ମନୋରଞ୍ଜନ

ଶାହାରୁଖ କି ଅମୀର ନୁହନ୍ତି, ଏହି ଖାନ୍‌ଙ୍କୁ ଅଧିକ ପସନ୍ଦ କରନ୍ତି କରୀନା

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ ପ୍ରାୟ ସମସ୍ତ ବଡ଼ ଆକ୍ଟରଙ୍କ ସହିତ କାମ କରିଛନ୍ତି। କିନ୍ତୁ ଜଣେ ଖାନ୍‌ଙ୍କୁ ସେ ବହୁତ ପସନ୍ଦ କରନ୍ତି। ଏକଥା ଖୋଦ୍‌ କରୀନା କହିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଇରଫାନ୍‌ ଖାନ୍‌ଙ୍କ ଅପକମିଙ୍ଗ ଫିଲ୍ମ…

ମାଆ ହେବାକୁ ଚାହାନ୍ତିନି ଏହି ଅଭିନେତ୍ରୀ

ଛୋଟପରଦାରେ ‘ଚନ୍ଦ୍ରମୁଖୀ ଚୌଟାଲା’ ନାମରେ ପରିଚିତ ଅଭିନେତ୍ରୀ କବିତା କୌଶିକ୍‌ ବିବାହ କରିଥିଲେ ମଧ୍ୟ କେବେ ମାଆ ହେବାକୁ ଚାହାନ୍ତିନି। ୨୦୧୭ରେ ରୋନିତ୍‌ ବିଶ୍ୱାସଙ୍କୁ ବିବାହ କରିଥିବା ୩୮ ବର୍ଷୀୟା କବିତା ବିବାହର ୨ ବର୍ଷ ପରେ ମଧ୍ୟ ମାଆ ହେବାକୁ…

ଆଇପିଏଲ ଫାଇନାଲରେ ହୋଷ୍ଟ କରିବେ ସଲମାନ ଏବଂ କ୍ୟାଟ୍ରିନା

ସଲମାନ ଏବଂ କ୍ୟାଟ୍ରିନା ଆଇପିଏଲ୍‌ ଫାଇନାଲରେ ମ୍ୟାଚକୁ ହୋଷ୍ଟି କରିବା ପାଇଁ ଆସିବେ। ଏହା ସହିତ ନିଜର ଅପକମିଙ୍ଗ୍‌ ଫିଲ୍ମ ‘ଭାରତ’ର ପ୍ରମୋଶନ ମଧ୍ୟ କରିବେ। ରବିବାର ଆଇପିଏଲ୍‌ ୨୦୧୯ର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ। ସୁରକ୍ଷା ଦୃଷ୍ଟିରୁ ଦୁଇଜଣ ଫିଲ୍ଡକୁ…

ଇଣ୍ଡିଆଜ୍‌ ମୋଷ୍ଟ ଓ୍ବାଣ୍ଟେଡ୍‌ର ଟ୍ରେଲର ରିଲିଜ୍‌

ମୁମ୍ବାଇ,୨।୫: ବଲିଉଡ୍‌ରେ ଏବେ ଦେଶଭକ୍ତି ଫିଲ୍ମର ଟ୍ରେଣ୍ଡ ଚାଲିଛି। ଏହି ପରିପ୍ରେକ୍ଷୀରେ ଅର୍ଜୁନ କପୁରଙ୍କ ଅପ୍‌ କମିଂ ଫିଲ୍ମ ଇଣ୍ଡିଆଜ୍‌ ମୋଷ୍ଟ ଓ୍ବାଣ୍ଟେଡ୍‌ର ଟ୍ରେଲର ରିଲିଜ ହୋଇଛି। ଏହି ଟ୍ରେଲରଟି ୨ମିନିଟ୍‌ ୩୦ ସେକେଣ୍ଡର ହୋଇଥିବା ବେଳେ ଲକ୍ଷାଧିକ ୟୁଜର୍ସ ଏହାକୁ…

ଶିଳ୍ପା-ଅକ୍ଷୟଙ୍କ ଗୀତ ବିନା ଶୋଉ ନ ଥିଲେ ଟାଇଗର

ମୁମ୍ବାଇ: ବଲିଉଡ୍‌ ଷ୍ଟାର ଟାଇଗର ଶ୍ରଫଙ୍କ ଆଗାମୀ ଫିଲ୍ମ ଷ୍ଟୁଡେଣ୍ଟ ଅଫ୍‌ ଦି ଇୟର ୨ ଆସନ୍ତା ୧୦ ତାରିଖରେ ରିଲିଜ୍‌ ହେବାର ଯୋଜନା ରହିଛି। ହେଲେ ତା’ ପୂର୍ବରୁ ଫିଲ୍ମର ଯୋରଦାର ପ୍ରମୋଶନ ଚାଲିଛି। ନିକଟରେ ଟାଇଗରଙ୍କ ପିତା ଜ୍ୟାକି…

ଏହି ୫ ଜଣଙ୍କ ସହିତ ଡେଟିଂରେ ଯାଇଛନ୍ତି ଅନୁଷ୍କା

ମୁମ୍ବାଇ,୧।୫: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ବୁଧବାର ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୮ ମେ ୧ରେ ଅଯୋଧ୍ୟାଠାରେ ଜନ୍ମଗ୍ରହଣ କରିଥିଲେ। କିକ୍ରେଟର ବିରାଟ କୋହଲୀଙ୍କୁ ବିବାହ କରିବା ପୂର୍ବରୁ ଅନୁଷ୍କା ବଲିଉଡ୍‌ର ୫ ଜଣ ଖ୍ୟାତି ସମ୍ପନ୍ନ ବ୍ୟକ୍ତିଙ୍କ…

ରଣବୀର କପୁରଙ୍କ ଠାରୁ ବି ଏହି ଅଭିନେତାଙ୍କୁ ହ୍ୟାଣ୍ଡସମ୍‌ ଭାବନ୍ତି ଆଲିଆ

ମୁମ୍ବାଇ,୩୦।୪: ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଓ ରଣବୀର କପୁର ବି-ଟାଉନର ଚର୍ଚ୍ଚିତ ଲଭବାର୍ଡ। ଦୁହେଁ ଦୁହିଁଙ୍କୁ କେତେ ଭଲ ପାଆନ୍ତି ଏହାର ଉଦାହରଣ ବହୁଥର ଦେଖିବାକୁ ମିଳିସାରିଛି। ସାଧାରଣତଃ ଆଲିଆଙ୍କ ରଣବୀରଙ୍କ ପ୍ରତି କେତେ କ୍ରସ ରହିଛି, ତାହା କହିବା…

ସଲମାନଙ୍କ ସହ ‘ସ୍ଲୋ ମୋଶନ’ ଗୀତରେ ଦିଶା ପଟାନୀଙ୍କ ଲୁକ୍‌କୁ ନେଇ ବଢ଼ୁଛି ବିବାଦ

ମୁମ୍ବାଇ,୨୯।୪: ସଲମାନ ଖଁ।ଙ୍କ ଅପ୍‌ କମିଂ ଫିଲ୍ମ ଭାରତର ‘ସ୍ଲୋ ମୋଶନ’ ଗୀତକୁ ନେଇ ବିବାଦ ଦେଖାଦେଇଛି। ଏହି ଗୀତରେ ଦବଙ୍ଗ ସଲମାନଙ୍କ ସହ ଦିଶା ପଟାନୀ ନଜର ଆସିଥିବା ବେଳେ ତାଙ୍କର ଶାଢ଼ୀର ଲୁକ୍‌କୁ ନେଇ ବିବାଦ ଦେଖାଦେଇଛି। ଆଓ୍ବାର୍ଡ…

ପ୍ରଥମ ପତ୍ନୀଙ୍କ ଝିଅ ସହ ନଜର ଆସିଲେ ଆମିର: ଫଟୋ ଭାଇରାଲ

ମୁମ୍ବାଇ: ବିବାଦରୁ ସବୁବେଳେ ଦୂରେଇ ରହୁଥିବା ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ଏବେ କିନ୍ତୁ ସୋସିଆଲ ମିଡିଆରେ ଟ୍ରୋଲ୍‌ ହୋଇଛନ୍ତି। ନିକଟରେ ସେ ତାଙ୍କର ପ୍ରଥମ ପତ୍ନୀଙ୍କ କନ୍ୟା ଇରା ଖାଁଙ୍କ ସହ ଏକ ଫଟୋରେ ନଜର ଆସିଛନ୍ତି। ଯାହା…

ଘରର ଏହି ସବୁ କାମ କରିନ୍ତି ଟାଇଗର

ମୁମ୍ବାଇ: ସାଧାରଣତଃ ବଲିଉଡ୍‌ ଷ୍ଟାରମାନେ ଘରେ ଆରାମରେ ଜୀବନ କାଟୁଥିବା କୁହାଯାଏ। ଏମିତିକି ତାଙ୍କର ସବୁକାମ ପାଇଁ କେହି ନା କେହି ନିୟୋଜିତ ଥିବା ଦେଖିବାକୁ ମିଳେ। ଆଉ ଏମାନଙ୍କର ପ୍ରତିଟି କାମ କରିବାକୁ ବିଭିନ୍ନ ପ୍ରକାରର ବ୍ୟକ୍ତି ନିଯୁକ୍ତି ପାଇଥାଆନ୍ତି।…

ଭଲ କଳାକାରଙ୍କ ପାଇଁ ଯଥେଷ୍ଟ ସୁଯୋଗ ଅଛି

ମୁମ୍ବାଇ: ଭଲ କଳାକାରଙ୍କ ପାଇଁ ସିନେମାରେ ଯଥେଷ୍ଟ ସୁଯୋଗ ଅଛି ବୋଲି ବଲିଉଡ ଅଭିନେତ୍ରୀ ରିଚା ଚଢ଼ା ପ୍ରକାଶ କରିଛନ୍ତି। ଉକ୍ତ ଅଭିନେତ୍ରୀ ୨୦୦୮ରେ ପ୍ରଥମ କରି ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ। ତାଙ୍କ ଅଭିନୀତ ପ୍ରଥମ ଫିଲ୍ମ ‘ଓଇ ଲକି,…

ଦୀପିକା-ଅମୃତାଙ୍କ ଭିତରେ ରହିଛି ଏମିତି କନେକ୍ସନ

ଦୀପିକା ପାଦୁକୋନ ଏବଂ ରଣବୀର ସିଂ ଏକ ମ୍ୟାରେଜ ପାର୍ଟିକୁ ଯାଇଥିବାବେଳେ ଏହି ସମୟର କିଛି ସ୍ପେଶାଲ ଫଟୋ ଏବେ ସୋସିିଆଲ ମିଡିଆରେ ଭାଇରାଲ ହୋଇଛି। ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ଚାଲିଛି। ଏହି ଚର୍ଚ୍ଚାର କାରଣ ଦୀପିକା ଏବଂ ଅମୃତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri