ମନୋରଞ୍ଜନ

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪ ବର୍ଷ ବିତିଯାଇଛି। ଏହି ଅବସରରେ ଋଷିଙ୍କ ସ୍ତ୍ରୀ ତଥା ବଲିଉଡ୍‌ ଭେଟେରାନ୍‌ ଅଭିନେତ୍ରୀ ନୀତୁ…

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ ଅନ୍ତର୍ଭୁକ୍ତ କରିବାକୁ ସୁପାରିଶ କରିଛନ୍ତି। ସେ କହିଛନ୍ତି ଯେ ମୋର ବ୍ୟକ୍ତିଗତ ଇଚ୍ଛା ହେଉଛି…

ପୁଅ ଅଭ୍ୟାନଙ୍କ ସହ ୱାର୍କଆଉଟ୍‌ କଲେ ଦିୟା

ମୁମ୍ବାଇ: ବଲିଉଡ୍‌ର ଷ୍ଟାର୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦିୟା ମିର୍ଜା ଅନ୍ୟତମ। ସେ ନିଜର ନିଖୁଣ ଅଭିନୟ ଦ୍ୱାରା ବହୁବାର ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଛନ୍ତି। ମିସ୍‌ ଏସିଆ ୨୦୦୦ ଟାଇଟଲ୍‌ ଜିତିଥିବା ଦିୟା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରୁହନ୍ତି।…

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ ସମେତ ୩୨ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ଏହି ଲୋକଙ୍କ ମଧ୍ୟରେ ଅଭିନେତା…

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନୀତ ହୋଇଛି। ପ୍ରଥମ ଥର…

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର ଆସିବେ। ତାଙ୍କ ସହ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସାଇ ପଲ୍ଲବୀ ମାତା ସୀତା ଭୂମିକାରେ…

ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍‌ ସର୍କୁଲାର ଜାରି

ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍‌ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି। ଅନମୋଲ ହେଉଛନ୍ତି ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଶ୍ନୋଇଙ୍କ ସାନ ଭାଇ। ତେବେ ଏହି ମାମଲାରେ ପୋଲିସ ଲରେନ୍ସଙ୍କୁ…

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା ବେଶ ଲମ୍ବା। ଏଥିଲାଗି ତାଙ୍କର ଟିକିଏ ଝଲକ ପାଇବାକୁ ସେ ରହୁଥିବା ଗାଲାକ୍ସି ଆପାର୍ଟମେଣ୍ଟ…

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ଆସିବ। ପ୍ରଶଂସକମାନେ ପ୍ରତ୍ୟେକ ସିଜନ୍‌ରେ ବହୁତ ଭଲ ପାଇବା ଦିଅନ୍ତି। କିନ୍ତୁ ଆପଣ ଜାଣନ୍ତି…

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ ଡେଟ୍‌ କରୁଥିଲେ। କିଛିଦିନ ତଳେ ସେମାନଙ୍କର ବିବାହ ନେଇ ଖବର ଶୁଣିବାକୁ ମିଳିଥିଲା। ହେଲେ…

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ ନିଜର ବ୍ୟକ୍ତିଗତ ଜୀବନକୁ ଲାଇମ୍‌ଲାଇଟ୍‌ରୁ ଦୂରେଇ ରଖୁଥିବାରୁ କିଏ ସେହି ଯୁବକ ତାହା ସ୍ପଷ୍ଟ…

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌ ଷ୍ଟ୍ରିମିଂ ମାମଲାରେ ସାମିଲ ହୋଇଛି। ମହାରାଷ୍ଟ୍ର ସାଇବର ସେଲ ତମନ୍ନାକୁ ସମନ ପଠାଇଛି। ଅଭିନେତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?