ମନୋରଞ୍ଜନ

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା। ଫିଲ୍ମରେ ନୟନତାରାଙ୍କ ପ୍ରଥମ ଲୁକ ରିଲିଜ ହୋଇଛି। ନୟନତାରାଙ୍କ ପୋଷ୍ଟର ସୋସିଆଲ ମିଡିଆରେ ଚର୍ଚ୍ଚା…

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଅନୁରୂପ ଭାବେ ସଙ୍ଗୀତକାର ସୋମେଶ ଶତପଥୀ ମଧ୍ୟ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ…

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ ଏହି ଚଳଚ୍ଚିତ୍ର “ତଥ୍ୟକୁ ବିକୃତ କରୁଛି” ବୋଲି ଅଭିଯୋଗ କରି ଏକ ନୂଆ ବିବାଦ…

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି। ରଣବୀର ସିଂ, ଅକ୍ଷୟ ଖାନ୍ନା, ସଞ୍ଜୟ ଦତ୍ତ, ଅର୍ଜୁନ ରାମପାଲ ଏବଂ ସାରା ଅଲି…

Rashimka and Vijay Wedding: ସାମ୍ନାକୁ ଆସିଲା ରଶ୍ମିକା-ବିଜୟଙ୍କ ବିବାହ ତାରିଖ, ଏହି ଅତିଥି ଦେବେ ଯୋଗ

ନୂଆଦିଲ୍ଲୀ,୩୦ା୧୨ : ସାଉଥ ସିନେମାର ଷ୍ଟାର କପଲ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହକୁ ନେଇ ବହୁତ ଦିନ ଧରି ଚର୍ଚ୍ଚାରେ ରହି ଆସିଛନ୍ତି । ସମ୍ପ୍ରତି ଗୁଜବ ପ୍ରଚାରିତ ହୋଇଥିଲା ଯେ ରଶ୍ମିକା ଏବଂ ବିଜୟ ଗୁପ୍ତ…

ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ ଆଣିଛନ୍ତି ସ୍ତ୍ରୀ । ସେପଟେ ଜୀବନ ପ୍ରତି ବିପଦ ଥିବା କହୁଛନ୍ତି ଗୁଲୁଆ। ଏବେ…

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG) ବାସଭବନରେ ସେ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରୁ ଏକ ଡେଥ୍ ନୋଟ୍ ଜବତ କରିଛି,…

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ ଓ ଅକ୍ଷୟ ଖାନ୍ନାଙ୍କ ଅଭିନୀତ ଏହି ଫିଲ୍ମଟି ଡିସେମ୍ବର ୫ରେ ମୁକ୍ତିଲାଭ କରିବା ପରେ…

ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ ଜଣାଶୁଣା। ସେ କେବେବି ତାଙ୍କର ଷ୍ଟାର ପାୱାର ଦେଖାଇବାରେ ବିଫଳ ହୁଅନ୍ତି ନାହିଁ…

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ ହୋଇଥିଲା। ସେ ‘ଆଣ୍ଡ ଗଡ୍‌ କ୍ରିଏଟେଡ୍‌ ଓ୍ବମ୍ୟାନ୍‌’ ସମେତ ୫୦ଟି ଚଳଚ୍ଚିତ୍ରରେ ଅଭିନୟ କରି…

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି କି ପ୍ରଯୋଜକଙ୍କ ଫୋନ୍‌ କଲ୍‌ ମଧ୍ୟ ରିସିଭ୍‌ କରୁନାହାନ୍ତି। ତେଣୁ ପୂର୍ୱରୁ ଅକ୍ଷୟଙ୍କ ସହ…

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଶହେ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଛି ହାଇଦ୍ରବାଦ ପୋଲିସ। ୧୧ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?