ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟ-ରଶ୍ମିକା, ମଣ୍ଡପ ବାହାରେ ବଣ୍ଟାହେଲା ମିଠା
ଉଦୟପୁର,୨୬।୨: ଅଭିନେତା ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଏହି କପଲ ଉଦୟପୁରରେ ଦକ୍ଷିଣ ଭାରତୀୟ ରୀତିନୀତି ଅନୁସାରେ ସାତ ଜନ୍ମର ସାଥୀ ହୋଇଛନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ବିବାହ…
୨ଥର ବିବାହ କରିବେ ରଶ୍ମିକା ଓ ବିଜୟ! କାରଣ ଜାଣିଲେ ହୋଇଯିବେ ତାଜୁବ
ମୁମ୍ୱାଇ: ଦକ୍ଷିଣ ଭାରତୀୟ ସିନେମାର ସବୁଠାରୁ ଲୋକପ୍ରିୟ ଏବଂ ପାଓ଼୍ବର ଦମ୍ପତିଙ୍କ ମଧ୍ୟରୁ ଜଣେ ଭାବରେ ବିବେଚିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଦୀର୍ଘ ସମୟ ଧରି ସେମାନଙ୍କ ସମ୍ପର୍କକୁ ସିକ୍ରେଟ ରଖିବା ପରେ,…
ଆଜି ରଶ୍ମିକା-ବିଜୟଙ୍କ ପଡିବ ହାତଗଣ୍ଠି: ଏହି ଖାସ୍ ‘ଥିମ୍’ ସହିତ କରିବେ ବିବାହ
ମୁମ୍ବାଇ: ଅଭିନେତା ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା ଆଜି ଉଦୟପୁରରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହି କପଲ ସେମାନଙ୍କର ତେଲୁଗୁ ଏବଂ କୋଡାଭା ମୂଳକୁ ସମ୍ମାନ ଜଣାଇ ଦୁଇଟି ସମାରୋହ କରିବେ। ସଦ୍ୟତମ ରିପୋର୍ଟ ଅନୁସାରେ, ଏହି…
ସ୍ତ୍ରୀଙ୍କୁ ପ୍ରଶଂସାରେ ପୋତି ପକାଇଲେ ବିକି
ବଲିଉଡର ଚର୍ଚ୍ଚିତ କପଲ୍ଙ୍କ ମଧ୍ୟରୁ କ୍ୟାଟ୍ରିନା କୈଫ ଏବଂ ବିକି କୌଶଳ ଅନ୍ୟତମ। ଉଭୟ ଆଜିକାଲି ପୁଅ ବିହାନ ସହ ସମୟ ବିତାଉଛନ୍ତି। ନିକଟରେ ବିକି ପିତା ହେବାର ଅଭିଜ୍ଞତା ବାଣ୍ଟିଛନ୍ତି। ବିହାନ ଏବେ ତିନି ମାସର। ମୁଁ ଏବେ କେବଳ…
ନାୟିକାଙ୍କୁ ନେଇ ଖୋଲାଖୋଲି ଏମତି କହିଦେଲେ ଅନିଲ କପୁର
ଏଭରଗ୍ରୀନ୍ ଅଭିନେତା ଅନିଲ କପୁର ଫିଲ୍ମ ‘ସୁବେଦାର’ରେ ନଜର ଆସିବାକୁ ଯାଉଛନ୍ତି। ଏହି ଫିଲ୍ମରେ ସେ ଏକ ଶକ୍ତିଶାଳୀ ଭୂମିକାରେ ଅଭିନୟ କରିବେ। ଫିଲ୍ମର ପ୍ରଭାବଶାଳୀ ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ପ୍ରଶଂସା କରୁଛନ୍ତି। ଟ୍ରେଲର ଲଞ୍ଚରେ ଅନିଲ କପୁର…
ମନର କଥା ବଖାଣିଲେ ସାମନ୍ଥା: କେବଳ ରାଜ୍ଙ୍କ ପାଇଁ…
ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ଆଜିକାଲି ସୁଖୀ ଦାମ୍ପତ୍ୟ ଜୀବନ ବିତାଉଛନ୍ତି। ସ୍ବାମୀ ତଥା ଚଳଚ୍ଚିତ୍ର ନିର୍ମାତା ରାଜ ନିଦିମୋରୁଙ୍କ ସହ ସେ ହନିମୁନ୍ରୁ ଫେରିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ନିଜ ହୃଦୟର କଥା କହିଛନ୍ତି ସାମନ୍ଥା। ପୂର୍ବତନ ସ୍ବାମୀ ନାଗା…
ଅର୍ଚ୍ଚିତାଙ୍କ ପାଇଁ ସ୍ପେଶାଲ ମେସେଜ ଲେଖିଲେ ସବ୍ୟସାଚୀ, କହିଲେ ମୁଁ ତୁମକୁ ଇର୍ଷା କରେ…
ଭୁବନେଶ୍ୱର,୨୨।୨: ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ସ୍ତ୍ରୀଙ୍କ ପାଇଁ ଲେଖିଛନ୍ତି ସ୍ପେଶାଲ ମେସେଜ୍। ଇନଷ୍ଟାରେ ସେ ଏକ ଭାବପ୍ରବଣ ପୋଷ୍ଟ କରିଛନ୍ତି। ଯାହାକୁ ନେଇ ସୋସିଆଲ ମିଡିଆରେ ଖୁବ ଚର୍ଚ୍ଚା ହେଉଛି। ନିକଟରେ ବାପା-ମାଆ ହୋଇଛନ୍ତି ସବ୍ୟର୍ଚ୍ଚିତା। ଅର୍ଚ୍ଚିତା ପୁତ୍ର ସନ୍ତାନ…
ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍ ଫଟୋ
ମୁମ୍ବାଇ: ବଲିଉଡର ଫିଟନେସ୍ କୁଇନ୍ ତଥା ଖ୍ୟାତନାମା ଆଇଟମ୍ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକଅପ ପରେ ଏବେ ମଲାଇକାଙ୍କ ନାଁ ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ସହ ଯୋଡ଼ା…
ଲାଇଭ୍ ଇଭେଣ୍ଟରେ ଖସିପଡ଼ିଲା ମୃଣାଳଙ୍କ କାନ ଝୁମୁକା: ଆଉ ତା’ପରେ…ଦେଖନ୍ତୁ Video
ଅଭିନେତ୍ରୀ ମୃଣାଲ ଠାକୁର ରୂପରେ ଯେମିତି, ଅଭିନୟରେ ବି ସେମିତି ନିପୂଣ। ଖୁବ୍ କମ୍ ଦିନରେ ସେ ଦର୍ଶକଙ୍କ ହୃଦୟରେ ରାଜ୍ କରିଛନ୍ତି। ସେ ଏବେ ବଲିଉଡ୍ର ମୋଷ୍ଟ ଟ୍ୟାଲେଣ୍ଟେଡ୍ ଗର୍ଲ ଭାବେ ପରିଚିତ। ନିକଟରେ ଅଭିନେତ୍ରୀଙ୍କୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…
ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍
ବଲିଉଡର ବରିଷ୍ଠ ସ୍କ୍ରିନ୍ରାଇଟର୍ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା। ସେ ବର୍ତ୍ତମାନ ଡାକ୍ତରଙ୍କ କଡ଼ା ନିରୀକ୍ଷଣରେ ଅଛନ୍ତି। ସମଗ୍ର ପରିବାର ସଲିମଙ୍କ ସ୍ବାସ୍ଥ୍ୟାବସ୍ଥାକୁ…
ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ
ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ସଲମାନ ଖାନ ଏବଂ ତାଙ୍କ ଭଉଣୀ ତାଙ୍କ ପିତାଙ୍କୁ ଭେଟିବା…
ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା
ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ ତାଙ୍କୁ ମାର୍ଚ୍ଚ ୧୮ ପର୍ଯ୍ୟନ୍ତ ଜାମିନ ପ୍ରଦାନ କରିଛନ୍ତି।…

