ମନୋରଞ୍ଜନ

ବାଟ୍‌ଲା ହାଉସ୍‌ର ଟ୍ରେଲର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ଜନ୍‌ ଆବ୍ରାହମ୍‌ଙ୍କ ଅପ୍‌ କମିଂ ଫିଲ୍ମ ‘ବାଟ୍‌ଲା ହାଉସ୍‌’ର ଟ୍ରେଲର ରିଲିଜ୍‌ ହୋଇଛି। ୨ ମିନିଟ୍‌ ୫୫ ସେକେଣ୍ଡର ଥିବା ଏହି ଟ୍ରେଲରକୁ ରିଲିଜ୍‌ ହେବାର କିଛି ସମୟ ମଧ୍ୟରେ ଏହାକୁ ଲକ୍ଷାଧିକ ଦର୍ଶକ ଦେଖିସାରିଲେଣି। ଏଥିରେ…

ରୋଗକୁ ନେଇ କେବେ ଚିନ୍ତିତ ହୁଅନ୍ତୁ ନାହିଁ:ସୋନାଲି ବେନ୍ଦ୍ରେ

ଗ୍ରେଡ୍‌ କ୍ୟାନ୍‌ସରରୁ ଆରୋଗ୍ୟ ଲାଭ କରିବା ପରେ ସାଧାରଣ ଜୀବନକୁ ଧୀରେ ଧୀରେ ଫେରୁଛନ୍ତି ଅଭିନେତ୍ରୀ ସୋନାଲି ବେନ୍ଦ୍ରେ। କ୍ୟାନସର ପୀଡ଼ିତ ହେବାର ଏକ ବର୍ଷ ପୂରଣ ହେବା ପରେ ନିଜର ଏକ ଫଟୋ ସୋସିଆଲ୍‌ ମିଡ଼ିଆରେ ଛାଡିଛନ୍ତି। ଯାହାର ନାମ…

ଅକ୍ଷୟଙ୍କୁ ଟ୍ବିଙ୍କଲ୍‌ଙ୍କ ପ୍ରଶଂସା

ଅକ୍ଷୟ କୁମାରଙ୍କୁ ବଲିଉଡ୍‌ର ଖେଳାଳି କୁହାଯାଏ। ୫୦ ବର୍ଷ ପାରି ହୋଇଥିବା ଆକ୍ଟରଙ୍କ ମଧ୍ୟରେ ଅକ୍ଷୟ ହେଉଛନ୍ତି ସବୁଠୁ ଫିଟ୍‌। ଅକ୍ଷୟ ସବୁଥିରେ ପାରଙ୍ଗମ ବୋଲି ଫ୍ୟାନ୍‌ମାନେ ଜାଣିଛନ୍ତି। କିନ୍ତୁ ଆଉ ଏକ ଖେଳରେ ଅକ୍ଷୟ ଯେ, ପାରଙ୍ଗମ ଏକଥା କହିଛନ୍ତି…

କରିସ୍ମା କହିଲେ, ପିଲାଦିନେ ଏମିତି ଥିଲେ କରୀନା

ସେଲିବ୍ରିଟି ଶୋ’ ‘ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ’ରେ ବିଚାରପତି ଭାବେ କରୀନା କପୁର, ବାସ୍କୋ ଏବଂ ରଫ୍‌ତାର ଉପସ୍ଥିତ ଥିଲେ। କିନ୍ତୁ ଏହି ସପ୍ତାହରେ କରୀନାଙ୍କ ସ୍ଥାନରେ ତାଙ୍କ ବଡ଼ ଭଉଣୀ କରିସ୍ମା କପୁର ବିଚାରପତି ଭୂମିକା ତୁଲାଇଥିଲେ। ଏହି ଶୋ’ର ଶୁଟିଂ…

ଶୁଟିଂ ଅନୁଭୂତି ରୋମାଞ୍ଚକର

ଲକ୍ଷ୍ନୌ: ‘ଗୁଲାବୋ ସିତାବୋ’ରେ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ସହ ଶୁଟିଂସେଟ୍‌ ଅନୁଭୂତି ରୋମାଞ୍ଚକର ବୋଲି ବ୍ୟକ୍ତ କରିଛନ୍ତି ଅଭିନେତା ଆୟୁଷ୍ମାନ୍‌ ଖୁରାନା। ସେ ଅତ୍ୟନ୍ତ ଆହ୍ଲାଦିତ ଓ ଆନନ୍ଦିତ ବୋଲି ପ୍ରକାଶ କରିଛନ୍ତି। ସୁଜିତ ସରକାରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଆୟୁଷ୍ମାନ୍‌ଙ୍କୁ…

ପୁଣିଥରେ ଏକାଠି କାମ କରିବେ ସଲମାନ, ସତିଶ

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ସତିଶ କୌଶିକ ଓ ଅଭିନେତା ସଲମାନ ଖାଁ ପୁଣିଥରେ ଏକାଠି ହେବାକୁ ଯାଉଛନ୍ତି। ଶୁଣିବାକୁ ମିଳିଛି କି ପୂର୍ବରୁ ଏମାନଙ୍କ ଯୋଡି ‘ତେରେନାମ୍‌’ ଭଳି ହିଟ୍‌ ଫିଲ୍ମ ଭେଟି ଦେଇଥିବା ବେଳେ ଏବେ ଏହାର ସିକ୍ୟୁଏଲ ନିର୍ମାଣ…

ସଲମାନ, କ୍ୟାଟ୍ରିନାଙ୍କ ବିବାହ ଭିଡିଓ ଭାଇରାଲ

ବଲିଉଡ ଭାଇଜାନ୍‌ ସଲମାନ ଖାନ୍‌ ଏବଂ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କ ବିବାହ ଭିଡିଓ ଭାଇରାଲ ହୋଇଛି। କିନ୍ତୁ ଏହି ଭିଡିଓଟି ରିୟଲ୍‌ ନୁହେଁ ରିଲ୍‌ ବୋଲି ଜଣାପଡିଛି। ସଲମାନଙ୍କ ଡିଜାଇନର୍‌ ଆସ୍ଲେ ରେବେଲେ ଭାରତ ଫିଲ୍ମର ଏକ ଭିଡିଓ ନିଜ ଇନ୍‌ଷ୍ଟାଗ୍ରାମରେ…

ଚର୍ଚ୍ଚାରେ ଅକ୍ଷୟଙ୍କ ‘ମିଶନ ମଙ୍ଗଲ’ ଟିଜର

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟେ ଅକ୍ଷୟ କୁମାରଙ୍କ ଅପ୍‌କମିଙ୍ଗ ଫିଲ୍ମ ‘ମିଶନ ମଙ୍ଗଲ’ର ପୋଷ୍ଟର ଆସି ସାରିଥିବା ବେଳେ ଏବେ ଏହାର ଟିଜରକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଏହା ଆସନ୍ତା ଅଗଷ୍ଟ ୧୫ରେ ରିଲିଜ୍‌ ହେବାକୁ ଥିବା ବେଳେ ଏଥିରେ…

ବିବାଦରେ ହନି ସିଂ: ‘ମଖନା’ ଗୀତକୁ ନେଇ ମାମଲା ରୁଜୁ

ଚଣ୍ଡିଗଡ଼,୯।୭: ର଼୍ୟାପ୍‌ ଗାୟକ ହନି ସିଂ ପୁଣି ବିବାଦ ଘେରକୁ ଚାଲିଆସିଛନ୍ତି। ମୋହାଲିରେ ତାଙ୍କ ବିରୋଧରେ ବିଭିନ୍ନ ଧାରାରେ ମାମଲା ରୁଜୁ କରାଯାଇଛି। ହନି ସିଂଙ୍କ ନୂଆ ଗୀତ ‘ମଖନା’ରେ ମହିଳାଙ୍କୁ ନେଇ ଆପତ୍ତିଜନକ ଓ ଅଶ୍ଳୀଳ ଶଦ୍ଦର ବ୍ୟବହାର ହୋଇଥିବା…

‘ପତି ପତ୍ନୀ ଔର ଓ୍ବ’ରେ ଭୂମି ପେଡ଼ନେକର

ଲକ୍ଷ୍ନୌ: ଅଭିନେତ୍ରୀ ଭୂମି ପେଡନେକର ତାଙ୍କର ପରବର୍ତ୍ତୀ ଫିଲ୍ମ ‘ପତି ପତ୍ନୀ ଔର ଓ୍ବ’ର ଶୁଟିଂ ଆରମ୍ଭ କରିଛନ୍ତି। ରବିବାର ଲକ୍ଷ୍ନୌ ବିମାନବନ୍ଦରରୁ ତାଙ୍କର ଏକ ଫଟୋଗ୍ରାଫ୍‌ ଶେୟାର ହୋଇଛି। ପୂର୍ବରୁ ସେ ‘ଦମ୍‌ ଲଗା କୀ ହୈଶା’ରେ ଅଭିନୟ କରି…

ପ୍ରିୟଙ୍କାଙ୍କ ସହ ଆକ୍ସନ ଫିଲ୍ମ କରିବାକୁ ଚାହୁଁଛନ୍ତି ପରିଣୀତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପରିଣୀତି ଚୋପ୍ରା ନିଜର ଅପ୍‌ କମିଂ ଫିଲ୍ମ ‘ଜବରିଆ ଯୋଡି’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମରେ ସେ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରାଙ୍କ ସହ ନଜର ଆସିବେ। ସେହିପରି ସାଇନା ନେହଓ୍ବୋଲଙ୍କ ବାୟୋପିକରେ ମଧ୍ୟ ଦର୍ଶକ ତାଙ୍କୁ…

ଓଜନ କମାଇ ପ୍ରଶଂସକଙ୍କୁ ଚକିତ କଲେ ରାମ କପୁର

ମୁମ୍ବାଇ: ଚର୍ଚ୍ଚାରେ ଅଭିନେତା ରାମ କପୁର। ସେ ବି ନିଜର ଫିଲ୍ମ ଅଥବା ଧାରାବାହିକ ଲାଗି ନୁହେଁ ବରଂ ନିଜର ଟ୍ରାନ୍ସଫର୍ମେଶନ ପାଇଁ। ଏକତା କପୁରଙ୍କ ଶୋ’ ‘କରଲେ ତୁ ଭି ମୋହବତ୍‌’ ଏବଂ ‘ଲଭୟାତ୍ରୀ’ ଭଳି ଫିଲ୍ମରେ କାମ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?