ମନୋରଞ୍ଜନ

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ ମା’ ଶେଫାଳି ସୁନା। ସେ ଏତଲାରେ ଦର୍ଶାଇଛନ୍ତି ତାଙ୍କ ପୁଅକୁ ନିର୍ଯାତନା ଦିଆଯାଇଛି। ହ୍ୟୁମାନଙ୍କ ସନ୍ଦେହଜନକ…

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ ଫେଷ୍ଟିଭାଲ’ରେ ଯୋଗ ଦେବା ପାଇଁ ଯାଉଥିବା ସମୟରେ ଜଣେ ମଦ୍ୟପ କାର ଚାଳକ ତାଙ୍କ…

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ ଡିସେମ୍ବର ୧୯ରେ ତାଙ୍କର ଦ୍ୱିତୀୟ ପୁତ୍ରକୁ ଜନ୍ମ ଦେଇଛନ୍ତି। ବର୍ତ୍ତମାନ ଭାରତୀଙ୍କ ବଡ଼ ପୁଅ…

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ ଏବେ ପୁଅ ସେବାରେ ଲାଗିପଡ଼ିଛନ୍ତି। ପୁଅ ଜନ୍ମ ହେବା ପରେ ବିକିଙ୍କୁ ପ୍ରଥମ ଥର…

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଆଜି ୬୯ ବର୍ଷ ବୟସରେ କୋଚିରେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି । ସେ କୁନୁରର…

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ ଅଢ଼େଇ କୋଟି, ଉଥାପ୍ପାଙ୍କ ୮.୨୬ ଲକ୍ଷର ସମ୍ପତ୍ତି ଜବତ ହୋଇଛି। ସେହିପରି ଉର୍ବଶୀ ରୌତେଲାଙ୍କ…

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌ ସେଫ୍ସ’ର ଶୁଟିଂ ପାଇଁ ସେଟରେ ବାହାରିଥିଲେ। ସକାଳେ ହଠାତ୍‌ ଯନ୍ତ୍ରଣା ହେବାରୁ ତାଙ୍କୁ ତୁରନ୍ତ…

ଜମୁଛି କାର୍ତ୍ତିକ-ଅନନ୍ୟାଙ୍କ ଯୋଡ଼ି, ଟ୍ରେଲର ରିଲିଜ ପରେ ସାମ୍ନାକୁ ଆସିଲା…

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ ଏବଂ ଅନନ୍ୟା ପାଣ୍ଡେଙ୍କ ରୋମାଣ୍ଟିକ-କମେଡି ଫିଲ୍ମ ‘ତୁ ମେରି ମୈ ତେରା ମୈ ତେରା ତୁ ମେରି’ର ଟ୍ରେଲର ଗୁରୁବାର ରିଲିଜ ହୋଇଛି। ଫିଲ୍ମ ରିଲିଜ ହେବାର ମାତ୍ର ଗୋଟିଏ ସପ୍ତାହ ପୂର୍ବରୁ ନିର୍ମାତା ଟ୍ରେଲର ରିଲିଜ…

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ ହାସଲ କରିଥିବା ମେହେର ଏକାଧାରରେ ଜଣେ ସୁପରମଡେଲ, ସାମ୍ୱାଦିକା, ଲେଖିକା ଓ ମେଣ୍ଟର ଥିଲେ।…

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିବା ସମୟରେ ଅନୁଷ୍କା ଶର୍ମା ବହୁତ ଭାବପ୍ରବଣ ଦେଖାଯାଉଥିବା ବେଳେ କୋହଲିଙ୍କ ମୁହଁରେ…

୨ ସନ୍ତାନ ପରେ ପ୍ରେମିକାଙ୍କ ସହ ନିର୍ବନ୍ଧ କଲେ ଏହି ଅଭିନେତା

ଅଭିନେତା ଅର୍ଜୁନ ରାମପାଲ ଶେଷରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚାଲିଥିବା ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଫିଲ୍ମ ‘ଧୁରନ୍ଧର’ର ସଫଳତା ପରେ ସେ ଏକ ଖୁସି ଖବର ନିଜ ପ୍ରଶଂସକଙ୍କୁ ଦେଇଛନ୍ତି। ସେ ତାଙ୍କର ଦୀର୍ଘକାଳୀନ ପ୍ରେମିକା ଗାବ୍ରିଏଲା ଡେମେଟ୍ରିଏଡେସ…

Dhurandhar: ଫିଲ୍ମ ନିର୍ମାଣ ପାଇଁ ଲାଗିଥିଲା କେତେ ବର୍ଷ? ଜାଣନ୍ତୁ କେତେ ଟଙ୍କା ହୋଇଥିଲା ଖର୍ଚ୍ଚ

ମୁମ୍ବାଇ: ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ‘ଧୁରନ୍ଧର’ ବର୍ତ୍ତମାନ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରୁଛି ଏବଂ ଦର୍ଶକଙ୍କ ମଧ୍ୟରେ ଖୁବ ଚର୍ଚ୍ଚା ସୃଷ୍ଟି କରୁଛି। ଡିସେମ୍ବର ୫ରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟି ମାତ୍ର ନଅ ଦିନରେ ୩୦୦କୋଟି (ପ୍ରାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri