ମନୋରଞ୍ଜନ

ଅପ୍ରୀତିକର ମନ୍ତବ୍ୟ ପାଇଁ ବଲିଉଡ୍‌ରୁ ଦୂରେଇଲି

ମୁମ୍ବାଇ: ଅପ୍ରୀତିକର ମନ୍ତବ୍ୟ ପାଇଁ ବଲିଉଡ୍‌ରୁ ଦୂରେଇ ରହିଛନ୍ତି ପଞ୍ଜାବୀ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ଅଭିନେତ୍ରୀ ନୀରୁ ବାଜ୍‌ଓ୍ବା। ୧୯୯୮ରେ ଦେବାନନ୍ଦଙ୍କ ‘ମେଁ ସୋଲା ବରସ୍‌ କୀ’ ହିନ୍ଦୀ ଫିଲ୍ମରେ ସେ କ୍ୟାରିୟର ଆରମ୍ଭ କରିଥିଲେ। ଏହି ଅଭିନେତ୍ରୀଙ୍କର ଶେଷ ପଞ୍ଜାବୀ…

ଚର୍ଚ୍ଚାରେ ଦୀପିକାଙ୍କ ବ୍ୟାଗ୍‌: ଦାମ୍‌ ୧ଲକ୍ଷ ୧୬ ହଜାର

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନ୍‌ କିଛି ନା କିଛି କାରଣ ପାଇଁ ଅନେକ ସମୟରେ ଥାଆନ୍ତି ଚର୍ଚ୍ଚାରେ। ବିଶେଷ କରି ତାଙ୍କ ଷ୍ଟାଇଲ୍‌କୁ ନେଇ ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରି ଥାଆନ୍ତି। ବ୍ରାଣ୍ଡେଡ୍‌ ଆଉଟ୍‌ ଫିଟ୍‌ରେ ଅନେକ ଥର…

ଦେଢ ବର୍ଷ ବୟସରେ ଯୋଗ କଲେ ତୈମୁରଙ୍କ ଭଉଣୀ

ମୁମ୍ବାଇ: ଷ୍ଟାର୍‌ କିଡ୍‌ଙ୍କର କ୍ରେଜ୍‌ ଟିକେ ଅଲଗା। ବିଶେଷ କରି ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏମାନଙ୍କ ଫଟୋ ଦେଖିବାକୁ ପ୍ରାୟ ସମସ୍ତଙ୍କର ଆଗ୍ରହ ଥାଏ। ଅନ୍ତର୍ଜାତୀୟ ଯୋଗ ଦିବସରେ ଏମିତି ଜଣେ ଷ୍ଟାର୍‌ କିଡ୍‌ଙ୍କ ଫଟୋ ଏବେ ଭାଇରାଲ ହୋଇଛି।…

ଯୋଗ କରି ଫିଟ୍‌ ରହିଛନ୍ତି ଏହିସବୁ ଅଭିନେତ୍ରୀ

ଯୋଗ ଆମକୁ ଶୃଙ୍ଖଳା ଓ ସମୟାନୁବର୍ତ୍ତିତା ଶିଖାଇଥାଏ। ଏତଦ୍‌ବ୍ୟତୀତ ଉତ୍ତମ ସ୍ବାସ୍ଥ୍ୟ ପାଇଁ ଯୋଗଠାରୁ ଭଲ ମହୌଷଧି କିଛି ନାହିଁ। ଖାସ୍‌ ଏଥିପାଇଁ ତ ବଲିଉଡ୍‌ର ଅଭିନେତ୍ରୀମାନେ ନିଜର ବ୍ୟସ୍ତବହୁଳ ଜୀବନ ମଧ୍ୟରୁ କିଛି ସମୟ ବାହାର କରି ଯୋଗ କରିଥାନ୍ତି।…

ସମ୍ମୁଖକୁ ଆସିଲା ‘ଗୁଲାବୋ ସିତାବୋ’ର ଅମିତାଭ୍‌ଙ୍କ ପ୍ରଥମ ଲୁକ୍‌

ବିଗ୍‌ ବି ଅମିତାଭ ବଚ୍ଚନ ବର୍ତ୍ତମାନ ତାଙ୍କର ଆଗାମୀ ସିନେମା ‘ଗୁଲାବୋ ସିତାବୋ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ସୁଜିତ୍‌ ସରକାରଙ୍କ ନିର୍ଦ୍ଦେଶିତ ଏହା ଏକ କମେଡି ସିନେମା। ଫିଲ୍ମ ‘ପିକୁ’ ପରେ ସୁଜିତ୍‌ ଏବଂ ଅମିତାଭଙ୍କର ଏହା ଦ୍ୱିତୀୟ ସିନେମା। ଫିଲ୍ମର…

ଅକ୍ଟୋବରରେ ରିଲିଜ୍‌ ହେବ ‘ଲୁଟ୍‌କେସ୍‌’

ମୁମ୍ବାଇ: ବଲିଉଡ୍‌ ଅଭିନେତା କୁନାଲ ଖେମୁ ଓ ଅଭିନେତ୍ରୀ ରସିକା ଦୁଗ୍ଗଲଙ୍କ ଫିଲ୍ମ ‘ଲୁଟ୍‌କେସ୍‌’ ଆସନ୍ତା ଅକ୍ଟୋବର ୧୧ରେ ରିଲିଜ୍‌ ହେବ ବୋଲି ସୂଚନା ମିଳିଛି। ଏଥିରେ ଉଭୟଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଅଛି ବୋଲି କୁହାଯାଉଛି। ଫିଲ୍ମର ଏକ ପ୍ରମୋ ଭିଡିଓ…

