ମନୋରଞ୍ଜନ

କାଟ୍ରିନାଙ୍କ ଆଖିକୁ ନିଦ ନାହିଁ

ମୁମ୍ବାଇ: ଜୁନ୍‌ ୫ରେ ରିଲିଜ୍‌ ହେବାକୁ ଯାଉଛି କାଟ୍ରିନା କୈଫ୍‌ ଅଭିନୀତ ବଲିଉଡ୍‌ ଚଳଚ୍ଚିତ୍ର ‘ଭାରତ’। ଏଥିଲାଗି ତାଙ୍କ ଆଖିରେ ନିଦ ନ ଥିବା କାଟ୍ରିନା କହିଛନ୍ତି। ରାତି ତମାମ୍‌ ଉଜାଗର ରହି ଚଳଚ୍ଚିତ୍ରରେ ତାଙ୍କ ଅଭିନୟକୁ ଦର୍ଶକ କିପରି ଗ୍ରହଣ…

ଜୁଲାଇ ୧୩ରେ ପରଦାକୁ ଆସିବ ହ୍ରିତିକ୍‌ଙ୍କ ‘ସୁପର-୩୦’

ମୁମ୍ବାଇ: ବଲିଉଡ୍‌ ଅଭିନେତା ହ୍ରିତିକ୍‌ ରୋଶନଙ୍କ ଫିଲ୍ମ ‘ସୁପର-୩୦’ରିଲିଜର ବାଟ ଫିଟିଛି। ‘#Metoo’ ମାମଲାରେ ଛନ୍ଦି ହୋଇ ପଡ଼ିଥିବା ନିର୍ଦ୍ଦେଶକ ବିକାଶ ବହଲ ମୁକୁଳିବା ପରେ ଫିଲ୍ମ ରିଲିଜର ତାରିଖ ଧାର୍ଯ୍ୟ କରାଯାଇଛି। ଏ ନେଇ ଏକ ଫଟୋ ଶେୟାର କରିଛନ୍ତି…

ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଏହି ସୁନ୍ଦରୀ ଏମ୍‌ପି

ଚଳିତବର୍ଷ ସାଧାରଣ ନିର୍ବାଚନ ରଣାଙ୍ଗନରେ ବାଜି ମାରି ନେଇଥିବା ଜଣେ ଅଭିନେତ୍ରୀ ଏବେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଅଭିନେତ୍ରୀରୁ ରାଜନେତ୍ରୀ ପାଲଟିଥିବା ସୁନ୍ଦରୀ ଅଭିନେତ୍ରୀ ଜଣକ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସରୁ ପଶ୍ଚିମବଙ୍ଗରୁ ବସିରହାଟ ଆସନରୁ ନିର୍ବାଚନ ଲଢ଼ି…

ଡିଜିଟାଲ ଦୁନିଆ ଆଡେ ନଜର ପକାଇଛନ୍ତି ଟ୍ବିଙ୍କିଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ ଖାନ୍ନା ବେଶ୍‌ କିଛି ବର୍ଷ ହେବ ବଲିଉଡ୍‌ ଦୁନିଆରୁ ଦୂରେଇ ଯାଇଛନ୍ତି। ଦେଖିବାକୁ ଗଲେ ବିବାହ ପରଠାରୁ ବୋଧହୁଏ ସେ ଆଉ ବଲିଉଡ୍‌ରେ ଅଭିନେତ୍ରୀ ଭାବେ କାମ କରି ନାହାଁନ୍ତି। ତେବେ ନିକଟରେ ତାଙ୍କ ସ୍ବାମୀ…

ଗ୍ରୀଷ୍ମ ପ୍ରବାହକୁ ନେଇ ଟୁଇଟ୍‌ କଲେ ଅମିତାଭ

ମୁମ୍ବାଇ: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅଧିକାଂଶ ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ ରହିଛି। ଏହାକୁ ନେଇ ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଏକ ଟୁଇଟ୍‌ କରିଛନ୍ତି। ଏହାକୁ ନେଇ ସେ ସାମାନ୍ୟ ଥଟ୍ଟା କରିଛନ୍ତି।…

ଅଭିନେତ୍ରୀ ଅମୃତାଙ୍କ ସହ ଥିଲା ରବି ଶାସ୍ତ୍ରୀଙ୍କ ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀଙ୍କ ସହ କ୍ରିକେଟ୍‌ ଖେଳାଳୀଙ୍କ ସମ୍ପର୍କ କିଛି ନୂଆ କଥା ନୁହେଁ। ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳୀ ଅଭିନେତ୍ରୀଙ୍କୁ ପ୍ରେମ କରି ବିବାହ କରିଛନ୍ତି। ଏହି ତାଲିକାରେ ଅଛନ୍ତି ବିରାଟ କୋହଲୀ, ଯୁବରାଜ ସିଂହ, ଜହୀର ଖାନ…

