ମନୋରଞ୍ଜନ

ମାଆ ହେବାକୁ ଯାଉଛନ୍ତି ଅର୍ଜୁନଙ୍କ ଗାର୍ଲଫ୍ରେଣ୍ଡ !

ଅର୍ଜୁନ ରାମପାଲ ବିବାହର ୨୦ ବର୍ଷ ପରେ ତାଙ୍କ ସ୍ତ୍ରୀ ମେହର ଜେସିୟାଙ୍କୁ ଛାଡ଼ପତ୍ର ଦେଇ ସାରିଛନ୍ତି। ଏ ଖବର କିଛିଦିନ ତଳେ ଖୁବ୍‌ ଚର୍ଚ୍ଚାରେ ଥିଲା। ପୁଣି ଥରେ ଅର୍ଜୁନ ଚର୍ଚ୍ଚାକୁ ଆସିଛନ୍ତି। ଅର୍ଜୁନ ଏବେ ବାପା ହେବାକୁ ଯାଉଛନ୍ତି।…

ଏମାନେ ଦାମୀ ଷ୍ଟାର କିନ୍ତୁ ଚଢ଼ନ୍ତି ଶସ୍ତା କାର

ବଲିଉଡ୍‌ର କିଛି ଷ୍ଟାରଙ୍କ ଲାଇଫ୍‌ଷ୍ଟାଇଲ ସବୁବେଳେ ଚର୍ଚ୍ଚାରେ ରହିଥାଏ। ଫିଲ୍ମ କ୍ୟାରିୟର ବାଦ୍‌ ସେମାନଙ୍କ ଦୈନନ୍ଦିନ ଚଳଣି ସାଧାରଣ ଲୋକଙ୍କ ପରି ହୋଇଥାଏ। ବିଗ୍‌ ଟାଉନ୍‌ରେ ଏମାନେ ଦାମୀ ଷ୍ଟାର କିନ୍ତୁ ଶସ୍ତା କାର୍‌ରେ ବୁଲିବାକୁ ପସନ୍ଦ କରିଥାନ୍ତି। ଜାଣନ୍ତୁ ଏହି…

ଅମୀରଙ୍କ ବିମାନ ଭିତରେ ବସିଥିବା ଭିଡିଓ ହେଲା ଭାଇରାଲ

ମୁମ୍ବାଇ,୨୩।୪: ମିଷ୍ଟର ପରଫେକ୍ଟିନିଷ୍ଟଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓଟିରେ ଅମୀର ଖଁ। ଇକୋନୋମିକ କ୍ଲାସର ଓ୍ବିଣ୍ଡୋ ସିଟ୍‌ ପାଖରେ ଚୁପ୍‌ଚାପ୍‌ ବସିଥିବା ଦେଖିବାକୁ ମିଳିଛି। ଅମୀରଙ୍କ ଭଳି ସୁପରଷ୍ଟାର ବିଜନେସ୍‌ କ୍ଲାସରେ ଯାତ୍ରା କରିବା…

‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବେ କ୍ୟାଟ୍ରିନା

ମୁମ୍ବାଇ: ଫିଲ୍ମ ନିର୍ମାତା ରୋହିତ ଶେଟ୍ଟୀଙ୍କ ପରବର୍ତ୍ତୀ ସିନେମା ‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବାକୁ ଯାଉଛନ୍ତି କ୍ୟାଟ୍ରିନା କୈଫ। ଏଥିରେ ଅକ୍ଷୟ କୁମାରଙ୍କ ସହ ତାଙ୍କର ଯୋଡ଼ି ଖୁବ୍‌ ଜମିବ ବୋଲି ସୂଚନା ମିଳୁଛି। ଅକ୍ଷୟଙ୍କ ସହିତ ପୂର୍ବରୁ କ୍ୟାଟ୍ରିନା ‘ନମସ୍ତେ ଲଣ୍ଡନ’…

ଋଷି କପୁରଙ୍କ ସ୍ବାସ୍ଥ୍ୟରେ ସୁଧାର: ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ

ମୁମ୍ବାଇ,୨୧।୪: ବଲିଉଡ୍‌ ଅଭିନେତା ଋଷି କପୁର କିଛି ଦିନ ଧରି ଆମେରିକାରେ ଚିକିତ୍ସିତ ହେଉଛନ୍ତି। ତେବେ ଥାଙ୍କ ସ୍ବାସ୍ଥ୍ୟରେ ସୁଦାର ଆସିଛି। ସେ ଖୁବ୍‌ ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ ବୋଲି କୁହାଯାଉଛି। ସେ ଗତବର୍ଷ ସେପ୍ଟେମ୍ବରରେ ଚିକିତ୍ସା ପାଇଁ ନ୍ୟୁୟର୍କ…

କାହିଁକି ବିବାହ କରୁ ନାହାଁନ୍ତି ସଲମାନ: ସାମ୍ନାକୁ ଆସିଲା ନୂଆ କାରଣ

ମୁମ୍ବାଇ: ବଲିଉଡ୍‌ ଭାଇଜନ୍‌ ସଲମାନ ଖାଁ ୫୩ ବର୍ଷରେ ପଦାର୍ପଣ କଲେଣି। କିନ୍ତୁ ଆଜି ପର୍ଯ୍ୟନ୍ତ ସେ ବିବାହ କରି ନାହାଁନ୍ତି। ସେ କେବେ ବିବାହ କରିବେ ତାକୁ ନେଇ ବହୁବାର ପ୍ରଶ୍ନ ଉଠିଥିଲେ ବି ସଲମାନ ଭିନ୍ନ ଭିନ୍ନ କାରଣ…

ଆରାଧ୍ୟା ଏବଂ ଐଶ୍ୱର୍ଯ୍ୟାଙ୍କ ଫଟୋ ଶେୟାର କରି ଏମିତି କହିଲେ ଅଭିଷେକ

ଐଶ୍ୱର୍ଯ୍ୟା ଏବଂ ଅଭିଷେକ ବଚ୍ଚନ ଝିଅ ଆରାଧ୍ୟାଙ୍କ ସହ ମାଳଦ୍ୱୀପରେ ଛୁଟି ମନାଉଛନ୍ତି। ଶନିବାର ଅଭି-ଐଶ୍‌ଙ୍କ ବିବାହବାର୍ଷିକୀ ଥିଲା। ତେଣୁ ଏହିଦିନ ଦୁହେଁ ଦୁହିଁଙ୍କୁ ସ୍ପେଶାଲ ଉଇସ୍‌ କରିଛନ୍ତି। ଅଭି ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ…

‘ରେସ୍‌-୩’ ଫ୍ଲପ ପରେ ବବି ଦେଓଲଙ୍କ ନୂଆ ଲୁକ୍‌

ଫିଲ୍ମ ‘ରେସ୍‌ -୩’ଫ୍ଲପ ହେବା ପରେ ବି ବବି ଦେଓଲଙ୍କ ପାଖରେ ଅଫରର ଅଭାବ ନାହିଁ। ଶେଷଥର ବବି ପିତା ଧର୍ମେନ୍ଦ୍ର ଏବଂ ଭାଇ ସନ୍ନ ଦେଓଲଙ୍କ ସହିତ ‘ୟମଲା ପଗଲା ଦିଓ୍ବାନା ଫିର୍‌ ସେ’ ନଜର ଆସିଥିଲେ। ଏହି ଫିଲ୍ମ…

ସଲମାନଙ୍କୁ ଭେଟିଲେ ତାଙ୍କର କୁନି ପ୍ରଶଂସକ

ଇନ୍ଦୋର: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ତାଙ୍କ ଅଭିନୟକୁ ନେଇ ଯେତିକି ଚର୍ଚ୍ଚିତ ତା’ଠାରୁ ଅଧିକ ଚର୍ଚ୍ଚିତ ତାଙ୍କ ମାନବିକତା ପାଇଁ। ଏମିତିକି ଅନେକ ସମୟରେ ସେ ତାଙ୍କ ପ୍ରଶଂସକଙ୍କୁ ସାକ୍ଷାତ କରି ମଧ୍ୟ ଆସି ଥାଆନ୍ତି ଚର୍ଚ୍ଚାକୁ। ଦେଶ ବିଦେଶରେ…

ଐଶ୍ୱର୍ଯ୍ୟା- ଅଭିଷେକଙ୍କ ଯୋଡ଼ି ଏହିସବୁ ଫିଲ୍ମରେ ହିଟ୍‌ ହୋଇଥିଲା

ଐଶ୍ୱର୍ଯ୍ୟା ଏବଂ ଅଭିଷେକ ବଚ୍ଚନଙ୍କୁ ବିଗ୍‌ ଟାଉନର ବେଷ୍ଟ ଯୋଡ଼ି କୁହାଯାଏ। ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଯୋଡ଼ି ରିଲ୍‌ରେ ଦର୍ଶକଙ୍କ ଯେତିକି ପସନ୍ଦ ଆସିଥାଏ ରିୟଲରେ ମଧ୍ୟ ତା’ଠୁ ବେଶୀ ପସନ୍ଦ ଆସିଥାଏ। ଅଭି ପରିବାରର ଆଦର୍ଶ। ସେ କେବଳ ଜଣେ ଭଲ ପୁଅ…

ଶୁଟିଂ ସେଟ୍‌ରେ ବିକି କୌଶଲ ଆହତ: ମୁହଁରେ ପଡ଼ିଛି ୧୩ ଷ୍ଟିଚ୍‌

ମୁମ୍ବାଇ,୨୦।୪: ସଞ୍ଜୁ ଓ ଉରି: ଦ ସର୍ଜିକାଲ ଷ୍ଟ୍ରାଇକ୍‌ ଭଳି ବକ୍ସ ଅଫିସରେ ଭଲ ବ୍ୟବସାୟ କରିଥିବା ଅଭିନେତା ବିକି କୌଶଲ ଏବେ ସଫଳତାର ପାହାଚ ଚଢ଼ିବାରେ ଲାଗିଛନ୍ତି। ବିକି କୌଶଲ ତାଙ୍କ ଆଗାମୀ ହରର୍‌ ଫିଲ୍ମର ଶୁଟିଂରେ ବ୍ୟସ୍ତ ଥିବା…

ନିର୍ଦ୍ଦେଶକ ରାମଗୋପାଳ ବର୍ମାଙ୍କ ବିରୋଧରେ ମାମଲା ରୁଜୁ

ମୁମ୍ବାଇ,୨୦।୪: ନିଜ ବୟାନକୁ ନେଇ ସବୁବେଳେ ବିବାଦରେ ରହୁଥିବା ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ଏବେ ପୁଣି ଥରେ ବିବାଦରେ ଫଶିଯାଇଛନ୍ତି। ଚଳିତ ଥର କୌଣସି ବୟାନକୁ ନେଇ ନୁହଁ ବରଂ ଏକ ଫେକ ଫଟୋକୁ ନିଜ ସୋସିଆଲ ଆକାଣ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?