ମନୋରଞ୍ଜନ

ପିତାଙ୍କୁ ଅମିତାଭ ପିଟୁଥିବା ଦେଖି ଶୁଟିଂ ସେଟ୍‌ରେ କାନ୍ଦିଥିଲେ ଏହି କୁନି ଝିଅ, ଏବେ ଲୋକପ୍ରିୟ ଅଭିନେତ୍ରୀ

ବିଗ୍‌ ବି ଅମିତାଭ ସୋସିଆଲ ମିଡିଆରେ ଏକ ପୁରୁଣା ଫଟୋ ଶେୟାର କରିଛନ୍ତି। ଏହି କଳାଧଳା ଫଟୋରେ ତାଙ୍କ ସହିତ ଜଣେ ଛୋଟ ଝିଅ ଅଛନ୍ତି। ଫଟୋ ଶେୟାର କରି ଅମିତାଭ ଲେଖିଛନ୍ତି ‘ ଚିହ୍ନନ୍ତୁ କିଏ’। ଏହି ଫଟୋ ୧୯୮୩…

ଡେଟିଂ କରୁଛନ୍ତି ଜ୍ୟାକଲିନ୍‌ !

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ଣ୍ଣାଡିଜଙ୍କୁ ଡେଟ୍‌ କରିବାକୁ କେତେ ଯେ ଯୁବକ ଅପେକ୍ଷା ରଖିଛନ୍ତି କହିବା ମୁସ୍କିଲ। ହେଲେ ଏବେ କୁଆଡେ ଏହି ଅଭିନେତ୍ରୀ ଡେଟିଂ କରୁଛନ୍ତି ବୋଲି ଶୁଣିବାକୁ ମିଳିଛି। ନିକଟରେ ଏକ ସାକ୍ଷାତ୍‌କାରରେ ସେ ଏମିତି କିଛି…

ରିଷି କପୁରଙ୍କୁ ଭେଟିଲେ ନିତା-ମୁକେଶ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରିଷି କପୁର ବେଶ୍‌ କିଛି ଦିନ ହେବ ନ୍ୟୁୟର୍କରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ଆଶୁ ଆରୋଗ୍ୟ କାମନା କରି ବଲିଉଡ୍‌ର ବହୁ ଜଣାଶୁଣା ବ୍ୟକ୍ତି ତାଙ୍କୁ ଦେଖା କରିବାକୁ ନ୍ୟୁୟର୍କ ପହଞ୍ଚିବା ଖବର ଆସୁଛି। ନିକଟରେ ରିଲାଏନ୍ସ…

ଖଳନାୟକ ନୁହେଁ; ଆଣ୍ଟିହିରୋ ପୀୟୂଷ ତ୍ରିପାଠୀ

ଓଡ଼ିଶା ଯାତ୍ରା ଜଗତରେ ଏବେ ଯେଉଁ କେତେଜଣ ଯୁବପ୍ରତିଭା ନେଗେଟିଭ୍‌ ଭୂମିକାକୁ ଏକ ନୂଆଟ୍ରେଣ୍ଡ ଦେବା ଆରମ୍ଭ କରିଛନ୍ତି ସେମାନଙ୍କ ମଧ୍ୟରେ ଜଣେ ହେଉଛନ୍ତି ଯୁବ ଖଳନାୟକ ପୀୟୂଷ ତ୍ରିପାଠୀ। ପୀୟୂଷଙ୍କ ଅଭିନୀତ ‘ମୁଁ କେନ୍ଦ୍ରାପଡ଼ାର ବାବା’, ‘ରାଧା ପିନ୍ଧିଦେଲା ମୀରା…

ବ୍ୟକ୍ତିତ୍ୱ: ଜାଭେଦ ଅଖତର; ଭାରତୀୟ ଗୀତି ସାହିତ୍ୟରେ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ତାଙ୍କ ନାମ

ଜାଭେଦ ଅଖତର କହିଲେ ହୁଏତ ଆମ ଆଖିରେ ଜଣେ ସୁପରହିଟ୍‌ ଗୀତର ଗୀତିକାରଙ୍କ ଚେହେରା ନାଚି ଉଠିପାରେ। ମାତ୍ର ଜାଭେଦ ଅଖତରଙ୍କ ପରିଚୟ ସେତିକିରେ ସୀମିତ ନୁହେଁ। ଭାରତୀୟ ଗୀତି ସାହିତ୍ୟ କ୍ଷେତ୍ରରେ ତାଙ୍କ ନାମ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ। ଲାବା, ଇନ୍‌…

ମଲାଇକାଙ୍କ ସହ କେବେ ବିବାହ କରୁଛନ୍ତି ପ୍ରଶ୍ନର ଉତ୍ତର ଦେଲେ ଅର୍ଜୁନ, କହିଲେ ଯେତେବେଳେ କରିବି ଜଣାଇବି

ମୁମ୍ବାଇ: ବି-ଟାଉନ୍‌ର ହଟ୍‌ କପୁଲ ପାଲଟିଛନ୍ତି ଅର୍ଜୁନ କପୁର ଏବଂ ମଲାଇକା ଅରୋରା। ଉଭୟଙ୍କୁ ସବୁବେଳେ ବିଭିନ୍ନ ପାର୍ଟି ଅଥବା ଡିନର୍‌ ଡେଟ୍‌ରେ ଦେଖିବାକୁ ମିଳୁଛି। ଅର୍‌ବାଜଙ୍କଠାରୁ ଅଲଗା ହେବା ପରେ ମଲାଇକା ଅର୍ଜୁନଙ୍କ ପ୍ରେମରେ ବୋଲି ଚର୍ଚ୍ଚା ମଧ୍ୟ ହେଉଛି।…

ଚର୍ଚ୍ଚା: ମା’ ହେବାକୁ ଯାଉଛନ୍ତି ପ୍ରିୟଙ୍କା !

ମୁମ୍ବାଇ: ଜଣେ ବଲିଉଡ୍‌ କଳାକାର ଭାବେ ହଲିଉଡ୍‌ରେ ବେଶ୍‌ ନା କମାଇଛନ୍ତି ପ୍ରିୟଙ୍କା ଚୋପ୍ରା। ପିସିଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସର୍ବଦା ଚର୍ଚ୍ଚା ହେଉଥିବା ବେଳେ ଏବେ ଅନ୍ୟ ଏକ କଥା ଶୁଣିବାକୁ ମିଳୁଛି। ପ୍ରିୟଙ୍କା ମା’ ହେବାକୁ ଯାଉଥିବା କୁହାଯାଉଛି।…

ରିଲିଜ ହେଲା ଫିଲ୍ମ ‘ଲକ୍ଷ୍ମୀ ବମ୍‌’ର ପ୍ରଥମ ପୋଷ୍ଟର, କିନ୍ନର ଭୂମିକାରେ ନଜର ଆସିବେ ଅକ୍ଷୟ

ମୁମ୍ବାଇ: ଆଗାମୀ ଫିଲ୍ମ ‘ଲକ୍ଷ୍ମୀ ବମ୍‌’ରେ କିନ୍ନର ଭୂତ ଭୂମିକାରେ ନଜର ଆସିବେ ବଲିଉଡ୍‌ ସୁପରଷ୍ଟାର ଅକ୍ଷୟ କୁମାର। ଫିଲ୍ମର ପ୍ରଥମ ପୋଷ୍ଟର ରିଲିଜ ପରେ ଏହା ସ୍ପଷ୍ଟ ହୋଇଛି। ଫିଲ୍ମଟି ତାମିଲ ଫିଲ୍ମ ‘କଞ୍ଚନା’ର ରିମେକ୍‌। ଅକ୍ଷୟଙ୍କ ସହ ପ୍ରମୁଖ…

କ୍ୟାଟ୍ରିନାଙ୍କ ଶାଢି ସଜାଡିଲେ ସଲମାନ: ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡର ଭାଇଜାନ୍‌ ସଲମାନ ଖାଁ ଓ କ୍ୟାଟ୍ରିନା କୈଫ୍‌ ଏବେ ତାଙ୍କ ଅପ୍‌କମିଙ୍ଗ ଫିଲ୍ମ ‘ଭାରତ’କୁ ନେଇ ଅଛନ୍ତି ଚର୍ଚ୍ଚାରେ। ନିକଟରେ ଏହାର ଏକ ଗୀତ ରିଲିଜ୍‌ ହୋଇଥିଲା। ଏହି ଗୀତର ପ୍ରମୋଶନ ଇଭେଣ୍ଟରେ ଯୋଗ ଦେଇଥିଲେ ‘ଭାରତ’ର ଲିଡ୍‌…

ହିନାଙ୍କ ଫିଲ୍ମ ‘ଲାଇନ୍ସ’ର ପୋଷ୍ଟର ରିଲିଜ୍‌

ମୁମ୍ବାଇ,୧୮।୫: ଟିଭି ସିରିୟଲ ‘ୟେ ରିସ୍ତା କ୍ୟା କେହେଲତା ହୈ’ରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଅଭିନେତ୍ରୀ ହିନା ଖାନ ଏବେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ହିନାଙ୍କ ଅପ୍‌ କମିଂ ଫିଲ୍ମ ‘ଲାଇନ୍ସ’ର ପୋଷ୍ଟର ୭୨ତମ କାନ୍‌ସ ଫିଲ୍ମ ଫେଷ୍ଟିଭାଲ…

ବକ୍ସ ଅଫିସ୍‌ରେ ଧମାଲ୍‌ କରୁଛି ‘ଦେ ଦେ ଫ୍ୟାର ଦେ’

ମୁମ୍ବାଇ,୧୮।୫: ଅଜୟ ଦେବଗନଙ୍କ ରୋମାଣ୍ଟିକ କମେଡି ଫିଲ୍ମ ‘ଦେ ଦେ ପ୍ୟାର ଦେ’ ଶୁକ୍ରବାର ବଡ଼ ପରଦାରେ ରିଲିଜ୍‌ ହୋଇଛି। ଏହି ଫିଲ୍ମରେ ମୁଖ୍ୟ ଚରିତ୍ରରେ ଅଜୟ ଦେବଗନ ନଜର ଆସିଥିବା ବେଳେ ଏଥିରେ ତବ୍ବୁ ଓ ରକୁଲ ପ୍ରୀତ ନଜର…

ସାମାଜିକ ପ୍ରସଙ୍ଗଭିତ୍ତିକ ଫିଲ୍ମ ପସନ୍ଦ: କରୀନା

ମୁମ୍ବାଇ: ସାମାଜିକ ପ୍ରାସଙ୍ଗିକତା ଥିବା ଫିଲ୍ମରେ ଅଭିନୟ କରିବାକୁ ସବୁବେଳେ ପସନ୍ଦ କରନ୍ତି ବୋଲି ବଲିଉଡ ଅଭିନେତ୍ରୀ କରୀନା କପୁର ଖାନ୍‌ ପ୍ରକାଶ କରିଛନ୍ତି। ରିିଲିଜ ହୋଇଥିବା ତାଙ୍କର କେତେକ ଫିଲ୍ମ ହେଉଛି ‘ଉଡ୍‌ତା ପଞ୍ଜାବ’, ‘କି ଆଣ୍ଡ୍‌ କା’, ‘ବୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?