ସର୍ଟ ଡ୍ରେସ୍‌କୁ ନେଇ ଟ୍ରୋଲ୍‌ ହେଲେ ପ୍ରିୟଙ୍କା

ନ୍ୟୁୟର୍କ: ବଲିଉଡ୍‌ ଦେଶି ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ତାଙ୍କ ସ୍ବାମୀଙ୍କ ସହ ନ୍ୟୁୟର୍କରେ ରହୁଛନ୍ତି। ହେଲେ ନିକଟରେ ସେ ଏମିତି ଏକ ଡ୍ରେସ୍‌ରେ ନଜର ଆସିଛନ୍ତି ଯାହା ଫଳରେ ତାଙ୍କୁ ଟ୍ରୋଲ୍‌ ହେବାକୁ ପଡିଛି। ନ୍ୟୁୟର୍କରେ ନିଜ ଆପାର୍ଟମେଣ୍ଟ ବାହାରକୁ…

ଲଣ୍ଡନରେ ତୈମୁରଙ୍କୁ ୧୨ଘଣ୍ଟା ପାଇଁ ଛାଡି ମୁମ୍ବାଇ କାହିଁକି ଆସିଲେ କରୀନା

ମୁମ୍ବାଇ: ବଲିଉଡ୍‌ ବେବୋ ଏବେ ନିଜ ପରିବାରଙ୍କ ସହ ୟୁରୋପରେ ହଲିଡେ କଟାଉଛନ୍ତି। କରୀନା କପୁର, ସୈଫ ଅଲ୍ଲୀ ଖାଁ, ତୈମୁରଙ୍କ ସମେତ କରିସ୍ମା ଓ ତାଙ୍କର ୨ପିଲାଙ୍କ ସହ ଛୁଟି କଟାଉଥିବା ଫଟୋରେ ଦେଖିବାକୁ ମିଳିଛି। ହେଲେ ଏହାରି ଭିତରେ…

କଷ୍ଟ୍ୟୁମ ଡିଜାଇନ୍‌ର ମୂଲ୍ୟ ଏବେ ଆଉ ନାହିଁ

ଫିଲ୍ମ ନିର୍ମାଣ ପୂର୍ବରୁ ଗୋଟିଏ ମିଳିତ ବୈଠକ ଡକାଯାଉଥିଲା। ପ୍ରଯୋଜକ, ନିର୍ଦ୍ଦେଶକଙ୍କ ସମେତ ବାକି ସମସ୍ତ ବିଭାଗର ଲୋକ ଉପସ୍ଥିତ ରହୁଥିଲେ। କେଉଁ ସ୍ଥାନରେ ଶୁଟିଂ ହେବ, କ’ଣ ପିନ୍ଧିଲେ ଭଲ ଦେଖାଯିବ ତାହା ଆଲୋଚନା ହେଉଥିଲା। ଶୁଟିଂର ମାସକ ପୂର୍ବରୁ…

ଆରମ୍ଭରୁ ଡବଲ ରୋଲ୍‌

ନବାଗତା ସୁମନପ୍ରିୟାଙ୍କୁ ତାଙ୍କର ଡେବ୍ୟୁ ସିନେମାରେ ଡବଲ ରୋଲ୍‌ରେ ଦେଖିବାକୁ ମିଳିବ। ଅପରପକ୍ଷରେ ଏଭଳିି ଭିନ୍ନ ଭୂମିକା ଦ୍ୱୟର ସଫଳତାକୁ ନେଇ ବେଶ୍‌ ଆଶା ରଖିଛନ୍ତି ଏହି ନବାଗତା। ଏଥିରେ ତାଙ୍କୁ ବୈଶାଳୀ ଏବଂ ଦୀପାଳି ଭୂମିକାରେ ଦେଖିବାକୁ ମିଳିବ। ଏ…

କଳିଙ୍ଗ ଷ୍ଟୁଡିଓ କଟ୍‌ ଇଟ୍‌…

ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ଆଶାଭରସା କଳିଙ୍ଗ ଷ୍ଟୁଡିଓ ନିର୍ମାଣ ଆରମ୍ଭରୁ ଏଯାବତ୍‌ କେବଳ ଝଡ଼ଝଞ୍ଜା ମଧ୍ୟରେ ସଂଗ୍ରାମ କରିଚାଲିଛି। ୧୯୭୬ରେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (ଓଏଫ୍‌ଡିସି) ପ୍ରତିଷ୍ଠା ହୋଇଥିଲା। ଏହାପରେ ଆମ ରାଜ୍ୟରେ ଏକ ଫିଲ୍ମ ଷ୍ଟୁଡିଓ ସ୍ଥାପନ କରିବାକୁ…

କହୁ କହୁ କହିଦେଲେ

କ୍ୟାଟ୍ରିନା ଆଉ କେତେଦିନ ଜିଭକୁ ଲଗାମ ଦେଇଥାଆନ୍ତେ। ନିଜକୁ ଯେତେ ନିୟନ୍ତ୍ରଣରେ ରଖିଲେ ମଧ୍ୟ ଶେଷକୁ ଅସଲ କଥାଟି ତାଙ୍କ ପାଟିରୁ ବାହାରିଗଲା। ଏବେ ତ ଆଲୋଚନା ଚାଲିଛି ଯେ କ୍ୟାଟ୍ରିନା କୈଫ କେବେ ହାତକୁ ଦି’ ହାତ ହେବେ। ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?