ମନୋରଞ୍ଜନ

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ ଆସି ସେମାନଙ୍କର ମତ ରଖୁଛନ୍ତି। ଶନିବାର ଏନେଇ ମୁହଁ ଖୋଲିଛନ୍ତି ବର୍ଷାଙ୍କ ଜଣେ ସାଙ୍ଗ।…

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ ସଲମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟାଇଗର ୩, ଭାରତ ଏବଂ ଏକ ଥା ଟାଇଗର ଭଳି…

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ । ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା ତାଙ୍କ ପାନଭେଲ ଫାର୍ମହାଉସରୁ ବାହାରକୁ ବାହାରି ବାହାରେ ଏକାଠି ହୋଇଥିବା ପାପାରାଜିମାନଙ୍କ ସହିତ ଉତ୍ସବ…

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ ଛାଡପତ୍ର ରିପୋର୍ଟକୁ କେବଳ ଗୁଜବ ବୋଲି ଖାରଜ କରିଥିଲେ। ଏବେ ଗୋବିନ୍ଦା ଏବଂ ସୁନୀତାଙ୍କ…

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରିଥିଲା। ତାଙ୍କର ବଲିଉଡ ଅପେକ୍ଷା ଦକ୍ଷିଣ ଭାରତୀୟ ଶିଳ୍ପରେ ଅଧିକ ପ୍ରଭାବ…

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି କିଛି ଦିନ ପୂର୍ବେ ଫିଲ୍ମ ‘ହୋମବାଉଣ୍ଡ’ ୨୦୨୬ ଓସ୍କାର ଲାଗି ଶର୍ଟଲିଷ୍ଟ ହୋଇଥିବା…

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା ଚୋପ୍ରା ଅତିଥି ଭାବରେ ନଜର ଆସିବା ପରେ ପ୍ରଶଂସକମାନେ ଉତ୍ସାହିତ ହୋଇଥିଲେ। କିନ୍ତୁ ଏଥର…

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା କାହିଁକି ସେ ବଲିଉଡ୍‌କୁ ଆଦୌ ଭୁଲି ନାହାନ୍ତି। ସୁଯୋଗ ମିଳିଲେ ସେ ବଲିଉଡ୍‌ ଗୀତରେ…

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨: ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର ଆଘାତ ଲାଗିଥିବା ଜଣାପଡିଛି । ମିଡିଆ ରିପୋର୍ଟ ଅନୁସାରେ, ତାଙ୍କୁ ତୁରନ୍ତ ଡାକ୍ତରୀ…

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ ମା’ ଶେଫାଳି ସୁନା। ସେ ଏତଲାରେ ଦର୍ଶାଇଛନ୍ତି ତାଙ୍କ ପୁଅକୁ ନିର୍ଯାତନା ଦିଆଯାଇଛି। ହ୍ୟୁମାନଙ୍କ…

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ ଫେଷ୍ଟିଭାଲ’ରେ ଯୋଗ ଦେବା ପାଇଁ ଯାଉଥିବା ସମୟରେ ଜଣେ ମଦ୍ୟପ କାର ଚାଳକ ତାଙ୍କ…

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ ଡିସେମ୍ବର ୧୯ରେ ତାଙ୍କର ଦ୍ୱିତୀୟ ପୁତ୍ରକୁ ଜନ୍ମ ଦେଇଛନ୍ତି। ବର୍ତ୍ତମାନ ଭାରତୀଙ୍କ ବଡ଼ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?