ମନୋରଞ୍ଜନ

ମାତ୍ର ଦେଢ ବର୍ଷ ବୟସରେ ୨୫୦ କୋଟି ଟଙ୍କାର ମାଲିକାଣୀ ହେବେ ଏହି ଷ୍ଟାରକିଡ୍‌

ବଲିଉଡର ପାଓ୍ବାରଫୁଲ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ ଘରକୁ ଯିବାକୁ ପ୍ରସ୍ତୁତ ଅଛନ୍ତି। ନିକଟରେ ଦୁହେଁ ଏହି ବିଳାସପୂର୍ଣ୍ଣ ବଙ୍ଗଳା ବାହାରେ ନଜର…

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା,…

ମୁନାୱାର ଫାରୁକିଙ୍କୁ ଅଟକ ରଖିଲା ପୋଲିସ

ମୁମ୍ବାଇ: ‘ବିଗ୍‌ ବସ’ ୧୭ ବିଜେତା ତଥା ଷ୍ଟାଣ୍ଡଅପ ହାସ୍ୟ ଅଭିନେତା ମୁନାୱାର ଫାରୁକି ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି । ବାସ୍ତବରେ ମୁନାୱାର ଫାରୁକିଙ୍କୁ ଏକ ମାମଲାରେ ପୋଲିସ ଅଟକ ରଖିଛି। ମୁମ୍ବାଇରେ ଏକ ହୁକ୍କା ବାର୍‌ରେ ରେଡ ବେଳେ…

ବିଦେଶି ବୟଫ୍ରେଣ୍ଡଙ୍କୁ ବିବାହ କଲେ ତାପସି? ଅନୁରାଗ କାଶ୍ୟପ ଅତିଥି!

ମୁମ୍ବାଇ: ଲଙ୍ଗ ଟାଇମ ବୟଫ୍ରେଣ୍ଡ ମୈଥିୟାସ ବୋଙ୍କ ସହ ବଲିଉଡ ଅଭିନେତ୍ରୀ ତାପସି ପନ୍ନୁଙ୍କ ବିବାହ ଖବର ଏବେ ହେଡଲାଇନରେ ରହିଛି। ଗତ ଦଶ ବର୍ଷ ଧରି ଡେଟିଂ କରୁଥିବା ଏହି ଦମ୍ପତି ମାର୍ଚ୍ଚରେ ବିବାହ କରିବାକୁ ଯାଉଥିଲେ ଏବଂ ବର୍ତ୍ତମାନର…

୫୧ ବର୍ଷ ବୟସରେ ଦ୍ୱିତୀୟ ଥର ପାଇଁ ମା’ ହେଲେ ଏହି ଅଭିନେତ୍ରୀ

ଓ୍ବାଶିଂଟନ: ହଲିଉଡର ପ୍ରସିଦ୍ଧ ଅଭିନେତ୍ରୀ କ୍ୟାମେରନ ଡିଆଜଙ୍କ ଘରେ ପୁଣିଥରେ ଖୁସିର ମୁହୂର୍ତ୍ତ ଆସିଛି। ଅଭିନେତ୍ରୀଙ୍କ ଘରେ କୁଆଁ କୁଆଁ ଡାକ ଶୁଭିଛି। ହଁ, କାମେରନ ପୁଣି ମା’ ହୋଇଛନ୍ତି। ସେ ୫୧ ବର୍ଷ ବୟସରେ ଏକ ସୁନ୍ଦର ପୁତ୍ରକୁ ଜନ୍ମ…

ହୋଲି ପୂର୍ବରୁ ‘ମମ ଟୁ ବି’ ୟାମି ଗୌତମ ପାଳିଲେ ରଙ୍ଗର ପର୍ବ

ମୁମ୍ବାଇ: ଚଳିତ ବର୍ଷ ରଙ୍ଗର ପର୍ବ ହୋଲି ୨୫ ମାର୍ଚ୍ଚକୁ ଅଧିକାଂଶ ସ୍ଥାନରେ ପାଳନ କରାଯାଉଛି। ଏହାକୁ ନେଇ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବଲିଉଡ ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ଉତ୍ସାହିତ ଅଛନ୍ତି। ବଲିଉଡର ମମ ଟୁ ବି ୟାମି ଗୌତମ…

କେବଳ ବଲିଉଡ୍‌ ନୁହେଁ, ସାଉଥ୍‌ ଫିଲ୍ମରେ ବି ହୋଲିର ଝଲକ

ମୁମ୍ବାଇ: ହୋଲି ହେଉଛି ଏକ ରଙ୍ଗର ପର୍ବ। ଯାହା ସମଗ୍ର ଭାରତରେ ପାଳନ କରାଯାଏ ଏବଂ କେତେକ ସ୍ଥାନରେ ଏହାର ମାହୋଲ ଏକ ମାସ ପୂର୍ବରୁ ମଧ୍ୟ ଦେଖିବାକୁ ମିଳେ। ବର୍ତ୍ତମାନ ସମୟ ସହିତ ଏହା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏକ…

ପ୍ରିୟଙ୍କାଙ୍କ କମ୍‌ବ୍ୟାକ୍‌

ମୁମ୍ବାଇ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ବର୍ତ୍ତମାନ ଭାରତରେ ଅଛନ୍ତି। ଏହି ସମୟରେ ସେ ନୂଆ ଚଳଚ୍ଚିତ୍ରକୁ ନେଇ ବି’ଟାଉନ ଆସିଥିବା ଚର୍ଚ୍ଚା ହେଉଛି। ପ୍ରିୟଙ୍କା ଚଳଚ୍ଚିତ୍ର ନିର୍ମାତା ସଞ୍ଜୟ ଭନ୍‌ସାଲୀଙ୍କୁ ଭେଟି ତାଙ୍କର ଅପ୍‌ କମିଂ ଚଳଚ୍ଚିତ୍ରକୁ ନେଇ ଆଲୋଚନା…

Video: ଶେଷ କିଷାନଙ୍କ ଜୀବନୀ ଉପରେ ତିଆରି ହେବ ଫିଲ୍ମ

ଭୁବନେଶ୍ୱର,୨୩।୩: ଯୁବ ବୈଜ୍ଞାନିକ ଡ. ଶେଷ କିଷାନଙ୍କ ଯିବନି ଉପରେ ନିର୍ମାଣ ହେବ ଫିଲ୍ମ। ଶେଷ’ ଉତ୍କଟ ଦାରିଦ୍ରତାର ଶେଷ ସୀମାରୁ ସଂଘର୍ଷ କରି କିପରି ସଫଳ ହୋଇ ପାରିଛନ୍ତି ତାହା ଏହି ସିନେମାରେ ଦର୍ଶକେ ଦେଖିବାକୁ ପାଇବେ। ଫିଲ୍ମର ଟ୍ୟାଗ…

ଜନ୍ମଦିନରେ ମା’ ବଗଲାମୁଖୀଙ୍କ ଆଶୀର୍ବାଦ ନେଲେ କଙ୍ଗନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ହିମାଚଳ ପ୍ରଦେଶର କଙ୍ଗରାରେ ପହଞ୍ଚିଛନ୍ତି। ଏହି ଅଭିନେତ୍ରୀ ପ୍ରାଚୀନ ମନ୍ଦିର ଦେବୀ ମା’ ବଗଲାମୁଖୀଙ୍କ ଆଶୀର୍ବାଦ ନେଇଛନ୍ତି। ଆଜି ଅର୍ଥାତ୍‌ ମାର୍ଚ୍ଚ ୨୩ରେ କଙ୍ଗନା ତାଙ୍କର ୩୭ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ…

ତାଞ୍ଜାନିଆରେ କରିନା

ମୁମ୍ବାଇ: କରିନା କପୁର ଖାନ ବର୍ତ୍ତମାନ ତାଙ୍କ ସ୍ବାମୀ ଶୈଫ ଅଲି ଖାନ ଏବଂ ପୁଅ ତୈମୁର ଅଲି ଖାନ ଏବଂ ଜାହାଙ୍ଗୀର ଅଲି ଖାନଙ୍କ ସହ ତାଞ୍ଜାନିଆରେ ଛୁଟି କାଟୁଛନ୍ତି। ପରିବାର କିଛି ଦିନ ପୂର୍ବରୁ ମୁମ୍ବାଇ ଛାଡିଥିଲେ ଏବଂ…

ରାଜନୀତିକୁ ଫେରିବେ ଗୋବିନ୍ଦା!

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଗୋବିନ୍ଦା ଦୀର୍ଘ ସମୟ ଧରି ଫିଲ୍ମ ଦୁନିଆଠାରୁ ଦୂରେଇ ରହିଛନ୍ତି। ଏହି ଅଭିନେତାଙ୍କୁ ୨୦୧୯ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ରେଙ୍ଗିଲା ରାଜା’ରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲା। ସେବେଠାରୁ ସେ ପରଦାରୁ ନିଖୋଜ ଅଛନ୍ତି। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?