ମନୋରଞ୍ଜନ

ଅର୍ଜୁନଙ୍କୁ ମିଳିଲା ବଡ଼ ଅଫର୍‌: ଏବେ…

ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତ ଦମଦାର ଅଭିନୟ କରନ୍ତି କିନ୍ତୁ ‘ଧୂରନ୍ଧର-୨’ରେ ତାଙ୍କର ଖଳନାୟକ ଭୂମିକା ବେଶ୍‌ ପ୍ରଶଂସନୀୟ। ଏହି କାରଣରୁ ସମସ୍ତେ ତାଙ୍କୁ ଏବେ ପ୍ରତିପକ୍ଷ ଭୂମିକାରେ ଦେଖିବାକୁ ଚାହାଁନ୍ତି। ଏହି ଚର୍ଚ୍ଚା…

ମୌନି ରୟଙ୍କ ସହ ଛାଡପତ୍ର ଭିତରେ ବିବାହ ଫଟୋ ଡିଲିଟ କଲେ ସ୍ବାମୀ, ଖୁଲାସା କଲେ….

ନୂଆଦିଲ୍ଲୀ,୧୫।୫: ଅଭିନେତ୍ରୀ ମୌନି ରୟ ତାଙ୍କ ସ୍ୱାମୀ ସୂରଜ ନାମ୍ବିଆରଙ୍କଠାରୁ ଅଲଗା ହେଉଥିବା କଥା ନିଶ୍ଚିତ କରିଛନ୍ତି । ଚାରି ବର୍ଷ ବିବାହ ପରେ ଏହି ନିଷ୍ପତ୍ତି ମୌନିଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଝଟକା ଭଳି ଆସିଛି। ତଥାପି, ଏହା…

ଛାଡପତ୍ର ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲେ ମୌନି ରୟ, କହିଲେ-ମୋର ଆଉ ସୂରଜଙ୍କ…

ମୁମ୍ବାଇ: ଅଭିନେତ୍ରୀ ମୌନି ରୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ବହୁତ ଦିନ ଧରି ଖବରରେ ଅଛନ୍ତି। ସ୍ବାମୀ ସୂରଜ ନାମ୍ବିଆରଙ୍କ ଠାରୁ ତାଙ୍କର ଛାଡପତ୍ର ଗୁଜବ ଘୁରି ବୁଲୁଛି। ଏବେ, ଅଭିନେତ୍ରୀ ନିଜେ ତାଙ୍କର ଅଲଗା ହେବା ନିଶ୍ଚିତ କରିଛନ୍ତି।…

ତ୍ରିଶାଙ୍କୁ ବଡ଼ ଝଟକା: ଥଲାପତି ବିଜୟଙ୍କ ସ୍ବତନ୍ତ୍ର ଅନୁମତି ସତ୍ତ୍ୱେ ବି…

ଚେନ୍ନାଇ,୧୪।୫: ଦକ୍ଷିଣ ସୁପରଷ୍ଟାର ସୂର୍ଯ୍ୟ ଏବଂ ତ୍ରିଶା କୃଷ୍ଣନଙ୍କ ଫିଲ୍ମ “କରୁପ୍ପୁ”ର ପ୍ରଥମ ଦିନର ଶୋ’ ବାତିଲ କରାଯାଇଛି। ଫିଲ୍ମଟି ମେ ୧୪ ତାରିଖରେ ରିଲିଜ ହେବାର ଥିଲା। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଫିଲ୍ମର ସକାଳ ଶୋ’ ପାଇଁ ସ୍ବତନ୍ତ୍ର…

ଏତିକି ଟଙ୍କାର ଡ୍ରେସ୍‌ ପିନ୍ଧି ରେଡ କାର୍ପେଟରେ ଚାଲି ଚର୍ଚ୍ଚାରେ ଉର୍ବଶୀ

ଅଭିନେତ୍ରୀ ଉର୍ବଶୀ ରାଉତେଲା ନିକଟରେ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ରେଡ କାର୍ପେଟରେ ଚାଲି ଖୁବ୍‌ ପ୍ରଶଂସା ସାଉଁଟିଛନ୍ତି। ସେ ତାଙ୍କର ଲୁକ ଏବଂ ପୋଷାକ ସହିତ ପ୍ରଶଂସକମାନଙ୍କୁ ଆକର୍ଷିତ କରିଛନ୍ତି। ସେ କାନ୍ସ ଫିଲ୍ମ ଫେଷ୍ଟିଭାଲ ରେଡ କାର୍ପେଟରେ ସବୁଠାରୁ ମହଙ୍ଗା…

ଇନଷ୍ଟାଗ୍ରାମ୍‌ରେ ଖୁଲମ୍‌ ଖୁଲା ମନର କଥା କହିଦେଲେ ତ୍ରିଶା! ବିଜୟଙ୍କୁ ନେଇ କହିଦେଲେ…

ଦକ୍ଷିଣ ଭାରତୀୟ ସିନେମା ଜଗତର ଦୁଇଟି ବଡ଼ ନାଁ ଥାଲାପଥି ବିଜୟ ଏବଂ ତ୍ରିଷା କୃଷ୍ଣନ୍। କେତେବେଳେ ସେମାନଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରି ତ କେତେବେଳେ ଅଫସ୍କ୍ରିନ୍ ଆଫେୟାର୍, ଏହି ଦୁଇ କଳାକାର ସବୁବେଳେ ଚର୍ଚ୍ଚାରେ ରହିଥା’ନ୍ତି । କିନ୍ତୁ ଏବେ ବିଜୟଙ୍କ…

ଗ୍ଲାମର ଇଣ୍ଡଷ୍ଟ୍ରିରେ ପୁଣି ଏକ ଛାଡ଼ପତ୍ର: ବିବାହର ୪ ବର୍ଷ ପରେ ଅଲଗା ହେବେ ଏହି ଯୋଡ଼ି

ଗ୍ଲାମର ଇଣ୍ଡଷ୍ଟ୍ରିରେ ସମ୍ପର୍କ ଗଢ଼ିବା ଏବଂ ଭାଙ୍ଗିବା ଏକ ସାଧାରଣ ଘଟଣା। ଏବେ ଆଉ ଏକ ଦମ୍ପତିଙ୍କ ବିଚ୍ଛେଦକୁ ନେଇ ଗୁଜବ ଘୁରି ବୁଲୁଛି। ଅଭିନେତ୍ରୀ ମୌନି ରୟ ଏବଂ ସୂରଜ ନାମ୍ବିଆର ସୋସିଆଲ ମିଡିଆରେ ପରସ୍ପରକୁ ଅନଫଲୋ କରିଛନ୍ତି। ସୂରଜ…

କେଉଁ ସେଲିବ୍ରିଟିଙ୍କ ପାଖରେ ଅଉଛି ସବୁଠୁ ଅଧିକ ସୁନା: ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲି ସମୟରେ ଦେଶର ନାଗରିକମାନଙ୍କୁ ଆଗାମୀ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ଅନୁରୋଧ କରିଛନ୍ତି। କାରଣ ଏହି ମୂଲ୍ୟବାନ ଧାତୁର ମୂଲ୍ୟ ବୃଦ୍ଧି ପାଉଛି। ଫଳସ୍ବରୂପ ସୁନା ବିଷୟ ସାରା ଦେଶରେ…

ଦ୍ୱିତୀୟ ପୁଅର ନାମ ପ୍ରକାଶ କଲେ ସୋନମ କପୁର, ଜାଣନ୍ତୁ ଏହାର ଅର୍ଥ

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ବର୍ତ୍ତମାନ ମଦରହୁଡ ଏନଜୟ କରୁଛନ୍ତି। ସେ ବର୍ତ୍ତମାନ ଦୁଇଟି ପୁଅର ମାଆ। ତାଙ୍କ ବଡ଼ ପୁଅର ନାମ ବାୟୁ। ଅଭିନେତ୍ରୀ ଏବେ ତାଙ୍କ ସାନ ପୁଅର ନାମ ମଧ୍ୟ ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆରେ…

ବଲିଉଡର ବାସ୍ତବତା ଉପରୁ ପରଦା ଅମିଷା ପଟେଲ: କଲେ ଚାଞ୍ଚଲ୍ୟକର ଖୁଲାସା

ପୁଣି ଚର୍ଚ୍ଚାରେ ‘ଗଦର ଗର୍ଲ’ ଅମିଷା ପଟେଲ। କୌଣସି ନୂଆ ଫିଲ୍ମ ପାଇଁ ନୁହେଁ, ବରଂ ନିଜ ମନ୍ତବ୍ୟ ପାଇଁ। ‘କହୋ ନା… ପ୍ୟାର ହୈ’ ଏବଂ ‘ଗଦର’ ପରି ବ୍ଲକବଷ୍ଟର ଫିଲ୍ମରେ ଅଭିନୟ କରିଥିବା ଅମିଷା ବଲିଉଡର ବାସ୍ତବତା ଉପରୁ…

ରାତାରାତି ଫଲୋଅର୍ସ ଗାଏବ୍‌, ଚିନ୍ତାରେ କୋହଲିଙ୍କ ସମେତ ଏହି ଷ୍ଟାର୍‌, ଜାଣନ୍ତୁ କାହିଁକି

ସୋସିଆଲ ମିଡିଆ ଜଗତରୁ ସମ୍ପ୍ରତି ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ରାତାରାତି ଅନେକ ପ୍ରମୁଖ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଫଲୋଅର୍ସ ସଂଖ୍ୟାରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଛି। ଏହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କଠାରୁ ବିରାଟ କୋହଲି,…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା ରବି ବର୍ମାଙ୍କ କଳା ଦ୍ୱାରା ଅନୁପ୍ରାଣିତ ମନୀଷ ମାଲହୋତ୍ରାଙ୍କ ଦ୍ୱାରା ଡିଜାଇନ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?