ମନୋରଞ୍ଜନ

‘କଲଙ୍କ’ରେ ଭୂମିକାକୁ ନେଇ ଖୁସି

ମୁମ୍ବାଇ,୨୦ା୪(ଆଇଏଏନ୍‌ଏସ୍‌): ଅଭିଷେକ୍‌ ବର୍ମନଙ୍କ ଚଳଚ୍ଚିତ୍ର ‘କଲଙ୍କ’ରେ ନିଜର ଭୂମିକାକୁ ନେଇ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ ଏଥିରେ ଅଭିନେତା ଆଦିତ୍ୟ ରୟ କପୁରଙ୍କ ବିରୋଧରେ ସତ୍ୟ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ତାଙ୍କର ଏହି ଭୂମିକାକୁ ସମସ୍ତେ ପ୍ରଶଂସା…

ଭାରତର ୫ମ ପୋଷ୍ଟର ରିଲିଜ୍‌

ମୁମ୍ବାଇ,୧୯।୪: ଅଲୀ ଅବ୍ବାସ ଜଫରଙ୍କ ଆଗାମୀ ଫିଲ୍ମ ଓ ସଲମାନଙ୍କ ବହୁ ପ୍ରତିକ୍ଷିତ ଫିଲ୍ମ ଭାରତର ୫ମ ପୋଷ୍ଟର ରିଲିଜ୍‌ ହୋଇଛି। ପୂର୍ବରୁ ଏହି ଫିଲ୍ମର ୪ଟି ପୋଷ୍ଟର ରିଲିଜ ହୋଇସାରିଛି। ଏହି ପୋଷ୍ଟରରେ ସଲମାନ ଓ କ୍ୟାଟରିନାଙ୍କ ଜବରଦସ୍ତ ଲୁକ୍‌…

ସର୍ବାଧିକ ଆୟକର ଦେଇ ଅକ୍ଷୟ ଓ ସଲମାନଙ୍କୁ ପଛରେ ପକାଇଲେ ଅମିତାଭ

ମୁମ୍ବାଇ,୧୯।୪: ବଲିଉଡ୍‌ର ସୁପରଷ୍ଟାର ତଥା ବିଗ୍‌ ବି ଅମିତାଭ ବଚ୍ଚନ ୨୦୧୮-୧୯ ଆର୍ଥିକ ବର୍ଷରେ ସିନେ ତାରକାଙ୍କ ମଧ୍ୟରେ ସର୍ବାଧିକ ଆୟକର ଭରିଥିବା ଜଣାପଡ଼ିଛି। ଚଳିତ ଆର୍ଥିକ ବର୍ଷରେ ଅମିତାଭ ବଚ୍ଚନ ୭୦ କୋଟି ଟଙ୍କା ଆୟକର ଦେଇଛନ୍ତି। ଏନେଇ ସୂଚନା…

ଛାଡ଼ପତ୍ରର ୨ ବର୍ଷ ପରେ ଏମିତି କହିଲେ ଅରବାଜ୍‌

୧୮ ବର୍ଷର ସାଂସାରିକ ଜୀବନ ବିତାଇବା ପରେ ମଲାଇକା ଆରୋରା ଏବଂ ଏବଂ ଅରବାଜ୍‌ ଖାନ୍‌ ଅଲଗା ହୋଇଗଲେ। ଏମାନଙ୍କ ଛାଡ଼ପତ୍ରକୁ ୨ ବର୍ଷ ପୂରିଛି। ଛାଡ଼ପତ୍ର ପରଠାରୁ ଏ ସମ୍ପର୍କରେ କେବେ ମୁହଁ ଖୋଲି ନ ଥିଲେ ଅରବାଜ। କିନ୍ତୁ…

ସୁଟିଂ ସେଟ୍‌ରେ ଏହି ଅଭିନେତ୍ରୀଙ୍କ ଜଳିଗଲା ମୁହଁ

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଭୂମି ପେଦେନକର ତାଙ୍କ ଆଗାମୀ ଫିଲ୍ମ ‘ସାଣ୍ଡ କି ଆଁଖ’ର ସୁଟିଂରେ ବ୍ୟସ୍ତ ଅଛନ୍ତି। ନିକଟରେ ସୁଟିଂ ସମୟରେ ମେକ୍‌ଅପ୍‌ ଯୋଗୁ ଭୂମିଙ୍କ ମୁହଁ ଜଳିଯାଇଥିବା ଜଣାପଡ଼ିଛି। ମୁହଁରେ ଗମ୍ଭୀର ଭାବରେ ଛାଲ ପଡ଼ିଯାଇଥିବା ଦେଖିବାକୁ ମିଳିଛି।…

ଇରଫାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ: ବଢ଼ିଲା ସୁରକ୍ଷା

ଉଦୟପୁର, ୧୮।୪: ବଲିଉଡ ଅଭିନେତା ଇରଫାନ ଖାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ ଜମିଛି। ଟ୍ୟୁମର ଚିକିତ୍ସା ସାରି ଭାରତ ଫେରିଥିବା ଇରଫାନ ିଜ ଆଗାମୀ ଫିଲ୍ମ ‘ଇଂଲିଶ ମିଡିୟମ’ ଶୁଟିଂରେ ବ୍ୟସ୍ତ ଅଛନ୍ତି। ରାଜସ୍ଥାନର ଉଦୟପୁରରେ ଫିଲ୍ମର ଶୁଟିଂ ଚାଲିଥିବାବେଳେ…

‘ରାଇଜିଂ ଷ୍ଟାର-୩’ ମଞ୍ଚରେ ପୁଣି ଆସିବେ ସଲମାନ,ଗୀତଗାଇବେ ରେଖା

ମୁମ୍ବାଇ: ଟେଲିଭିଜନ ପରଦାରେ ରୂପେଲି ପରଦାର ନାୟକ ନାୟିକାଙ୍କୁ ଦେଖିଲେ ଦର୍ଶକେ ଅଧିକ ଖୁସି ହୁଅନ୍ତି। ତେବେ ଏଥର ଛୋଟ ପରଦାର ରିୟଲିଟି ଶୋ’ ‘ରାଇଜିଂ ଷ୍ଟାର-୩’ ମଞ୍ଚରେ ଏକାଠି ନଜର ଆସିବେ ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଓ ବଲିଉଡ୍‌…

ତୈମୁରଙ୍କ ଫିଲ୍ମକୁ ନେଇ ମୁହଁ ଖୋଲିଲେ ମଧୁର ଭଣ୍ଡାରକର

ମୁମ୍ବାଇ: ନିକଟରେ ଶୈଫିନାଙ୍କ ପୁଅ ତୈମୁର ଅଲ୍ଲି ଖାଁ ବଲିଉଡ୍‌ରେ ନଜର ଆସିବେ ବୋଲି ଚର୍ଚ୍ଚା ହେଉଥିଲା। ତୈମୁରଙ୍କୁ ନେଇ ନିର୍ମାତା ନିର୍ଦ୍ଦେଶକ ମଧୁର ଭଣ୍ଡାରକର କୁଆଡେ ଫିଲ୍ମର ଟାଇଟଲ ରେଜିଷ୍ଟର କରି ସାରିଛନ୍ତି ବୋଲି ଶୁଣିବାକୁ ମିଳିଥିଲା। ହେଲେ ନିକଟରେ…

ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ମୁମ୍ବାଇ,୧୮-୪: ବ୍ୟବସାୟିକ ସିନେମା ପ୍ରସ୍ତୁତିରେ ନିଜର ଛାପ ଛାଡିବା ପରେ ଫିଲ୍ମ କିଡା ପ୍ରଡକ୍ସନ ହାଉସ ବର୍ତ୍ତମାନ ରିୟଲ ଲାଇଫ ଷ୍ଟୋରୀକୁ ନେଇ ସିନେମା କରିବ। ଦର୍ଶକଙ୍କ ପସନ୍ଦ ଆସିବା ଭଳି କଣ୍ଟେଣ୍ଟ ଉପରେ କାର୍ଯ୍ୟ କରିବାକୁ ପ୍ରଡକ୍ସନ ହାଉସ ଲକ୍ଷ୍ୟ…

ଶିଳ୍ପାଙ୍କ ପୁଅ ଆଇଙ୍କ ଗୋଡ଼ ମସାଜ୍‌ କରୁଥିବା ଭିଡିଓ ଭାଇରାଲ

ମୁମ୍ବାଇ,୧୭।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ପୁଅ ଭିଆନ କୁନ୍ଦ୍ରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓକୁ ଶିଳ୍ପାଙ୍କ ଫ୍ୟାନମାନେ ବେଶ୍‌ ପସନ୍ଦ କରିବା ସହ ପ୍ରଂଶସା ମଧ୍ୟ କରିଛନ୍ତି। ଭିଆନଙ୍କୁ ସଂସ୍କାରି ବୋଲି ମଧ୍ୟ କୁହାଯାଇଛି।…

‘ଭାରତ’ ଫିଲ୍ମକୁ ନେଇ କ୍ୟାଟ୍ରିନାଙ୍କ ସଫେଇ

‘ଭାରତ’ ଫିଲ୍ମରେ ସଲମାନ ଏବଂ କ୍ୟାଟ୍ରିନା ନଜରକୁ ଆସିବେ। ଏହି ଫିଲ୍ମ ପାଇଁ ପ୍ରଥମେ ପ୍ରିୟଙ୍କାଙ୍କୁ ବଛାଯାଇଥିଲା। ପରେ କ୍ୟାଟି୍ରିନାଙ୍କୁ ନିଆଯାଇଛି। ଯେତେବେଳେ ଏକ ସାକ୍ଷାତକାରରେ କ୍ୟାଟ୍ରିନାଙ୍କୁ ପଚରାଗଲା ‘ଭାରତ’ ଫିଲ୍ମରେ ପ୍ରଥମେ ପ୍ରିୟଙ୍କାଙ୍କୁ ନିଆଯାଇଥିଲା। ତାଙ୍କୁ ଏଥିରୁ କ’ଣ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?