ମନୋରଞ୍ଜନ

କାହିଁକି ଆରମ୍ଭରୁ ଚର୍ଚ୍ଚାରେ ରହୁଛି ‘ଆର୍ଟିକଲ ୧୫’

ମୁମ୍ବାଇ: ‘ମୁଲ୍କ’ ପରେ ଲେଖକ ତଥା ନିର୍ଦ୍ଦେଶକ ଅନୁଭବ ସିହ୍ନା ପୁଣି ଥରେ ଏକ ନିର୍ଦ୍ଦିଷ୍ଟ ବିଷୟକୁ ନେଇ ଫିଲ୍ମ ନିର୍ମାଣ କରିଛନ୍ତି। ଆୟୁଷ୍ମାନ ଖୁରାନାଙ୍କ ଅଭିନୀତ ଫିଲ୍ମ ‘ଆର୍ଟିକଲ ୧୫’ ରିଲିଜ୍‌ ପୂର୍ବରୁ ବିବାଦ ଘେରକୁ ଆସିଥିବା ବେଳେ ଏବେ…

ମଲାଇକାଙ୍କ ଫଟୋ ଦେଖି କେଡିଟ୍‌ ମାଗିଲେ ଅର୍ଜୁନ

ମୁମ୍ବାଇ: ବଲିଉଡ୍‌ର ଆଇଟମ୍‌ ଗାର୍ଲ ତଥା ଅଭିନେତ୍ରୀ ମଲାଇକା ଆରୋରା ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କୁ ଡେଟିଂ କରୁଛନ୍ତି। ଦୁହିଁଙ୍କୁ ନେଇ ବି ଟାଉନରେ ସବୁବେଳେ ଚର୍ଚ୍ଚା ଲାଗିରହିଛି। ଚଳିତ ଦିନରେ ଏହି ଲଭବାର୍ଡ ଏକାସାଙ୍ଗରେ ନୁୟର୍କରେ ସମୟ ବିତାଉଛନ୍ତି। ମଲାଇକା…

‘ବୋଲେ ଚୁଡିୟାଁ’ରେ ତମନ୍ନା, ନଓ୍ବାଜୁଦ୍ଦିନ୍‌

ମୁମ୍ବାଇ: ଅଭିନେତ୍ରୀ ତମନ୍ନା ଭାଟିଆ ‘ବୋଲେ ଚୁଡିୟାଁ’ର ମୁଖ୍ୟ ଚରିତ୍ରରେ ଅଭିନୟ କରିବାକୁ ଯାଉଛନ୍ତି। ପୂର୍ବରୁ ଏହି ଚରିତ୍ରରେ ମୌନୀ ରଏ ଅଭିନୟ କରିବେ ବୋଲି ଚର୍ଚ୍ଚା ହେଉଥିଲା। ଏଥିରେ ପ୍ରଥମ ଥର ପାଇଁ ତମନ୍ନାଙ୍କୁ ନଓ୍ବାଜୁଦ୍ଦିନ ସିଦ୍ଦିକ୍‌ଙ୍କ ସହିତ ଦେଖିବାକୁ…

ପ୍ରଶଂସକଙ୍କ ସହ ରଣବୀରଙ୍କ ସେଲ୍‌ଫି ସୋସିଆଲ ମିଡିଆରେ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ରଣବୀର ସିଂ ଏବେ ଲଣ୍ଡନରେ ତାଙ୍କ ଅପ୍‌ କମିଂ ଫିଲ୍ମ ‘୮୩’ ପାଇଁ ବ୍ୟସ୍ତ ଅଛନ୍ତି। ହେଲେ ସେଠାରେ ସେ ତାଙ୍କ ପ୍ରଶଂସକଙ୍କ ସହ ନେଇଥିବା ଏକ ସେଲ୍‌ଫି ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ଆସିପାରେ ‘ରାଜି’ର ସିକ୍ୟୁଏଲ

