ଧୈର୍ଯ୍ୟର ସହ ଅପେକ୍ଷା ରଖିଲେ ଶାହାରୁଖ
ମୁମ୍ବାଇ: ବଲିଉଡ ଇଣ୍ଡଷ୍ଟ୍ରିର ସବୁଠାରୁ ବଡ ତାରକାମାନଙ୍କ ମଧ୍ୟରୁ ଶାହାରୁଖ ଖାନ ଅନ୍ୟତମ। ଅଭିନୟ ବ୍ୟତୀତ ଅଭିନେତା ନିଜର ନମ୍ର ସ୍ବଭାବ ପାଇଁ ମଧ୍ୟ ଜଣାଶୁଣା। ନିକଟରେ ତାଙ୍କୁ ମୁମ୍ବାଇ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ପାଇଁ ଧୈର୍ଯ୍ୟର ସହିତ ଅପେକ୍ଷା କରିଥିବା…
ରାଗିଲେ କପିଲ
ମୁମ୍ବାଇ: କମେଡି କିଙ୍ଗ କପିଲ ଶର୍ମାଙ୍କ ବିମାନ ବୁଧବାର ବିଳମ୍ବ ହୋଇଥିଲା, ଯାହା ପରେ ସେ ଇଣ୍ଡିଗୋ ଏୟାରଲାଇନ୍ସ ଉପରେ ରାଗିଥିବା ଦେଖାଯାଇଛି। ଏହି ରାଗକୁ ନେଇ ସେ ସୋସିଆଲ ମିଡିଆରେ କହିଛନ୍ତି ଯେ ଅନ୍ୟ ଯାତ୍ରୀମାନଙ୍କ ସହିତ ସେ ପ୍ରାୟ…
ତେଲଙ୍ଗାନା ବିଧାନସଭ ନିର୍ବାଚନ: ଧାଡ଼ିରେ ଆସି ଭୋଟ ଦେଲେ ଅଭିନେତା ଅଲୁ ଅର୍ଜୁନ, ଜୁନିଅର ଏନଟିଆର, ଚିରଞ୍ଜୀବୀ
ତେଲଙ୍ଗାନା,୩୦।୧୧: ତେଲଙ୍ଗାନାରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ନିର୍ବାଚନରେ ଭୋଟ୍ ଦେବାର ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ପରିବାର ସହିତ ଅଲୁ ଅର୍ଜୁନ ଏବଂ ଜୁନିଅର ଏନଟିଆର, ଚିରଞ୍ଜୀବୀଙ୍କ ଭଳି ସିନେ ତାରକା ଭୋଟ୍ ଦେବା ପାଇଁ ଧାଡିରେ…
୩ଥର ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କଠାରୁ ଛାଡ଼ପତ୍ର: ଏମିତି କିଛି ଥିଲା ମହାଭାରତର ‘ଦ୍ରୌପଦୀ’ଙ୍କ ବ୍ୟକ୍ତିଗତ ଜୀବନ
ମହାଭାରତରେ ଦ୍ରୌପଦୀଙ୍କ ଭୂମିକାରେ ଅଭିନୟ କରି ଘରେ ଘରେ ପରିଚିତ ହାସଲ କରିଥିଲେ ରୂପା ଗାଙ୍ଗୁଲି। ଅଦୃଢ ଅଭିନୟ ସହିତ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି ସେ। ଟିଭି ଧାରାବାହିକ ମହାଭାରତ ୧୯୯୮ରେ ଆରମ୍ଭ ହୋଇଥିଲା। ଏହି…
୪୭ ବର୍ଷରେ ହାତକୁ ଦି’ ହାତ ହେଲେ ଏହି ଅଭିନେତା
ବଲିଉଡ୍ ଅଭିନେତା ରଣଦୀପ ହୁଡା ଦୀର୍ଘ ଦିନର ଗର୍ଲଫ୍ରେଣ୍ଡ ଲିନ ଲାଇଶ୍ରାମଙ୍କୁ ବିବାହ କରିଛନ୍ତି। ଇମ୍ଫାଲରେ ପାରମ୍ପରିକ ମଣିପୁରୀ ରୀତିନୀତିରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଧଳା ରଙ୍ଗର ପୋଷାକ ପିନ୍ଧି ଅଭିନେତା ଜଣେ ଆଦର୍ଶ ମଣିପୁରୀ ବର ପରି…
ଆଲିଆଙ୍କୁ ପ୍ରଶଂସା କରି ଟ୍ରୋଲ ହେଲେ ସୁହାନା
ଶାହାରୁଖ ଖାନଙ୍କ ଲାଡଲୀ ସୁହାନା ଖାନ ଖୁବଶୀଘ୍ର ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି। ତାଙ୍କ ଫିଲ୍ମ ‘ଦି ଆର୍ଚିଜ’ ଆସନ୍ତା ମାସରେ ମୁକ୍ତିଲାଭ କରିବ। ସୁହାନା ଏବେ ଫିଲ୍ମର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। କିନ୍ତୁ ମଝିରେ ମଝିରେ ସେ ଏପରି କିଛି…
ଟନେଲ ରେସକ୍ୟୁ ନେଇ ହେବ ମିଶନ ସୁଡଙ୍ଗ ଫିଲ୍ମ, ମୁଖ୍ୟ ଭୁମିକାରେ ଏହି ଅଭିନେତା…
ମୁମ୍ବାଇ,୨୯।୧୧ : ଉତ୍ତରାଖଣ୍ଡର ସିଲ୍କିରା-ଡାଣ୍ଡାଲଗାଓଁ ଟନେଲରେ ଉଦ୍ଧାର କାର୍ଯ୍ୟର ସଫଳତା ପରେ ଏହାକୁ ନେଇ ଫିଲ୍ମ ନିର୍ମାଣ କରିବା ଯୋଜନା ଆରମ୍ଭ ହୋଇଛି। ସୋସିଆଲ ମିଡିଆ ପୋଷ୍ଟ ଅନୁଯାୟୀ ଏହି ଉଦ୍ଧାର କାର୍ଯ୍ୟରେ ଖୁବ ଶୀଘ୍ର ଏକ ଫିଲ୍ମ ନିର୍ମାଣ କରାଯିବ।…
ଏ ସାର୍ଟିଫିକେଟ ଥିଲେ ବି ଆନିମଲରୁ କଟିବ ୫ ସିନ୍, ସାର୍ଟିଫିକେଟ ଭାଇରାଲ…
ମୁମ୍ବାଇ : ରଣବୀର କପୁରଙ୍କ ଅଭିନୀତ ସନ୍ଦୀପ ରେଡ୍ଡୀ ଭଙ୍ଗାଙ୍କ ଚଳଚ୍ଚିତ୍ର ଆନିମଲ ଏ ସାର୍ଟିଫିକେଟ ସହିତ ସେନସର ବୋର୍ଡ ଦ୍ୱାରା ପାସ ହୋଇଛି, କିନ୍ତୁ ଏହା ସତ୍ତ୍ୱେ ସିବିଏଫସି ୫ ଟି ସିନ କାଟିଛି। ସେନ୍ସର ବୋର୍ଡ ଅଫ ଫିଲ୍ମ…
କାଜୋଲଙ୍କ ମୁଦି ନେଇ ଅଜୟ ତାଙ୍କୁ ହିଁ କରିଥିଲେ ପ୍ରପୋଜ
ମୁମ୍ବାଇ: ଫିଲ୍ମ ଇସ୍କକୁ ପୁରିଛି ୨୬ବର୍ଷ। ଅଭିନେତ୍ରୀ କାଜୋଲ ଏହି ଫିଲ୍ମର ପୋଷ୍ଟର ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ପୋଷ୍ଟରରେ କାଜୋଲଙ୍କ ସମେତ ଅଜୟ ଦେବଗନ, ଜୁହି ଚାଓ୍ବଲା ଏବଂ ଅମିର ଖାନ୍ ମଧ୍ୟ ନଜର ଆସିଛନ୍ତି। ଫଟୋ ଶେୟାର କରି…
ଫ୍ୟାନ୍ସ ଗହଳିରେ ଶାହାରୁଖଙ୍କୁ ସାମ୍ନାରେ ଦେଖି ସଲମାନଙ୍କ ଉଡିଲା ହୋସ, ଭିଡିଓ ଭାଇରାଲ
ମୁମ୍ବାଇ: ସଲମାନ ଖାନ ଓ ଶାହାରୁଖ ଖାନଙ୍କର ଏପରି କିଛି ଫ୍ୟାନ୍ସ ଅଛନ୍ତି ଯେଉଁମାନେ ତାଙ୍କ ଫେଭରେଟ ଷ୍ଟାରଙ୍କର କପି ମଧ୍ୟ କରନ୍ତି। କଥା କହିବା ଷ୍ଟାଇଲ ଠାରୁ ଆରମ୍ଭ କରି ସବୁକିଛି ତାଙ୍କ ହିରୋଙ୍କ ଠାରୁ କପି କରିଥାନ୍ତି। ତେବେ…
ରଣବୀର ହେଉଛନ୍ତି ଭାରତର ଶ୍ରେଷ୍ଠ ଅଭିନେତା: ମହେଶ ବାବୁ
ବମ୍ବେ: ନିଜର ଅପକମିଂ ଫିଲ୍ମ ‘ଆନିମଲ’କୁ ନେଇ ଚର୍ଚ୍ଚାରେ ବଲିଉଡ ଅଭିନେତା ରଣବୀର କପୁର। ନଭେମ୍ବର ୨୩ରେ ରିଲିଜ ହୋଇଥିଲା ଏହାର ଟ୍ରେଲର। ଏହାକୁ ଦର୍ଶକ ବେଶ ପସନ୍ଦ କରିଥିଲେ। ସେବେଠାରୁ ଦର୍ଶକେ ଏହାର ରିଲିଜ ଡେଟ୍କୁୁ ଅପେକ୍ଷା କରି ରହିଛନ୍ତି।…
ପୁଣି ବିବାହ ବନ୍ଧନରେ ଅଭିନେତା ବିନୀତ ରାଇନା, ନର୍ସଙ୍କୁ କଲେ ଜୀବନସାଥୀ
ବମ୍ବେ: ଦ୍ୱିତୀୟ ବିବାହ କରିଛନ୍ତି ‘ଇସ୍କ ମେ ମରଜାଓ୍ବା’ ଫେମ୍ ଅଭିନେତା ବିନୀତ ରାଇନା। ପ୍ରେମିକା ଅପେକ୍ଷାଙ୍କ ହାତ ଧରିଛନ୍ତି ସେ। ବିବାହ ପରେ ଉଭୟଙ୍କର କିଛି ଫଟୋ ଅଭିନେତ୍ରୀ ଶ୍ୱେତା ତିଓ୍ବାରୀ ନିଜର ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହାଛଡ଼ା ଏକାଧିକ…
Archives


