ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…
ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ ଜୀବନର ସଂଘର୍ଷ ଓ ଅନେକ ଅକୁହା କାହାଣୀ ମଧ୍ୟ ସାମ୍ନାକୁ ଆସିଥାଏ। ଏହିପରି…
ଗୋବିନ୍ଦାଙ୍କୁ ଫେରାଇ ଆଣିବାକୁ କୋମଲ ରାଣୀଙ୍କ ବିରୁଦ୍ଧରେ ମୁହଁ ଖୋଲିଲେ ସୁନିତା! ହାତଯୋଡି କଲେ ନିବେଦନ, ଭିଡ଼ିଓ ଦେଖିଲେ…
ମୁମ୍ବାଇ,୨୬।୯: ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଚାଲିଆସୁଛି। ଖବର ଅନୁଯାୟୀ, ସୁନିତା ଅଭିଯୋଗ କରିଛନ୍ତି ଯେ ଗୋବିନ୍ଦାଙ୍କର କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ ସମ୍ପର୍କ ରହିଛି, ଯାହା ଫଳରେ ସେମାନଙ୍କ ବୈବାହିକ ଜୀବନ ଭାଙ୍ଗିବାକୁ…
‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍
ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର ଅର୍ଥାତ୍ ଗାନ୍ଧୀ ଜୟନ୍ତୀ ଅବସରରେ ସାରା ବିଶ୍ୱର ସିନେମା ହଲ୍ରେ ରିଲିଜ ହେବାକୁ…
କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…
ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍ରେ କମବ୍ୟାକ୍ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର ରାଣୀ ସ୍ୱର୍ଣ୍ଣକାରଙ୍କ ସହ ମୁମ୍ବାଇର ପ୍ରସିଦ୍ଧ ଲାଲବାଗଚା ରାଜା ପଣ୍ଡାଲରେ ଦର୍ଶନ କରିବା…
ଆରପାରିରେ ବଲିଉଡ୍ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ
ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍ଙ୍କର ୫୬ ବର୍ଷ ବୟସରେ ପରଲୋକ ହୋଇଯାଇଛି। ‘ୱେଲକମ୍’, ‘ଗଦର: ଏକ ପ୍ରେମ କଥା’ ଏବଂ ‘ଜୋଡ଼ି ନମ୍ବର ୧’…
‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…
ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର ଫିଲ୍ମରେ କାମ କରନ୍ତି। ସେ ‘ଅନ୍ଧାଧୁନ’ (Andhadhun), ‘ଆର୍ଟିକିଲ ୧୫’ (Article 15)…
ରିଚ ଲିଷ୍ଟ ୨୦୨୬: ନେଟୱର୍ଥ କମିବା ପରେ ତଥାପି ଦେଶର ସବୁଠୁ ଧନୀ ଅଭିନେତା ହେଲେ ଶାହରୁଖ; ଜାଣନ୍ତୁ କେଉଁ ସ୍ଥାନରେ ସଲମାନ-ଅମିତାଭ
ମୁମ୍ବାଇ,୨୪।୯: ହୁରୁନ ଇଣ୍ଡିଆ ରିଚ ଲିଷ୍ଟ ୨୦୨୬ ପ୍ରକାଶ ପାଇଛି। ଗତବର୍ଷ ଭଳି ଏଥର ମଧ୍ୟ ବଲିଉଡର ସବୁଠାରୁ ଧନୀ ଅଭିନେତା ଭାବେ ଶାହରୁଖ ଖାନ ଶୀର୍ଷ ସ୍ଥାନରେ ରହିଛନ୍ତି। ତେବେ ଗତ ଏକ ବର୍ଷ ମଧ୍ୟରେ ତାଙ୍କ ଆନୁମାନିକ ନେଟୱର୍ଥରେ…
ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ
ମୁମ୍ବାଇ ୨୪ା୯:୨୦୨୭ ଓସ୍କାର ଦୌଡ଼ରେ ଦ୍ୱିତୀୟ ଭାରତୀୟ ଚଳଚ୍ଚିତ୍ର ଭାବେ ସ୍ଥାନ ପାଇ ଇତିହାସ ରଚିଛି ନାଗାଲାଣ୍ଡର କୋନ୍ୟାକ ଭାଷାର ଫିଲ୍ମ ‘ଅଙ୍ଘ’। ଭାରତ ପକ୍ଷରୁ ମରାଠୀ ଫିଲ୍ମ ‘ଗୋନ୍ଧଲ’କୁ ଅଫିସିଆଲ ଏଣ୍ଟ୍ରି ମିଳିଥିବା ବେଳେ ‘ଅଙ୍ଘ’ ଏକ ସ୍ବତନ୍ତ୍ର ନିୟମ…
‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…
ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ ତଥା ଅଭିନେତ୍ରୀ କଶ୍ମୀରା ଶାହଙ୍କ ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଚର୍ଚ୍ଚା…
‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ
ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରେ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଅନ୍ୟତମ ଥିଲେ, ଯାହାଙ୍କୁ ୨୦୨୪ ଜାତୀୟ ଚଳଚ୍ଚିତ୍ର…
ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…
ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ ଥିବା ନେଇ ସୁନିତା ବାରମ୍ବାର ଅଭିଯୋଗ କରିଆସିଛନ୍ତି। ଗୋବିନ୍ଦାଙ୍କୁ ତାଙ୍କ କଥିତ ପ୍ରେମିକା…
ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର ୨୨ ତାରିଖ ଅପରାହ୍ନରେ ତାଙ୍କ ଦେହାନ୍ତ ହୋଇଥିବା ଜଣାପଡ଼ିଛି। କୃଷ୍ଣା ମୁଖାର୍ଜୀଙ୍କ ପରଲୋକ…

