ମନୋରଞ୍ଜନ

ଋଷି କପୁରଙ୍କ ସ୍ବାସ୍ଥ୍ୟରେ ସୁଧାର: ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ

ମୁମ୍ବାଇ,୨୧।୪: ବଲିଉଡ୍‌ ଅଭିନେତା ଋଷି କପୁର କିଛି ଦିନ ଧରି ଆମେରିକାରେ ଚିକିତ୍ସିତ ହେଉଛନ୍ତି। ତେବେ ଥାଙ୍କ ସ୍ବାସ୍ଥ୍ୟରେ ସୁଦାର ଆସିଛି। ସେ ଖୁବ୍‌ ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ ବୋଲି କୁହାଯାଉଛି। ସେ ଗତବର୍ଷ ସେପ୍ଟେମ୍ବରରେ ଚିକିତ୍ସା ପାଇଁ ନ୍ୟୁୟର୍କ…

କାହିଁକି ବିବାହ କରୁ ନାହାଁନ୍ତି ସଲମାନ: ସାମ୍ନାକୁ ଆସିଲା ନୂଆ କାରଣ

ମୁମ୍ବାଇ: ବଲିଉଡ୍‌ ଭାଇଜନ୍‌ ସଲମାନ ଖାଁ ୫୩ ବର୍ଷରେ ପଦାର୍ପଣ କଲେଣି। କିନ୍ତୁ ଆଜି ପର୍ଯ୍ୟନ୍ତ ସେ ବିବାହ କରି ନାହାଁନ୍ତି। ସେ କେବେ ବିବାହ କରିବେ ତାକୁ ନେଇ ବହୁବାର ପ୍ରଶ୍ନ ଉଠିଥିଲେ ବି ସଲମାନ ଭିନ୍ନ ଭିନ୍ନ କାରଣ…

ଆରାଧ୍ୟା ଏବଂ ଐଶ୍ୱର୍ଯ୍ୟାଙ୍କ ଫଟୋ ଶେୟାର କରି ଏମିତି କହିଲେ ଅଭିଷେକ

ଐଶ୍ୱର୍ଯ୍ୟା ଏବଂ ଅଭିଷେକ ବଚ୍ଚନ ଝିଅ ଆରାଧ୍ୟାଙ୍କ ସହ ମାଳଦ୍ୱୀପରେ ଛୁଟି ମନାଉଛନ୍ତି। ଶନିବାର ଅଭି-ଐଶ୍‌ଙ୍କ ବିବାହବାର୍ଷିକୀ ଥିଲା। ତେଣୁ ଏହିଦିନ ଦୁହେଁ ଦୁହିଁଙ୍କୁ ସ୍ପେଶାଲ ଉଇସ୍‌ କରିଛନ୍ତି। ଅଭି ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ…

‘ରେସ୍‌-୩’ ଫ୍ଲପ ପରେ ବବି ଦେଓଲଙ୍କ ନୂଆ ଲୁକ୍‌

ଫିଲ୍ମ ‘ରେସ୍‌ -୩’ଫ୍ଲପ ହେବା ପରେ ବି ବବି ଦେଓଲଙ୍କ ପାଖରେ ଅଫରର ଅଭାବ ନାହିଁ। ଶେଷଥର ବବି ପିତା ଧର୍ମେନ୍ଦ୍ର ଏବଂ ଭାଇ ସନ୍ନ ଦେଓଲଙ୍କ ସହିତ ‘ୟମଲା ପଗଲା ଦିଓ୍ବାନା ଫିର୍‌ ସେ’ ନଜର ଆସିଥିଲେ। ଏହି ଫିଲ୍ମ…

ସଲମାନଙ୍କୁ ଭେଟିଲେ ତାଙ୍କର କୁନି ପ୍ରଶଂସକ

ଇନ୍ଦୋର: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ତାଙ୍କ ଅଭିନୟକୁ ନେଇ ଯେତିକି ଚର୍ଚ୍ଚିତ ତା’ଠାରୁ ଅଧିକ ଚର୍ଚ୍ଚିତ ତାଙ୍କ ମାନବିକତା ପାଇଁ। ଏମିତିକି ଅନେକ ସମୟରେ ସେ ତାଙ୍କ ପ୍ରଶଂସକଙ୍କୁ ସାକ୍ଷାତ କରି ମଧ୍ୟ ଆସି ଥାଆନ୍ତି ଚର୍ଚ୍ଚାକୁ। ଦେଶ ବିଦେଶରେ…

ଐଶ୍ୱର୍ଯ୍ୟା- ଅଭିଷେକଙ୍କ ଯୋଡ଼ି ଏହିସବୁ ଫିଲ୍ମରେ ହିଟ୍‌ ହୋଇଥିଲା

ଐଶ୍ୱର୍ଯ୍ୟା ଏବଂ ଅଭିଷେକ ବଚ୍ଚନଙ୍କୁ ବିଗ୍‌ ଟାଉନର ବେଷ୍ଟ ଯୋଡ଼ି କୁହାଯାଏ। ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଯୋଡ଼ି ରିଲ୍‌ରେ ଦର୍ଶକଙ୍କ ଯେତିକି ପସନ୍ଦ ଆସିଥାଏ ରିୟଲରେ ମଧ୍ୟ ତା’ଠୁ ବେଶୀ ପସନ୍ଦ ଆସିଥାଏ। ଅଭି ପରିବାରର ଆଦର୍ଶ। ସେ କେବଳ ଜଣେ ଭଲ ପୁଅ…

ଶୁଟିଂ ସେଟ୍‌ରେ ବିକି କୌଶଲ ଆହତ: ମୁହଁରେ ପଡ଼ିଛି ୧୩ ଷ୍ଟିଚ୍‌

ମୁମ୍ବାଇ,୨୦।୪: ସଞ୍ଜୁ ଓ ଉରି: ଦ ସର୍ଜିକାଲ ଷ୍ଟ୍ରାଇକ୍‌ ଭଳି ବକ୍ସ ଅଫିସରେ ଭଲ ବ୍ୟବସାୟ କରିଥିବା ଅଭିନେତା ବିକି କୌଶଲ ଏବେ ସଫଳତାର ପାହାଚ ଚଢ଼ିବାରେ ଲାଗିଛନ୍ତି। ବିକି କୌଶଲ ତାଙ୍କ ଆଗାମୀ ହରର୍‌ ଫିଲ୍ମର ଶୁଟିଂରେ ବ୍ୟସ୍ତ ଥିବା…

ନିର୍ଦ୍ଦେଶକ ରାମଗୋପାଳ ବର୍ମାଙ୍କ ବିରୋଧରେ ମାମଲା ରୁଜୁ

ମୁମ୍ବାଇ,୨୦।୪: ନିଜ ବୟାନକୁ ନେଇ ସବୁବେଳେ ବିବାଦରେ ରହୁଥିବା ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ଏବେ ପୁଣି ଥରେ ବିବାଦରେ ଫଶିଯାଇଛନ୍ତି। ଚଳିତ ଥର କୌଣସି ବୟାନକୁ ନେଇ ନୁହଁ ବରଂ ଏକ ଫେକ ଫଟୋକୁ ନିଜ ସୋସିଆଲ ଆକାଣ୍ଟରେ…

‘କଲଙ୍କ’ରେ ଭୂମିକାକୁ ନେଇ ଖୁସି

ମୁମ୍ବାଇ,୨୦ା୪(ଆଇଏଏନ୍‌ଏସ୍‌): ଅଭିଷେକ୍‌ ବର୍ମନଙ୍କ ଚଳଚ୍ଚିତ୍ର ‘କଲଙ୍କ’ରେ ନିଜର ଭୂମିକାକୁ ନେଇ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ ଏଥିରେ ଅଭିନେତା ଆଦିତ୍ୟ ରୟ କପୁରଙ୍କ ବିରୋଧରେ ସତ୍ୟ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ତାଙ୍କର ଏହି ଭୂମିକାକୁ ସମସ୍ତେ ପ୍ରଶଂସା…

ଭାରତର ୫ମ ପୋଷ୍ଟର ରିଲିଜ୍‌

ମୁମ୍ବାଇ,୧୯।୪: ଅଲୀ ଅବ୍ବାସ ଜଫରଙ୍କ ଆଗାମୀ ଫିଲ୍ମ ଓ ସଲମାନଙ୍କ ବହୁ ପ୍ରତିକ୍ଷିତ  ଫିଲ୍ମ ଭାରତର ୫ମ ପୋଷ୍ଟର ରିଲିଜ୍‌ ହୋଇଛି। ପୂର୍ବରୁ ଏହି ଫିଲ୍ମର ୪ଟି ପୋଷ୍ଟର ରିଲିଜ ହୋଇସାରିଛି। ଏହି ପୋଷ୍ଟରରେ ସଲମାନ ଓ କ୍ୟାଟରିନାଙ୍କ ଜବରଦସ୍ତ ଲୁକ୍‌…

ସର୍ବାଧିକ ଆୟକର ଦେଇ ଅକ୍ଷୟ ଓ ସଲମାନଙ୍କୁ ପଛରେ ପକାଇଲେ ଅମିତାଭ

ମୁମ୍ବାଇ,୧୯।୪: ବଲିଉଡ୍‌ର ସୁପରଷ୍ଟାର ତଥା ବିଗ୍‌ ବି ଅମିତାଭ ବଚ୍ଚନ ୨୦୧୮-୧୯ ଆର୍ଥିକ ବର୍ଷରେ ସିନେ ତାରକାଙ୍କ ମଧ୍ୟରେ ସର୍ବାଧିକ ଆୟକର ଭରିଥିବା ଜଣାପଡ଼ିଛି। ଚଳିତ ଆର୍ଥିକ ବର୍ଷରେ ଅମିତାଭ ବଚ୍ଚନ ୭୦ କୋଟି ଟଙ୍କା ଆୟକର ଦେଇଛନ୍ତି। ଏନେଇ ସୂଚନା…

ଛାଡ଼ପତ୍ରର ୨ ବର୍ଷ ପରେ ଏମିତି କହିଲେ ଅରବାଜ୍‌

୧୮ ବର୍ଷର ସାଂସାରିକ ଜୀବନ ବିତାଇବା ପରେ ମଲାଇକା ଆରୋରା ଏବଂ ଏବଂ ଅରବାଜ୍‌ ଖାନ୍‌ ଅଲଗା ହୋଇଗଲେ। ଏମାନଙ୍କ ଛାଡ଼ପତ୍ରକୁ ୨ ବର୍ଷ ପୂରିଛି। ଛାଡ଼ପତ୍ର ପରଠାରୁ ଏ ସମ୍ପର୍କରେ କେବେ ମୁହଁ ଖୋଲି ନ ଥିଲେ ଅରବାଜ। କିନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri