ମନୋରଞ୍ଜନ

ଫିଲ୍ମ ‘ବାଲା’ ଲାଗି ଆୟୁଷ୍ମାନ ହେବେ ଲଣ୍ଡା, କହିଲେ ଏପରି କରିବା ବହୁତ କଷ୍ଟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଏବେ ଆଗାମୀ ଫିଲ୍ମ ‘ବାଲା’ର ଶୁଟିଂରେ ବ୍ୟସ୍ତ। ଏହି ଫିଲ୍ମରେ ତାଙ୍କ ନାୟିକା ଭାବେ ନଜର ଆସିବେ ଭୂମି ପେଡନେକର ଓ ୟାମି ଗୌତମ। ଫିଲ୍ମର କାହାଣୀ ଏକ ଲଣ୍ଡା ଯୁବକ ଓ ଛୋଟ…

‘ତ୍ରିଭଙ୍ଗ’ରେ ନଜର ଆସିବେ କାଜଲ, ନିର୍ଦ୍ଦେଶନା ଦେବେ ସଲମାନ୍‌ଙ୍କ ଭାଉଜ

ଲମ୍ବା ବ୍ୟବଧାନ ପରେ ଫିଲ୍ମ ‘ତାନାଜୀ ଦି ଅନ୍‌ସଙ୍ଗ୍‌ ଓ୍ବାରିୟର’ରେ ସ୍ବାମୀ ଅଜୟ ଦେବ୍‌ଗନ୍‌ଙ୍କ ସହ ନଜର ଆସିବେ ଅଭିନେତ୍ରୀ କାଜଲ। ଏହା ବ୍ୟତିତ କାଜଲ ଆଉ ଏକ ସିନେମାରେ ମଧ୍ୟ କାମ କରିବେ ବୋଲି ଜଣାପଡ଼ିଛି। ଯାହାର ନାମ ରହିଛି…

ଝିଅ ପାଇଁ ଏକାଠି ହେଲେ ଜୁହି-ସଚିନ !

ମୁମ୍ବାଇ: ଧାରାବାହିକ ‘କୁମ୍‌କୁମ୍‌’ ଯୋଗେ ଘରେ ଘରେ ଲୋକପ୍ରିୟ ହୋଇଥିବା ଜୁହି ପରମାରଙ୍କ ଜୀବନକୁ ପୁଣି ଫେରିପାରନ୍ତି ସ୍ବାମୀ ସଚିନ ଶ୍ରଫ୍‌। ନିକଟରେ ଅଲାଦିନର ସ୍ପେଶାଲ୍‌ ସ୍କ୍ରିନିଂ ଅବସରରେ ଉଭୟଙ୍କୁ ଏକା ସାଙ୍ଗରେ ଦେଖାଯାଇଥିଲା। ଫଳରେ ଅଲଗା ହେବା ପରେ ଆଉ…

୯ ବର୍ଷ ପରେ ପୁଣି ନଜର ଆସିବେ କ୍ୟାଟ୍ରିନା-ଅକ୍ଷୟ

ବଲିଉଡ୍‌ର ହିଟ୍‌ ଯୋଡ଼ି କ୍ୟାଟ୍ରିନା-ଅକ୍ଷୟ କୁମାର ପୁଣି ବଡ଼ପରଦାରେ ନଜର ଆସିବେ। ‘ନମସ୍ତେ ଲଣ୍ଡନ’, ‘ଓ୍ବେଲ୍‌କମ୍‌’, ‘ହମ୍‌କୋ ଦିବାନା କର୍‌ ଗୟେ’, ‘ସିଙ୍ଗ୍‌ ଇଜ୍‌ କିଙ୍ଗ୍‌’ ପରି ସୁପରହିଟ୍‌ ଫିଲ୍ମ ଦେଇଥିବା ଏହି ଯୋଡ଼ି ୯ ବର୍ଷ ପରେ ପୁଣି ଏକାଠି…

ଫିଲ୍ମ ଅପେକ୍ଷା ରିଲେସନଶିପ୍‌କୁ ନେଇ ଚର୍ଚ୍ଚାରେ ରହୁଛନ୍ତି ଏହି ଯୋଡ଼ି

ଆଜିକାଲି ଆଲିଆ ଭଟ୍ଟ ଏବଂ ରଣବୀର କପୁର ଫିଲ୍ମ ଅପେକ୍ଷା ରିଲେସନଶିପ୍‌କୁ ନେଇ ବେଶୀ ଚର୍ଚ୍ଚାରେ ରହୁଛନ୍ତି। ଅନ୍ୟପଟେ କପୁର ଏବଂ ଭଟ୍ଟ ପରିବାର ମଧ୍ୟ ଉଭୟ ଉଭୟଙ୍କ ପାଇଁ ସେତିକି ନିକଟତର ହେଲେଣି। ରଣବୀରଙ୍କ ମାତା ନୀତୁ କପୁର ଆଲିଆଙ୍କୁ…

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଶାହରୁଖ

ମୁମ୍ବାଇ: ଚଳିତ ନିର୍ବାଚନରେ ବାଜିମାତ କରିଛି ଭାଜପା। ପୂର୍ଣ୍ଣ ବହୁମତ ସହ ପୁଣି ଥରେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ ନରେନ୍ଦ୍ର ମୋଦି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠାରୁ ମୋଦିଙ୍କ ନିକଟକୁ ଦେଶ ତଥା ବିଦେଶର ବହୁ ମାନ୍ୟଗଣ…

ପରଦାକୁ ଆସିଲା ମୋଦିଙ୍କ ବାୟୋପିକ

ମୁମ୍ବାଇ,୨୪।୫: ବହୁ ବାଦ ବିବାଦ ପରେ ଶୁକ୍ରବାର ପରଦାରେ ରିଲିଜ୍‌ ହୋଇଛି ମୋଦିଙ୍କ ବାୟୋପିକ ‘ପିଏମ୍‌ ମୋଦି’। ଏହି ଫିଲ୍ମକୁ ଦର୍ଶକଙ୍କ ଭଲ ରେସପନ୍ସ ମିଳିଥିବା ଜଣାପଡ଼ିଛି। ଗୋଟିଏ ପଟେ ମୋଦିଙ୍କ ଦ୍ୱିତୀୟ ବିଜୟକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସାହ ଭରି…

ମୋଦିଙ୍କ ଶୁଭେଚ୍ଛା ଜଣାଇ ଟ୍ରଲ ହେଲେ ଶବାନା

ମୁମ୍ବାଇ,୨୪।୫: ଲୋକ ସଭା ନିର୍ବାଚନ ଫଳାଫଳ ଆସିବା ପରେ ସୋସିଆଲ ମିଡିଆରେ ମୋଦିଙ୍କ ସମର୍ଥକ ଓ ବିରୋଧୀଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଭଲ ପ୍ରଦର୍ଶନ ଦେଖାଇ ବିଜୟ ହାସଲ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଲିଉଡ୍‌ରୁ ମଧ୍ୟ ଶୁଭେଚ୍ଛାର…

ପ୍ରଥମଥର ରାଜନୀତିରେ ପାଦ ଦେଇ ବାଜି ମାରିଲେ ଏହି ଦୁଇ ଅଭିନେତ୍ରୀ

କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଢ଼ିବାକୁ ଯାଉଛି। ଏଥର ଫିଲ୍ମ ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀ ଅଭିନେତା ପ୍ରଥମଥର ରାଜନୀତିରେ ପାଦ ଥାପି ନିର୍ବାଚନ ଲଢ଼ି ବିଜୟ ହାସଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇ…

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ସଲମାନ୍‌

୧୭ତମ ସାଧାରଣ ନିର୍ବାଚନରେ ଭାଜପା ଭଲ ପ୍ରଦର୍ଶନ କରିଛି। ସମଗ୍ର ଦେଶବାସୀ ଭାଜପାର ଏହି ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ୍‌ର ଅଭିନେତା ଅଭିନେତ୍ରୀମାନେ। ପୂର୍ବରୁ ଅଜୟ ଦେବଗନ, ସୋଫି ଚୌଧୁରୀ, ବରୁଣ…

ଜିତେନ୍ଦ୍ରଙ୍କ ନଁ।ରେ ଅସଦାଚରଣ ଅଭିଯୋଗ ଆଣିଥିଲେ ସମ୍ପର୍କୀୟା: ମାମଲା ଖାରଜ କଲେ କୋର୍ଟ

ମୁମ୍ବାଇ,୨୨।୫ : ଗତବର୍ଷ ୯୦ ଦଶକର ଲୋକପ୍ରିୟ ବଲିଉଡ୍‌ ଅଭିନେତା ଜିତେନ୍ଦ୍ରଙ୍କ ନଁ।ରେ ହୋଇଥିବା ଅସଦାଚରଣ ଅଭିଯୋଗକୁ ହିମାଚଳ ପ୍ରଦେଶ ହାଇକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ, ଜିତେନ୍ଦ୍ରଙ୍କ ଜଣେ ସମ୍ପର୍କୀୟା ‘#ମିଠୁ’ ଅଭିଯାନ ମାଧ୍ୟମରେ ତାଙ୍କ ବିରୁଦ୍ଧରେ ଅସଦାଚରଣ ଅଭିଯୋଗ…

ବିଗ୍‌ ବସ୍‌ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର

ମୁମ୍ବାଇ,୨୨।୫: ଟେଲିଭିଜନର ସବୁଠାରୁ ବଡ଼ ରିୟାଲଟି ଶୋ’ ‘ବିଗ୍‌ ବସ୍‌’ରେ ବହୁ ବର୍ଷରୁ ସଲମାନ ଖାନ ହୋଷ୍ଟ କରି ଆସୁଛନ୍ତି। ସବୁ ଥର ଭଳି ସିଜନ ସରିବା ପରେ ଆଗାମୀ ସିଜନରେ ସଲମାନ ହୋଷ୍ଟ କରିବେ ନାହିଁ ବୋଲି ଚର୍ଚ୍ଚା ହୋଇଥାଏ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri