ମନୋରଞ୍ଜନ

ପରଦାରେ ଅଜୟଙ୍କ ‘ଦେ ଦେ ପ୍ୟାର ଦେ’, କାହାଣୀ ଦର୍ଶକଙ୍କ ମନ କିଣୁଛି

ବମ୍ବେ: ଶୁକ୍ରବାର ପରଦାକୁ ଆସିଛି ବଲିଉଡ୍‌ ଫିଲ୍ମ ‘ଦେ ଦେ ପ୍ୟାର୍‌ ଦେ’। ଅଜୟ ଦେବଗନ, ରକୁଲପ୍ରିତ, ତବ୍ବୁ ଅଭିନିତ ଏହି ଚଳଚ୍ଚିତ୍ରଟି ଦର୍ଶକଙ୍କ ଭରପୂର ମନୋରଞ୍ଜନ କରୁଛି। ସୋସିଆଲ ମିଡିଆରେ ଏହାକୁ ପଇସା ବସୁଲ, ବ୍ଲକବଷ୍ଟର ଭଳି କମେଣ୍ଟ ମିଳୁଥିବା…

ରିଲିଜ୍‌ ପୂର୍ବରୁ ‘ଇଣ୍ଡିଆସ୍‌ ମୋଷ୍ଟ ଓ୍ବାଣ୍ଟେଡ’କୁ ଲାଗିଲା ଝଟ୍‌କା

ମୁମ୍ବାଇ: ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଇଣ୍ଡିଆସ୍‌ ମୋଷ୍ଟ ଓ୍ବାଣ୍ଟେଡ’କୁ ଲାଗିଛି ଝଟ୍‌କା। ରିଲିଜ୍‌ ପୂର୍ବରୁ ସେନ୍‌ସର ବୋର୍ଡ ଏଥିରେ ଥିବା କିଛି ବିବାଦୀୟ ସିନ୍‌ ହଟାଇବାକୁ କହିଛି। ନିକଟରେ ଏହାର ଟ୍ରେଲର୍‌ ରିଲଜ୍‌ ହୋଇଥିବା ବେଳେ ଆସନ୍ତା ୨୪ରେ ଏହା…

୨୭ ବର୍ଷ ପରେ ପୁଣି ଥରେ ଏକାଠି ନଜର ଆସିଲେ ରିଷି-ଶାହାରୁଖ

ମୁମ୍ବାଇ: ବଲିଉଡ୍‌ର ବରିଷ୍ଠ କଳାକାର ରିଷି କପୁର କିଛି ଦିନ ହେବ ବିଦେଶରେ ଚିକିତ୍ସିତ ହେଉଛନ୍ତି। ସେଠାରେ ତାଙ୍କୁ ଦେଖା କରିବାକୁ ବଲିଉଡ୍‌ର ବହୁ କଳାକାର ପହଞ୍ଚିଥିବା ଖବର ଆସିଛି। ହେଲେ ଏଥର ନ୍ୟୁୟର୍କରେ ତାଙ୍କୁ ଭେଟିବାକୁ ପହଞ୍ଚିଛନ୍ତି ବଲିଉଡ୍‌ କିଙ୍ଗ…

ବିବାହ କରିବି ତ କେବଳ ସନ୍ନି ଲିଓନୀଙ୍କ ଭଳି ଯୁବତୀଙ୍କୁ..

ବଲିଉଡ ଫିଲ୍ମରେ ନିଜର ହଟ ଏବଂ ବୋଲ୍ଡ ସିନ ପାଇଁ ସବୁବେଳେ ଚର୍ଚ୍ଚାରେ ସନ୍ନି ଲିଓନୀ। ସନ୍ନି ଲିଓନୀ ଫିଲ୍ମ ଇଣ୍ଡଷ୍ଟ୍ରୀ ଛଡା ସୋସିଆଲ ମିଡିଆରେ ବି ଅନେକ ଲୋକପ୍ରିୟ। ସନ୍ନି ଲିଓନୀଙ୍କ ଇନଷ୍ଟ୍ରାଗ୍ରାମରେ ଫଲୋୟର୍ସଙ୍କ ସଂଖ୍ୟା ୨୦ ମିଲିୟନ। କିଛି…

ବୟସରେ ଢେର ସାନ ଅଭିନେତ୍ରୀଙ୍କ ସହିତ ରୋମାନ୍ସ କରିଛନ୍ତି ଏହିସବୁ ଅଭିନେତା

ଅଜୟ ଦେବଗନଙ୍କ ଫିଲ୍ମ ‘ଦେ ଦେ ପ୍ୟାର ଦେ’ ରିଲିଜ ହୋଇସାରିଛି। ଫିଲ୍ମକୁ ଭଲ ରେସ୍‌ପନ୍ସ ବି ମିଳିଛି। ଏଥିରେ ଅଜୟ ଜଣେ ଡିଭର୍ସୀ ଭୂମିକାରେ ଅଭିନୟ କରିବା ସହ ଝିଅ ବୟସର ଅଭିନେତ୍ରୀଙ୍କୁ ପ୍ରେମ କରୁଛନ୍ତି। ଅଜୟଙ୍କ ପୂର୍ବରୁ ବଲିଉଡ୍‌ର…

ଚିହ୍ନନ୍ତୁ ଅଭିନେତ୍ରୀ ଜଣକ କିଏ, ତାଙ୍କର ରହିଛି ରଣବୀରଙ୍କ ସହ ସମ୍ପର୍କ

ବଲିଉଡ୍‌ର କିଛି ଅଭିନେତ୍ରୀ ସୋସିଆଲ ମିଡିଆରେ ଏମିତି ଫଟୋ ପୋଷ୍ଟ କରୁଛନ୍ତି, ଚିହ୍ନିବା ମୁସ୍କିଲ ହୋଇପଡୁଛି। ଏବେ ଜଣେ ଅଭିନେତ୍ରୀ ଏକ ଫଟୋ ଶେୟାର କରିଛନ୍ତି, ଦେଖିଲେ ଦ୍ୱନ୍ଦ୍ୱରେ ପଡ଼ିଯିବେ। ଅଭିନେତ୍ରୀ ଜଣକ କିଏ ବୋଲି ଚିହ୍ନିହେବ ନାହିଁ। ତାଙ୍କର ଶାହାରୁଖ…

ଚାରୁ ଅସୋପାଙ୍କୁ ବିବାହ କରିବେ ସୁଷ୍ମିତା ସେନଙ୍କ ଭାଇ ରାଜୀବ, ପ୍ରି-ଓ୍ବେଡିଂ ଫଟୋ ଭାଇରାଲ

ମୁମ୍ବାଇ: ଖୁବ୍‌ଶୀଘ୍ର ବିବାହ କରିବାକୁ ଯାଉଛନ୍ତି ସୁଷ୍ମିତା ସେନଙ୍କ ଭାଇ ରାଜୀବ ସେନ। ଭାରତୀୟ ରୀତିନୀତି ଅନୁଯାୟୀ ଗୋଆରେ ବିବାହ ଅନୁଷ୍ଠିତ ହେବ। ରାଜୀବ ପ୍ରେମିକା ଚାରୁ ଅସୋପାଙ୍କୁ ଜୀବନସାଥୀ ଭାବେ ବାଛିଛନ୍ତି। ତେବେ ବିବାହ ପୂର୍ବରୁ ଉଭୟ ପ୍ରି-ଓ୍ବେଡିଂ ଫଟୋଶୁଟ…

କିଆରାଙ୍କ ବୋଲ୍ଡ ସିନ୍‌ ଦେଖି ଏମିତି ପ୍ରତିକ୍ରିୟା ଦେଇଥିଲେ ତାଙ୍କ ଜେଜେମା’

‘ଲଷ୍ଟ ଷ୍ଟୋରୀଜ୍‌’ ହିଟ୍‌ ହେବା ପରେ କିଆରା ଆଡଭାନୀ ତାଙ୍କର ଆଗାମୀ ଫିଲ୍ମ ‘କବୀର ସିଂହ’କୁ ନେଇ ଏବେ ଚର୍ଚ୍ଚାରେ। କିଆରା ଏକ ଚାଟ୍‌ ଶୋ’ରେ ‘ଲଷ୍ଟ ଷ୍ଟୋରୀଜ’ର ବୋଲ୍ଡ ସିନ୍‌ ସମ୍ପର୍କରେ କହିଥିଲେ। ଏହି ଫିଲ୍ମର ବୋଲ୍ଡ ସିନ୍‌ ଖୁବ୍‌…

ବିବାହ ପୂର୍ବରୁ ଭାଙ୍ଗିଲା ପ୍ରିୟଙ୍କା ଚୋପ୍ରାଙ୍କ ଭାଇଙ୍କ ନିର୍ବନ୍ଧ, କନିକାଙ୍କ ଭଳି ଇଶିତା ଛାଡ଼ିଲେ ହାତ

ମୁମ୍ବାଇ: ପୁଣି ଥରେ ଭାଙ୍ଗିଛି ପିସି ଓରଫ ପ୍ରିୟଙ୍କା ଚୋପ୍ରା ଜୋନାସଙ୍କ ଭାଇ ସିଦ୍ଧାର୍ଥଙ୍କ ନିର୍ବନ୍ଧ। ପ୍ରଥମେ ୨୦୧୪ ମସିହାରେ କନିକା ମାଥୁରଙ୍କ ସହ ସିଦ୍ଧାର୍ଥଙ୍କ ବିବାହ ଭାଙ୍ଗିଥିବା ବେଳେ ଏବେ ଇଶିତା କୁମାରଙ୍କ ସହ ସମ୍ପର୍କ ତୁଟିଛି। ପ୍ରତିଟି କ୍ଷେତ୍ରରେ…

‘ଗୁଲାବୋ ସିତାବୋ’ରେ ଅମିତାଭ, ଆୟୁଷ୍ମାନ୍‌

ମୁମ୍ବାଇ: ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଓ ଅଭିନେତା ଆୟୁଷ୍ମାନ୍‌ ଖୁରାନାଙ୍କୁ ପ୍ରଥମଥର ଲାଗି ଏକାଠି ଗୋଟିଏ ଫିଲ୍ମରେ ଦେଖିବାକୁ ମିଳିବେ। ସୁଜିତ୍‌ ସିର୍‌କାର୍‌ଙ୍କ ପରବର୍ତ୍ତୀ କମେଡ଼ି ଫିଲ୍ମ ‘ଗୁଲାବୋ ସିତାବୋ’ରେ ଦୁହେଁ ଏକାଠି ଅଭିନୟର ଯାଦୁ ଦେଖାଇବେ। ସୁଜିତ୍‌ଙ୍କ ଦୀର୍ଘଦିନର ସହଯୋଗୀ…

ଦୀପିକା ହେଉଛନ୍ତି ସେଲିବ୍ରିଟି ନଂ ଓ୍ବାନ୍‌

ଯଦି ପଚରାଯାଏ ଭାରତର ନଂ ଓ୍ବାନ୍‌ ସେଲିବ୍ରିଟି କିଏ ତେବେ ନିଶ୍ଚିତ ଶାହାରୁଖ୍‌, ଅମୀର, ସଲମାନଙ୍କ ନାଁ ଉଠିବ। କିନ୍ତୁ ଏମାନେ କେହି ନୁହନ୍ତି, ଏବେ ଦୀପିକା ପାଦୁକୋନ୍‌ ହେଉଛନ୍ତି ଦେଶର ସେଲିବ୍ରିଟି ନଂ ଓ୍ବାନ୍‌। ସେହିପରି ସେଲିବ୍ରିଟି ବ୍ରାଣ୍ଡ୍‌ସର ମୂଲ୍ୟକୁ…

ପରଦାରେ ଏମିତି ସିନ୍‌ କରିଥିଲେ ମାଧୁରୀ, ଯାହାକୁ ନେଇ ଆଜି ବି ଅନୁତପ୍ତ

ମାଧୁରୀ ଦୀକ୍ଷିତ ଖାଲି ଧକ୍‌ଧକ୍‌ ଗାର୍ଲ ନୁହନ୍ତି, ତାଙ୍କର ପ୍ରତି ଫିଲ୍ମରେ ରହିଛନ୍ତି କୋଟି କୋଟି ପ୍ରଶଂସକ। ମାଧୁରୀଙ୍କ ଅଭିନୀତ ଫିଲ୍ମ ଦେଖିଲେ ଯେ କେହି ଦିବାନା ହୋଇଯିବେ। ୧୫ ମେ ଅର୍ଥାତ ବୁଧବାର ତାଙ୍କ ଜନ୍ମଦିନ। ଏପରି ଏକ ଖାସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?