ମୁମ୍ବାଇ: ବଲିଉଡ୍‌ ନାୟିକା ଆଲିଆ ଭଟ୍ଟ ଓ ବିକ୍କି କୌଶଲ ଷ୍ଟାର କାଷ୍ଟରେ ପରଦାକୁ ଆସିଥିବା ମୁଭି ‘ରାଜି’ର ସିକ୍ୟୁଏଲ ନିର୍ମାଣ କରାଯାଇ ପାରେ ବୋଲି ଶୁଣିବାକୁ ମିଳିଛି। ଫିଲ୍ମର ନିର୍ଦ୍ଦେଶିକା ମେଘନା ଗୁଲଜାର ନିଜେ ଏହା କହିଛନ୍ତି। ‘ରାଜି’ ପରଦାରେ…

ନ୍ୟୁୟର୍କରେ ୨୭ଲକ୍ଷ ଟଙ୍କାର ଜୋତା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ରିଷି

ନ୍ୟୁୟର୍କ: ବଲିଉଡ୍‌ ଅଭିନେତା ରିଷି କପୁର ଏବେ ନ୍ୟୁୟର୍କରେ ନିଜର କ୍ୟାନସରର ଚିକିତ୍ସା କରାଉଛନ୍ତି। ନ୍ୟୁୟର୍କରେ ଥାଇ ମଧ୍ୟ ରିଷି ନିଜ ଜୀବନର ସମସ୍ତ ଅପଡେଟ୍‌ ଟୁଇଟର ଜରିଆରେ ଫ୍ୟାନ୍ସଙ୍କୁ ଦେଇଥାନ୍ତି। ଏହାରି ଭିତରେ ସେ ଏକ ମଜାଳିଆ ଟୁଇଟ କରିଛନ୍ତି।…

ଜନ ସଂରକ୍ଷଣକୁ ନେଇ ସଚେତନ କରିବାକୁ ଅଣ୍ଟା ଭିଡିଛନ୍ତି ବଲିଉଡ୍‌ କଳାକାର

ମୁମ୍ବାଇ: ତାପମାତ୍ରା ବୃଦ୍ଧି ସାଙ୍ଗକୁ ଜନସଂଖ୍ୟା ବୃଦ୍ଧି ଭୂତଳ ଜଳସ୍ତର ହ୍ରାସର ପ୍ରମୁଖ କାରଣ ଭାବେ ଉଭା ହୋଇଛି। ଏପରିସ୍ଥଳରେ ଜଳ ସଂରକ୍ଷଣର ମହତ୍ତ୍ୱ ନ ବୁଝି ଜଳ ଅପଚୟ କରିବା ଫଳରେ ଆଗାମୀ ଦିନରେ ଭୟାଭୟ ପରିସ୍ଥିତି ଉପୁଜିପାରେ। ଏଣୁ…

ବଡ଼ ଭାଇ ଜୋ’ଙ୍କ ହେବ ବିବାହ, ହେଲେ ଫ୍ରାନ୍ସରେ ରୋମାନ୍ସ କରୁଛନ୍ତି ପିସି-ନିକ୍‌

ମୁମ୍ବାଇ: ବିବାହ କରିବେ ହଲିଉଡ୍‌ ଗାୟକ ନିକ୍‌ ଜୋନାସଙ୍କ ବଡ଼ ଭାଇ ଜୋ’ ଜୋନାସ। ପୂର୍ବରୁ ଜୋ ପ୍ରେମିକା ସୋଫି ଟର୍ନରଙ୍କୁ ଗୁପ୍ତ ଭାବେ ବିବାହ କରିଥିଲେ ସୁଦ୍ଧା ପୁଣିଥରେ ପରମ୍ପରାନୁଯାୟୀ ବିବାହ କରିବେ। ଫ୍ରାନ୍ସରେ ଏହି ବିବାହ ଅନୁଷ୍ଠିତ ହେବ।…

ଆଥିୟାଙ୍କୁ ଡେଟ୍‌ କରୁଛନ୍ତି କେଏଲ୍‌ ରାହୁଲ, ସମ୍ପର୍କ ହେଉଛିି ନିବିଡ଼ !

