ମନୋରଞ୍ଜନ

ହଲିଉଡ୍ ସୁପରଷ୍ଟାର ଭିନ୍ ଡିଜେଲଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ସହଯୋଗୀ

ନୂଆଦିଲ୍ଲୀ,୨୨।୧୨: ହଲିଉଡ୍ ଅଭିନେତା ଭିନ୍ ଡିଜେଲଙ୍କ ବିରୋଧରେ ଯୋଉଁ ନିର୍ଯାତନା ଅଭିଯୋଗ ଆଣିଛନ୍ତି ତାଙ୍କର ପୂର୍ବତନ ସହଯୋଗୀ। ଏକ ଦଶନ୍ଧି ପୂର୍ବରୁ ଆଟଲାଣ୍ଟ ହୋଟେଲରେ ଘଟିଥିବା ଏହି ଘଟଣା ପାଇଁ ପୀଡିତା କାର୍ଲିଫର୍ଣ୍ଣିଆ କୋର୍ଟରେ ଏକ ମାମଲା ରୁଜୁ କରିଛନ୍ତି। ଅଭିଯୋଗ…

Dunki Movie Ticket: ମାଗଣାରେ ଦେଖନ୍ତୁ ‘ଡଙ୍କି’; ମିଳୁଛି ଜବରଦସ୍ତ ଅଫର, ଏଭଳି କରନ୍ତୁ ବୁକିଂ

ବମ୍ବେ: ବଲିଉଡ ଅଭିନେତା ଶାହାରୁଖ ଖାନ୍‌ ଏବଂ ତାପସୀ ପନ୍ନୁ ଅଭିନୀତ ଫିଲ୍ମ ‘ଡଙ୍କି’ ରିଲିଜ ହୋଇଛି। ଦିର୍ଘଦିନ ଧରି ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଭିନ୍ନ କ୍ରେଜ୍‌ ଥିଲା। ଏହାର ପରିଣାମସ୍ବରୂପ ସିନେମାହଲ୍‌ଗୁଡ଼ିକରେ ଦର୍ଶକଙ୍କ ଗହଳି ଦେଖିବାକୁ ମିଳୁଛି। ତେବେ…

ଗୋବିନ୍ଦା @୬୦

ମୁମ୍ବାଇ: ୨୧ ଡିସେମ୍ବର ଅର୍ଥାତ୍‌ ଆଜି ହେଉଛି ସୁପରଷ୍ଟାର ଗୋବିନ୍ଦାଙ୍କ ୬୦ତମ ଜନ୍ମଦିନ। ୧୯୬୩ରେ ଜନ୍ମିତ ଗୋବିନ୍ଦା ଜୀବନରେ ଅନେକ ଉତ୍‌ଥାନ ପତ୍ତନ ଦେଇ ଗତି କରି ସଫଳତାର ଶୀର୍ଷରେ ପହଞ୍ଚିଛନ୍ତି। ସେ ୧୯୮୬ରେ ‘ଇଲଜାମ’ ଜରିଆରେ ତାଙ୍କ କ୍ୟାରିୟର୍‌ ଆରମ୍ଭ…

ମନି ଲଣ୍ଡରିଂ ମାମଲା: ଜ୍ୟାକଲିନଙ୍କୁ ଆଶ୍ୱସ୍ତି, ଇଡିକୁ ନୋଟିସ ଜାରି କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨୧।୧୨: ମନି ଲଣ୍ଡରିଂ ମାମଲାରେ ଫିଲ୍ମ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ଇଡିକୁ ଏକ ନୋଟିସ ଜାରି କରିଛନ୍ତି। ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜଡିତ ୨୦୦ କୋଟି ମନି ଲଣ୍ଡରିଂ ମାମଲାରେ ତାଙ୍କ ବିରୋଧରେ ପଞ୍ଜୀକୃତ…

ପରଦାରେ ‘ଡଙ୍କି’: ମିଳିଲା ୪ ଷ୍ଟାର ରେଟିଂ, ପ୍ରଶଂସକ କହୁଛନ୍ତି ‘ମାଷ୍ଟରପିସ୍‌’

ବମ୍ବେ: ‘ପଠାନ୍‌’ ଏବଂ ‘ଜଓ୍ବାନ୍‌’ ପରେ କିଙ୍ଗ୍‌ ଖାନ୍‌ଙ୍କ ‘ଡଙ୍କି’ ଏବ ବଡ଼ ପରଦାରେ ରିଲିଜ ହୋଇଛି। ଆଡଭାନ୍ସ ବୁକିଂରେ ପ୍ରଥମରୁ ଏହା ରେକର୍ଡ କରିଥିବା ବେଳେ ଏବେ ଦର୍ଶକଙ୍କ କ୍ରେଜ୍‌ ଦ୍ୱିଗୁଣିତ ହୋଇଛି। କାହାଣୀଟି ପସନ୍ଦ ଆସୁଥିବାରୁ ବ୍ୟବସାୟରେ ‘ଡଙ୍କି’…

ଅନୁଭବଙ୍କୁ ବିବାହ ବିଚ୍ଛେଦ ଅନୁମତି

କଟକ,୨୧ା୧୨: ବହୁ ଚର୍ଚ୍ଚିତ ଓଲିଉଡ୍‌ ଯୋଡ଼ି ବର୍ଷା ପ୍ରିୟଦର୍ଶିନୀ-ଅନୁଭବ ମହାନ୍ତିଙ୍କ ମଧ୍ୟରେ ବିବାହ ବିଚ୍ଛେଦ ହେବ। ଏନେଇ ଅନୁଭବଙ୍କୁ ଗୁରୁବାର ହାଇକୋର୍ଟ ଅନୁମତି ଦେଇଛନ୍ତି। ଅନୁଭବଙ୍କ ଆବେଦନ ଆଧାରରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ବିବାହ ବିଚ୍ଛେଦ ଆବେଦନକୁ ପରିବାର…

କ୍ୟାଟ୍ରିନାଙ୍କ ନୂଆ ଅବତାର

ମୁମ୍ବାଇ: ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କୁ ନୂଆବର୍ଷରେ ନୂଆ ଅବତାରରେ ଦେଖିବାକୁ ମିଳିବ। ଫିଲ୍ମ ‘ମେରୀ ଖ୍ରୀଷ୍ଟମାସ’ ଘୋଷଣା ହେବା ପରଠାରୁ ଦର୍ଶକମାନେ ଉତ୍ସାହର ସହିତ ଏହି ଫିଲ୍ମକୁ ଅପେକ୍ଷା କରିଛନ୍ତି। ତେବେ ୧୨ ଜାନୁୟାରୀ ୨୦୨୪ରେ ଏହି ଫିଲ୍ମ୍‌ ପ୍ରେକ୍ଷାଳୟରେ ମୁକ୍ତିଲାଭ…

ନିର୍ବାଚନ ଲଢିବେ କଙ୍ଗନା

ନୂଆଦିଲ୍ଲୀ,୨୦।୧୨: ବଲିଉଡର ବିବାଦୀୟ ଅଭିନେତ୍ରୀ କଙ୍ଗନା ରଣାୱତ ସବୁବେଳେ ତାଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ରୁହନ୍ତି। ହେଲେ କିଛିଦିନ ହେବ ନିର୍ବାଚନ ଲଢିବେ କି ନାହିଁ ସେ ନେଇ ଚର୍ଚ୍ଚାରେ ଥିଲେ। ତେବେ ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ବାପା…

ସାମ୍ବାଦିକା ଜ୍ୟାକଲିନ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜ ଇଣ୍ଡଷ୍ଟ୍ରିର ଆଗଧାଡିର ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ। ଜ୍ୟାକଲିନଙ୍କ ହଟ ନେସ୍‌ ଉପରେ ଲକ୍ଷ ଲକ୍ଷ ଦର୍ଶକ ଫିଦା ହୋଇଥାଆନ୍ତି। ସେ ପ୍ରତିଦିନ ସୋସିଆଲ ମିଡିଆରେ ନିଜର ଫଟୋ ଶେୟାର କରିଥା’ନ୍ତି ଯାହା ଭାଇରାଲ ହୋଇଯାଏ।…

ରିଲିଜ୍‌ ପୂର୍ବରୁ କୋଟି କୋଟି ଟଙ୍କା ରୋଜଗାର କଲାଣି ଶାହାରୁଖଙ୍କ ଡଙ୍କି, ଆଡଭାନ୍ସ ବୁକିଂରେ ରେକର୍ଡ

ମୁମ୍ବାଇ: ସୁପରଷ୍ଟାର ଶାହାରୁଖ ଖାନ ଚଳିତ ବର୍ଷର ତୃତୀୟ ବ୍ଲକବଷ୍ଟର ଫିଲ୍ମ ଭେଟି ଦେବାକୁ ପ୍ରସ୍ତୁତ ହେଉଛନ୍ତି। ପଠାନ ଏବଂ ଯବାନର ବଡ ସଫଳତା ପରେ ବର୍ତ୍ତମାନ ଅଭିନେତା ‘ଡଙ୍କି’ ସହିତ ପ୍ରେକ୍ଷାଳୟକୁ ଆସିବାକୁ ଯାଉଛନ୍ତି। କିଙ୍ଗ୍‌ଖାନଙ୍କ ଏହି ଚଳଚ୍ଚିତ୍ରକୁ ନେଇ…

ରାମ ମନ୍ଦିରର ଭବ୍ୟ ଉଦଘାଟନ ସମାରୋହରେ ବିଶେଷ ଅତିଥି ହେବେ ଭଜନ ସମ୍ରାଟ ଅନୁପ ଜଲୋଟା

ମୁମ୍ବାଇ,୨୦।୧୨: ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନୀ ଉତ୍ସବକୁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା ଆସନ୍ତା ବର୍ଷ ଅର୍ଥାତ୍‌ ୨୨ ଜାନୁୟାରୀ ୨୦୨୪ରେ ହେବ। ରାମ ମନ୍ଦିରର ଉଦଘାଟନକୁ ନେଇ ସମସ୍ତେ ବହୁତ ଉତ୍ସାହିତ…

ଘରୁ ପଳାଇ ପୋଲିସ ହାତରେ ଧରାପଡ଼ିଥିଲେ

ମୁମ୍ବାଇ: ଫେମିନା ମିସ୍‌ ଇଣ୍ଡିଆ-୨୦୨୦ର ପ୍ରଥମ ରନର୍ସ ଅପ୍‌ ଉତ୍ତର ପ୍ରଦେଶର ମାନ୍ୟା ସିଂ ଏବେ ବିଗ୍‌ବସ୍‌ ସିଜନ-୧୬ରେ ନଜରକୁ ଆସିଛନ୍ତି। ତେବେ ତାଙ୍କୁ ଏହି ସଫଳତାରେ ପହଞ୍ଚିବାକୁ ଅନେକ କଷ୍ଟ ସହିବାକୁ ପଡ଼ିଛି। ଅନେକ ସଂଘର୍ଷ କରିବାକୁ ପଡ଼ିଛି। ମାନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?