ମା’ ହେବାକୁ ଯାଉଛନ୍ତି ଦୀପିକା, ନୂଆ ଘରେ ରଣବୀରଙ୍କ ସହ ଆସିଲେ ନଜର
ମୁମ୍ବାଇ: ସୋମବାର ଦୀପିକା ପାଦୁକୋନ ଏବଂ ରଣବୀର ସିଂହଙ୍କୁ ମୁମ୍ବାଇର ପଶ ବାନ୍ଦ୍ରା ଅଞ୍ଚଳରେ ଥିବା ସେମାନଙ୍କ ନୂଆ ଘରେ ଦେଖିବାକୁ ମିଳିଥିଲା। ଏବେ ଏହି ଦମ୍ପତିଙ୍କ ଫଟୋ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଫଟୋଗୁଡ଼ିକରେ, ରଣବୀର ଏବଂ…
୭ବର୍ଷ ପରେ ଏକାଠି ହେଲେ ଦୁଇ ତାରକା
ମୁମ୍ବାଇ,୭।୬: ପୁଣି ଚର୍ଚ୍ଚାରେ ବଲିଉଡର ‘ଧକ-ଧକ ଗାର୍ଲ’ ମାଧୁରୀ ଦୀକ୍ଷିତ। ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ମା-ବେହନ’ OTTରେ ରିଲିଜ ହୋଇଛି। ରିଲିଜ ଉପଲକ୍ଷେ ଶନିବାର ରାତିରେ ଏକ ସ୍ବତନ୍ତ୍ର ସ୍କ୍ରିନିଂ ଆୟୋଜନ କରାଯାଇଥିଲା। ଏଥିରେ ଅନେକ ବଲିଉଡ ସେଲିବ୍ରିଟି ସାମିଲ ହୋଇଥିଲେ।…
ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ
ତେଲୁଗୁ ସ୍ପୋଟର୍ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ କପୁର ଅଭିନୀତ ଏହି ଫିଲ୍ମଟି ସମୀକ୍ଷକଙ୍କଠାରୁ ମିଶ୍ରିତ ସମୀକ୍ଷା ପାଇଥିଲା। କିନ୍ତୁ ପ୍ରଥମ…
ଓଡ଼ିଶାରେ କଙ୍ଗନା: ମୁଖ୍ୟମନ୍ତ୍ରୀଙ୍କ ସହ ଦେଖିବେ…
ଭୁବନେଶ୍ବର,୫।୬: ବଲିଉଡ ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରଣାୱତ ଭୁବନେଶ୍ବରରେ ପହଞ୍ଚିଛି। ନିଜ ଫିଲ୍ମ ଭାରତ ଭାଗ୍ୟ ବିଧାତାର ପ୍ରିମିୟର ପାଇଁ ସେ ଓଡ଼ିଶା ଆସିଥିବା ଜଣାପଡ଼ିଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ସେ ପ୍ରିମିୟର ଶୋ’ ଦେଖିବେ।…
ନିଜ ଦୁଇ ସ୍ତ୍ରୀଙ୍କୁ କେତେ ଆଲିମନି ଦେଇଥିଲେ ଆମୀର ଖାନ୍? ଜାଣିଲେ ଚମକି ପଡିବେ…
ମୁମ୍ୱାଇ: ୬୧ ବର୍ଷ ବୟସରେ ବଲିଉଡ ସୁପରଷ୍ଟାର ଆମିର ଖାନ ଏବେ ନିଜର ତୃତୀୟ ବିବାହକୁ ନେଇ ବେଶ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଖବର ଆସିଛି ଯେ, ସେ ଖୁବଶୀଘ୍ର ନିଜ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରେଟଙ୍କ ସହ ଏକ ବ୍ୟକ୍ତିଗତ ସମାରୋହରେ…
୪୫ ବର୍ଷ ବୟସରେ ମା’ ହେଲେ ଅଭିନେତ୍ରୀ: ଖୁସିରେ ଗଦ୍ଗଦ୍ ହୋଇ କହିଲେ…
ଭୋଜପୁରୀ ଅଭିନେତ୍ରୀ ସମ୍ଭାବନା ସେଠ୍ ୪୫ ବର୍ଷ ବୟସରେ ମା’ ହୋଇଛନ୍ତି। ସେ ଯମଜ ସନ୍ତାନ ଜନ୍ମ ଦେଇଛନ୍ତି। ଏଥିରେ ଗୋଟିଏ ପୁଅ ଏବଂ ଗୋଟିଏ ଝିଅ ଅଛନ୍ତି। ସମ୍ଭାବନା ଏକ ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଏହି ଖୁସି ଖବର ପ୍ରଶଂସକଙ୍କ…
ବରିଷ୍ଠ ଚଳଚ୍ଚିତ୍ର ନିର୍ମାତାଙ୍କ ପରଲୋକ, ଗଢ଼ିଥିଲେ ଅକ୍ଷୟ କୁମାର-ଗୋବିନ୍ଦାଙ୍କ କ୍ୟାରିୟର
ନୂଆଦିଲ୍ଲୀ,୪ା୬: ବଲିଉଡରୁ ଦୁଃଖଦ ଖରାପ ଖବର ଆସିଛି । ଚଳଚ୍ଚିତ୍ର ଶିଳ୍ପ ଆଉ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ହରାଇଛି । ଚଳଚ୍ଚିତ୍ର ପ୍ରଯୋଜକ ଏବଂ କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ (CBFC)ର ପୂର୍ବତନ ଅଧ୍ୟକ୍ଷ ପହଲାଜ ନିହାଲାନିଙ୍କ ଦେହାନ୍ତ ହୋଇଛି ।…
୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…
ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ ନିଜର ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରେଟ୍ଙ୍କୁ ନିଜର ପତ୍ନୀ କରିବେ। ଆସନ୍ତା ମାସ ଜୁଲାଇ…
ମୁଁ ଅସୁନ୍ଦରୀ…କାହିଁକି ଏମିତି କହିଲେ ଶାହରୁଖଙ୍କ ଝିଅ
ଅଭିନେତା ଶାହରୁଖ ଖାନଙ୍କ ଝିଅ ତଥା ଅଭିନେତ୍ରୀ ସୁହାନା ଖାନ ଏବେ ଚର୍ଚ୍ଚାରେ। ସେ ଖୁବ୍ଶୀଘ୍ର ବାପାଙ୍କ ସହ ପରଦାରେ ଧୂମ୍ ମଚାଇବାକୁ ଯାଉଛନ୍ତି। ଆଜିକାଲି ସୁହାନା ତାଙ୍କର ଷ୍ଟାଇଲିସ ଅବତାର ସହିତ ହୃଦୟ ଜିତୁଛନ୍ତି। କିନ୍ତୁ ପିଲାବେଳେ ସେ ବହୁତ…
ବଲିଉଡ ଅଭିନେତ୍ରୀଙ୍କ ମାଆଙ୍କ ଘରୁ ଲକ୍ଷାଧିକ ଟଙ୍କାର ଗହଣା ଚୋରୀ
ନୂଆଦିଲ୍ଲୀ,୨।୭: ବଲିଉଡ ଅଭିନେତ୍ରୀ ରବୀନା ଟଣ୍ଡନଙ୍କ ପରିବାର ସହିତ ଜଡିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୁମ୍ବାଇର ଜୁହୁ ଅଞ୍ଚଳରେ ଥିବା ରବୀନା ଟଣ୍ଡନଙ୍କ ମାଆଙ୍କ ଘରୁ ପ୍ରାୟ 25 ଲକ୍ଷ ମୂଲ୍ୟର ଅଳଙ୍କାର ଏବଂ ମହଙ୍ଗା ଘଣ୍ଟା ଚୋରି…
ସୁସ୍ମିତା ସେନଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଲଳିତ ମୋଦି, କହିଲେ ଏମିତି କଥା ସଭିଏଁ ଚକିତ
ନୂଆଦିଲ୍ଲୀ,୨।୬: ୨୦୨୨ ମସିହାରେ, ଏକ ଇନଷ୍ଟାଗ୍ରାମ ପୋଷ୍ଟ ଏତେ ଝଡ଼ ସୃଷ୍ଟି କରିଥିଲା ଯେ ଏହା ସୋସିଆଲ ମିଡିଆ ଠାରୁ ଆରମ୍ଭ କରି ମନୋରଞ୍ଜନ ଜଗତ ପର୍ଯ୍ୟନ୍ତ ସବୁଠି ଆଲୋଚନାର ଏକମାତ୍ର ବିଷୟ ପାଲଟିଥିଲା: ସୁସ୍ମିତା ସେନ ଏବଂ ଲଳିତ ମୋଦି।…
RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ
ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ମଧ୍ୟ ଏହି ବିଜୟରେ ବେଶ୍ ଖୁସି ଅଛନ୍ତି। ମ୍ୟାଚ ପରେ,ସେ…

