ମନୋରଞ୍ଜନ

କୋର୍ଟରେ ହାଜର ନ ହେଲେ ଖାରଜ ହେବ ସଲମାନଙ୍କ ଜାମିନ

ଯୋଧପୁର,୪।୭: କୃଷ୍ଣସାର ମୃଗ ଶିକାର ମାମଲାରେ ବଲିଉଡ୍‌ ଅଭିନେତା ସଲମାନ ଖାଁ ଯଦି ପରବର୍ତ୍ତି ଶୁଣାଣିରେ କୋର୍ଟରେ ହାଜର ନ ହୁଅନ୍ତି ତେବେ ତାଙ୍କ ଜାମିନ ଖାରଜ କରାଯିବ। ଗୁରୁବାର ଯୋଧପୁର କୋର୍ଟ ଏହା କହିଛନ୍ତି। ସୂଚନାଯୋଗ୍ୟ, ‘ହମ୍‌ ସାଥ୍‌ ସାଥ୍‌…

ପାଣି କେମିତି କରିବେ ସଞ୍ଚୟ: ଟିପ୍ସ ଦେଲେ ଅମିର

ମୁମ୍ବାଇ, ୪।୭: ଆଜିକାଲି ଦେଶର ବିଭିନ୍ନ ସ୍ଥାନରେ ଜଳ ସଙ୍କଟ ଦେଖାଯାଇଛି। ମୁନ୍ଦେ ପାଣି ପାଇଁ ଲୋକଙ୍କୁ ଲମ୍ବା ଲାଇନ୍‌ରେ ଛିଡା ହେବାକୁ ପଡୁଛି। ଏଭଳି ସଙ୍କଟରୁ ତ୍ରାହି ପାଇବା ପାଇଁ ଲୋକଙ୍କୁ କିଛି ଟିପ୍ସ ଦେଇଛନ୍ତି ବଲିଉଡ ଅଭିନେତା ଅମିର…

‘ଖାନ୍‌ଦାନି ଶାଫାଖାନା’ରେ ସାମାଜିକ ଅଙ୍ଗିକାରବଦ୍ଧତା ରହିଛି: ସୋନାକ୍ଷୀ

ନୂଆଦିଲ୍ଲୀ: ସମାଜରେ ସେକ୍ସ ଏକ ନିଷିଦ୍ଧ ବିଷୟବସ୍ତୁ ହୋଇ ରହିଛି। ସେ ସମ୍ପର୍କରେ ଆଗାମୀ ଫିଲ୍ମ ‘ଖାନ୍‌ଦାନି ଶାଫାଖାନା’ ଲୋକଙ୍କ ମନରେ ପରିବର୍ତ୍ତନ ଆଣିବ ବୋଲି ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ପ୍ରକାଶ କରିଛନ୍ତି। ଶିଳ୍ପୀ ଦାସଗୁପ୍ତାଙ୍କ ନିର୍ଦ୍ଦେଶିତ ଉକ୍ତ ଫିଲ୍ମରେ ଜଣେ…

ବୟଫ୍ରେଣ୍ଡଙ୍କ ସହ ସୁଇମିଂ ପୁଲ୍‌ରେ ମଜା ଉଠାଉଛନ୍ତି ସୁସ୍ମିତା

କିଛିଦିନ ତଳେ ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ୍‌ ଏବଂ ବୟଫ୍ରେଣ୍ଡ ରହମନଙ୍କ ବ୍ରେକ୍‌ଅପ୍‌ ଖବର ଆସିଥିଲା। କିନ୍ତୁ ସୁସ୍ମିତା ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ଫ୍ୟାନ୍‌ମାନଙ୍କୁ ଏହା ଭୁଲ ବୋଲି ପ୍ରମାଣ ଦେଇଛନ୍ତି। ଏହି ଫଟୋରେ ଦୁହେଁ ଏକ…

କାର୍ତ୍ତିକଙ୍କୁ ମନେ ପକାଉଛନ୍ତି ସୈଫ୍‌ ଲଳନା ସାରା, ରଣବୀର କହିଲେ ‘କିଏ ଭେଟାଇଥିଲା ଭୁଲିବ ନାହିଁ’

ମୁମ୍ବାଇ: ସୈଫ ଲଳନା ସାରା ଓ ଅଭିନେତା କାର୍ତ୍ତିକ୍‌ ଆର୍ୟନ ପରସ୍ପରକୁ ମନେ ପକାଉଛନ୍ତି। ଭାବୁଥିବେ କ’ଣ ପାଇଁ। ତେବେ କଥାଟି ହେଲା ନିକଟରେ ଉଭୟ ଇମ୍‌ତିଆଜ୍‌ ଅଲ୍ଲୀଙ୍କ ଫିଲ୍ମ ‘ଲଭ୍‌ ଆଜ୍‌ କଲ୍‌-୨’ର ଶୁଟିଂ ଶେଷ କରିଛନ୍ତି। ନାୟିକା-ନାୟକ ସାଜିଥିବାରୁ…

ସୁଶାନ୍ତଙ୍କ ହାତ ଛାଡ଼ି ଏବେ ବିକ୍କିଙ୍କ ପ୍ରେମରେ ଅଙ୍କିତା, ଅଗଷ୍ଟରେ କରିପାରନ୍ତି ବିବାହ

ମୁମ୍ବାଇ: ସୁଶାନ୍ତଙ୍କ ସହ ବ୍ରେକ୍‌ଅପ୍‌ ହେବା ପରେ ଏବେ ଅଙ୍କିତା ଲୋଖଣ୍ଡେ ପୁଣି ଥରେ ପଡ଼ିଛନ୍ତି ପ୍ରେମରେ। ବ୍ୟବସାୟୀ ବିକ୍କି ଜୈନ୍‌ଙ୍କୁ ସେ ଡେଟ୍‌ କରୁଛନ୍ତି। ପୂର୍ବରୁ ଏ ନେଇ ଚର୍ଚ୍ଚା ହେଉଥିଲେ ହେଁ ଏବେ କଥାଟି ପୁରା ସତ ବୋଲି…

ନୁସ୍‌ରତଙ୍କ ଗ୍ରାଣ୍ଡ ପାର୍ଟି ପାଇଁ ଚାଲିଛି ପ୍ରସ୍ତୁତି, ଏମିତି ରହିଛି ମେନୁ…

ବଙ୍ଗୀୟ ଅଭିନେତ୍ରୀ ତଥା ଟିଏମ୍‌ସି ଏମ୍‌ପି ନୁସରତ ଜହାଁଙ୍କ ଗ୍ରାଣ୍ଡ ଓ୍ବେଡିଂ ରିସେପ୍‌ଶନ ପାର୍ଟି ୪ ଜୁଲାଇ ଅର୍ଥାତ ଗୁରୁବାର ଅନୁଷ୍ଠିତ ହେବ। କଲିକତାର ଆଇଟିସି ରୟାଲ ହୋଟେଲରେ ହେବାକୁ ଥିବା ଏହି ଗ୍ରାଣ୍ଡ ପାର୍ଟିରେ ଅତିଥି ଭାବେ ଫିଲ୍ମଜଗତର କିଛି…

ଫ୍ୟାନ୍‌ଙ୍କୁ ସେଲ୍‌ଫି ପାଇଁ ସୁଯୋଗ ଦେଲେ କ୍ୟାଟ୍ରିନା

ନୂଆଦିଲ୍ଲୀ: ସ୍ଥାନୀୟ ବିମାନ ବନ୍ଦରରେ ଫ୍ୟାନ୍‌ମାନେ କ୍ୟାଟ୍ରିନାଙ୍କ ସହ ସେଲ୍‌ଫି ନେବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ସମୟରେ କ୍ୟାଟ୍ରିନା ବରଂ ବିରକ୍ତ ନ ହୋଇ ପରିସ୍ଥିତିକୁ ଅତ୍ୟନ୍ତ ହାଲୁକା ଭାବେ ନେଇ ଧୈର୍ଯ୍ୟ ଧରିବାକୁ ପ୍ରଶଂସକଙ୍କୁ କହିଥିଲେ।…

‘ସ୍କାଏ ଇଜ୍‌ ପିଙ୍କ୍‌’ ଫିଲ୍ମର ପ୍ରମୋଶନ କରିପାରନ୍ତି ଜାଏରା!

‘ଦଙ୍ଗଲ’ ଓ ‘ସିକ୍ରେଟ ସୁପରଷ୍ଟାର୍‌’ ଭଳି ଫିଲ୍ମରେ ନିଜ ଅଭିନୟର ଦକ୍ଷତା ଦେଖାଇ ସାରିଥିବା ଅଭିନେତ୍ରୀ ଜାଏରା ୱାସିମ ବଲିଉଡଠାରୁ ସବୁଦିନ ପାଇଁ ଦୂରେଇ ଯାଇଛନ୍ତି। ବଲିଉଡକୁ ଆସିବା ପରେ ସେ ତାଙ୍କ ଧର୍ମ ଇସଲାମଠାରୁ ଦୂରେଇ ଯାଉଥିବାରୁ ଏଭଳି ନିଷ୍ପତ୍ତି…

କାନ୍ଦିଲେ ଅଭିନେତା କାର୍ତ୍ତିକ ଆର୍ଯ୍ୟାନ୍‌

ଲଭ ଆଜ୍‌କାଲ-୨ ଶୁଟିଂ ଶେଷରେ ନିର୍ଦ୍ଦେଶକ ଇମତିଆଜ୍‌ ଅଲ୍ଲୀଙ୍କୁ ଧରି କାନ୍ଦିଛନ୍ତି ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟାନ୍‌। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କେବଳ କାର୍ତ୍ତିକ ନୁହେଁ, ଫିଲ୍ମର ସବୁ କଳାକାର ଶୁଟିଂ ଶେଷରେ ଭାବବିହ୍ବଳ ହୋଇପଡିଛନ୍ତି।…

ଆସିପାରେ ‘ତନୁ ଓ୍ବେଡସ୍‌ ମନୁ’ର ତୃତୀୟ ଭାଗ

ମୁମ୍ବାଇ: ବଲିଉଡ୍‌ ମୁଭି ‘ତନୁ ଓ୍ବେଡସ୍‌ ମନୁ’ର ଜବରଦସ୍ତ ରେସ୍‌ପନ୍ସ ପରେ ଏହାର ଦ୍ୱିତୀୟ ଭାଗ ଦେଖିବାକୁ ମିଳିଥିଲା। ଏବେ ଏହି ହିଟ୍‌ ଫିଲ୍ମର ତୃତୀୟ ଭାଗ ଆସନ୍ତା ବର୍ଷ ପରଦାକୁ ଆସିପାରେ ବୋଲି ଆଲୋଚନା ହେଉଛି। ନିର୍ଦ୍ଦେଶକ ଆନନ୍ଦ ଏଲ୍‌…

ଅକ୍ଷୟ କୁମାରଙ୍କ ସିକ୍ୟୁଏଲ ଫିଲ୍ମରେ ନଜର ଆସିପାରନ୍ତି କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ ଏବେ ଅଭିନୟ ପାଇଁ ଅଛନ୍ତି ଚର୍ଚ୍ଚାରେ। ନିକଟରେ କାର୍ତ୍ତିକ ଓ ସାରା ଅଲି ଖାଁଙ୍କ ଅପ୍‌ କମିଙ୍ଗ ଫିଲ୍ମର ଶୁଟିଂ ସରିଛି। ୨୦୦୯ରେ ଆସିଥିବା ଫିଲ୍ମ ‘ଲଭ୍‌ ଆଜକଲ’ର ସିକ୍ୟୁଏଲରେ ଏମାନେ ଅଭିନୟ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?