ମନୋରଞ୍ଜନ

କ୍ୟାନ୍‌ସର ସହ ଲଢ଼ି ଜିତିବା ପରେ ମ୍ୟୁଜିକାଲ ଭିଡିଓର ନିର୍ଦ୍ଦେଶନା ଦେଲେ ତାହିରା

ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ତାଙ୍କର ଆଗାମୀ ସିନେମାକୁ ନେଇ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ସ୍ତ୍ରୀ ତାହିରା ଅନେକ ଦିନ ହେବ କ୍ୟାନ୍ସର ପରି ଭୟଙ୍କର ରୋଗରେ ପୀଡିତ ଥିବା ବେଳେ ବର୍ତ୍ତମାନ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି। ସୁସ୍ଥ ହେବା ପରେ…

ଐଶ୍ଚର୍ଯ୍ୟାଙ୍କୁ ଧରି କାନ୍ଦିଲେ କାଜୋଲ

ଅଭିନେତା ଅଜୟ ଦେବଗନଙ୍କ ପିତା ବୀରୁ ଦେବଗନଙ୍କ ଦେହାନ୍ତରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି। ସୋମବାର ବୀରୁଙ୍କ ଶେଷଦର୍ଶନ ପାଇଁ ବଲିଉଡ ଷ୍ଟାର୍ସମାନେ ଅଜୟଙ୍କ ମୁମ୍ବାଇସ୍ଥିତ ବାସଭବନରେ ଭିଡ ଜମାଇଥିଲେ। ମହାନାୟକ ଅମିତାଭ ବଚ୍ଚନ, ଅଭିଷେକ ବଚ୍ଚନ, ଐଶ୍ଚର୍ଯ୍ୟା ରାୟ, ସଲମାନ…

ତିଆରି ହେବ ଏମ୍‌ ଏସ୍‌ ବିଟ୍ଟାଙ୍କ ବାୟୋପିକ୍‌

ମୁମ୍ବାଇ: ଏବେ ବଲିଉଡ୍‌ରେ ବାୟୋପିକ୍‌ ଟ୍ରେଣ୍ଡ ଚାଲିଥିବା ବେଳେ ନିକଟରେ ରିଲିଜ୍‌ ହୋଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌। ଏବେ ଏହି ଦୌଡ଼ରେ ସାମିଲ ହେବାକୁ ଯାଉଛି ମନିନ୍ଦରଜିତ୍‌ ସିଂ ବିଟ୍ଟାଙ୍କ ବାୟୋପିକ୍‌। ଆତଙ୍କବାଦ ବିରୋଧରେ ସ୍ବର ଉତ୍ତୋଳନ କରି ସବୁବେଳେ…

ଉର୍ମିଳାଙ୍କୁ ଆପତ୍ତିଜନକ ଟିପ୍ପଣୀ ଦେଇ ଅଡ଼ୁଆରେ ୫୭ ବର୍ଷୀୟ ବୃଦ୍ଧ

ମୁମ୍ବାଇ,୨୮।୫: ମହଙ୍ଗା ପଡ଼ିଲା ବଲିଉଡ୍‌ ଅଭିନେତ୍ରୀ ତଥା କଂଗ୍ରେସ ନେତ୍ରୀ ଉର୍ମିଳା ମାତୋଣ୍ଡକରଙ୍କୁ ସୋସିଆଲ ମିଡିଆରେ ଆପତ୍ତିଜନକ ଟିପ୍ପଣୀ ଦେବା। ବୃଦ୍ଧ ଜଣଙ୍କ ଉର୍ମିଳାଙ୍କ ସୋସିଆଲ ଆକାଉଣ୍ଟରେ ଅଶ୍ଳୀଳ ପୋଷ୍ଟ ଓ କମେଣ୍ଟ କରୁଥିବା ଜଣାପଡ଼ିଛି। ଏନେଇ ପୁଣେର ବିଶ୍ରାମ ବାଗ…

ବକ୍ସ ଅଫିସରେ ଧମାଲ କରୁଛି ‘ପିଏମ୍‌ ନରେନ୍ଦ୍ର ମୋଦି’

ମୁମ୍ବାଇ,୨୮।୫: ଦେଶ ହେଉ ବା ସିନେ ଜଗତ ସବୁଠାରେ ଏବେ ମୋଦିଙ୍କ ଲହର ଚାଲିଛି। ମୋଦିଙ୍କ ବାୟୋପିକ ‘ପିଏମ୍‌ ନରେନ୍ଦ୍ର ମୋଦି’ ଏବେ ବକ୍ସ ଅଫିସରେ ଧମାଲ୍‌ କରିଥିବା ଜଣାପଡ଼ିଛି। ଏହି ପିଲ୍ମ ରିଲିଜ ହେବା ଦିନରୁ ବକ୍ସ ଅଫିସରେ ଭଲ…

ପରଦାରେ ଇନ୍ଦିରା ଗାନ୍ଧୀ ହେବେ ଏହି ଅଭିନେତ୍ରୀ

ଆକ୍ସନ ପିରିୟଡ ଡ୍ରାମା ଫିଲ୍ମ ‘କେଜିଏଫ ଚ୍ୟାପ୍ଟର ୧’ ସୁପରହିଟ ହେବା ପରେ ଏବେ ଏହାର ସିକ୍ୱେଲ ନିର୍ମାଣ ଚାଲିଛି। ବଲିଉଡ ଅଭିନେତ୍ରୀ ରବୀନା ଟଣ୍ଡନ ସୁପର୍‌ହିଟ୍‌ ଫିଲ୍ମ ‘କେଜିଏଫ୍‌’ର ସିକ୍ୱେଲରେ ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଚରିତ୍ରରେ…

ସଲମାନ ସାର୍‌ଙ୍କ ସହ କାମ କରିବେନି ଦିଶା!

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନଙ୍କ ଫିଲ୍ମ ‘ଭାରତ’କୁ ନେଇ ଏବେ ସବୁଠି ଲାଗିଛି ଚର୍ଚ୍ଚା। ଏଥିରେ ସଲମାନଙ୍କ ସହ କ୍ୟାଟ୍ରିନା କୈଫ ମୁଖ୍ୟ ଭୂମିକାରେ ନଜର ଆସିବେ। ହେଲେ ବଲିଉଡ୍‌ ନାୟିକା ତବୁ ଓ ଦିଶା ପାଟନୀଙ୍କୁ ମଧ୍ୟ ଏହି ଫିଲ୍ମରେ…

ଜିତିବା ପରେ ମଧ୍ୟ ସଂସଦରେ ଏକାଠି ବସିବେନି ହେମାମାଳିନୀ-ସନ୍ନି ଦେଓଲ

ନୂଆଦିଲ୍ଲୀ,୨୮।୫: ଭାଜପା ଟିକେଟରୁ ଏଥର ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି ବଲିଉଡ୍‌ ଅଭିନେତ୍ରୀ ହେମାମାଳିନୀ ଓ ଅଭିନେତା ସନ୍ନି ଦେଓଲ। ଏମାନେ ସମ୍ପର୍କରେ ମା’ପୁଅ। ହେଲେ ସଂସଦ ଗଲେ ଏମାନେ ଏକାଠି ବସିବେନି ବୋଲି ଜଣାପଡିଛି। ଯଦିଓ ହେମା ସନ୍ନିଙ୍କ ସାବତ…

ଲୈଲା ମଜନୁର ଅଭିନେତ୍ରୀଙ୍କ ଉପରେ ସଙ୍ଗୀନ ଅଭିଯୋଗ

ମୁମ୍ବାଇ,୨୮।୫: ୮0 ଦଶକର ଲୈଲା ମଜନୁ ଫେମ୍‌ ରଞ୍ଜିତା କୌରଙ୍କ ନାଁରେ ସଙ୍ଗୀନ ଅଭିଯୋଗ ହୋଇଛି। ସେ ନିଜର ସ୍ବାମୀଙ୍କୁ ମାରପିଟ୍‌ କରିବା ସହ ୪ମହଲାରୁ ଠେଲି ଦେବାକୁ ଉଦ୍ୟମ କରୁଥିଲେ। ଏନେଇ ତାଙ୍କ ସ୍ବାମୀ ରାଜ ମସନ୍ଦ ସିନିୟର ସିଟିଜେନ…

ଏଥର ‘ବିଗ୍‌ ବସ୍‌-୧୩’ ଦେଖି ଡରିବେ ଦର୍ଶକ!

ସଲମାନ୍‌ ଖାନ୍‌ଙ୍କ ଟିଭି ଶୋ’ ‘ବିଗ୍‌ ବସ୍‌’ ଏହାର ଥିମ୍‌ ଏବଂ ପ୍ରତିଯୋଗୀଙ୍କୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାଏ। ଶୋ’ ମେକର୍ସ ପ୍ରତିଥର ଦର୍ଶକଙ୍କୁ ପସନ୍ଦ ଆସିବା ଭଳି କିଛି ନା କିଛି ନୂଆ କରିବାକୁ ଚେଷ୍ଟା କରିଥାନ୍ତି। ବିଗ୍‌ ବସ୍‌-୧୩…

ମୋଦିଙ୍କୁ ଅନୁରୋଧ କଲେ ଋଷି କପୁର କହିଲେ ଏହି କଥା…

ବଲିଉଡର ବରିଷ୍ଠ ଅଭିନେତା ଋଷି କପୁର କର୍କଟ ରୋଗରେ ପୀଡିତ ହୋଇ ଆମେରିକାରେ ଚିକିତ୍ସିତ ହେଉଛନ୍ତି। ନିଜ ଫ୍ୟାନ୍‌ ମାନଙ୍କ ସହ ଯୋଡି ରହିବା ପାଇଁ ସେ ସର୍ବଦା ସୋସିଆଲ ମିଡିଆରେ ସକ୍ରିୟ ରହିଥାନ୍ତି। ନିକଟରେ ଶେଷ ହୋଇଥିବା ସାଧାରଣ ନିର୍ବାଚନରେ…

ଗ୍ଲାମରସ ଲୁକ୍‌ରେ ଦୀପିକା

ମୁମ୍ବାଇ,୨୭।୫: ଅଭିନେତ୍ରୀ ଦୀପିକା ପାଦୁକୋନ ବଲିଉଡ୍‌ର ଷ୍ଟାଇଲିସ୍‌ ଆଇକୋନ ଭାବେ ବେଶ୍‌ ଜଣାଶୁଣା। କାନ୍‌ସ ଫିଲ୍ମ ଫେଷ୍ଟିଭାଲରେ ତାଙ୍କ ଜଲଓ୍ବା ଦେଖିବାକୁ ମିଳିଛି। ଯାହା ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ନିକଟରେ ସେ ନିଜର ସୋସିଆଲ ଆକାଉଣ୍ଟରେ କିଛି ଫଟୋ ଶେୟାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?