ବର୍ଷ ପରେ ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ଏବଂ ଅଭିନେତ୍ରୀ ରାଣୀ ମୁଖର୍ଜୀ ପୁଣି ଥରେ ଏକାଠି ସ୍କ୍ରିନ୍‌ ଶେୟାର୍‌ କରିବାକୁ ଯାଉଛନ୍ତି। ଙ୍କ ଅଭିନୀତ ଫିଲ୍ମ ‘ବଣ୍ଟି ବବଲୀ’ର ସିକ୍ୱେଲ ‘ବଣ୍ଟି ବବଲୀ ଏଗେନ’ରେ ଅଭିନୟ କରିବେ।…

ଇଦ୍‌ରେ ରିଲିଜ୍‌ ହୋଇଥିବା ସଲମାନଙ୍କ ଫିଲ୍ମ କରେ ଭଲ ବ୍ୟବସାୟ

ମୁମ୍ବାଇ: ପ୍ରାୟ ପ୍ରତିବର୍ଷ ବଲିଉଡରେ ଇଦ୍‌ ଖାଲିଥାଏ ସଲମାନଙ୍କ ପାଇଁ। କାରଣ ସେ ଇଦ୍‌ରେ ଭେଟି ଦିଅନ୍ତି ଜବରଦସ୍ତ ଏଣ୍ଟଟେନମେଣ୍ଟ। ଏଥର ମଧ୍ୟ ସଲମାନଙ୍କ ଅଭିନୀତ ଫିଲ୍ମ ‘ଭାରତ’ ଇଦ୍‌ରେ ରିଲିଜ୍‌ ହେବ। ୨୦୦୯ରେ ସଲମାନଙ୍କ ଅଭିନୀତ ଫିଲ୍ମ ‘ଓ୍ବାଣ୍ଟେଡ୍‌’ ଇଦ୍‌ରେ…

ବିବାହ ଉପରେ ଭରସା ନାହିଁ: ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନଙ୍କ ବିବାହକୁ ନେଇ ସବୁବେଳେ କିଛି ନା କିଛି ଖବର ଆସୁଛି ସାମ୍ନାକୁ। ନିକଟରେ ‘ଭାରତ’ ଫିଲ୍ମର ପ୍ରମୋଶନ ଇଭେଣ୍ଟରେ ଯୋଗ ଦେଇଥିବା ସଲମାନ ପୁଣି ଥରେ ତାଙ୍କ ବିବାହକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ। ସବୁବେଳେ ଗଣମାଧ୍ୟମ…

‘ଜବରିୟା ଯୋଡ଼ି’ରେ ପରିଣୀତି-ସିଦ୍ଧାର୍ଥ

‘ମୁମ୍ବାଇ:: ବଲିଉଡ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବଂ ପରିଣୀତି ଚୋପ୍ରାଙ୍କ ଅଭିନୀତ ‘ଜବରିୟା ଯୋଡି’ ଅଗଷ୍ଟ ୨ରେ ମୁକ୍ତିଲାଭ କରିବାକୁ ଯାଉଥିବା ଫିଲ୍ମ ନିର୍ମାତା ସୋମବାର ଘୋଷଣା କରିଛନ୍ତି। ଏହା ଏକ ହାସ୍ୟରସାତ୍ମକ କାହାଣୀ ଉପରେ ଆଧାରିତ। ବିହାରରେ ‘ବର ଅପହରଣ’…

ସୈଫିନାଙ୍କ ସହ ସମର ଭ୍ୟାକେସନରେ ତୈମୁର: ଭାଇରାଲ ହେଲା ହଲିଡେ ଫଟୋ

ମୁମ୍ବାଇ,୩।୬: କରୀନା କପୁର ଖାଁ ଓ ସୈଫ ଅଲ୍ଲୀ ଖାଁ ପୁଅ ତୈମୁରଙ୍କ ସହ ଏବେ ଭ୍ୟାକେସନରେ ଅଛନ୍ତି। ସୋସିଆଲ ମିଡିଆରେ କରୀନା, ସୈଫଙ୍କ ସହ ତୈମୁରଙ୍କ ବହୁ ଫଟୋ ଭାଇରାଲ ହୋଇଛି। ତେବେ ଏମାନେ କେଉଁଠି ଯାଇଛନ୍ତି ତା’ ଏବେ…

କାହାକୁ ନିଜର କରିବେ କାର୍ତ୍ତିକ, ସାରା ନା ଅନନ୍ୟା

ମୁମ୍ବାଇ: ବଲିଉଡ୍‌ର ନବାଗତ ନାୟକ କାର୍ତ୍ତିକ ଆର୍ୟନଙ୍କ ପ୍ରେମରେ ପଡିଛନ୍ତି କୁଆଡେ ବଲିଉଡ୍‌ ଦୁନିଆର କେତେଜଣ ନବାଗତା ନାୟିକା ତଥା ଷ୍ଟାରକିଡ୍‌। ହେଲେ କାର୍ତ୍ତିକ କାହାକୁ ମନ ଦେଉଛନ୍ତି ତାକୁ ନେଇ ପ୍ରାୟ ସବୁବେଳେ ଚର୍ଚ୍ଚା ଲାଗି ରହିଛି। ପ୍ରଥମେ ସାରା…

ପ୍ରଧାନମନ୍ତ୍ରୀ ହେବାକୁ ଇଚ୍ଛା ରଖିଛନ୍ତି ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ବିଭିନ୍ନ ସମୟରେ ଏମିତି କିଛି କଥା କହି ଚର୍ଚ୍ଚାକୁ ଆସିବାକୁ ପସନ୍ଦ କରି ଥାଆନ୍ତି। କେବଳ ବଲିଉଡ୍‌ ନୁହେଁ ହଲିଉଡ୍‌ରେ ମଧ୍ୟ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ଇଂରାଜୀ…

ଜାଣନ୍ତୁ କିପରି ଆରମ୍ଭ ହୋଇଥିଲା ଜୟା-ଅମିତାଭଙ୍କ ଲଭ୍‌ଷ୍ଟୋରି

ଜୟା ଏବଂ ଅମିତାଭ ବଚ୍ଚନଙ୍କର ଆଜି ହେଉଛି ୪୬ ତମ ବିବାହ ବାର୍ଷିକୀ। ବିବାହ ସମୟର କିଛି ପୂରୁଣା ଫଟୋକୁ ସୋସିଆଲ ମିଡିଆରେ ଅମିତାଭ ଶେୟାର କରି ସ୍ମୃତିକୁ ତାଜା କରିଛନ୍ତି। ଏହି ଫଟୋରେ ଅଭିଷେକ କ୍ୟାପସନ୍‌ ବି ଲେଖିଛନ୍ତି, ‘ହାପି…

କିଶୋର କୁମାରଙ୍କ ପ୍ରଥମ ପତ୍ନୀଙ୍କ ଦେହାନ୍ତ: ଶୋକ ପ୍ରକାଶ କଲେ ମମତା

ମୁମ୍ବାଇ,୩।୬: ବଲିଉଡ୍‌ ଜଗତର ଭେଟେରାନ ଗାୟକ କିଶୋର କୁମାରଙ୍କ ପତ୍ନୀ ଓ ଅଭିନେତ୍ରୀ ରୁମା ଗୁହା ଠାକୁରତାଙ୍କ ସୋମବାର ଦେହାନ୍ତ ହୋଇଛି। କୋଲକାତା ସ୍ଥିତ ନିଜର ବାସଭବନ ବାଲିଗଙ୍ଗେ ପ୍ୟାଲେସରେ ତାଙ୍କର ନିଧନ ହୋଇଛି। ସୋମବାର ସନ୍ଧ୍ୟାରେ ତାଙ୍କର ଅନ୍ତିମ ସଂସ୍କାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri