ଘରର ଏହି ସବୁ କାମ କରିନ୍ତି ଟାଇଗର
ମୁମ୍ବାଇ: ସାଧାରଣତଃ ବଲିଉଡ୍ ଷ୍ଟାରମାନେ ଘରେ ଆରାମରେ ଜୀବନ କାଟୁଥିବା କୁହାଯାଏ। ଏମିତିକି ତାଙ୍କର ସବୁକାମ ପାଇଁ କେହି ନା କେହି ନିୟୋଜିତ ଥିବା ଦେଖିବାକୁ ମିଳେ। ଆଉ ଏମାନଙ୍କର ପ୍ରତିଟି କାମ କରିବାକୁ ବିଭିନ୍ନ ପ୍ରକାରର ବ୍ୟକ୍ତି ନିଯୁକ୍ତି ପାଇଥାଆନ୍ତି।…
ଭଲ କଳାକାରଙ୍କ ପାଇଁ ଯଥେଷ୍ଟ ସୁଯୋଗ ଅଛି
ମୁମ୍ବାଇ: ଭଲ କଳାକାରଙ୍କ ପାଇଁ ସିନେମାରେ ଯଥେଷ୍ଟ ସୁଯୋଗ ଅଛି ବୋଲି ବଲିଉଡ ଅଭିନେତ୍ରୀ ରିଚା ଚଢ଼ା ପ୍ରକାଶ କରିଛନ୍ତି। ଉକ୍ତ ଅଭିନେତ୍ରୀ ୨୦୦୮ରେ ପ୍ରଥମ କରି ବଲିଉଡ୍ରେ କ୍ୟାରିୟର ଆରମ୍ଭ କରିଥିଲେ। ତାଙ୍କ ଅଭିନୀତ ପ୍ରଥମ ଫିଲ୍ମ ‘ଓଇ ଲକି,…
ଦୀପିକା-ଅମୃତାଙ୍କ ଭିତରେ ରହିଛି ଏମିତି କନେକ୍ସନ
ଦୀପିକା ପାଦୁକୋନ ଏବଂ ରଣବୀର ସିଂ ଏକ ମ୍ୟାରେଜ ପାର୍ଟିକୁ ଯାଇଥିବାବେଳେ ଏହି ସମୟର କିଛି ସ୍ପେଶାଲ ଫଟୋ ଏବେ ସୋସିିଆଲ ମିଡିଆରେ ଭାଇରାଲ ହୋଇଛି। ଯାହାକୁ ନେଇ ଖୁବ୍ ଚର୍ଚ୍ଚା ଚାଲିଛି। ଏହି ଚର୍ଚ୍ଚାର କାରଣ ଦୀପିକା ଏବଂ ଅମୃତାଙ୍କ…
ରୋମାନିୟା ନୁହେଁ ମୁମ୍ବାଇରେ ହେବ ‘ସଡ଼କ ୨’ର ଶୁଟିଂ
ମୁମ୍ବାଇ: ବଲିଉଡ୍ ନିର୍ଦ୍ଦେଶକ ମହେଶ୍ ଭଟ୍ଟ ବେଶ୍ କିଛି ସମୟ ପରେ ପୁଣି ଥରେ ନିର୍ଦ୍ଦେଶନା ଦେବାକୁ ଯାଉଛନ୍ତି। ଯେଉଁଥିରେ ‘କଳଙ୍କ’ର ଯୋଡି ସିଦ୍ଧାର୍ଥ ରୟ କପୁର ଓ ଆଲିଆ ଭଟ୍ଟ ନଜର ଆସିବେ। ୧୯୯୧ରେ ସଞ୍ଜୟ ଦତ୍ତ ଓ ପୂଜା…
ସତରେ କ’ଣ ଶ୍ରୁତି ହାସନଙ୍କର ହୋଇଗଲା ବ୍ରେକ୍ଅପ୍!
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଶ୍ରୁତି ହାସନ ଓ ତାଙ୍କର ଇଟାଲିୟନ୍ ପୁରୁଷ ବନ୍ଧୁ ମାଇକେଲ କୋରସେଲଙ୍କ ମଧ୍ୟରେ ବ୍ରେକ୍ଅପ୍ ହୋଇଥିବା ଖବର ଶୁଣିବାକୁ ମିଳୁଛି। ଅବଶ୍ୟ ଶ୍ରୁତିଙ୍କ ତରଫରୁ ସେମିତି କିଛି ଖବର ମିଳିନାହିଁ। କିନ୍ତୁ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ମାଇକେଲଙ୍କ…
ବୟଫ୍ରେଣ୍ଡ୍ଙ୍କ ସହ ଘରଛାଡ଼ି ପଳେଇବାକୁ ସୁସ୍ମିତା ପ୍ରସ୍ତୁତ
ପୂର୍ବତନ ମିସ୍ ୟୁନିଭର୍ସ ତଥା ଅଭିନେତ୍ରୀ ସୁସ୍ମିତା ସେନ୍ ବ୍ରୟଫ୍ରେଣ୍ଡ ରେହମାନ୍ ଶାଲଙ୍କ ସହ ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ନିୟୁର୍କରେ ଥିବା ସୁସ୍ମିତା ଫ୍ୟାନ୍ସଙ୍କୁ ଜଣାଇବା ପାଇଁ ଏହି ଫଟୋ ଶେୟାର କରିଛନ୍ତି। ସୁସ୍ମିତା ରେହମାନଙ୍କ ସହ…
ଫିଲ୍ମ ‘ଭାରତ’ରେ କ୍ୟାଟ୍ରିନା ବି ଓଲ୍ଡ ଏଜ୍ ଚରିତ୍ରରେ ନଜର ଆସିବେ
ମୁମ୍ବାଇ: ବଲିଉଡ୍ ଭାଇଜାନ୍ ସଲମାନ ଖାଁ ଓ କ୍ୟାଟ୍ରିନ କୈଫଙ୍କ ଅପ୍କିମିଙ୍ଗ ଫିଲ୍ମକୁ ନେଇ ଚର୍ଚ୍ଚା ଜାରି ରହିଛି। ଫିଲ୍ମ ‘ଭାରତ’ରେ ଉଭୟେ ନଜର ଆସୁଥିବା ବେଳେ ଏମାନଙ୍କର ଭିନ୍ନ ଗେଟ୍ଅପ୍ ଏବେ ଦର୍ଶକଙ୍କ ପାଇଁ କିଛି ଭିନ୍ନ ସ୍ବାଦ ଆଣିବ…
ଏକାଦିନରେ ଗୋଟିଏ ହସ୍ପିଟାଲରେ ହୋଇଥିଲେ ଜନ୍ମ : ୨୬ ବର୍ଷ ପରେ ହେବ ବିବାହ
କୁହାଯାଏ, କିଏ କାହାକୁ ବିବାହ କରିବେ ତାହା ପୂର୍ବରୁ ସ୍ଥିର ହୋଇଥାଏ। ଭାଗ୍ୟରେ ଯଦି ସେହି ଜଣକ ଲେଖାଥାଏ ତେବେ କୌଣସି ପରିସ୍ଥିତିରେ କେହି କାହାକୁ ଅଲଗା କରିପାରିବେ ନାହିଁ। ଏମିତି ଏକ ଘଟଣା ଦୁଇ ଯୁବକ ଯୁବତୀଙ୍କ ସହିତ ହୋଇଛି।…
ମାଆ ହେବାକୁ ଯାଉଛନ୍ତି ଅର୍ଜୁନଙ୍କ ଗାର୍ଲଫ୍ରେଣ୍ଡ !
ଅର୍ଜୁନ ରାମପାଲ ବିବାହର ୨୦ ବର୍ଷ ପରେ ତାଙ୍କ ସ୍ତ୍ରୀ ମେହର ଜେସିୟାଙ୍କୁ ଛାଡ଼ପତ୍ର ଦେଇ ସାରିଛନ୍ତି। ଏ ଖବର କିଛିଦିନ ତଳେ ଖୁବ୍ ଚର୍ଚ୍ଚାରେ ଥିଲା। ପୁଣି ଥରେ ଅର୍ଜୁନ ଚର୍ଚ୍ଚାକୁ ଆସିଛନ୍ତି। ଅର୍ଜୁନ ଏବେ ବାପା ହେବାକୁ ଯାଉଛନ୍ତି।…
ଏମାନେ ଦାମୀ ଷ୍ଟାର କିନ୍ତୁ ଚଢ଼ନ୍ତି ଶସ୍ତା କାର
ବଲିଉଡ୍ର କିଛି ଷ୍ଟାରଙ୍କ ଲାଇଫ୍ଷ୍ଟାଇଲ ସବୁବେଳେ ଚର୍ଚ୍ଚାରେ ରହିଥାଏ। ଫିଲ୍ମ କ୍ୟାରିୟର ବାଦ୍ ସେମାନଙ୍କ ଦୈନନ୍ଦିନ ଚଳଣି ସାଧାରଣ ଲୋକଙ୍କ ପରି ହୋଇଥାଏ। ବିଗ୍ ଟାଉନ୍ରେ ଏମାନେ ଦାମୀ ଷ୍ଟାର କିନ୍ତୁ ଶସ୍ତା କାର୍ରେ ବୁଲିବାକୁ ପସନ୍ଦ କରିଥାନ୍ତି। ଜାଣନ୍ତୁ ଏହି…
ଅମୀରଙ୍କ ବିମାନ ଭିତରେ ବସିଥିବା ଭିଡିଓ ହେଲା ଭାଇରାଲ
ମୁମ୍ବାଇ,୨୩।୪: ମିଷ୍ଟର ପରଫେକ୍ଟିନିଷ୍ଟଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓଟିରେ ଅମୀର ଖଁ। ଇକୋନୋମିକ କ୍ଲାସର ଓ୍ବିଣ୍ଡୋ ସିଟ୍ ପାଖରେ ଚୁପ୍ଚାପ୍ ବସିଥିବା ଦେଖିବାକୁ ମିଳିଛି। ଅମୀରଙ୍କ ଭଳି ସୁପରଷ୍ଟାର ବିଜନେସ୍ କ୍ଲାସରେ ଯାତ୍ରା କରିବା…
‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବେ କ୍ୟାଟ୍ରିନା
ମୁମ୍ବାଇ: ଫିଲ୍ମ ନିର୍ମାତା ରୋହିତ ଶେଟ୍ଟୀଙ୍କ ପରବର୍ତ୍ତୀ ସିନେମା ‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବାକୁ ଯାଉଛନ୍ତି କ୍ୟାଟ୍ରିନା କୈଫ। ଏଥିରେ ଅକ୍ଷୟ କୁମାରଙ୍କ ସହ ତାଙ୍କର ଯୋଡ଼ି ଖୁବ୍ ଜମିବ ବୋଲି ସୂଚନା ମିଳୁଛି। ଅକ୍ଷୟଙ୍କ ସହିତ ପୂର୍ବରୁ କ୍ୟାଟ୍ରିନା ‘ନମସ୍ତେ ଲଣ୍ଡନ’…
Archives


