ମନୋରଞ୍ଜନ

‘ଏବି ଆନି ସିଡିି’ରେ ଅମିତାଭ

ମୁମ୍ବାଇ: ବିକ୍ରମ୍‌ ଗୋଖ୍‌ଲେଙ୍କ ମରାଠୀ ଚଳଚ୍ଚିିତ୍ର ‘ଏବି ଆନି ସିଡ଼ି’ରେ ମେଗାଷ୍ଟାର୍‌ ଅମିତାଭ ବଚ୍ଚନଙ୍କୁ ଦେଖିବାକୁ ମିଳିବ। ଏଥିରେ ସେ ଜଣେ ଅତିଥି କଳାକାରଭାବେ ଅଭିନୟ କରିବେ। ଚଳଚ୍ଚିତ୍ରଟି ମିଲିନ୍ଦ୍‌ ଲେଲେଙ୍କ ଦ୍ୱାରା ଲିଖିତ ଓ ନିର୍ଦ୍ଦେଶିତ। ଅମିତାଭ ଏଥିରେ ଜଣେ…

ବିବାହର ୮ ବର୍ଷ ପରେ ଇମ୍‌ରାନ-ଅବନ୍ତିକାଙ୍କ ସମ୍ପର୍କରେ ଫାଟ !

ମୁମ୍ବାଇ: ଦୀର୍ଘଦିନରୁ ଫିଲ୍ମ ଜଗତରୁ ନିଜକୁ ଦୂରେଇ ରଖିଥିବା ସୁପରଷ୍ଟାର ଆମିର ଖାନ୍‌ଙ୍କ ଭଣଜା ତଥା ଅଭିନେତା ଇମ୍‌ରାନ ଖାନ୍‌ଙ୍କୁ ନେଇ ନୂଆ ଚର୍ଚ୍ଚା। କାରଣଟି ହେଲା ସ୍ତ୍ରୀ ଅବନ୍ତିକା ମଲିକ ଓ ଇମ୍‌ରାନଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଛି। ମନୋମାଳିନ୍ୟକୁ…

ପୁଣି ପରଦାରେ ଧମାଲ୍‌ କରିବେ ପ୍ରଭାସ୍‌, ଆସୁଛି ଫିଲ୍ମ ‘ସାହୋ’

ବାହୁବଳୀ ଫେମ୍‌ ପ୍ରଭାସ ପୁଣି ପରଦାରେ ଧମାଲ୍‌ କରିବାକୁ ଯାଉଛନ୍ତି। ବାହୁବଳୀ ଏବଂ ବାହୁବଳୀ ୨ ପରେ ଏବେ ଫିଲ୍ମ ‘ସାହୋ’ ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି ଏହି ସାଉଥ୍‌ ସୁପର୍‌ଷ୍ଟାର। ଇତିମଧ୍ୟରେ ‘ସାହୋ’ର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଯାଇଛି। ପ୍ରଭାସ…

ଅର୍ଜୁନଙ୍କ ଫିଲ୍ମରେ ନାହାଁନ୍ତି କେହି ନାୟିକା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅର୍ଜୁନ କପୁର ଏବେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ଇଣ୍ଡିଆଜ୍‌ ମୋଷ୍ଟ ଓ୍ବାଣ୍ଟେଡ୍‌’ ପାଇଁ ଖୁବ୍‌ ବ୍ୟସ୍ତ। ଆସନ୍ତା ୨୪ତାରିଖରେ ଏହା ଫ୍ରାଇଡେ ରିଲିଜ୍‌ରେ ସାମିଲ ହେବାର ଯୋଜନା ରହିଛି। ନିକଟରେ ଏହାର ପ୍ରମୋଶନ ପାଇଁ ଆସିଥିବା…

ରୁହି-ୟଶଙ୍କ ବିନା ଆମେରିକାରେ ଜନ୍ମଦିନ ପାଳିବେ କରନ୍‌

ମୁମ୍ବାଇ: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ କରନ ଜୋହର ଏଥର ତାଙ୍କ ୪୭ ତମ ଜନ୍ମଦିନ ଆମେରିକାରେ ପାଳନ କରିବେ ବୋଲି ଶୁଣିବାକୁ ମିଳିଛି। ଅବଶ୍ୟ ଏଥିରେ ସେ ଏକା ନୁହେଁ କେତେଜଣ ବଳିଉଡ୍‌ ସେଲିବ୍ରିଟି ଯୋଗ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି।…

ବିବାଦୀୟ ଟୁଇଟ୍‌ ଡିଲିଟ୍‌ କଲେ ବିବେକ

ମୁମ୍ବାଇ,୨୧।୫: ବିଲିଉଡ୍‌ ଅଭିନେତା ବିବେକ ଓବରଏ ଟୁଇଟର୍‌ରେ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଏକ ବିବାଦୀୟ ଫଟୋ ପୋଷ୍ଟ କରି ଆସିଥିଲେ ବିବାଦକୁ। ହେଲେ ମଙ୍ଗଳବାର ସେ ଏହି ଟୁଇଟ୍‌କୁ ଡିଲିଟ୍‌ କରିବା ସହ କ୍ଷମା ମାଗିଛନ୍ତି। ସୂଚନାଯୋଗ୍ୟ, ସେମାବାର ବିବେକ…

ମିଥୁନ ଦା’ଙ୍କ କଥା ଶୁଣି କାନ୍ଦିଲେ ଜଜ୍‌

ଛୋଟ ପରଦାର ଡ୍ୟାନ୍ସ ଶୋ’ରେ ସୁପର୍‌ ଗେଷ୍ଟ ଦାୟିତ୍ୱ ନିଭାଉଛନ୍ତି ଅଭିନେତା ମିଥୁନ ଚକ୍ରବର୍ତ୍ତୀ। ଏହି ଶୋ’ କୁନି କୁନି ପିଲାମାନେ ନିଜ ଡ୍ୟାନ୍ସ ଜରିଆରେ ଦର୍ଶକଙ୍କ ମନୋରଞ୍ଜନ କରୁଛନ୍ତି। ରବିବାର ମିଥୁନ ଦା’ଙ୍କ ନାଁରେ ଏକ ସ୍ବତନ୍ତ୍ର ଉପସ୍ଥାପନା କରାଯାଇଥିଲା।…

‘ସଡ଼କ-୨’ର ସୁଟିଂକୁ ନେଇ ଭାବୁକ ହେଲେ ଆଲିଆ

ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଆଗାମୀ ସିନେମା ‘ସଡ଼କ-୨’ର ସୁଟିଂ ଇତିମଧ୍ୟରେ ଆରମ୍ଭ ହୋଇଯାଇଛି। ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ୱରେ ରହିଛନ୍ତି ଆଲିଆଙ୍କ ବାପା ମହେଶ ଭଟ୍ଟ। ଫିଲ୍ମ ସୁଟିଂର ପୂର୍ବ ଦିନ ଆଲିଆ ନିଜ ଇଷ୍ଟାଗ୍ରାମ୍‌ ସାଇଟ୍‌ରେ କ୍ଲାପ୍‌ ବୋର୍ଡ ସହ ଏକ…

ସିଲେକ୍ଟିଭ୍‌ ତବୁ, ୨୦ ଫିଲ୍ମ ରିଜେକ୍ଟ କରିବା ପରେ ରିଲିଜ୍‌ ହୋଇଥିଲା ୮ଟି ବ୍ୟାକ୍‌ ଟୁ ବ୍ୟାକ୍‌ ଫିଲ୍ମ

ବଲିଉଡ୍‌ ଅଭିନେତ୍ରୀ ତବୁଙ୍କ ଅଭିନୀତ ଫିଲ୍ମ ‘ ଦେ ଦେ ପ୍ୟାର୍‌ ଦେ’ ଏହି ନିକଟରେ ମୁକ୍ତିଲାଭ କରିଛି। ଫିଲ୍ମରେ ତାଙ୍କ ଅଭିନୟକୁ ଦର୍ଶକଙ୍କଠାରୁ ଆରମ୍ଭ କରି ଫିଲ୍ମ ସମୀକ୍ଷକଙ୍କ ପର୍ଯ୍ୟନ୍ତ ସମସ୍ତେ ପସନ୍ଦ କରିଛନ୍ତି। ତବୁ କ୍ୟାରିୟର ଆରମ୍ଭରୁ ଫିଲ୍ମକୁ…

ଲଞ୍ଚ ହେଲା ପିଏମ୍‌ଙ୍କ ବାୟୋପିକ୍‌ର ପୋଷ୍ଟର: ଲେଖାଅଛି ‘ପୁଣିଥରେ ମୋଦି ଏବେ କେହି ଅଟକାଇ ପାରିବେ ନାହିଁ’

ମୁମ୍ବାଇ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ର ପୋଷ୍ଟର ସୋମବାର ଲଞ୍ଚ କରାଯାଇଛି। କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ ଓ ଅଭିନେତା ବିବେକ ଓବରଏ ମହାରାଷ୍ଟ୍ରର ନାଗପୁରରେ ଏହି ପୋଷ୍ଟର ଲଞ୍ଚ କରିଛନ୍ତି। ଏହି ପୋଷ୍ଟରରେ ଲେଖାଅଛି, ‘ପୁଣିଥରେ ଆସୁଛନ୍ତି ପିଏମ୍‌ ନରେନ୍ଦ୍ର ମୋଦି,…

ବାପା ହେବାକୁ ଯାଉଛନ୍ତି କପିଲ

ମୁମ୍ବାଇ: ଟେଲିଭିଜନ ଜଗତର ହାସ୍ୟ ଅଭିନେତା ଭାବେ ବେଶ୍‌ ପରିଚିତ କପିଲ ଶର୍ମା। କିଛିଦିନ ତଳେ ସେ ତାଙ୍କ ବିବାହକୁ ନେଇ ଚର୍ଚ୍ଚାକୁ ଆସିଥିବା ବେଳେ ଏବେ ପୁଣିଥରେ ପର୍ସନାଲ ଲାଇଫ୍‌କୁ ନେଇ ଆସିଛନ୍ତି ଚର୍ଚ୍ଚାକୁ। ଶୁଣିବାକୁ ମିଳିଛି କି କପିଲ…

କାନ୍ସରେ ଚମକିଲେ ନୀଳନୟନା

ଫ୍ରାନ୍ସରେ ଚାଲିଥିବା କାନ୍ସ ଫେଷ୍ଟିଭାଲ୍‌ରେ ବଲିଉଡ୍‌ର ନାମୀଦାମୀ ଅଭିନେତ୍ରୀମାନେ ସେମାନଙ୍କର ଜଲ୍‌ଓ୍ବା ଦେଖାଇ ସାରିଛନ୍ତି। ଦୀପିକା ପାଦୁକୋନ୍‌, ପ୍ରିୟଙ୍କା ଚୋପ୍ରା, ହୀନା ଖାନ୍‌, ମଲ୍ଲିକା ଶ୍ୱେରାଓ୍ବତ୍‌, ଡାଏନା ପେଣ୍ଟି ପ୍ରମୁଖ କାନ୍ସରେ ଯୋଗ ଦେଇଥିଲେ ହେଁ ନୀଳନୟନା ଐଶ୍ୱର୍ଯ୍ୟାଙ୍କୁ ଅପେକ୍ଷା କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?