ମନୋରଞ୍ଜନ

ଟ୍ରାନ୍ସଜେଣ୍ଡରଙ୍କ ପାଇଁ ବଡ ହୃଦୟ ଦେଖାଇଲେ ଆୟୁଷ୍ମାନ

ମୁମ୍ବାଇ: ନିକଟରେ ବଲିଉଡ ତାରକା ଆୟୁଷ୍ମାନ ଖୁରାନା ଚଣ୍ଡିଗଡ଼ରେ ଏକ ନିଆରା କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି। ସେ ଜିରକପୁରରେ ଏକ ଫୁଡ ଟ୍ରକର ଉଦଘାଟନ କରିଥିଲେ ଯାହା କେବଳ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟର ସଦସ୍ୟଙ୍କ ଦ୍ୱାରା ପରିଚାଳିତ। ‘ସ୍ବୀକାର’ନାମକ ଏହି ଫୁଡ ଟ୍ରକର…

ପରିଚୟ ସୃଷ୍ଟି କରିବାକୁ ଲାଗେ ସମୟ

ଅଭିନେତ୍ରୀ କ୍ରିତି ସାନନ ଅଭିନୟ ସହ ଖୋଲାଖୋଲି ମନ୍ତବ୍ୟ ପାଇଁ ବେଶ୍‌ ଜଣାଶୁଣା। ନିକଟରେ ସେ ତାଙ୍କ ଫିଲ୍ମ ‘ଦି କ୍ରୁ’ ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନେତ୍ରୀ କରୀନା କପୁର ଏବଂ ତବୁ ପ୍ରମୁଖ ଅଭିନୟ…

ରିଲ୍‌ ଲାଇଫର ‘ରାମ’ଙ୍କ ପରି ପୂର୍ବରୁ ‘ରାବଣ’ଙ୍କୁ ମଧ୍ୟ ଟିକେଟ୍‌ ଦେଇଛି ଭାଜପା, ଜାଣନ୍ତୁ ‘ଲଙ୍କେଶ’ଙ୍କ କିପରି ଥିଲା ରାଜନୈତିକ କ୍ୟାରିୟର

ମୁମ୍ବାଇ: ଚାରି ଦଶକ ପୂର୍ବରୁ ଟିଭି ସିରିଆଲରେ ଲୋକପ୍ରିୟ ହୋଇଥିଲା ରାମାୟଣ। ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ ହିନ୍ଦୁଙ୍କ ରିଅଲ ଲାଇଫର ରାମ ହୋଇଯାଇଥିଲେ। ତେବେ ସମସ୍ତଙ୍କ ପ୍ରିୟ ରାମଙ୍କୁ ଭାଜପା ଚଳିତ ନିର୍ବାଚନ ପାଇଁ ଟିକେଟ୍‌…

ଟ୍ରୋଲିଂକୁ ନେଇ ରାଗରେ ନିଆଁବାଣ ହେଲେ ସୋନୁ, କହିଲେ ‘ସେ ଆମ ହିରୋ’

ବମ୍ବେ,୨୯।୩: ଆରମ୍ଭରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୭ତମ ସିଜନ ଚର୍ଚ୍ଚାରେ ରହିଆସୁଛି। ସୋସିଆଲ ମିଡିଆରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଏବଂ ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଘୃଣାର ଶିକାର ହେବାକୁ ପଡ଼ୁଛି। ରୋହିତ ଶର୍ମାଙ୍କ ସ୍ଥାନରେ ସେ ଅଧିନାୟକ ହୋଇଥିବାରୁ ପ୍ରଶଂସକମାନେ…

ଆଲିଆଙ୍କ ମହଙ୍ଗା ନେକଲେସ

ମୁମ୍ବାଇ: ନିକଟରେ ଲଣ୍ଡନରେ ଆୟୋଜିତ ହୋପ ଗାଲା କାର୍ଯ୍ୟକ୍ରମରେ ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ଯୋଗ ଦେଇଥିଲେ। ଆଲିଆ ନିଜେ ଏହି କାର୍ଯ୍ୟକ୍ରମ ହୋଷ୍ଟ କରିଥିଲେ। ଭାରତରେ ଅବହେଳିତ କିଶୋରମାନଙ୍କ ପାଇଁ ପାଣ୍ଠି ସଂଗ୍ରହ ପାଇଁ ସଲାମ ବମ୍ବେ ଫାଉଣ୍ଡେସନ ମାଧ୍ୟମରେ…

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଧୋନି ଅଧିନାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ। ସେ…

ସର୍ବ ସମ୍ମୁଖରେ ବିଜୟ ଦେବାକୋଣ୍ଡାଙ୍କୁ ‘ଡାର୍ଲିଂ’ ବୋଲି ଡାକିଲେ ରଶ୍ମିକା

ଚେନ୍ନାଇ:ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ଅଭିନେତା ବିଜୟ ଦେବରକୋଣ୍ଡା ସେମାନଙ୍କ ଲଭ ଲାଇଫକୁ ନେଇ ଚର୍ଚ୍ଚାରେ ରହି ଆସୁଛନ୍ତି। ଯଦିଓ ଉଭୟ ନିଜ ରିଲେସନଶିପକୁ ନିଶ୍ଚିତ କରିନାହାଁନ୍ତି, ସେମାନଙ୍କର କ୍ଲୋଜ ବଣ୍ଡ ନିଶ୍ଚିତ ଭାବରେ ପ୍ରଶଂସକମାନଙ୍କୁ ଚିନ୍ତା କରିବାକୁ ବାଧ୍ୟ କରିଥାଏ।…

ରିଲିଜ ହେଲା ଫିଲ୍ମ ‘କ୍ରୁ’: ଦମ୍‌ ଦେଖାଇଲେ ଏହି ୩ ଅଭିନେତ୍ରୀ

ମୁମ୍ବାଇ: କିଛି ବର୍ଷ ହେଲା ବଲିଉଡ୍‌ ଅଭିନେତ୍ରୀମାନେ ଫିଲ୍ମରେ ଚମତ୍କାର ପ୍ରଦର୍ଶନ କରିଆସୁଛନ୍ତି। ଏବେ ଫିଲ୍ମଗୁଡ଼ିକରେ ଆକ୍ସନ କେବଳ ହିରୋଙ୍କ କାନ୍ଧରେ ନୁହେଁ ବରଂ ଏହାର ଦାୟିତ୍ୱ ମଧ୍ୟ ହିରୋଇନମାନଙ୍କୁ ଦିଆଯାଉଛି। ବର୍ତ୍ତମାନ ବଲିଉଡ ଅଭିନେତ୍ରୀମାନେ କେବଳ ପ୍ରେମ, ସ୍ନେହ ଏବଂ…

ଅନୁଷ୍କାଙ୍କ ସ୍ମାଇଲ୍‌

ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା କିଛିଦିନର ବ୍ୟବଧାନ ପରେ ପୁଣି ଇନ୍‌ଷ୍ଟାଗ୍ରାମକୁ ଫେରିଛନ୍ତି। ଏହି ଅଭିନେତ୍ରୀ ବର୍ତ୍ତମାନ ଲଣ୍ଡନରେ ଥାଇ ନବଜାତ ପୁତ୍ର ଅକାୟଙ୍କ ଯତ୍ନ ନେବାରେ ବ୍ୟସ୍ତ ଅଛନ୍ତି। ସେ ଗୁରୁବାର ନିଜର ଏକ ସୁନ୍ଦର ଫଟୋ ସୋସିଆଲ ମିଡିଆରେ…

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର ଉଦ୍ଧବ ବାଲାସାହେବ ଠାକରେଙ୍କ ପ୍ରାର୍ଥୀ ଅମୋଲ କୀର୍ତ୍ତିକରଙ୍କ ବିରୋଧରେ ତାଙ୍କୁ ପ୍ରାର୍ଥୀ କରାଯାଇପାରେ ବୋଲି…

ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ

ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍‌ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି ଚର୍ଚ୍ଚା ହୋଇଥିଲା। ହେଲେ ଏହି ଯୋଡ଼ି ସୋସିଆଲ ମିଡିଆରେ ଫଟୋ ଶେୟାର କରି ସମସ୍ତଙ୍କୁ…

ମନର ଯନ୍ତ୍ରଣା ବଖାଣିଲେ କରିନା

ଆଜିକାଲି କରୀନା କପୁର ଫିଲ୍ମ ‘କ୍ରୁ’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ତବୁ ଏବଂ କ୍ରିତି ସାନନ ମଧ୍ୟ ମୁଖ୍ୟ ଭୂମିକାରେ ଅଛନ୍ତି। କରୀନା କପୁର ତାଙ୍କ କ୍ୟାରିୟରରେ ଅନେକ ହିଟ ଫିଲ୍ମ ଦେଇଛନ୍ତି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?