ଜାହ୍ନବୀଙ୍କ ଡ୍ରେସକୁ ନେଇ ଏମିତି କହିଲେ କ୍ୟାଟ୍ରିନା : କଡ଼ା ଜବାବ ଦେଲେ ସୋନମ

ଏକ ସାକ୍ଷାତକାରରେ ଜାହ୍ନବୀଙ୍କୁ ନେଇ କହୁ କହୁ ଏକ ବଡ଼ କଥା କହିଦେଇଛନ୍ତି କ୍ୟାଟ୍ରିନା କୈଫ୍‌। ଏହି କଥାର କଡ଼ା ଜବାବ ରଖିଛନ୍ତି ସୋନମ କପୁର। କ୍ୟାଟ୍ରିନାଙ୍କୁ ଜଣାଇ ଦେବା ପାଇଁ ସୋନମ ସୋସିଆଲ ମିଡିଆରେ ଜାହ୍ନବୀଙ୍କ ଏକ ଫଟୋ ଶେୟାର…

ନୂଆ ଓଡ଼ିିଆ ସିନେମା ‘ଚିରକୁଟ୍‌’: ଲିଡ୍‌ ରୋଲ୍‌ରେ ଅରୋଜିତ ଏବଂ ଅନନ୍ୟା; ନିର୍ଦ୍ଦେଶନା ଦେବେ ପପୁ ପମପମ

ପ୍ରେମ ଏପରି ଏକ ନିଶା ଯାହା ଥରେ ଘାରିଲେ ସହଜରେ ଛାଡ଼ି ନ ଥାଏ। ଆଉ ସେଥିରୁ ଜଣେ ବସ୍ତି ପିଲା ବାଦ୍‌ ପଡ଼ିବ କିପରି ? ସେହି ଭଲ ପାଇବା ଭିତରେ ତାହାର ଅଭାବ, ଅସୁବିଧା, ସଂଘର୍ଷ ପ୍ରତିଫଳିତ ହୋଇଛି।…

୩୨ ବର୍ଷରେ ପାଦ ଦେଲେ ସୋନାକ୍ଷୀ

ମୁମ୍ବାଇ, ୨।୬: ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ରବିବାର ୩୨ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୮୭ ଜୁନ୍‌ ୨ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପ୍ରଥମେ ସେ ଫେଶନ ଡିଜାଇନିଂ ପ୍ରତି ଆକର୍ଷିତ ହୋଇଥିଲେ। ତେବେ ପରେ ବଲିଉଡ୍‌ରେ ୨୦୧୦ରେ ଦବଙ୍ଗ…

ଗାୟିକା ଅଭିନେତ୍ରୀ ଚିନୁ

ପିଲାଟିବେଳୁ ଗୀତ ଗାଉଥିଲେ ଚିନୁ ଓରଫ୍‌ ହେନାରାଣୀ ଦାସ। କଟକ ଜଲା ବହୁଗ୍ରାମର ବିନୋଦ ଦାସ ଓ ଅବନୀ ଦାସଙ୍କ ଏହି ଝିଅ ଯେ ଦିନେ ଯାତ୍ରା ଜଗତର ଜଣେ ଗାୟିକା ହୋଇ ସୁନାମ ଅର୍ଜନ କରିବେ, ସେକଥା କେହି କେବେ…

ମା’, ପତ୍ନୀଙ୍କ ପ୍ରେରଣା ଆଗେଇ ନଉଛି: ଯାତ୍ରା ଜଗତର ବ୍ୟାଡ୍‌ ବୟ ଶୁଭ

‘ମୁଁ ଶୁଭଙ୍କର ସାମନ୍ତରାଏ! ମୋ ସହ ବନ୍ଧୁତା କଲେ ମୁଁ ଶୁଭଫଳ ଦିଏ। ଆଉ ବେଇମାନି କଲେ ଅଶୁଭ ଗ୍ରହ ସାଜି ବରବାଦ କରିଦିଏ। ବରବାଦ!’ ଚଳିତ ଯାତ୍ରା ଋତୁରେ ଲୋକପ୍ରିୟ ଯାତ୍ରାନୁଷ୍ଠାନ ‘ପାର୍ବତୀ ଗଣନାଟ୍ୟ’ର କ୍ୟାମ୍ପ୍‌ରେ ଶୁଭୁଛି ଏଭଳି ସଂଳାପ।…

୧୪ରେ ରିଲିଜ ହେବ ‘ଗେମ୍‌ ଓଭର’

ମୁମ୍ବାଇ: ଆଗାମୀ ବହୁଭାଷିକ ଥ୍ରିଲର ‘ଗେମ୍‌ ଓଭର’ ରିଲିଜ ଅପେକ୍ଷାରେ ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁ। । ଏଥିରେ ସେ ଜଣେ ଭିନ୍ନକ୍ଷମ ଚରିତ୍ରରେ ଅଭିନୟ କରିଛନ୍ତି। ଏକ ହୁଇଲ୍‌ ଚେୟାରରେ ନିଜର ଜୀବନ ସଂଗ୍ରାମ ଜାରି ରଖିଛନ୍ତି। ଅଶ୍ୱିନ ସର୍ବାନନ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?