ମନୋରଞ୍ଜନ

ସୁଟିଂ ସେଟ୍‌ରେ ଏହି ଅଭିନେତ୍ରୀଙ୍କ ଜଳିଗଲା ମୁହଁ

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଭୂମି ପେଦେନକର ତାଙ୍କ ଆଗାମୀ ଫିଲ୍ମ ‘ସାଣ୍ଡ କି ଆଁଖ’ର ସୁଟିଂରେ ବ୍ୟସ୍ତ ଅଛନ୍ତି। ନିକଟରେ ସୁଟିଂ ସମୟରେ ମେକ୍‌ଅପ୍‌ ଯୋଗୁ ଭୂମିଙ୍କ ମୁହଁ ଜଳିଯାଇଥିବା ଜଣାପଡ଼ିଛି। ମୁହଁରେ ଗମ୍ଭୀର ଭାବରେ ଛାଲ ପଡ଼ିଯାଇଥିବା ଦେଖିବାକୁ ମିଳିଛି।…

ଇରଫାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ: ବଢ଼ିଲା ସୁରକ୍ଷା

ଉଦୟପୁର, ୧୮।୪: ବଲିଉଡ ଅଭିନେତା ଇରଫାନ ଖାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ ଜମିଛି। ଟ୍ୟୁମର ଚିକିତ୍ସା ସାରି ଭାରତ ଫେରିଥିବା ଇରଫାନ ିଜ ଆଗାମୀ ଫିଲ୍ମ ‘ଇଂଲିଶ ମିଡିୟମ’ ଶୁଟିଂରେ ବ୍ୟସ୍ତ ଅଛନ୍ତି। ରାଜସ୍ଥାନର ଉଦୟପୁରରେ ଫିଲ୍ମର ଶୁଟିଂ ଚାଲିଥିବାବେଳେ…

‘ରାଇଜିଂ ଷ୍ଟାର-୩’ ମଞ୍ଚରେ ପୁଣି ଆସିବେ ସଲମାନ,ଗୀତଗାଇବେ ରେଖା

ମୁମ୍ବାଇ: ଟେଲିଭିଜନ ପରଦାରେ ରୂପେଲି ପରଦାର ନାୟକ ନାୟିକାଙ୍କୁ ଦେଖିଲେ ଦର୍ଶକେ ଅଧିକ ଖୁସି ହୁଅନ୍ତି। ତେବେ ଏଥର ଛୋଟ ପରଦାର ରିୟଲିଟି ଶୋ’ ‘ରାଇଜିଂ ଷ୍ଟାର-୩’ ମଞ୍ଚରେ ଏକାଠି ନଜର ଆସିବେ ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଓ ବଲିଉଡ୍‌…

ତୈମୁରଙ୍କ ଫିଲ୍ମକୁ ନେଇ ମୁହଁ ଖୋଲିଲେ ମଧୁର ଭଣ୍ଡାରକର

ମୁମ୍ବାଇ: ନିକଟରେ ଶୈଫିନାଙ୍କ ପୁଅ ତୈମୁର ଅଲ୍ଲି ଖାଁ ବଲିଉଡ୍‌ରେ ନଜର ଆସିବେ ବୋଲି ଚର୍ଚ୍ଚା ହେଉଥିଲା। ତୈମୁରଙ୍କୁ ନେଇ ନିର୍ମାତା ନିର୍ଦ୍ଦେଶକ ମଧୁର ଭଣ୍ଡାରକର କୁଆଡେ ଫିଲ୍ମର ଟାଇଟଲ ରେଜିଷ୍ଟର କରି ସାରିଛନ୍ତି ବୋଲି ଶୁଣିବାକୁ ମିଳିଥିଲା। ହେଲେ ନିକଟରେ…

ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ମୁମ୍ବାଇ,୧୮-୪: ବ୍ୟବସାୟିକ ସିନେମା ପ୍ରସ୍ତୁତିରେ ନିଜର ଛାପ ଛାଡିବା ପରେ ଫିଲ୍ମ କିଡା ପ୍ରଡକ୍ସନ ହାଉସ ବର୍ତ୍ତମାନ ରିୟଲ ଲାଇଫ ଷ୍ଟୋରୀକୁ ନେଇ ସିନେମା କରିବ। ଦର୍ଶକଙ୍କ ପସନ୍ଦ ଆସିବା ଭଳି କଣ୍ଟେଣ୍ଟ ଉପରେ କାର୍ଯ୍ୟ କରିବାକୁ ପ୍ରଡକ୍ସନ ହାଉସ ଲକ୍ଷ୍ୟ…

ଶିଳ୍ପାଙ୍କ ପୁଅ ଆଇଙ୍କ ଗୋଡ଼ ମସାଜ୍‌ କରୁଥିବା ଭିଡିଓ ଭାଇରାଲ

ମୁମ୍ବାଇ,୧୭।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ପୁଅ ଭିଆନ କୁନ୍ଦ୍ରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓକୁ ଶିଳ୍ପାଙ୍କ ଫ୍ୟାନମାନେ ବେଶ୍‌ ପସନ୍ଦ କରିବା ସହ ପ୍ରଂଶସା ମଧ୍ୟ କରିଛନ୍ତି। ଭିଆନଙ୍କୁ ସଂସ୍କାରି ବୋଲି ମଧ୍ୟ କୁହାଯାଇଛି।…

‘ଭାରତ’ ଫିଲ୍ମକୁ ନେଇ କ୍ୟାଟ୍ରିନାଙ୍କ ସଫେଇ

‘ଭାରତ’ ଫିଲ୍ମରେ ସଲମାନ ଏବଂ କ୍ୟାଟ୍ରିନା ନଜରକୁ ଆସିବେ। ଏହି ଫିଲ୍ମ ପାଇଁ ପ୍ରଥମେ ପ୍ରିୟଙ୍କାଙ୍କୁ ବଛାଯାଇଥିଲା। ପରେ କ୍ୟାଟି୍ରିନାଙ୍କୁ ନିଆଯାଇଛି। ଯେତେବେଳେ ଏକ ସାକ୍ଷାତକାରରେ କ୍ୟାଟ୍ରିନାଙ୍କୁ ପଚରାଗଲା ‘ଭାରତ’ ଫିଲ୍ମରେ ପ୍ରଥମେ ପ୍ରିୟଙ୍କାଙ୍କୁ ନିଆଯାଇଥିଲା। ତାଙ୍କୁ  ଏଥିରୁ କ’ଣ ପାଇଁ…

୫୬ ଇଞ୍ଚର ଛାତି ନୁହେଁ, ଦେଶ ଚଳାଇବା ଲାଗି ଭଲ ହୃଦୟ ଦରକାର: ରିତେଶ ଦେଶମୁଖ

ବମ୍ବେ: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଦେଶରେ ରାଜନୈତିକ ପାଣିପାଗ ସରଗରମ। ଗୋଟିଏ ପଟେ ଭାଜପା ପୁଣି ଥରେ ସତ୍ତାକୁ ଫେରିବାକୁ ଚେଷ୍ଟା କରୁଥିବା ବେଳେ ବିରୋଧୀ କଂଗ୍ରେସ ଏପରି ନ ହେବାକୁ ପ୍ରାଣପଣେ ଚେଷ୍ଟା କରୁଛି। ଏଭଳି ସମୟରେ ବଲିଉଡ…

ଅଶ୍ୱତ୍ଥମା ଚରିତ୍ରରେ ଅଭିନୟ କରିବେ ଭିକି

ମୁମ୍ବାଇ: ଅଭିନେତା ଭିକି କୌଶଲ ପୁନଶ୍ଚ ‘ଉରି: ଦି ସର୍ଜିକାଲ ଷ୍ଟ୍ରାଇକ୍‌’ର ନିର୍ଦ୍ଦେଶକ ଆଦତ୍ୟ ଧରଙ୍କ ପରବର୍ତ୍ତୀ ଫିଲ୍ମରେ ଅଶ୍ୱତ୍ଥମା ଭୂମିକାରେ ଅଭିନୟ କରିବାକୁ ଯାଉଛନ୍ତି। ଏହି ପ୍ରୋଜେକ୍ଟରେ ଭିକିଙ୍କ ସହିତ କାମ କରିବାକୁ ଯାଉଥିବା ଆଦିତ୍ୟ ସୁନିଶ୍ଚିତ କରାଇଛନ୍ତି। ଉକ୍ତ…

ଅଶ୍ୱତ୍ଥମା ଚରିତ୍ରରେ ଅଭିନୟ କରିବେ ଭିକି

ମୁମ୍ବାଇ: ଅଭିନେତା ଭିକି କୌଶଲ ପୁନଶ୍ଚ ‘ଉରି: ଦି ସର୍ଜିକାଲ ଷ୍ଟ୍ରାଇକ୍‌’ର ନିର୍ଦ୍ଦେଶକ ଆଦତ୍ୟ ଧରଙ୍କ ପରବର୍ତ୍ତୀ ଫିଲ୍ମରେ ଅଶ୍ୱତ୍ଥମା ଭୂମିକାରେ ଅଭିନୟ କରିବାକୁ ଯାଉଛନ୍ତି। ଏହି ପ୍ରୋଜେକ୍ଟରେ ଭିକିଙ୍କ ସହିତ କାମ କରିବାକୁ ଯାଉଥିବା ଆଦିତ୍ୟ ସୁନିଶ୍ଚିତ କରାଇଛନ୍ତି। ଉକ୍ତ…

ରଣବୀରଙ୍କ ପ୍ରେମରେ ଉବୁଟୁବୁ ଆଲିଆ, ବରୁଣଙ୍କୁ ଭାବିଲେ ରଣବୀର

ମୁମ୍ବାଇ,୧୬।୪: ରଣବୀରଙ୍କ ପ୍ରେମରେ ଉବୁଟୁବୁ ଆଲିଆ। ବରୁଣଙ୍କୁ ରଣବୀର ଭାବିଲେ ଆଲିଆ। ବି-ଟାଉନର ଲଭ୍‌ବାର୍ଡ ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପ୍ରେମ ଏବେ ଚର୍ଚ୍ଚାରେ। ରଣବୀରଙ୍କ ପ୍ରତି ଆଲିଆଙ୍କ କ୍ରସ ଥିବା ନେଇ ବହୁଥର ସେ ଇଣ୍ଟରଭ୍ୟୁରେ ମଧ୍ୟ ସ୍ବୀକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri