ମନୋରଞ୍ଜନ

ଲମ୍ବା ଛୁଟି ନେବେ ରଣବୀର ସିଂ

ମୁମ୍ବାଇ: ବଲିଉଡ ନାୟକ ରଣବୀର ସିଂ ଏବଂ ନାୟିକା ଦୀପିକା ପାଦୁକୋନ ବଲିଉଡର ଏକକ୍ୟୁଟ କପଲ। ବର୍ତ୍ତମାନ ଏହି ଦମ୍ପତି ମାତାପିତା ହେବାକୁ ଯାଉଛନ୍ତି। ଦୀପିକା କିଛି ଦିନ ପୂର୍ବରୁ ସୋସିଆଲ ମିଡିଆରେ ଗର୍ଭବତୀ ଥିବା ଘୋଷଣା କରିଥିଲେ। ସେପ୍ଟେମ୍ବରରେ ଏମାନେ…

ଦୁର୍ଘଟଣାରେ ଆହତ ଅଭିନେତ୍ରୀ ଅରୁନ୍ଧତୀ ଭେଣ୍ଟିଲେଟରରେ

ଚେନ୍ନାଇ,୧୯।୩: ‘ସୈତାନ’ ଫିଲ୍ମରେ ଅଭିନୟ କରି ଖ୍ୟାତି ଅର୍ଜନ କରିଥିବା ତାମିଲ ଅଭିନେତ୍ରୀ ଅରୁନ୍ଧତୀ ନାୟାର ଦୁର୍ଘଟଣାରେ ଗୁରୁତର ହୋଇ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି। ଗତ ୧୪ ତାରିଖରେ ସେ ତାଙ୍କ ଭାଇ ସହ ବାଇକ୍‌ରେ ଚେନ୍ନାଇ-କୋଭାଲମ୍‌ ବାଇପାସ୍‌ ରୋଡ୍‌ରେ ଯାଉଥିବାବେଳେ…

ଏଲ୍‌ଭିଶ୍‌ ଯାଦବଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୭ା୩: ନୋଏଡାର ଏକ ରେଭ୍‌ ପାର୍ଟିରେ ସାପ ବିଷ ଯୋଗାଇବା ମାମଲାରେ ସମ୍ପୃକ୍ତ ଥିବା ୟୁଟ୍ୟୁବର ଏଲ୍‌ଭିଶ୍‌ ଯାଦବଙ୍କୁ ସ୍ଥାନୀୟ ପୋଲିସ ପଚରାଉଚରା ପରେ ରବିବାର ଗିରଫ କରିଛି। ଫରେନ୍‌ସିକ୍‌ ରିପୋର୍ଟ ନିଶ୍ଚିତ କରିଛି ଯେ, ପରୀକ୍ଷା ପାଇଁ ଲ୍ୟାବ୍‌କୁ ପଠାଯାଇଥିବା…

ଟ୍ରୋଲର୍ସଙ୍କୁ ଜବାବ ଦେଲେ ଚହଲଙ୍କ ପତ୍ନୀ ଧନଶ୍ରୀ

ନୂଆଦିଲ୍ଲୀ,୧୭।୩: ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ପତ୍ନୀ ଧନଶ୍ରୀ ବର୍ମା ସୋସିଆଲ ମିଡିଆରେ ପ୍ରାୟଃ ଏକାଠି ନଜର ଆସିଥାନ୍ତି। ଧନଶ୍ରୀ ତାଙ୍କ ଡ୍ୟାନ୍ସ ପାଇଁ ବହୁତ ଲୋକପ୍ରିୟ ଏବଂ ଜଣେ ପ୍ରସିଦ୍ଧ କୋରିଓଗ୍ରାଫର ଭାବରେ ମଧ୍ୟ ମାନ୍ୟତା ପାଇଛନ୍ତି।…

ପୁତ୍ର ସନ୍ତାନର ଜନନୀ ହେଲେ ସିଦ୍ଧୁ ମୁସଓ୍ବୋଲାଙ୍କ ମାଆ ଚରଣ କୌର, ଫଟୋ ଶେୟାର କଲେ ପିତା

ଚଣ୍ଡିଗଡ଼,୧୭।୩: ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସଓ୍ବୋଲଙ୍କ ଘରୁ ଏକ ଖୁସି ଖବର ଆସିଛି। ତାଙ୍କ ମାଆ ଚରଣ କୌର ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ମୁସେୱାଲାଙ୍କ ପିତା ବଲକୌର ସିଂ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ସିଦ୍ଧୁ…

ବିବାହ ବନ୍ଧନରେ ବାନ୍ଧିହେଲେ କ୍ରିତି-ପୁଲକିତ

ମୁମ୍ବାଇ: ବହୁ ବର୍ଷ ଧରି ପରସ୍ପରକୁ ଡେଟ କରିବା ପରେ ପୁଲକିତ ସମ୍ରାଟ ଏବଂ କ୍ରିତି ଖରବନ୍ଦା ଶେଷରେ ମାର୍ଚ୍ଚ ୧୫ରେ ବିବାହ କରିଛନ୍ତି। ପ୍ରଶଂସକମାନେ ଏହି ଦମ୍ପତିଙ୍କ ଅଫଇସିଆଲ ବିବାହ ଫଟୋ ଶେୟାର କରିବାକୁ ଅପେକ୍ଷା କରି ରହିଥିଲେ ଏବଂ…

ଅସୁସ୍ଥତା ଖବରକୁ ‘ଫେକ ନ୍ୟୁଜ’ ବୋଲି କହିଲେ ବିଗ ବି, ଟୁଇଟ କରି ଜଣାଇଲେ ସତ୍ୟତା

ମୁମ୍ବାଇ,୧୬।୩: ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ତାଙ୍କ ଅସୁସ୍ଥତାର ଗୁଜବକୁ ମିଥ୍ୟା ଖବର ବୋଲି ସ୍ପଷ୍ଟ ଭାବେ ଖାରଜ କରିଦେଇଛନ୍ତି। ଏହାପୂର୍ବରୁ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଚିନ୍ତିତ ପ୍ରଶଂସକମାନେ ବଚ୍ଚନଙ୍କ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁ ଝିଥିଲେ ଯେ ତାଙ୍କ ରକ୍ତ…

ମଧୁବାଲାଙ୍କ ଉପରେ ହେବ ବାୟୋପିକ୍‌

ମୁମ୍ବାଇ: ଭାରତର କିମ୍ବଦନ୍ତୀ ଅଭିନେତ୍ରୀ ମଧୁବାଲାଙ୍କ ଜୀବନୀ ଉପରେ ଖୁବ୍‌ଶୀଘ୍ର ବାୟୋପିକ୍‌ ନିର୍ମାଣ ହେବାକୁ ଯାଉଛି। ‘ଡାର୍ଲିଂ’ ଚଳଚ୍ଚିତ୍ରର ନିର୍ଦ୍ଦେଶକ ତଥା ଚିତ୍ର ନିର୍ମାତା ଜସ୍ମିତ କେ. ରିନ୍‌ ଏହି ଜୀବନୀ ଚଳଚ୍ଚିତ୍ରର ସଞ୍ଚାଳନ କରିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି।…

ହଟ୍‌ ସିନ୍‌ କରିବାକୁ ଡର ଲାଗେ: ସାମନ୍ଥା ପ୍ରଭୁ

ମୁମ୍ବାଇ: ଲୋକପ୍ରିୟ ତେଲଗୁ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ନିଜର ବୋଲ୍ଡ ଲୁକ୍‌ ଓ ଚମତ୍କାର ଅଭିନୟ ପାଇଁ ଜଣାଶୁଣା। ଦର୍ଶକ ଓ ନିଜ ଫ୍ୟାନ୍ସଙ୍କୁ ସେ ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ପୁଷ୍ପାଶୁକ୍ରବାର ସେ ଇଣ୍ଡିଆ…

ହସ୍ପିଟାଲରେ ଅମିତାଭ ବଚ୍ଚନ: ଘର ବାହାରେ ପ୍ରଶଂସକଙ୍କ ଭିଡ଼

ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ସ୍ବାସ୍ଥ୍ୟାବସ୍ଥା ଖରାପ ରହିଛି। ତାଙ୍କୁ ମୁମ୍ବାଇର କୋକିଲାବେନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ ଅମିତାଭ ବଚ୍ଚନ ଆଞ୍ଜିଓପ୍ଲାଷ୍ଟି କରିଛନ୍ତି। କଡା ସୁରକ୍ଷା ମଧ୍ୟରେ ବିଗ ବି ଆଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅମିତାଭ ବଚ୍ଚନଙ୍କୁ…

ଜମଜ ସନ୍ତାନ ପ୍ରସବ କଲେ ସିଦ୍ଧୁ ମୁସେୱାଲାଙ୍କ ମାଆ? ପିତା ଦେଲେ ବଡ ଅପଡେଟ

ଚଣ୍ଡିଗଡ଼,୧୪।୩: ପଞ୍ଜାବି ସିଙ୍ଗର ସିଦ୍ଧୁ ମୁସେୱାଲାଙ୍କ ମା ଯାଆଁଳା ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। ଏହି ଖବର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବାସ୍ତବରେ, କିଛି ଦିନ ପୂର୍ବେ ସ୍ବର୍ଗତ ଗାୟକ ସିଦ୍ଧୁ ମୁସେୱାଲାଙ୍କ ପ୍ରଶଂସକମାନେ ଏକ ଖୁସି ଖବର ପାଇଲେ…

ସୋସିଆଲ ମିଡିଆରେ ଖୋଲା ଅଫର୍‌ ଦେଲେ ସଲମାନ୍‌ ଖାନ୍‌, ଜାଣନ୍ତୁ କାହାକୁ…

ବମ୍ବେ: ସୋସିଆଲ ମିଡିଆରେ ଖୋଲା ଅଫର୍‌ ଦେଲେ ବଲିଉଡ୍‌ ସୁପରଷ୍ଟାର ସଲମାନ୍‌। ଆପଣ ଭାବୁଥିବେ କାହାକୁ। ସେ କୌଣସି ଯୁବତୀ ନୁହନ୍ତି ବରଂ ଜଣେ ନିର୍ଦ୍ଦେଶିକା। ଆମିର ଖାନ୍‌ଙ୍କ ପୂର୍ବତନ ପତ୍ନୀ କିରଣ ରାଓଙ୍କ ସହ ସେ କାମ କରିବାକୁ ଖୋଲାଖୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri