ମନୋରଞ୍ଜନ

ସର୍ବାଧିକ ଆୟକର ଦେଇ ଅକ୍ଷୟ ଓ ସଲମାନଙ୍କୁ ପଛରେ ପକାଇଲେ ଅମିତାଭ

ମୁମ୍ବାଇ,୧୯।୪: ବଲିଉଡ୍‌ର ସୁପରଷ୍ଟାର ତଥା ବିଗ୍‌ ବି ଅମିତାଭ ବଚ୍ଚନ ୨୦୧୮-୧୯ ଆର୍ଥିକ ବର୍ଷରେ ସିନେ ତାରକାଙ୍କ ମଧ୍ୟରେ ସର୍ବାଧିକ ଆୟକର ଭରିଥିବା ଜଣାପଡ଼ିଛି। ଚଳିତ ଆର୍ଥିକ ବର୍ଷରେ ଅମିତାଭ ବଚ୍ଚନ ୭୦ କୋଟି ଟଙ୍କା ଆୟକର ଦେଇଛନ୍ତି। ଏନେଇ...

ଛାଡ଼ପତ୍ରର ୨ ବର୍ଷ ପରେ ଏମିତି କହିଲେ ଅରବାଜ୍‌

୧୮ ବର୍ଷର ସାଂସାରିକ ଜୀବନ ବିତାଇବା ପରେ ମଲାଇକା ଆରୋରା ଏବଂ ଏବଂ ଅରବାଜ୍‌ ଖାନ୍‌ ଅଲଗା ହୋଇଗଲେ। ଏମାନଙ୍କ ଛାଡ଼ପତ୍ରକୁ ୨ ବର୍ଷ ପୂରିଛି। ଛାଡ଼ପତ୍ର ପରଠାରୁ ଏ ସମ୍ପର୍କରେ କେବେ ମୁହଁ ଖୋଲି ନ ଥିଲେ ଅରବାଜ।...

ସୁଟିଂ ସେଟ୍‌ରେ ଏହି ଅଭିନେତ୍ରୀଙ୍କ ଜଳିଗଲା ମୁହଁ

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଭୂମି ପେଦେନକର ତାଙ୍କ ଆଗାମୀ ଫିଲ୍ମ ‘ସାଣ୍ଡ କି ଆଁଖ’ର ସୁଟିଂରେ ବ୍ୟସ୍ତ ଅଛନ୍ତି। ନିକଟରେ ସୁଟିଂ ସମୟରେ ମେକ୍‌ଅପ୍‌ ଯୋଗୁ ଭୂମିଙ୍କ ମୁହଁ ଜଳିଯାଇଥିବା ଜଣାପଡ଼ିଛି। ମୁହଁରେ ଗମ୍ଭୀର ଭାବରେ ଛାଲ ପଡ଼ିଯାଇଥିବା ଦେଖିବାକୁ...

ଇରଫାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ: ବଢ଼ିଲା ସୁରକ୍ଷା

ଉଦୟପୁର, ୧୮।୪: ବଲିଉଡ ଅଭିନେତା ଇରଫାନ ଖାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ ଜମିଛି। ଟ୍ୟୁମର ଚିକିତ୍ସା ସାରି ଭାରତ ଫେରିଥିବା ଇରଫାନ ିଜ ଆଗାମୀ ଫିଲ୍ମ ‘ଇଂଲିଶ ମିଡିୟମ’ ଶୁଟିଂରେ ବ୍ୟସ୍ତ ଅଛନ୍ତି। ରାଜସ୍ଥାନର ଉଦୟପୁରରେ ଫିଲ୍ମର ଶୁଟିଂ...

‘ରାଇଜିଂ ଷ୍ଟାର-୩’ ମଞ୍ଚରେ ପୁଣି ଆସିବେ ସଲମାନ,ଗୀତଗାଇବେ ରେଖା

ମୁମ୍ବାଇ: ଟେଲିଭିଜନ ପରଦାରେ ରୂପେଲି ପରଦାର ନାୟକ ନାୟିକାଙ୍କୁ ଦେଖିଲେ ଦର୍ଶକେ ଅଧିକ ଖୁସି ହୁଅନ୍ତି। ତେବେ ଏଥର ଛୋଟ ପରଦାର ରିୟଲିଟି ଶୋ’ ‘ରାଇଜିଂ ଷ୍ଟାର-୩’ ମଞ୍ଚରେ ଏକାଠି ନଜର ଆସିବେ ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଓ...

ତୈମୁରଙ୍କ ଫିଲ୍ମକୁ ନେଇ ମୁହଁ ଖୋଲିଲେ ମଧୁର ଭଣ୍ଡାରକର

ମୁମ୍ବାଇ: ନିକଟରେ ଶୈଫିନାଙ୍କ ପୁଅ ତୈମୁର ଅଲ୍ଲି ଖାଁ ବଲିଉଡ୍‌ରେ ନଜର ଆସିବେ ବୋଲି ଚର୍ଚ୍ଚା ହେଉଥିଲା। ତୈମୁରଙ୍କୁ ନେଇ ନିର୍ମାତା ନିର୍ଦ୍ଦେଶକ ମଧୁର ଭଣ୍ଡାରକର କୁଆଡେ ଫିଲ୍ମର ଟାଇଟଲ ରେଜିଷ୍ଟର କରି ସାରିଛନ୍ତି ବୋଲି ଶୁଣିବାକୁ ମିଳିଥିଲା। ହେଲେ...

ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ମୁମ୍ବାଇ,୧୮-୪: ବ୍ୟବସାୟିକ ସିନେମା ପ୍ରସ୍ତୁତିରେ ନିଜର ଛାପ ଛାଡିବା ପରେ ଫିଲ୍ମ କିଡା ପ୍ରଡକ୍ସନ ହାଉସ ବର୍ତ୍ତମାନ ରିୟଲ ଲାଇଫ ଷ୍ଟୋରୀକୁ ନେଇ ସିନେମା କରିବ। ଦର୍ଶକଙ୍କ ପସନ୍ଦ ଆସିବା ଭଳି କଣ୍ଟେଣ୍ଟ ଉପରେ କାର୍ଯ୍ୟ କରିବାକୁ ପ୍ରଡକ୍ସନ ହାଉସ...

ଶିଳ୍ପାଙ୍କ ପୁଅ ଆଇଙ୍କ ଗୋଡ଼ ମସାଜ୍‌ କରୁଥିବା ଭିଡିଓ ଭାଇରାଲ

ମୁମ୍ବାଇ,୧୭।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ପୁଅ ଭିଆନ କୁନ୍ଦ୍ରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓକୁ ଶିଳ୍ପାଙ୍କ ଫ୍ୟାନମାନେ ବେଶ୍‌ ପସନ୍ଦ କରିବା ସହ ପ୍ରଂଶସା ମଧ୍ୟ କରିଛନ୍ତି। ଭିଆନଙ୍କୁ ସଂସ୍କାରି ବୋଲି ମଧ୍ୟ...

‘ଭାରତ’ ଫିଲ୍ମକୁ ନେଇ କ୍ୟାଟ୍ରିନାଙ୍କ ସଫେଇ

‘ଭାରତ’ ଫିଲ୍ମରେ ସଲମାନ ଏବଂ କ୍ୟାଟ୍ରିନା ନଜରକୁ ଆସିବେ। ଏହି ଫିଲ୍ମ ପାଇଁ ପ୍ରଥମେ ପ୍ରିୟଙ୍କାଙ୍କୁ ବଛାଯାଇଥିଲା। ପରେ କ୍ୟାଟି୍ରିନାଙ୍କୁ ନିଆଯାଇଛି। ଯେତେବେଳେ ଏକ ସାକ୍ଷାତକାରରେ କ୍ୟାଟ୍ରିନାଙ୍କୁ ପଚରାଗଲା ‘ଭାରତ’ ଫିଲ୍ମରେ ପ୍ରଥମେ ପ୍ରିୟଙ୍କାଙ୍କୁ ନିଆଯାଇଥିଲା। ତାଙ୍କୁ  ଏଥିରୁ କ’ଣ...

୫୬ ଇଞ୍ଚର ଛାତି ନୁହେଁ, ଦେଶ ଚଳାଇବା ଲାଗି ଭଲ ହୃଦୟ ଦରକାର: ରିତେଶ ଦେଶମୁଖ

ବମ୍ବେ: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଦେଶରେ ରାଜନୈତିକ ପାଣିପାଗ ସରଗରମ। ଗୋଟିଏ ପଟେ ଭାଜପା ପୁଣି ଥରେ ସତ୍ତାକୁ ଫେରିବାକୁ ଚେଷ୍ଟା କରୁଥିବା ବେଳେ ବିରୋଧୀ କଂଗ୍ରେସ ଏପରି ନ ହେବାକୁ ପ୍ରାଣପଣେ ଚେଷ୍ଟା କରୁଛି। ଏଭଳି ସମୟରେ...

ଅଶ୍ୱତ୍ଥମା ଚରିତ୍ରରେ ଅଭିନୟ କରିବେ ଭିକି

ମୁମ୍ବାଇ: ଅଭିନେତା ଭିକି କୌଶଲ ପୁନଶ୍ଚ ‘ଉରି: ଦି ସର୍ଜିକାଲ ଷ୍ଟ୍ରାଇକ୍‌’ର ନିର୍ଦ୍ଦେଶକ ଆଦତ୍ୟ ଧରଙ୍କ ପରବର୍ତ୍ତୀ ଫିଲ୍ମରେ ଅଶ୍ୱତ୍ଥମା ଭୂମିକାରେ ଅଭିନୟ କରିବାକୁ ଯାଉଛନ୍ତି। ଏହି ପ୍ରୋଜେକ୍ଟରେ ଭିକିଙ୍କ ସହିତ କାମ କରିବାକୁ ଯାଉଥିବା ଆଦିତ୍ୟ ସୁନିଶ୍ଚିତ କରାଇଛନ୍ତି।...

ରଣବୀରଙ୍କ ପ୍ରେମରେ ଉବୁଟୁବୁ ଆଲିଆ, ବରୁଣଙ୍କୁ ଭାବିଲେ ରଣବୀର

ମୁମ୍ବାଇ,୧୬।୪: ରଣବୀରଙ୍କ ପ୍ରେମରେ ଉବୁଟୁବୁ ଆଲିଆ। ବରୁଣଙ୍କୁ ରଣବୀର ଭାବିଲେ ଆଲିଆ। ବି-ଟାଉନର ଲଭ୍‌ବାର୍ଡ ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପ୍ରେମ ଏବେ ଚର୍ଚ୍ଚାରେ। ରଣବୀରଙ୍କ ପ୍ରତି ଆଲିଆଙ୍କ କ୍ରସ ଥିବା ନେଇ ବହୁଥର ସେ ଇଣ୍ଟରଭ୍ୟୁରେ ମଧ୍ୟ...

ପୁଲଓ୍ବାମା ଶହିଦଙ୍କ ପରିବାରକୁ ୧ କୋଟି ଟଙ୍କା ସହାୟତା ଦେବେ ଲତା ମଞ୍ଜେସକର

ମୁମ୍ବାଇ, ୧୬।୪: ପୁଲଓ୍ବାମା ଆକ୍ରମଣରେ ଶହିଦ ହୋଇଥିବା ଯବାନଙ୍କ ପରିବାରକୁ ସହାୟତାର ହାତ ବଢାଇଛନ୍ତି ସ୍ବର ସାମ୍ରାଜ୍ଞୀ ଲତା ମଞ୍ଜେସକର। ଶହିଦ ଯବାନଙ୍କ ପରିବାର ୧କୋଟି ଟଙ୍କା ସହାୟତା ରାଶି ‘ଭାରତ କେ ବୀର’ ଆପ୍‌ ଜରିଆରେ ଦେବେ ବୋଲି...

ପୁଅଙ୍କୁ ଥଇଥାନ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ବୁଧବାର ୩୬ଟି ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଯାହା ଚର୍ଚ୍ଚା ହେଉଥିଲା ତାହା ସତରେ ପ୍ରତିଫଳିତ ହୋଇଛି। ପ୍ରକାଶିତ ତାଲିକାରେ ତିନି ବିଧାୟକ ସେମାନଙ୍କ ପୁତ୍ରଙ୍କୁ ଥଇଥାନ...