ଦୁଇଟି ରାଜ୍ୟରେ ବ୍ୟାନ ବିରୋଧରେ ସୁପ୍ରିମକୋର୍ଟ ପହଞ୍ଚିଲେ ‘ଦ କେରଲା ଷ୍ଟୋରି’ର ମେକର୍ସ, କହିଲେ ପ୍ରତିଦିନ ହେଉଛି କ୍ଷତି
ନୂଆଦିଲ୍ଲୀ,୧୦।୫: ବଲିଉଡ ମୁଭି ‘ଦ କେରଲା ଷ୍ଟୋରି’କୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନି। ଏବେ ଫିଲ୍ମର ପ୍ରଦର୍ଶନ ଉପରେ ପଶ୍ଚିମବଙ୍ଗ ଓ ତାମିଲନାଡୁରେ ବ୍ୟାନ ଲାଗିବା ପରେ ଏହାକୁ ବିରୋଧ କରି ଫିଲ୍ମ ନିର୍ମାତାଙ୍କ ଆବେଦନକୁ ବରିଷ୍ଠ ଆଇନଜୀବୀ ହରିଶ…
୭.୮ କୋଟି ଟଙ୍କାର ଘର କିଣିଲେ ସାମନ୍ଥା
ମୁମ୍ବାଇ: ସାଉଥ୍ ଇଣ୍ଡଷ୍ଟ୍ରିରେ ଜଣେ ଫେମସ ଅଭିନେତ୍ରୀ ଭାବେ ସାମନ୍ଥା ରୁଥ୍ ପ୍ରଭୁ ବେଶ୍ ଜଣାଶୁଣା। ସେ ତାଙ୍କ ଫିଲ୍ମ କ୍ୟାରିୟର ମଧ୍ୟରେ ବହୁ ବ୍ଲକବୁଷ୍ଟର ମୁଭି ଦର୍ଶକଙ୍କୁ ଭେଟି ଦେଇଛନ୍ତି। ନିକଟରେ ସେ ସ୍ବାମୀ ସାଉଥ୍ ଅଭିନେତା ନାଗା ଚୈତନ୍ୟଙ୍କ…
ସଲମାନଙ୍କୁ ବି ପଛରେ ପକାଇଲା ‘ଦ କେରଲା ଷ୍ଟୋରି’
ମୁମ୍ବାଇ: ବଲିଉଡର ଆଉ ଏକ ବିବାଦୀୟ ମୁଭି ‘ଦ କେରଲା ଷ୍ଟୋରି’ ଏବେ ଖୁବ ଚର୍ଚ୍ଚାରେ। ଫିଲ୍ମରେ ଅଦା ଶର୍ମା ଲିଡ ରୋଲ ପ୍ଲେ କରୁଛନ୍ତି। ସୁଦିପ୍ତୋ ସେନଙ୍କ ନିର୍ଦ୍ଦେଶନାରେ ନିର୍ମାଣ କରାଯାଇଥିବା ମୁଭି ‘ଦ କେରଲା ଷ୍ଟୋରି’ ସିନେମା ହଲରେ…
କେକେକେ ୧୩ରେ ନଜର ଆସିବେ ଡେଜି ଶାହ
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଡେଜି ଶାହ ଷ୍ଟଣ୍ଟ ବେସ୍ଡ ରିୟଲିଟି ଶୋ’ ଖତରୋଁ କେ ଖିଲାଡି ସିଜନ ୧୩ ସହ ଫେରିବାକୁ ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ହୋଇଗଲେଣି। ଏଥର ସେ ଫିଲ୍ମ ମେକର ରୋହିତ ସେଟ୍ଟିଙ୍କ ଗାଇଡାନ୍ସରେ ଷ୍ଟଣ୍ଟ କରିବାକୁ ନେଇ…
‘ଦ କେରଲା ଷ୍ଟୋରି’କୁ ନେଇ ଏନସିପି ନେତାଙ୍କ ବିବାଦୀୟ ବୟାନ
ନୂଆଦିଲ୍ଲୀ,୯।୫: ଫିଲ୍ମ ‘ଦ କେରଲା ଷ୍ଟୋରି’କୁ ନେଇ ବିବାଦ ଥମିବାର ନାଁ ନେଉନି। ଏହି ଫିଲ୍ମକୁ ନେଇ ପ୍ରତିଦିନ ନୂଆ ନୂଆ ବିବାଦ ସାମ୍ନାକୁ ଆସୁଛି। ମଧ୍ୟପ୍ରଦେଶ ପରେ ଏବେ ଉତ୍ତର ପ୍ରଦେଶରେ ଏହି ଫିଲ୍ମକୁ ଟ୍ୟାକ୍ସ ଫ୍ରି କରାଯାଇଛି। ଏପଟେ…
‘ଆଦିପୁରୁଷ’ର ଦମଦାର ଟ୍ରେଲର ରିଲିଜ
ମୁମ୍ବାଇ: ଅଭିନେତା ପ୍ରଭାସ ଏବଂ କ୍ରିତି ସାନନଙ୍କ ଅଭିନୀତ ଚଳଚ୍ଚିତ୍ର ‘ଆଦିପୁରୁଷ’ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ। ଅନେକ ବିବାଦର ସମ୍ମୁଖୀନ ହୋଇଥିବା ଏହି ଚଳଚ୍ଚିତ୍ର ରିଲିଜକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏସବୁ ମଧ୍ୟରେ…
ସୁପ୍ରିମକୋର୍ଟ ପହଞ୍ଚିଲା ମୁଭି ‘ଦ କେରଲା ଷ୍ଟୋରି’ ବିବାଦ, ୧୫ ମେ’ରେ ଶୁଣାଣି
ନୂଆଦିଲ୍ଲୀ,୯।୫: ବଲିଉଡ ମୁଭି ‘ଦ କେରଲା ଷ୍ଟୋରି’ ଉପରେ ରୋକ ଲଗାଇବାକୁ କେରଳ ହାଇକୋର୍ଟ ମନା କରିବା ପରେ ଆବେଦନକାରୀ ସୁପ୍ରିମକୋର୍ଟ ଅପହଞ୍ଚିଛନ୍ତି। ବରିଷ୍ଠ ଆଇନଜୀବୀ କପିଲ ସିବ୍ବଲ ଏହାର ଶୁଣାଣି ଖୁବଶୀଘ୍ର କରିବାକୁ ଅନୁରୋଧ କରିଛନ୍ତି। ତେବେ ୧୫ ମେ’ରେ…
ଶନିବାର ରାଘବ- ପରିଣୀତିଙ୍କ ନିର୍ବନ୍ଧ
ନୂଆଦିଲ୍ଲୀ,୯।୫: ଆମ ଆଦମୀ ପାର୍ଟି (ଏଏପି) ନେତା ରାଘବ ଚଡ୍ଡା ଏବଂ ଅଭିନେତ୍ରୀ ପରିଣୀତି ଚୋପ୍ରାଙ୍କ ନିର୍ବନ୍ଧ ମେ’୧୩ରେ ହେବ ବୋଲି ଜଣାଯାଇଛି। ସୂଚନାନୁସାରେ, ଏହି ସମାରୋହ ଦିଲ୍ଲୀରେ ଅନୁଷ୍ଠିତ ହେବ ଏବଂ ଏଥିପାଇଁ୧୫୦ ଘନିଷ୍ଠ ବନ୍ଧୁ ଏବଂ ପରିବାର ସଦସ୍ୟଙ୍କୁ…
ସଲମାନ ଖାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ ଜାରି କଲା ପୋଲିସ
ମୁମ୍ବାଇ,୯।୫: ଅଭିନେତା ସଲମାନ ଖାନଙ୍କୁ କିଛି ଦିନ ହେବ ଧମକ ଦିଆଯାଉଛି। ନିକଟରେ ଅଭିନେତାଙ୍କୁ ହତ୍ୟା କରିବା ପାଇଁ ଜଣେ ବ୍ୟକ୍ତି ପୋଲିସକୁ ଧମକପୂର୍ଣ୍ଣ ମେଲ ପଠାଇ ଥିଲେ। ଯାହା ପରେ ପୋଲିସ ସେହି ବ୍ୟକ୍ତିଙ୍କୁ ଖୋଜିବା ପାଇଁ ତଦନ୍ତ ଚଳାଇଥିଲା।…
‘ଦ କେରଲା ଷ୍ଟୋରି’ ନିର୍ଦ୍ଦେଶକଙ୍କୁ ଧମକ
ମୁମ୍ବାଇ,୯।୫: ଫିଲ୍ମ ‘ଦ କେରଲା ଷ୍ଟୋରି’ ନେଇ ଦେଶର ଅନେକ ସ୍ଥାନରେ ବିବାଦ ଲାଗି ରହିଛି। ଏହି କାରଣରୁ ପଶ୍ଚିମବଙ୍ଗରେ ଫିଲ୍ମ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ ହୋଇଥିବାବେଳେ ତାମିଲନାଡୁରେ ଏହି ଶୋ ବାତିଲ କରାଯାଇଛି। ଏହି ସମୟରେ ଫିଲ୍ମର ନିର୍ଦ୍ଦେଶକ ସୁଦୀପ୍ତୋ…
‘ଆଦିପୁରୁଷ’: ରିଲିଜ୍ ପୂର୍ବରୁ ଟ୍ରେଲର୍ ଲିକ୍
ମୁମ୍ବାଇ, ୮।୫: ଦକ୍ଷିଣ ଭାରତର ସିନେ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ଆଦିପୁରୁଷ’ ଖୁବ୍ ଚର୍ଚ୍ଚାରେ ରହିଛି। ଫିଲ୍ମ ‘ଆଦିପୁରୁଷ’ର ଅଫିସିଆଲ ଟ୍ରେଲର ମଙ୍ଗଳବାର ଅର୍ଥାତ୍ ୯ ମେ ରେ ରିଲିଜ୍ ହେବାକୁ ଯାଉଛି। କିନ୍ତୁ ରିଲିଜ୍ ପୂର୍ବରୁ ଫିଲ୍ମ ‘ଆଦିପୁରୁଷ’ର…
ମମତାଙ୍କୁ ଟାର୍ଗେଟ କରି ମାନହାନିର ଧମକ ଦେଲେ ବିବେକ ଅଗ୍ନିହୋତ୍ରୀ
କୋଲକତା,୮।୫: ଫିଲ୍ମ କେରଲା ଷ୍ଟୋରିକୁ ନେଇ ଜାତୀୟ ରାଜନୀତି ସରଗରମ ହେବାରେ ଲାଗିଛି। ରିଲିଜ୍ ପରେ ତାମିଲନାଡୁରେ ଏହି ଫିଲ୍ମକୁ ବ୍ୟାନ କରାଯାଇଥିଲା। କିନ୍ତୁ ମଧ୍ୟପ୍ରଦେଶ ସରକାର ଏହାକୁ ଟିକସ ମୁକ୍ତ କରିଥିଲେ। ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟ୍…
Archives


