ଅଟୋ ଡ୍ରାଇଭର ହେବେ ହୁମା କୁରେଶୀ
ମୁମ୍ବାଇ: ଅଭିନେତ୍ରୀ ହୁମା କୁରେଶୀ ତାଙ୍କ ଆଗାମୀ ଚଳଚ୍ଚିତ୍ରରେ ଜଣେ ଅଟୋରିକ୍ସା ଡ୍ରାଇଭର ଭୂମିକାରେ ନଜରକୁ ଆସିବେ। ଅନ୍ତର୍ଜାତୀୟ ମହିଳା ଦିବସ ଅବସରେ ଜିଓ ଷ୍ଟୁଡିଓ ଏବଂ ଇଚେଲୋନ୍ ପ୍ରଡକ୍ସନ୍ସ ପକ୍ଷରୁ ଏହା ଘୋଷଣା କରାଯାଇଛି। ଚଳଚ୍ଚିତ୍ରର ନାମକରଣ କରାଯାଇ ନାହିଁ।…
ସ୍ବାମୀଙ୍କ ପାଦ ଛୁଇଁ ଟ୍ରୋଲ ହେଉଛନ୍ତି ରୁପାଲି
ବମ୍ବେ: ଟେଲିପରଦାର ଲୋକପ୍ରିୟ ଅଭିନେତ୍ରୀ ରୁପାଲି ଗାଙ୍ଗୁଲି ‘ଅନୁପମା’ ଜରିଆରେ ଘରେ ଘରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିଜର ଅଭିନୟରେ ସେ ମହିଳାସଶକ୍ତିକରଣକୁ ପ୍ରୋତ୍ସାହିତ କରିଆସିଛନ୍ତି। ଦର୍ଶକେ ତାଙ୍କର ବଳିଷ୍ଠ ଅଭିନୟକୁ ପସନ୍ଦ କରିଥାନ୍ତି। ହେଲେ ଏବେ କିଛି…
ଶାହାରୁଖଙ୍କୁ ‘ଅଙ୍କଲ୍’ ଡାକିଲେ ଅମ୍ବାନୀଙ୍କ ଭାବି ବୋହୂ, ଭାଇରାଲ ହେଉଛି Video
ବମ୍ବେ: ବଲିଉଡ୍ କିଙ୍ଗ ଖାନ୍ ଶାହାରୁଖଙ୍କ କ୍ରେଜ୍ ଆଜି ବି ରହିଛି। ମହିଳା ପ୍ରଶଂସକମାନେ ତାଙ୍କୁ ଫିଲ୍ମ ପରଦାରେ ଦେଖିବାକୁ ଅପେକ୍ଷା କରି ରହିଥାନ୍ତି। ହେଲେ ଅମ୍ବାନୀଙ୍କ ପ୍ରି-ଓ୍ବେଡିଂରେ ଏକ ଭିନ୍ନ ଘଟଣା ଘଟିଛି। ଭାବି ବୋହୂ ଶାହାରୁଖଙ୍କୁ ‘ଅଙ୍କଲ’ ବୋଲି…
କ୍ୟାନ୍ସରରେ ଆଖିବୁଜିଲେ ଏହି ଅଭିନେତ୍ରୀ
‘ଝନକ’ ଫେମ୍ ଡଲି ସୋହିଙ୍କର କ୍ୟାନ୍ସରରେ ପରଲୋକ ଘଟିଛି। ଯକୃତ ଜନିତ ସମସ୍ୟା ହେତୁ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୮ ବର୍ଷ ବୟସରେ ଡଲି ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଡଲି ସୋହି ଗର୍ଭାଶୟ କ୍ୟାନ୍ସର…
ଫିଲ୍ମ ନିର୍ଦ୍ଦେଶନାକୁ ଫେରିଲେ ଅନୁପମ୍
ମୁମ୍ବାଇ: ବଲିଉଡ୍ର ବରିଷ୍ଠ ଅଭିନେତା ଅନୁପମ୍ ଖେର୍ ସୋସିଆଲ୍ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ବିଭିନ୍ନ ସାମାଜିକ ଏବଂ ଚଳଚ୍ଚିତ୍ର ଜଗତ ସହ ଜଡ଼ିତ ଥିବା ପ୍ରସଙ୍ଗରେ ସେ ସାମାଜିକ ଗଣମାଧ୍ୟମକୁ ବ୍ୟବହାର କରି ନିଜର ଶାଣିତ ମତ ରଖିଥାନ୍ତି। ତେବେ…
ରାମମନ୍ଦିରରେ ଭଜନ ଗାଇବେ ସଲମାନଙ୍କ ଗୀତ ଗାଇ ରାତାରାତି ପ୍ରସିଦ୍ଧ ହୋଇଥିବା ଏହି ଗାୟିକା
ମୁମ୍ବାଇ: ସଲମାନ ଖାନଙ୍କ ଫିଲ୍ମ ‘କିକ୍’ରୁ ହିଟ୍ ଗୀତ ‘ଜୁମେ କି ରାତ୍’ଗାଇ ପଲକ ମୁଚାଲ ଚର୍ଚ୍ଚାକୁ ଆସିଥିଲେ। ସେ ବର୍ତ୍ତମାନ ଅଯୋଧ୍ୟା ରାମମନ୍ଦିରରେ ଭଜନ ଗାନ କରିବେ। ମାର୍ଚ୍ଚ ୮ରେ ସେ ଏକ ଦାନ ଅଭିଯାନ ପାଇଁ ମନ୍ଦିର ପରିସରରେ…
ଘରକୁ ଆଣିବାର ୨୪ ଘଣ୍ଟା ବି ହୋଇନି, ଚୋରି ହୋଇଗଲା ଅଭିନେତାଙ୍କ ନୂଆ ଭିଣ୍ଟେଜ୍ କାର୍
ବମ୍ବେ: ଘରକୁ ଆଣିବାର ଚବିଶ ଘଣ୍ଟା ବି ହୋଇନାହିଁ, ଚୋରି ହୋଇଯାଇଛି ଅଭିନେତାଙ୍କ କାର୍। ଆମେ କହୁଛୁ ଟେଲି ପରଦାର ଲୋକପ୍ରିୟ ଅଭିନେତା କରନ୍ କୁନ୍ଦ୍ରାଙ୍କ ବିଷୟରେ। ନିକଟରେ ସେ ଏକ ଭିଣ୍ଟେଜ୍ କାର୍ କିଣିଥିଲେ। ଏହାର କିଛି ଫଟୋ ସୋସିଆଲ…
ଗୋପନରେ ବିବାହ କଲେ ରାଖୀଙ୍କ ପୂର୍ବତନ ସ୍ବାମୀ ଆଦିଲ, ଜାଣନ୍ତୁ ଧରିଲେ କାହା ହାତ…
ବମ୍ବେ: ବିବାହ କରିଛନ୍ତି ବିବାଦୀୟ ଅଭିନେତ୍ରୀ ରାଖୀ ସାଓ୍ବନ୍ତଙ୍କ ପୂର୍ବତନ ସ୍ବାମୀ ଆଦିଲ ଦୁରାନୀ। ସେ ବିଗ୍ବସ୍ ୧୨ ଫେମ୍ ସବା ଅଲ୍ଲୀ ଖାନ୍ଙ୍କ ସାନ ଭଉଣୀ ସୋମି ଅଲ୍ଲୀଙ୍କୁ ବିବାହ କରିଥିବା ଜଣାପଡ଼ିଛି। ଉଭୟ ଅନେକ ଦିନ ଧରି ସମ୍ପର୍କରେ…
ପୁଲକିତ ସମ୍ରାଟ-କ୍ରିତିଙ୍କ ବିବାହ କାର୍ଡ ଭାଇରାଲ, ଏହି ଦିନ ନେବେ ସାତଫେରା
ମୁମ୍ବାଇ: ଅଭିନେତା ପୁଲକିତ ସମ୍ରାଟ ଏବଂ କ୍ରିତି ଖରବନ୍ଦା ବଲିଉଡର ସୁନ୍ଦର କପଲମାନଙ୍କ ମଧ୍ୟରୁ ଏକ। ସମୟ ସହିତ ସେମାନଙ୍କର ସମ୍ପର୍କ ମଜବୁତ ହେଉଛି । ପୁଲକିତ ଏବଂ କ୍ରିତି ଦୀର୍ଘ ଦିନ ଧରି ପରସ୍ପରକୁ ଡେଟ୍ କରୁଥିଲେ ଏବଂ ବର୍ତ୍ତମାନ…
ରାଜନୀତିକୁ ଓହ୍ଲାଇବେ କି ଅଭିନେତା ନାନା ପାଟେକର! ଦେଲେ ବଡ ବୟାନ
ନୂଆଦିଲ୍ଲୀ,୫।୩: କୃଷକ ଆନ୍ଦୋଳନରେ ଏଣ୍ଟ୍ରି ମାରିଛନ୍ତି ନାନା ପାଟେକର। ଆନ୍ଦେଳନରେ ଯୋଗଦେଇ ସେ ଦେଶର ସବୁ ଭୋଟରଙ୍କୁ ନିର୍ବାଚନ ନେଇ ବଡ ଆହ୍ବନ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ୮୦ରୁ ୯୦% ଚାଷୀ ଥିଲେ । ଏବେ ଏହା ହ୍ରାସ ପାଇ…
ଜଲ୍ଓ୍ବା ଦେଖାଇବେ ରଣବୀର
ମୁମ୍ବାଇ: ଆସନ୍ତା ୨ ବର୍ଷ ମଧ୍ୟରେ ବଲିଉଡ୍ ଆକ୍ସନ ହିରୋ ରଣବୀର ସିଂଙ୍କୁ ଅନେକ ବଡ ଫିଲ୍ମରେ ଦେଖିବାକୁ ମିଳିବ। ଆଗାମୀ ଦିନରେ ‘ଶକ୍ତିମାନ’ ଓ ‘ସିଘଂମ୍ ଏଗେନ’ ଚଳଚ୍ଚିତ୍ରରେ ରଣବୀର ନିଜ ଜଲୱା ଦେଖାଇବେ ବୋଲି ପୂର୍ବରୁ ସୂଚନା ଦେଇସାରିଛନ୍ତି। ତେବେ…
କାର୍ଯ୍ୟକାରୀ ହୋଇପାରିଲାନି ଫିଲ୍ମ ପଲିସି
ଭୁବନେଶ୍ୱର,୪।୩(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପ ଧୀରେଧୀରେ ସୁଦୃଢ଼ ହେଉଛି। ଶୁଟିଂ ଶୈଳୀରୁ ଆରମ୍ଭ କରି ବିଷୟବସ୍ତୁ ସବୁଥିରେ ପରିବର୍ତ୍ତନର ଧାରା ଆରମ୍ଭ ହୋଇଛି। ଏବେ ରିଲିଜ ହେଉଥିବା ନୂଆ ନୂଆ ଚଳଚ୍ଚିତ୍ରକୁ ଲୋକେ ପସନ୍ଦ କରୁଥିବାବେଳେ ଅନେକ ଚର୍ଚ୍ଚାକୁ ମଧ୍ୟ ଆସୁଛି।…
Archives


