ମନୋରଞ୍ଜନ

ଏହି ଫିଲ୍ମରେ ଅଭିନୟ ପାଇଁ ଗୋଟିଏ ଟଙ୍କା ବି ନେଇ ନ ଥିଲେ ଅମିତାଭ-ଜୟା: ହୋଇଗଲା ସୁପରହିଟ୍‌

୧୯୭୫ରେ ଋଷିକେଶ ମୁଖାର୍ଜୀଙ୍କ ଫିଲ୍ମ ‘ଚୁପକେ ଚୁପକେ’ ମୁକ୍ତିଲାଭ କରିଥିଲ। ଏହା ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ଏକ ହାସ୍ୟାତ୍ମକ ଚଳଚ୍ଚିତ୍ର ଥିଲା। ଏହି ସୁପରହିଟ୍‌ ଚଳଚ୍ଚିତ୍ରରେ ଧର୍ମେନ୍ଦ୍ର, ଶର୍ମିଲା ଟାଗୋର, ଓମ ପ୍ରକାଶ, ଉଷା କିରଣ ମଧ୍ୟ ନଜର…

ଶାହରୁଖଙ୍କ ସ୍ତ୍ରୀଙ୍କ ନାଁରେ ମାମଲା ରୁଜୁ

ବଲିଉଡ ଅଭିନେତା ଶାହରୁଖ ଖାନଙ୍କ ସ୍ତ୍ରୀ ଗୌରୀ ଖାନଙ୍କ ଅଡୁଆ ବଢିଛି। ଉତ୍ତରପ୍ରଦେଶର ଲକ୍ଷ୍ନୌରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଭାରତୀୟ ପେନାଲ କୋଡ (ଆଇପିସି)ର ଧାରା ୪୦୯ ଅନୁଯାୟୀ, ଗୌରୀଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ମୁମ୍ବାଇର…

କାର୍ତ୍ତିକ ଆର୍ଯ୍ୟନ ଶେୟାର କଲେ ‘ଭୁଲ ଭୁଲେୟା ୩’ର ଟିଜର

ମୁମ୍ବାଇ: ହିନ୍ଦୀ ସିନେମାର ସୁପରଷ୍ଟାର କାର୍ତ୍ତିକ ଆର୍ଯ୍ୟନ ପୁଣିଥରେ ରୁହ ବାବା କ୍ୟାରେକ୍ଟରରେ ଫ୍ୟାନ୍ସଙ୍କ ଦିଲ ଜିତିବାକୁ ଆସୁଛନ୍ତି । ‘ଭୁଲ ଭୁଲେୟା ୨’ର ସଫଳତା ପରେ ଏବେ ମେକର୍ସ ‘ଭୁଲ ଭୁଲେୟା ୩’ନେଇ ଆସୁଛନ୍ତି । ଏହାର ଘୋଷଣା କାର୍ତ୍ତିକ…

‘ଆରଆରଆର’ର ‘ନାଟୁ ନାଟୁ’ ଗୀତରେ ଝୁମିମ ସାରା ବିଶ୍ୱ, ଓସ୍କାର ସେରିମନିରେ ହେବ ଲାଇଭ ପରଫରମାନ୍ସ

ମୁମ୍ବାଇ,୨ ।୩: ରାମ ଚରଣ ଓ ଜୁନିୟର ଏନଟିଆରଙ୍କ ମୁଭି ‘ଆରଆରଆର’ର ସାରା ବିଶ୍ୱରେ ପ୍ରଶଂସା କରାଯାଉଛି । କେବଳ ଏହି ଫିଲ୍ମ ନୁହେଁ ବରଂ ଏହାର ‘ନାଟୁ ନାଟୁ’ ଗୀତର ନିଶା ଲୋକଙ୍କ ମୁଣ୍ଡରେ ଚଢିଯାଇଛି । ନାଟୁ ନାଟୁ…

ଜର୍ସି ଫ୍ଲପ୍‌ ହେବା ଦେଇଥିଲା ଦୁଃଖ

ବମ୍ବେ: ଫିଲ୍ମ ‘କବିର ସିଂ’ର ସଫଳତା ପରେ ଆଉ ଏକ ସୁପରହିଟ୍‌ ଦକ୍ଷିିଣ ଭାରତୀୟ ଫିଲ୍ମ ‘ଜର୍ସି’ରେ ଅଭିନୟ କରିବାକୁ ବାଛିଥିଲେ ଅଭିନେତା ଶାହିଦ କପୁର। ଏହା ମଧ୍ୟ ହିଟ୍‌ ହେବ ବୋଲି ଆଶା କରାଯାଉଥିଲା। ହେଲେ କରୋନା ମହାମାରୀ ଯୋଗୁ…

ବହୁ ପ୍ରତୀକ୍ଷିତ ଫିଲ୍ମ ‘ଜ୍ୱିଗାଟୋ’ର ଟ୍ରେଲର ରିଲିଜ୍‌

କମେଡି କିଙ୍ଗ କପିଲ ଶର୍ମାଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଜ୍ୱିଗାଟୋ’ର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଫିଲ୍ମରେ କପିଲ ମୁଖ୍ୟ ଚରିତ୍ରରେ ଅଭିନୟ କରିବେ। ସବୁବେଳେ କମେଡି କରୁଥିବା କପିଲଙ୍କୁ ଫିଲ୍ମ ତାଙ୍କ ଭାବମୂର୍ତ୍ତିର ବିପରୀତ ଭୂମିକାରେ ଦେଖିବାକୁ ମିଳିବ। ତାଙ୍କୁ…

ଏହି ଶବ୍ଦକୁ ଘୃଣା କରନ୍ତି ଶାହିଦ

ଅଭିନେତା ଶାହିଦ କପୁର ଆଜିକାଲି ତାଙ୍କ ୱେବ ସିରିଜ ‘ଫର୍ଜି’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ମଡେଲ ଭାବରେ କ୍ୟାରିୟର ଆରମ୍ଭ କରିଥିବା ଶାହିଦ ବଲିଉଡ୍‌କୁ ହିଟ୍‌ ଫିଲ୍ମ ଦେଇଛନ୍ତି। ବଲିଉଡରେ ତାଙ୍କର ପରିଚୟ ‘ଏକ ଚକୋଲେଟ ବୟ’ ଭାବେ ରହିଛି। କେହି…

ରାମ ଚରଣଙ୍କ ପ୍ରଥମ ଶିଶୁ ବିଦେଶରେ ନୁହେଁ, ଭାରତରେ ହେବ ଜନ୍ମ

ଦକ୍ଷିଣ ଚଳଚ୍ଚିତ୍ର ସୁପରଷ୍ଟାର ରାମ ଚରଣ ଏବଂ ତାଙ୍କ ସ୍ତ୍ରୀ ଉପସାନା କାମିନେନି କୋନିଡେଲା ସେମାନଙ୍କର ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ଯାଉଛନ୍ତି। ଏହି ଦମ୍ପତି ଆଜିକାଲି ଆମେରିକାରେ ଅଛନ୍ତି। ଏବେ ଦୁହେଁ ସେଠାରେ ସେମାନଙ୍କର ପ୍ରଥମ ସନ୍ତାନ ଜନ୍ମ ଦେବେ…

ରିଲିଜ ହେଲା ବିଲ୍ଲି ବିଲ୍ଲି ଗୀତର ଟିଜର

ମୁମ୍ବାଇ: ସଲମାନଙ୍କ ପ୍ରଶଂସକଙ୍କ ପାଇଁ ବଡ ଖବର । ଏବେ ଦର୍ଶକଙ୍କୁ ଇଦ ଭେଟି ଦେବାକୁ ଯାଉଛନ୍ତି ଭାଇଜାନ । ଚଳିତ ବର୍ଷ ସଲମାନ ଇଦରେ ‘କିସି କା ଭାଇ କିସିକା ଜାନ’ ନେଇ ଆସୁଛନ୍ତି । ସୂଚନାଯୋଗ୍ୟ, କିଛି ବର୍ଷପରେ…

ମୁକେଶ ଅମ୍ବାନୀ-ଅମିତାଭ-ଧର୍ମେନ୍ଦ୍ରଙ୍କ ଘର ଉଡ଼ାଇ ଦେବାକୁ ମିଳିଲା ଧମକ: ପୋଲିସ ନେଲା କାର୍ଯ୍ୟାନୁଷ୍ଠାନ

ମୁମ୍ବାଇ,୧।୩: ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ମୁକେଶ ଅମ୍ବାନୀ, ବଲିଉଡ୍‌ର ଲୋକପ୍ରିୟ ଅଭିନେତା ଅମିତାଭ ବଚ୍ଚନ ଏବଂ ଧର୍ମେନ୍ଦ୍ରଙ୍କ ଘର ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ମଙ୍ଗଳବାର କେହି ଜଣେ ମହାରାଷ୍ଟ୍ରର ନାଗପୁର ପୋଲିସକୁ ଫୋନ୍‌ କରି ଏହି ଧମକ ଦେଇଥିବା…

କର୍ମକ୍ଷେତ୍ରକୁ ଫେରିଲେ କାଜଲ

ମୁମ୍ବାଇ: ସାଉଥ୍‌ ଅଭିନେତ୍ରୀ କାଜଲ ଅଗ୍ରୱାଲ ତାଙ୍କ ମ୍ୟାଟରନିଟି ବ୍ରେକ୍‌ ପରେ ଏବେ ପୁଣିଥରେ କର୍ମକ୍ଷେତ୍ରକୁ ଫେରିଛନ୍ତି। କାଜଲ ୨୦୨୦ ଅକ୍ଟୋବର ୩୦ରେ ଗୌତମ କିଟ୍‌ଚୁଙ୍କୁ ବିବାହ କରିଥିଲେ। ତେବେ ଗତ ବର୍ଷ ଦୁହିଁଙ୍କର ଏକ ପୁତ୍ରସନ୍ତାନ ଜନ୍ମ ହୋଇଛି। ସେଥିପାଇଁ…

ଇନ୍‌ଫ୍ଲୁଏଞ୍ଜା ବି’ ଭାଇରସରେ ସଂକ୍ରମିତ ହେଲେ ଦେବିନା ବାନାର୍ଜୀ

ମୁମ୍ବାଇ: ଟେଲିି ଅଭିନେତ୍ରୀ ଦେବିନା ବାନାର୍ଜୀ ଛୋଟ ପରଦାରୁ ଦୂରରେ ଥିଲେ ବି ତାଙ୍କର ପ୍ରଶଂସକ କମ୍‌ ନୁହଁନ୍ତି। ଅଭିନେତ୍ରୀ ତାଙ୍କ ଜୀବନ ସହ ଜଡିତ ପ୍ରତ୍ୟେକ ମୁହୂର୍ତ୍ତର ସମ୍ବାଦକୁ ପ୍ରଶଂସକଙ୍କ ସହ ଶେୟାର କରନ୍ତି। ବର୍ତ୍ତମାନ ଅଭିନେତ୍ରୀଙ୍କ ସହ ଜଡିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri