ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ
ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା ମୁମ୍ବାଇର ଚକଚକିଆ, ଗ୍ଲାମର ଏବଂ ବିଳାସପୂର୍ଣ୍ଣ ଜୀବନରେ ବ୍ୟସ୍ତ ରୁହନ୍ତି, ସେଠାରେ ତାଙ୍କ…
ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ
ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ ନାହାନ୍ତି। ପ୍ରାୟ ଏକ ବର୍ଷ ଧରି କର୍କଟ ରୋଗ ସହ ସଂଗ୍ରାମ କରିବା…
ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ
ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଆଗାମୀ ଫିଲ୍ମ ‘ରାକା’କୁ ନେଇ ଫ୍ୟାନମାନଙ୍କ ଉତ୍ସାହ ବଢ଼ିଛି। ଭାରୀ ବଜେଟରେ…
ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ
ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ ଉପରେ ବର୍ଷିଥିଲେ ସଲମାନ । ଏହି ସମୟରେ ସେ ଏତେ ରାଗିଯାଇଥିଲେ ଯେ…
କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍ଙ୍କଠାରୁ ଶିଖ…
ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍ ଓ ପାପାରାଜିଙ୍କ ପକ୍ଷରୁ ତାଙ୍କ ଲୁକ୍ ଓ ଓଜନକୁ ନେଇ ଟ୍ରୋଲିଂ ଆରମ୍ଭ…
ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍’
ମୁମ୍ବାଇ: ବଲିଉଡ୍ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍ ଏବଂ ରଣବୀର୍ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍ ଦମ୍ପତିଙ୍କ କୋଳକୁ ଏକ କନ୍ୟାରତ୍ନ ଆସିଛନ୍ତି। ନିଜର ଦ୍ୱିତୀୟ ସନ୍ତାନର ଆଗମନ ନେଇ ଦୀପିକା ଓ…
୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!
ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର ଅଧ୍ୟକ୍ଷ ଅଭୟ ସିହ୍ନା ଶୁକ୍ରବାର ଦିନ ଏହି ସୂଚନା ଦେଇଛନ୍ତି। ଏହି ଚଳଚ୍ଚିତ୍ରଟି…
ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ
ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ ପ୍ରତିମା ସ୍ଥାପନ କରିଥିଲେ ଏବଂ ସେବେଠାରୁ ‘ବାପ୍ପା’ଙ୍କ ପୂଜାର୍ଚ୍ଚନାରେ ବ୍ୟସ୍ତ ଅଛନ୍ତି। ଏହି…
ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…
ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ ବାରମ୍ବାର ସର୍ବସାଧାରଣରେ ଦେଖାଯିବା କାରଣରୁ ମଧ୍ୟ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ସଲମାନ ‘ଗଣପତି…
ବ୍ରେକଅପ୍ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…
ନୂଆଦିଲ୍ଲୀ,୧୭।୯: ଟିମ୍ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲ ଦୁହିଁଙ୍କ ସମ୍ପର୍କ ଶେଷ ହୋଇଥିବା ନେଇ…
କନ୍ନଡ ଅଭିନେତା ଅନନ୍ତ ନାଗ୍ ପାଇବେ ଦାଦା ସାହେବ ଫାଲ୍କେ ଆୱାର୍ଡ
ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍ ଅଭିନେତା ଅନନ୍ତ ନାଗ । ୨୦୨୪ ପାଇଁ ତାଙ୍କ ନାମ ଘୋଷଣା କରିଛନ୍ତି ଭାରତ ସରକାର । ଭାରତୀୟ…
ଶ୍ରୀଦେବୀଙ୍କ ସମ୍ପତ୍ତିକୁ ନେଇ ଉଠିଲାଣି ବିବାଦ; ସୁପ୍ରିମକୋର୍ଟ ଦେଲେ ଏମିତି ପରାମର୍ଶ
ନୂଆଦିଲ୍ଲୀ,୧୬।୯: ସୁପ୍ରିମକୋର୍ଟ ବଲିଉଡର ସ୍ବର୍ଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ପାରିବାରିକ ସମ୍ପତ୍ତି ସହ ଜଡ଼ିତ ବିବାଦର ସମାଧାନ ପାରସ୍ପରିକ ଆଲୋଚନା ମାଧ୍ୟମରେ କରିବାକୁ ପରାମର୍ଶ ଦେଇଛନ୍ତି। ଚେନ୍ନାଇର ଶୋଲିଙ୍ଗାନାଲୁର ଅଞ୍ଚଳରେ ଥିବା ପ୍ରାୟ ୪.୭୭ ଏକର ଜମି ସମ୍ବନ୍ଧୀୟ ମାମଲାର ଶୁଣାଣି ସମୟରେ…

