ମନୋରଞ୍ଜନ

ଏହିଦିନ ମୁମ୍ବାଇରେ ଗ୍ରାଣ୍ଡ ରିସେପଶନ ପାର୍ଟି ଦେବେ ରଣଦୀପ

ମୁମ୍ବାଇ: ନିକଟରେ ବଲିଉଡ ଅଭିନେତା ରଣଦୀପ ହୁଡା ବିବାହ କରିଥିଲେ। ‘ଜିସମ ୨’ ଅଭିନେତା ରଣଦୀପ ମଧ୍ୟ ଏହି ଓ୍ବେଡିଂ ସିଜନରେ ତାଙ୍‌କର ସଂସାର ଗଢିଛନ୍ତି। ନଭେମ୍ବର ୨୯ରେ, ରଣଦୀପ ଗର୍ଲଫ୍ରେଣ୍ଡ ଲିନ ଲ୍ୟାଶରାମଙ୍କ ସହ ଗୁପ୍ତ ବିବାହ କରିଥିଲେ। ବର୍ତ୍ତମାନ…

ଐଶ୍ୱର୍ଯ୍ୟା ରାୟଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ସବୁଠୁ ସଫଳ ଅଭିନେତ୍ରୀ ଭାବେ ଜଣାଶୁଣା। ୧୯୯୭ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ତାମିଲ ଚଳଚ୍ଚିତ୍ର ‘ଇରୁଭର୍‌’ ସହିତ କ୍ୟାରିଅର୍‌ ଆରମ୍ଭ କରିଥିଲେ। ଏହାକୁ ମଣିରତ୍ନମ ନିର୍ଦ୍ଦେଶନା ଦେଇଥିଲେ ମଧ୍ୟ ଫିଲ୍ମଟି ବକ୍ସ ଅଫିସରେ ଫ୍ଲପ…

ଡେଟିଂର ଚର୍ଚ୍ଚା ଭିତରେ ପାକିସ୍ତାନୀ ଅଭିନେତ୍ରୀଙ୍କ ସହ ନଜର ଆସିଲେ ବାଦଶାହା

ମୁମ୍ବାଇ: ପ୍ରସିଦ୍ଧ ଗାୟକ-ରାପର ବାଦଶାହ ଏବଂ ପାକିସ୍ତାନୀ ଅଭିନେତ୍ରୀ ହାନିୟା ଆମିରଙ୍କ ମଧ୍ୟରେ ଡେଟିଂର ଗୁଜବ କିଛି ସମୟ ଧରି ଚାଲିଛି। ଯେତେବେଳେ ରାପର୍‌ ଦୁବାଇରେ ଥିଲେ, ସେଠାରେ ସେ ଅଭିନେତ୍ରୀଙ୍କୁ ଭେଟିଥିଲେ। ଅଭିନେତ୍ରୀ ସେମାନଙ୍କ ସୋସିଆଲ ମିଡିଆରେ ଏକାଠି ବୁଲୁଥିବା…

ରଜନୀକାନ୍ତଙ୍କ ସହ ୪ଥର ଫିଲ୍ମ କରିବାକୁ ମନା କରିଦେଇଥିଲେ ଏହି ଅଭିନେତ୍ରୀ

ସୁପରଷ୍ଟାର ରଜନୀକାନ୍ତ ଗତ କିଛି ଦଶନ୍ଧି ଧରି ମନୋରଞ୍ଜନ ଇଣ୍ଡଷ୍ଟ୍ରୀରେ ସକ୍ରିୟ ଥିଲେ। ୭୨ ବର୍ଷ ବୟସରେ ମଧ୍ୟ ସେ ଗୋଟିଏ ପରେ ଗୋଟିଏ ସୁପରହିଟ ଫିଲ୍ମ ଦେଉଛନ୍ତି। ରଜନୀକାନ୍ତଙ୍କ ସହ ଫିଲ୍ମ କରିବା ଏକ ବଡ କଥା ବୋଲି ବିବେଚନା…

ମୁଭି ‘ସାମ ବାହାଦୂର’କୁ ନେଇ ଏମିତି କହିଲେ ସଚିନ

ମୁମ୍ବାଇ,୩।୧୨: ଭାରତର ପ୍ରଥମ ଫିଲ୍ଡ ମାର୍ଶଲ ସାମ ମାନେକ୍ସାଙ୍କ ଉପରେ ନିର୍ମିତ ମୁଭି କ୍ରମାଗତ ଭାବେ ଚର୍ଚ୍ଚାରେ ରହି ଆସୁଛି। ଦର୍ଶକେ ଏହି ମୁଭିକୁ ବହୁତ ପସନ୍ଦ କରୁଛନ୍ତି। ଦେଶର ପ୍ରଥମ ଫିଲ୍ଡ ମାର୍ଶଲ ସାମ ମାନେକ୍ସାଙ୍କ ଉପରେ ଆଧାରିତ ଏହି…

ନିର୍ବାଚନ ଫଳାଫଳ ଦେଖି ଖୁସିରେ ଗଦଗଦ କଙ୍ଗନା: ଭଗବାନ ରାମଙ୍କ ସହ ମୋଦିଙ୍କୁ କଲେ ତୁଳନା

ନୂଆଦିଲ୍ଲୀ,୩।୧୨:ରାଜସ୍ଥାନ, ମଧ୍ୟପ୍ରଦେଶ, ତେଲଙ୍ଗାନା ଏବଂ ଛତିଶଗଡ ୨୦୨୩ ରାଜ୍ୟ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡରେ ଭାଜପା ବିଜୟ ନିକଟତର ହୋଇଛି। ତିନୋଟି ରାଜ୍ୟରେ ଭାଜପାର ବିଜୟ ଉତ୍ସବ ପାଳନ କରି କଙ୍ଗନା ରାନାୱତ ପ୍ରଧାନମନ୍ତ୍ରୀ…

ଅଭିଷେକ ହାତରୁ କାଢ଼ିଲେ ବିବାହ ମୁଦି! 

ବମ୍ବେ: ବଲିଉଡର ଚର୍ଚ୍ଚିତ ଦମ୍ପତି ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟାଙ୍କ ସମ୍ପର୍କରେ ଫାଟ। ଏନେଇ କିଛି ଦିନ ଧରି କିଛି ନା କିଛି ଶୁଣିବାକୁ ମିଳୁଥିବା ବେଳେ ଏବେ କିଛି ଫଟୋ ପ୍ରଶଂସକଙ୍କ ହୃଦୟ ଭାଙ୍ଗିଛି। ଫଟୋଗୁଡ଼ିକ ଅଭିଷେକଙ୍କର। ଆପଣ ଭାବୁଥିବେ…

ପୁଷ୍ପା-୨ ସୁଟିଂ ସେଟରେ ଅସୁସ୍ଥ ହେଲେ ଅଲୁ ଅର୍ଜୁନ, ଅଟକିଲା ସୁଟିଂ

ହାଇଦ୍ରାବାଦ,୨।୧୨: ସାଉଥ୍ ର ଷ୍ଟାଇଲିସ୍ ଷ୍ଟାର ଅଲୁ ଅର୍ଜୁନ ଆଜିକାଲି ତାଙ୍କର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ପୁଷ୍ପା ୨ ସୁଟିଂରେ ବ୍ୟସ୍ତ ଅଛନ୍ତି। ତେବେ ପୁଷ୍ପା ସୁଟିଂ ସେଟରୁ ଏକ ବଡ଼ ଖବର ଆସିଛି, ଯାହା ଶୁଣିବା ପରେ ଅଲୁ ଅର୍ଜୁନଙ୍କ…

ଫଟୋ ଶେୟାର କରି ଦିଲ୍ଲୀକୁ ମନେ ପକାଇଲେ ଶାହାରୁଖ

ମୁମ୍ବାଇ: ବଲିଉଡ୍‌ର ବାଦଶାହା ଶାହାରୁଖ ଖାନ୍‌ଙ୍କ ଫିଲ୍ମ ‘ଡଙ୍କି’ କିଛି ଦିନ ମଧ୍ୟରେ ମୁକ୍ତିଲାଭ କରିବାକୁ ଯାଉଛି। ଫିଲ୍ମର ଦ୍ୱିତୀୟ ଗୀତ ‘ନିକ୍‌ଲେ ଥେ କଭି ହମ୍‌ ଘର୍‌ ସେ’ ନିକଟରେ ରିଲିଜ ହୋଇଛି। ‘ପଠାନ’ ଏବଂ ‘ଯବାନ’ ପରେ ଏହା…

ଇତିହାସ ରଚିଲା ‘ଆନିମଲ୍‌’; ପ୍ରଥମ ଦିନରେ ରୋଜଗାର ୧୦୦ କୋଟି ପାର୍‌

ବମ୍ବେ: ଓପନିଂ ଡେ’ରେ କମାଲ କରିଛି ବଲିଉଡ ଅଭିନେତା ରଣବୀର କପୁରଙ୍କ ଫିଲ୍ମ ‘ଆନିମଲ’। ବ୍ଲକବଷ୍ଟର ଫିଲ୍ମ ‘ବର୍‌ଫି’ ପରେ ଅଭିନେତାଙ୍କ ଏହି ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଭିନ୍ନ କ୍ରେଜ ଦେଖିବାକୁ ମିଳିଛି। ଫଳସ୍ବରୂପ ଏହା ରିଲିଜର ପ୍ରଥମ ଦିନ…

ମାତ୍ର ୩୫୦୦ ଟଙ୍କା ପାଇଁ ଆତ୍ମହତ୍ୟା କରିଥିଲେ ମୁନାଓ୍ବାରଙ୍କ ମା’, କଷ୍ଟରେ ବିତିଥିଲା ପିଲାଦିନ

ବମ୍ବେ: ବିଗ୍‌ବସ୍‌ ଯିବା ପରଠାରୁ ଚର୍ଚ୍ଚାରେ କମେଡିଆନ୍‌ ତଥା ପ୍ରତିଯୋଗୀ ମୁନାଓ୍ବାର। ସେ ନିଜର କବିତା, ସ୍ବଭାବକୁ ନେଇ ଦର୍ଶକଙ୍କ ମନ କିଣୁଛନ୍ତି। ସେ ଫାଇନାଲରେ ପ୍ରବେଶ କରିବା ନିଶ୍ଚିତ ବୋଲି କୁହାଯାଉଛି। ଏମିତିରେ ମୁନାଓ୍ବାରଙ୍କ ବିଷୟରେ ଅଧିକରୁ ଅଧିକ ଜାଣିବା…

ଫିଲ୍ମ ଦୁନିଆକୁ ଅଲବିଦା କରିବେ ଇଲିଆନା, କାରଣ…

ମୁମ୍ବାଇ : ଅନେକ ଚଳଚ୍ଚିତ୍ରରେ ନଜର ଆସିଥିବା ଅଭିନେତ୍ରୀ ଇଲିଆନା ଡି’କ୍ରୁଜ ଦୀର୍ଘ ଦିନ ଧରି ଚଳଚ୍ଚିତ୍ର ଜଗତରୁ ଦୂରେଇ ରହିଛନ୍ତି। ସମ୍ପ୍ରତି ଅଭିନେତ୍ରୀ ତାଙ୍କ ମାତୃତ୍ୱକୁ ଉପଭୋଗ କରୁଛନ୍ତି । ତେବେ ତାଙ୍କ ପ୍ରଶଂସକମାନେ ଇଣ୍ଡଷ୍ଟ୍ରି ଏବଂ ଚଳଚ୍ଚିତ୍ରରେ ତାଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri