ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚିଥିଲେ ସିନେମାର ଏକ୍ଜିକ୍ୟୁଟିଭ୍ ପ୍ରଡ୍ୟୁସର ସୁପସା ଦତ୍ତଙ୍କ ସମେତ ନିର୍ଦ୍ଦେଶକ, ପ୍ରଯୋଜକ…
ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା
ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି ଫିଲ୍ମକୁ ଯିଏ ଦେଖୁଛି ସିଏ ପ୍ରଶଂସା କରୁଛି। କ୍ରିକେଟର ବିରାଟ କୋହଲିଙ୍କ ହୃଦୟରେ…
ସଲମାନଙ୍କ ଫଟା ଜୋତାର ଦାମ୍ ଜାଣିଲେ ଉଡିଯିବ ହୋଶ୍
ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି ସେ ଚର୍ଚ୍ଚାରେ ଥାନ୍ତି। ନିକଟରେ ସେ ପିନ୍ଧିଥିବା ଜୋତାକୁ ନେଇ ଆଲୋଚନା ହେଉଛି।…
ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍ କରି…
ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ ଧାରାବାହିକ ‘କାୟଲ’ରେ ଏକ ପ୍ରମୁଖ ଚରିତ୍ରରେ ଅଭିନୟ କରୁଥିଲେ। ତାଙ୍କ ମୃତ୍ୟୁ ସମଗ୍ର…
ପ୍ରଶଂସକଙ୍କୁ ଗୁଡ୍ନ୍ୟୁଜ୍ ଦେଲେ କରିଶ୍ମା: ଖୁବ୍ଶୀଘ୍ର…
ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍ନ୍ୟୁଜ୍ ଦେଇଛନ୍ତି। ଏବେ ଉଭୟଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ଇନଷ୍ଟାଗ୍ରାମରେ ଶେୟାର କରାଯାଇଥିବା ପୋଷ୍ଟ…
ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍ଶୀଘ୍ର ମୋ’ ଯାତ୍ରାରେ…
ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା ମଞ୍ଚରେ ଅଭିନୟ କରିବେ। ଏକ ଭିଡିଓରେ ରାଣୀ ପଣ୍ଡା କହିଛନ୍ତି, ମୁଁ ଆପଣମାନଙ୍କୁ…
ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ
ବଲିଉଡ୍ ଅଭିନେତା ରଣବୀର କପୁର ଆଜିକାଲି ବେଶ୍ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍ ହୋଇଛି। ଦର୍ଶକ ରଣବୀରଙ୍କୁ ଭଗବାନ ରାମ ଅବତାରରେ ଦେଖି ପ୍ରଶଂସା କରୁଛନ୍ତି। ସ୍ତ୍ରୀ ଆଲିଆ ମଧ୍ୟ ସ୍ବାମୀଙ୍କ…
ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର
ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା। ଏହା ଏକ ମଜାଦାର ପାରିବାରିକ ମନୋରଞ୍ଜନଧର୍ମୀ ଫିଲ୍ମ। ଦର୍ଶକଙ୍କୁ କିନ୍ତୁ ଏହି ଫିଲ୍ମ…
କ୍ରିକେଟର୍ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ
କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା ଏକ ସୁନା ଚେନ ସହିତ ଜଡିତ। ନୋଟିସରେ କୁହାଯାଇଛି ଯେ, ରାଜପକ୍ଷେ ତାଙ୍କୁ…
ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ
ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର ସ୍ବର୍ଣ୍ଣ ମନ୍ଦିର (Golden Temple) ପରିଦର୍ଶନ କରିବା ସହ ସେଠାରେ ସେବା କାର୍ଯ୍ୟରେ…
ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ
ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ ବାଦଶାହା ଶାହାରୁଖ ଏହି ଯୁଦ୍ଧ ଦେଖି ଭୟଭୀତ ହୋଇପଡ଼ିଛନ୍ତି। ସେ ତାଙ୍କ ଆକ୍ସନ-ଥ୍ରୀଲର…
କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର
ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର ଶେୟାର କରି ସେ ଲେଖିଛନ୍ତି, ‘ଅପାର କୃତଜ୍ଞତା ଏବଂ ପ୍ରେମରେ ପରିପୂର୍ଣ୍ଣ ହୃଦୟ…

