ମନୋରଞ୍ଜନ

ଅବୁଝା ଜ୍ୟାକଲିନ୍‌

ନିକଟରେ ଜ୍ୟାକଲିନ୍‌ ଫର୍ନାଡିଜ୍‌ଙ୍କୁ ଜଣେ ନବାଗତ ପ୍ରଯୋଜକ ତାଙ୍କର ଆଗାମୀ ଫିଲ୍ମରେ ସାଇନ୍‌ କରିବାକୁ ଇଚ୍ଛାପ୍ରକାଶ କରିଥିଲେ। ଯେତେବେଳେ ପ୍ରଯୋଜକଙ୍କ ସହ ଭେଟ ହେଲା, ସେତେବେଳେ ଦୁହେଁ ଫିଲ୍ମର କାହାଣୀ ଏବଂ ସେଥିରେ ନିଜ ଭୂମିକା ବିଷୟରେ ବିଶଦ ଭାବରେ ବୁଝି…

ସାନ୍ୟାଙ୍କ ଡିନର ପାର୍ଟି

‘ଦଙ୍ଗଲ’ ଫେମ୍‌ ସାନ୍ୟା ମାଲହୋତ୍ରା ଯାହା କହିଥିଲେ ତାହା ପୂରଣ କରିଛନ୍ତି। କଥା କ’ଣ କି ତାଙ୍କ ଅଭିନୀତ ଏକ ଅନଟାଇଟଲ୍‌ଡ ଫିଲ୍ମର ଶୁଟିଂ ପାଖାପାଖି ଦେଢ଼ବର୍ଷ ଧରି ଅଧାପନ୍ତରିଆ ହୋଇ ପଡିରହିଥିଲା। ନିକଟରେ ତାହାର ଶୁଟିଂ ସିନା ଶେଷ ହୋଇଗଲା,…

କୁଲ୍‌ କୁଲ୍‌ ବାଣୀ

କେତେବେଳେ କେଉଁ ପ୍ରକାର କଥା କହିଲେ ତାହା ଆଲୋଚନା ପାଇଁ ଶତ ପ୍ରତିଶତ ଖୋରାକ ଯୋଗାଇଥାଏ ତାହାର କାଇଦା ବାଣୀ କପୁରଙ୍କୁ ମାଲୁମ। ଦେଖୁନାହାନ୍ତି, ଯେତେ ପ୍ରକାର ଗୁଡ଼େଇ ତୁଡ଼େଇ ପ୍ରଶ୍ନ ପଚାରିଲେ ମଧ୍ୟ ସେ କେମିତି ସେଗୁଡ଼ିକର ଉତ୍ତର ବେଶ୍‌…

ନାମକରଣ ଅନ୍ତରାଳେ…

କିଆରା ଆଡଭାନୀଙ୍କ ନାମକରଣ ଅନ୍ତରାଳେ ଏକ ରୋଚକ କଥା ଲୁଚିରହିଛି। ଏଥିଲାଗି ସେ ଜଣେ ଅଭିନେତ୍ରୀଙ୍କୁ ପ୍ରଶଂସା କରିବାକୁ ଭୁଲୁନାହାନ୍ତି। ସେ ହେଲେ ପ୍ରିୟଙ୍କା ଚୋପ୍ରା। ତେବେ କିଆରାଙ୍କ ନାମକରଣ ପଛରେ ପ୍ରିୟଙ୍କାଙ୍କ ଭୂମିକା କ’ଣ ରହିଛି ବୋଲି ଅନେକଙ୍କ ମନରେ…

ଧମକ ମିଳିବା ପରେ ମୁହଁ ଖୋଲିଲେ ସଲମାନ କହିଲେ, ମୁଁ ସମସ୍ତଙ୍କ ଭାଇ ନୁହେଁ…

ମୁମ୍ବାଇ: ବଲିଉଡ ସୁପରଷ୍ଟାର ସଲମାନ ଖାନ ବୁଧବାର ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ। ଏହି ସମୟରେ ସଲମାନ ପ୍ରଶ୍ନ କରାଯାଇଥିଲା କି ଆପଣ ଭାରତର ଭାଇଜାନ। ହେଲେ ଆପଣଙ୍କୁ ଧମକ ଦିଆଯାଉଛି। ଯାହାର ଉତ୍ତରରେ ସେ କହିଛନ୍ତି, ମୁଁ ସମସ୍ତଙ୍କର…

ପ୍ରଥମ ଥର ଝିଅର ମୁହଁ ଦେଖାଇଲେ ବିପାଶା

ମୁମ୍ବାଇ: ବଲିଉଡର ଲୋକପ୍ରିୟ ତାରକା ଦମ୍ପତି ବିପାଶା ବସୁ ଏବଂ କରଣ ସିଂ ଗ୍ରୋଭର ଗତ ବର୍ଷ ନଭେମ୍ବରରେ ଝିଅ ଦେବୀଙ୍କ ସ୍ବାଗତ କରିଥିଲେ। ସେବେଠାରୁ ଏହି ଦମ୍ପତି ପ୍ରାୟତ ପ୍ରଶଂସକମାନଙ୍କୁ ସୋସିଆଲ ମିଡିଆରେ ସେମାନଙ୍କର ଲିଟିଲ ମିସ୍‌ଙ୍କ ଝଲକ ଦେଖାଇଆସୁଥିଲେ।…

‘ୱାର୍‌-୨’ରେ ଜୁନିୟର ଏନ୍‌ଟିଆର୍‌ଙ୍କ ଏଣ୍ଟ୍ରି

ମୁମ୍ବାଇ: ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶନାରେ ୨୦୧୯ରେ ନିର୍ମିତ ଫିଲ୍ମ ‘ୱାର୍‌’ରେ ବଲିଉଡ୍‌ ଅଭିନେତା ହ୍ରିତିକ ରୋଶନ ଏବଂ ଟାଇଗର ଶ୍ରଫଙ୍କ ଯୋଡିକୁ ସମସ୍ତେ ପସନ୍ଦ କରିଥିଲେ। ତାହା ସେତେବେଳେ ୩୦୦ କୋଟିରୁ ଅଧିକ ଆୟ କରିଥିଲା। ହ୍ରିତିକ୍‌ ଓ ଟାଇଗର ସିନେମାରେ…

କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲଙ୍କୁ ପଦ୍ମଶ୍ରୀ

ଭୁବନେଶ୍ୱର,୫।୪(ବ୍ୟୁରୋ): ପଦ୍ମ ସମ୍ମାନରେ ସମ୍ମାନିତ ହେଲେ ଲୋକପ୍ରିୟ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ। ରଙ୍ଗବତୀ ଗୀତର ମୂଳ ଗାୟିକା କ୍ରିଷ୍ଣା ପଟେଲଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି।

ପଦ୍ମଶ୍ରୀ ପାଇଲେ ଏମ୍‌ଏମ୍‌ କିରଭାନୀ

ନୂଆଦିଲ୍ଲୀ,୫।୪: ଦକ୍ଷିଣ ସିନେମାର ବ୍ଲକବଷ୍ଟର ଚଳଚ୍ଚିତ୍ର ‘ଆର୍‌ଆର୍‌ଆର’ର ‘ନାଟୁ ନାଟୁ’ ସଂଗୀତ ରଚନା ଏମ୍‌ଏମ୍‌ କିରଭାନୀ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି।

ଅଭିନେତ୍ରୀ ରବୀନା ଟଣ୍ଡନଙ୍କୁ ପଦ୍ମଶ୍ରୀ

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ରବୀନା ଟଣ୍ଡନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ପୁରସ୍କାର ବିତରଣ ଉତ୍ସବ ବୁଧବାର ନୂଆଦିଲ୍ଲୀର ରାଷ୍ଟ୍ରୀୟ ଭବନରେ ଅନୁଷ୍ଠିତ ହୋଇଥିଲା। ଏହି ସମୟର ଏକ ଭିଡିଓ ସାମ୍ନାକୁ ଆସିଛି। ରବୀନା…

ଦିବଂଗତ କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କୁ ପଦ୍ମ ପୁରସ୍କାର

ଭୁବନେଶ୍ୱର,୫ା୪(ବ୍ୟୁରୋ): ବୁଧବାର ରାଷ୍ଟ୍ରପତି ଭବନରେ ୨୦୨୩ର ଦିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକପ୍ରିୟ ଦିବଂଗତ କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କୁ ପଦ୍ମଭୂଷଣ ପ୍ରଦାନ କରିଛନ୍ତି। ବାଣୀ ଜୟରାମଙ୍କ ପାଇଁ ତାଙ୍କ ଭଉଣୀ ରାଷ୍ଟ୍ରପତିଙ୍କଠାରୁ ଏହି ପୁରସ୍କାର…

ସ୍ବାମୀଙ୍କ ଷ୍ଟାଇଲିଶ୍‌ର ରାଜ୍‌ ଖୋଲିଲେ କରୀନା

ମୁମ୍ବାଇ: ଅଭିନେତ୍ରୀ କରୀନା କପୁର ବି’ ଟାଉନ୍‌ରେ ନିଜର ଷ୍ଟାଇଲ୍‌ ପାଇଁ ବେଶ୍‌ ଜଣାଶୁଣା। ଯେକୌଣସି ଉତ୍ସବ ହେଉ, ଘର ହେଉ କିମ୍ବା ବାହାରେ। ସେ ନିଜର ରାଜକୀୟ ଷ୍ଟାଇଲ୍‌ ଦେଖାଇବାକୁ ଆଦୌ କୁଣ୍ଠାବୋଧ କରନ୍ତି ନାହିଁ। ଏପରିକି ପ୍ରଶଂସକମାନେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?