ମନୋରଞ୍ଜନ

ସରକାରଙ୍କଠାରୁ ମାସିକ କେତେ ଟଙ୍କା ଦରମା ପାଆନ୍ତି କଙ୍ଗନା ରାଣାୱତ, ଜାଣିଲେ…

ନୂଆଦିଲ୍ଲୀ,୨୩।୪: ଅନେକ ବଲିଉଡ ତାରକା ମଧ୍ୟ ରାଜନେତା। ଏଥିରେ କଙ୍ଗନା ରାଣାୱତ, ଅରୁଣ ଗୋଭିଲ ଏବଂ ରବି କିଶନ ପ୍ରମୁଖ ଅଛନ୍ତି। ଏହି ତାରକାମାନେ କେବଳ ସେମାନଙ୍କ ଚଳଚ୍ଚିତ୍ରରୁ ଯଥେଷ୍ଟ ଆୟ କରନ୍ତି ନାହିଁ, ବରଂ ସରକାରଙ୍କଠାରୁ ଦରମା ଏବଂ ଅନ୍ୟାନ୍ୟ…

ଅଧରାତିରେ ଅମିତାଭ ବଚ୍ଚନ ମୋତେ କରନ୍ତି ଫୋନ: ଅଭିନେତ୍ରୀ ଦିବ୍ୟା ଦତ୍ତ କଲେ ବଡ଼ ଖୁଲାସା

ଅମିତାଭ ବଚ୍ଚନ ବଲିଉଡର ‘ଶେହନଶା’। ଅନେକ ବ୍ଲକବଷ୍ଟର ଫିଲ୍ମ ଜରିଆରେ ସେ ଆଜି ପର୍ଯ୍ୟନ୍ତ ଦର୍ଶକଙ୍କ ହୃଦୟରେ ରାଜ କରିଆସୁଛନ୍ତି। କେବଳ ଅଭିନୟ ନୁହେଁ, ଉତ୍ତମ ସ୍ବଭାବ ପାଇଁ ମଧ୍ୟ ବିଗ୍‌ ବି ପ୍ରଶଂସା ସାଉଁଟିଥାନ୍ତି। ନିକଟରେ ଏକ ସାକ୍ଷାତକାରରେ ଅଭିନେତ୍ରୀ…

ବିପ୍ପଜନକ ମିଶନରେ ପ୍ରିୟଙ୍କା ଚୋପ୍ରା

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ୍‌ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ତାଙ୍କ ଅଭିନୀତ ହଲିଉଡ ସିରିଜ୍‌ ‘ସିଟାଡେଲ’ ଚହଳ ସୃଷ୍ଟି କରିଛି। ପିସି ୨୦୨୩ରେ ‘ସିଟାଡେଲ’ ସିରିଜ୍‌ରେ ନଜର ଆସିଥିଲେ। ଏହାକୁ ଦର୍ଶକମାନେ ଅତ୍ୟନ୍ତ ପ୍ରଶଂସା କରିଥିଲେ।…

ରଣବୀରଙ୍କ ଭଉଣୀ ରିଦ୍ଧିମାଙ୍କ ଅଭିନୟରେ ଡେବ୍ୟୁ, ଟ୍ରେଲର ରିଲିଜ ପରେ ବଢ଼ିଲା ଚର୍ଚ୍ଚା

ମୁମ୍ବାଇ: ଅଭିନୟ ଜଗତରେ ପାଦ ଥାପିଛନ୍ତି ରଣବୀର କପୁରଙ୍କ ଭଉଣୀ ରିଦ୍ଧିମା କପୁର। ତାଙ୍କର ପ୍ରଥମ ଫିଲ୍ମ ‘ଦାଦି କି ଶାଦୀ’ର ଟ୍ରେଲର ଆଜି ରିଲିଜ ହୋଇଯାଇଛି। ଏହା ସୋସିଆଲ ମିଡିଆରେ ବେଶ ଚର୍ଚ୍ଚାରେ ରହିଛି। ଫିଲ୍ମ ମାଧ୍ୟମରେ ରିଦ୍ଧିମା ବଡ଼…

ଫସିଲେ Prakash Raj, ଭିଡିଓ ଭାଇରାଲ ପରେ ମାମଲା ରୁଜୁ

ହାଇଦ୍ରାବାଦ,୨୧।୪: ପୁଣି ଥରେ ବିବାଦରେ ପ୍ରକାଶ ରାଜ (Prakash Raj) । ନିଜର ସ୍ପଷ୍ଟବାଦୀ ମନ୍ତବ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି ଦକ୍ଷିଣ ଭାରତୀୟ ଅଭିନେତାଙ୍କ ବିରୋଧରେ ଏବେ ଧାର୍ମିକ ଭାବନାକୁ ଆଘାତ ଦେଇଥିବା ଅଭିଯୋଗରେ ମାମଲା ରୁଜୁ ହୋଇଛି।…

ପୁଣି ଥରେ ମା’ ହେବେ ଦୀପିକା ପାଦୁକୋନ, ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି କହିଲେ…

ମୁମ୍ବାଇ: ବଲିଉଡ ଷ୍ଟାର୍‌ ଦୀପିକା ପାଦୁକୋନ ଏବଂ ରଣବୀର ସିଂହ ଦ୍ୱିତୀୟ ଥର ମା-ବାପା ହେବାକୁ ଯାଉଛନ୍ତି। ଉଭୟ କପଲ ଏନେଇ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେମାନଙ୍କ ଝିଅ ଦୁଆ ସେପ୍ଟେମ୍ବର ୨୦୨୪ରେ ଜନ୍ମ ଗ୍ରହଣ କରିଥିଲେ। ତେବେ ଏହି…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ଆନୁଷ୍ଠାନିକ ଭାବେ ଆବେଦନ କରିଛନ୍ତି। ଜାକ୍‌ଲିନ୍‌ ମଧ୍ୟ ଉକ୍ତ ମନିଲଣ୍ଡରିଂ ମାମଲାର ଅନ୍ୟତମ…

କୋହଲିଙ୍କ ଫଟୋରେ ‘ଲାଇକ୍‌’ ମାରିବା ପରେ ମୁହଁ ଖୋଲିଲେ ଅଭିନେତ୍ରୀ: ମୁଁ ଏବେ ଦୁଃଖିତ…

ନୂଆଦିଲ୍ଲୀ,୧୮।୪: ଆଜିର ସମୟରେ ସୋସିଆଲ ମିଡିଆ ଏକ ଏପରି ପ୍ଲାଟଫର୍ମରେ ପରିଣତ ହୋଇଛି, ଯେଉଁଠାରେ ସାମାନ୍ୟ କାର୍ଯ୍ୟକଳାପ ମଧ୍ୟ ଏକ ବଡ଼ ସମସ୍ୟାର ରୂପ ନେଇପାରେ। ଭାରତୀୟ କ୍ରିକେଟର ବିରାଟ କୋହଲି ଏବଂ ଜର୍ମାନ ଅଭିନେତ୍ରୀ ତଥା ଇନ୍‌ଫ୍ଲୁଏନ୍ସର ଲିଜଲାଜେଙ୍କ ମଧ୍ୟରେ…

ଜର୍ମାନ ମଡେଲଙ୍କୁ ‘ଲାଇକ୍‌’ କରି ଫସିଲେ ବିରାଟ କୋହଲି: ଜାଣନ୍ତୁ କିଏ ସେହି…

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଦକ୍ଷ ଖେଳାଳି ବିରାଟ କୋହଲି ସବୁବେଳେ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ଥାନ୍ତି। ସମ୍ପ୍ରତି ସେ 2026 IPL ସିଜିନ ଯୋଗୁ ଯଥେଷ୍ଟ ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି। କିନ୍ତୁ ଏଥର ତାଙ୍କର ଚର୍ଚ୍ଚାରେ ଆସିବାର…

ଓଡ଼ିଶା ପାଇଁ ଗର୍ବ: ଓଡ଼ିଆ ସିନେମା ‘ବୋଉ ବୁଟୁ ଭୂତ’କୁ ଜାତୀୟ ଚଳଚ୍ଚିତ୍ର ସମ୍ମାନ

ଭୁବନେଶ୍ୱର,୧୮ା୪(ବନ୍ଦନା ସେଠୀ):ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗର୍ବ ଆଣି ଦେଇଛି ଓଡ଼ିଆ ଚଳଚ୍ଚିତ୍ର ‘ବୋଉ ବୁଟୁ ଭୂତ’। ମୁମ୍ବାଇରେ ଆୟୋଜିତ ଇନ୍‌କା (ଆଇଏନ୍‌ସିଏ) ଆୱାଡର୍‌ସ ଉତ୍ସବରେ ଏହାକୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ୨୦୨୫ରେ ମୁକ୍ତିଲାଭ କରିଥିବା ଦେଶର ଶ୍ରେଷ୍ଠ ୧୦ଟି…

ଲୁଚାଛପାରେ ବିବାହ କଲେ ଲୋକପ୍ରିୟ ଗାୟକ ଜୁବିନ ନୌଟିୟାଲ! ଜାଣନ୍ତୁ କିଏ ହେଲେ ଜୀବନସାଥୀ… 

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଜଣାଶୁଣା ଗାୟକ ଜୁବିନ ନୌଟିୟାଲ ନିଜର ସୁମଧୁର ସ୍ବର ପାଇଁ ସବୁବେଳେ ଚର୍ଚ୍ଚାରେ ଥାନ୍ତି। କିନ୍ତୁ ନିଜ ବ୍ୟକ୍ତିଗତ ଜୀବନକୁ ସେ ସବୁବେଳେ ଲାଇମଲାଇଟ୍‌ରୁ ଦୂରେଇ ରଖିବାକୁ ପସନ୍ଦ କରନ୍ତି। ବର୍ତ୍ତମାନ ସୋସିଆଲ ମିଡିଆରେ ଏକ…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ କିମ୍ବା ସର୍ଜରୀ କରିଥିବା ଆଲୋଚନା ହେଉଛି। କିନ୍ତୁ ଏକ ସାକ୍ଷାତକାରରେ ସେ ଏହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?