ମୁମ୍ବାଇ: କ୍ରିକେଟର କେଏଲ୍‌ ରାହୁଲ ପୁଣି ନିଜର ଲଭ୍‌ ଲାଇଫ୍‌କୁ ନେଇ ଚର୍ଚ୍ଚାରେ। ଏବେ ସେ ସୁନିଲ ସେଟ୍ଟୀଙ୍କ ଝିଅ ଆଥିୟାଙ୍କ ପ୍ରେମରେ ପଡ଼ିଥିବା କୁହାଯାଉଛି। ଉଭୟ ଉଭୟଙ୍କୁ ଡେଟ୍‌ କରୁଥିବା ବେଳେ ଲୋକ ସମ୍ମୁଖକୁ ଆସିବାକୁ ଚାହୁଁନାହାନ୍ତି। ଚଳିତ ବର୍ଷ…

ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କଲେ ଅନୁଷ୍କା, ୟୁଜର୍ସ କହିଲେ ଏମିତି…

ଅଭିନେତ୍ରୀ ଅନୁଷ୍କା ଶର୍ମା ଫିଲ୍ମ ‘ଜିରୋ’ ଫ୍ଲପ୍‌ ହେବା ପରେ ଆଜିପର୍ଯ୍ୟନ୍ତ କୌଣସି ଫିଲ୍ମରେ ସାଇନ୍‌ କରିନାହାନ୍ତି। ହାତରେ ଫିଲ୍ମ ନ ଥିଲେ କ’ଣ ହେଲା ବର୍ତ୍ତମାନ ଲଣ୍ଡନରେ ଚାଲିଥିବା କ୍ରିକେଟ ବିଶ୍ୱକପ୍‌କୁ ଫୁଲ୍‌ ଏନ୍‌ଜୟ କରୁଛନ୍ତି ଅନଷ୍କା। କିଛିଦିନ ତଳେ…

ରିଲିଜ ହେଲା ‘ଆର୍ଟିକଲ-୧୫’

ଫିଲ୍ମ ଫ୍ରାଇଡେ’ରେ ରିଲିଜ ହୋଇଛି ଆୟୁଷ୍ମାନ ଖୁରାନାଙ୍କ ଅଭିନୀତ ଫିଲ୍ମ ‘ଆର୍ଟିକଲ-୧୫’। ଭାରତୀୟ ସମ୍ବିଧାନର ଧାରା ୧୫କୁ ନେଇ ଏହି ଫିଲ୍ମ ନିର୍ମାଣ କରାଯାଇଛି। ଅନୁଭବ ସିହ୍ନାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଫିଲ୍ମଟି ଜାତିଗତ ଭେଦଭାବ ଉପରେ ଆଧାରିତ। ପ୍ରଥମଥର ପାଇଁ…

ଗାୟିକା ସାଜିଲେ ପ୍ରିୟା ପ୍ରକାଶ

ଥିରୁଭାନନ୍ଥପୁରମ୍‌: ଗତବର୍ଷ ଯାହାଙ୍କ ଆଖିମରା ଦୃଶ୍ୟ ଲକ୍ଷଲକ୍ଷ ଦର୍ଶକଙ୍କ ହୃଦୟକୁ ଜିଣିପାରିଥିଲା, ସେଇ ଚର୍ଚ୍ଚିତ ଅଭିନେତ୍ରୀ ହେଉଛନ୍ତି ପ୍ରିୟା ପ୍ରକାଶ ବାରିୟର। ସେ ଆଗାମୀ ମାଲାୟାଲମ୍‌ ଫିଲ୍ମ ‘ଫାଇନାଲ୍ସ’ର ଏକ ସଂଗୀତରେ ସ୍ବର ଦେଇଛନ୍ତି। ସେ ତାଙ୍କ ପ୍ରତିକ୍ରିୟାରେ କହନ୍ତି, ‘ମୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?