ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ, ଏହି ଓଡ଼ିଆ ଫିଲ୍ମରେ କରିଛନ୍ତି କଣ୍ଠଦାନ
ମୁମ୍ବାଇ,୧ା୬: ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ରବିବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ଦେହାନ୍ତର ଖବର ସଙ୍ଗୀତ ଜଗତରେ ଶୋକର ଛାୟା ଖେଳାଇ ଦେଇଛି। ବହୁ ପ୍ରଶଂସକ, ସେଲିବ୍ରିଟି ଏବଂ ରାଜନେତା ଏହି କିମ୍ବଦନ୍ତୀ…
ବିଜୟଙ୍କୁ ପଛରେ ପକାଇଦେଲେ ତ୍ରିଶା: ଖେଳିଗଲା…
ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନ ଏବଂ ସୂର୍ଯ୍ୟା ଅଭିନୀତ ଫିଲ୍ମ ‘କରୁପ୍ପୁ’ ଦର୍ଶକଙ୍କଠାରୁ ଏକ ଜବରଦସ୍ତ ପ୍ରତିକ୍ରିୟା ପାଇଛି। ବକ୍ସ ଅଫିସରେ ଚମତ୍କାର ବ୍ୟବସାୟ କରିଛି। ଫିଲ୍ମ ମୁକ୍ତିଲାଭ କରିବାର ଦୁଇ ସପ୍ତାହ ପୂରିଛି। ‘କରୁପ୍ପୁ’ ବିଶ୍ୱବ୍ୟାପୀ ଆଉ ଏକ ବଡ଼ ମାଇଲଖୁଣ୍ଟ…
‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…
ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି ଯାଇଛି, କିନ୍ତୁ ଏହି ମ୍ୟାଚରେ ୧୫ ବର୍ଷର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ…
ଇଦ୍ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ
ଅଭିନେତା ସଲମାନ ଖାନଙ୍କ ଓ୍ବାର୍ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍ ପିସ୍’ର ଏକ ନୂତନ ଗୀତ ଇଦ୍-ଉଜ୍-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା ଦେଶପ୍ରେମର ଉତ୍ସାହରେ ଗଭୀର ଭାବରେ ବୁଡ଼ି ରହିଥିବା ଏକ ଭାବପ୍ରବଣ ଟ୍ରାକ। ସଲମାନ…
ଗୋଟିଏ ଫିଲ୍ମରୁ ରାତାରାତି ଷ୍ଟାର୍ ବନିଲେ ଏହି ୟଙ୍ଗ ଆକ୍ଟର; କେବଳ ଐଶ୍ୱର୍ଯ୍ୟା-ବିଜୟ ନୁହେଁ, ଶାହାରୁଖଙ୍କୁ ବି ପକାଇଲେ ପଛରେ…
ମୁମ୍ବାଇ: ଇଣ୍ଟରନେଟ ମୁଭି ଡାଟାବେସ (IMDb) ପକ୍ଷରୁ ଚଳିତ ସପ୍ତାହର ସବୁଠାରୁ ଲୋକପ୍ରିୟ ଭାରତୀୟ ସେଲିବ୍ରିଟିଙ୍କ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ବଡ଼ ବଡ଼ ସୁପରଷ୍ଟାରମାନଙ୍କୁ ପଛରେ ପକାଇ ଜଣେ ନୂଆ ତଥା ୟଙ୍ଗ ଆକ୍ଟର ସମସ୍ତଙ୍କୁ ଚକିତ କରି…
CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର
ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି ପାଇଁ ଏକ ବଡ଼ ବୁଷ୍ଟର (ସହାୟକ) ସାବ୍ୟସ୍ତ ହେବ। ମୁଖ୍ୟମନ୍ତ୍ରୀ ବିଜୟ ନୂଆ…
୪୧ ବର୍ଷ ବୟସରେ ଯମଜ ସନ୍ତାନର ମା’ ହେଲେ ଦିବ୍ୟଙ୍କା: ସ୍ବାମୀ କହିଲେ…
ଟିଭିର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟଙ୍କା ତ୍ରିପାଠୀ ମା’ ହୋଇଛନ୍ତି। ତାଙ୍କ ସ୍ବାମୀ ବିବେକ ଦାହିୟା ପ୍ରଶଂସକଙ୍କ ସହ ଏହି ଖୁସି ଖବର ବାଣ୍ଟିଛନ୍ତି। ଦିବ୍ୟଙ୍କା ୪୧ ବର୍ଷ ବୟସରେ ଯମଜ ସନ୍ତାନ ଜନ୍ମ ଦେଇଛନ୍ତି। ବିବାହର ପ୍ରାୟ ୧୦ ବର୍ଷ…
ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୫ା୫:ଫାରହାନ୍ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍ ଓ୍ବେଷ୍ଟର୍ନ ଇଣ୍ଡିଆ ସିନେ ଏମ୍ପ୍ଲୟିଜ୍ (ଏଫ୍ଡବ୍ଲ୍ୟୁଆଇସିଇ) ତାଙ୍କୁ ବାସନ୍ଦ କରିଥିବା ସୋମବାର ଘୋଷଣା କରିଛି।…
ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ
ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ ଝିଅ ତଥା ଅଭିନେତ୍ରୀ ଇଶା ଦେଓଲ ସମାରୋହରେ ଭାବପ୍ରବଣ ଦେଖାଯାଇଥିଲେ। ପୁରସ୍କାର ଗ୍ରହଣ…
ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା
ଶେଷରେ ପୂର୍ବତନ ମିସ ୱାଲର୍ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ ଜିତିଛନ୍ତି। କିନ୍ତୁ ସମସ୍ତଙ୍କ ନଜର ତାଙ୍କ ୧୪ ବର୍ଷୀୟ ଝିଅ ଆରାଧ୍ୟା ବଚ୍ଚନଙ୍କ…
ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…
ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର, ମଥାରେ ବିନ୍ଦି, ହାତରେ ଚୁଡି ପିନ୍ଧିଥିବାର ନଜର ଆସିଛନ୍ତି। ହାଲୁକା ଗୋଲାପୀ ଶୁଟ…
କେତେ ପଢିଛନ୍ତି ଶାହରୁଖ ଖାନଙ୍କ ଝିଅ: ବାପାଙ୍କ ସହ କରିବେ ଧମାଲ୍
ଯେତେବେଳେ ଷ୍ଟାର କିଡ୍ସଙ୍କ ପ୍ରସଙ୍ଗ ଉଠାଯାଏ, ପ୍ରଥମେ ଶାହରୁଖ ଖାନଙ୍କ ଝିଅ ସୁହାନାଙ୍କ ନାଁ ଆଗରେ ଆସେ। ସୁହାନା ତାଙ୍କର ଚମତ୍କାର ଲୁକ ପାଇଁ ପ୍ରାୟତଃ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ଆଜି ସେ ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି।…

