ମନୋରଞ୍ଜନ

ଏହି ହଲିଉଡ ପ୍ରୋଜେକ୍ଟରେ ନଜର ଆସିବେ ଅନିଲ କପୁର

ମୁମ୍ବାଇ: ବଲିଉଡର ଜଣାଶୁଣା ଅଭିନେତା ଅନିଲ କପୁର । ହଲିଉଡର କିଛି ମୁଭିରେ ବି ତାଙ୍କର ଅଭିନୟ ଦେଖିବାକୁ ମିଳିଛି । ଏବେ ସେ ତାଙ୍କର ଆଉ ଏକ ଅନ୍ତରାଷ୍ଟ୍ରୀୟ ପ୍ରୋଜେକ୍ଟ ପାଇଁ ପ୍ରସ୍ତୁତ ହୋଇ ଗଲେଣି । ଅନିଲ କପୁର…

ଅନିଲଙ୍କ ନାତିଙ୍କୁ ପୂରିଲା ୬ ମାସ, ଫଟୋ ଶେୟାର କରି ସୋନମ ଲେଖିଲେ ଏମିତି…

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର କିଛି ଦିନ ହେବ ପୁଅ ‘ବାୟୁ’ଙ୍କ ସହ ବ୍ୟସ୍ତ ଥିଲେ। ଆଜି ଅର୍ଥାତ୍‌ ଫେବୃୟାରୀ ୨୦ରେ ‘ବାୟୁ’ଙ୍କୁ ୬ ମାସ ପୂରଣ ହୋଇଛି। ସୋନମ ତାଙ୍କ ଇନଷ୍ଟାଗ୍ରାମରେ ଏକ ସ୍ନେହପୂର୍ଣ୍ଣ ବାର୍ତ୍ତା ଦେଇ ପୁଅ ‘ବାୟୁ’ଙ୍କର…

‘ସ୍ତ୍ରୀ ମୋ’ ଉପରେ ବିରକ୍ତ ହୁଅନ୍ତି’

ମୁମ୍ବାଇ: କମେଡି କିଙ୍ଗ୍‌ କପିଲ ଶର୍ମା ତାଙ୍କ ଶୋ’ରେ ସମସ୍ତଙ୍କୁ ହସାଇ ହସାଇ ବେଦମ କରୁଥିବା ବେଳେ ଘରେ କିନ୍ତୁ ଚୁପ୍‌ ରୁହନ୍ତି। ଯେଉଁଥିପାଇଁ ତାଙ୍କ ସ୍ତ୍ରୀ ଗିନି ଚତ୍‌ରଥ ବିରକ୍ତ ହୁଅନ୍ତି। ଏକଥା ଆମେ କହୁନୁ, କପିଲ ଶର୍ମା ନିଜେ…

ଅଭିନେତା ତାରକ ରତ୍ନଙ୍କ ଅକାଳ ବିୟୋଗ

ନୂଆଦିଲ୍ଲୀ,୨୦।୨ : ଏନ୍‌.ଟି. ରାମାରାଓଙ୍କ ନାତି ତଥା ଅଭିନେତାରୁ ରାଜନେତା ହୋଇଥିବା ନନ୍ଦମୁରୀ ତାରକ ରତ୍ନଙ୍କର ଶନିବାର ଅକାଳ ବିୟୋଗ ହୋଇଛି। ତାଙ୍କୁ ୩୯ ବର୍ଷ ହୋଇଥିଲା। ତାଙ୍କ ପରଲୋକ ଟଲିଉଡ୍‌ ସେଲିବ୍ରିଟି ଓ ରାଜନେତାମାନଙ୍କୁ ସ୍ତବ୍ଧ କରିଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

‘ବାହୁବଳୀ ୨’କୁ ପଛରେ ପକାଇଲା ‘ପଠାନ’

ବଲିଉଡର ମେଗା ସୁପରଷ୍ଟାର ଶାହରୁଖ ଖାନ ଫିଲ୍ମ ‘ପଠାନ’ ଜରିଆରେ ବଡ ପରଦାରେ ଦୃଢ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ପଠାନ’ ରୋଜଗାରରେ ବହୁ ରେକର୍ଡ ଭାଙ୍ଗିଛି। ‘ପଠାନ’ ଏବେ ରୋଜଗାର ଦୃଷ୍ଟିରୁ ସାଉଥ ସିନେମାର ବ୍ଲକବଷ୍ଟର…

‘ଯବାନ’ର ରିଲିଜ ଡେଟରେ ହୋଇପାରେ ପରିବର୍ତ୍ତନ

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁଙ୍କ ଅଭିନୀତ ମୁଭି ‘ଯବାନ’କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଗଲାଣି । ‘ପଠାନ’ର ସଫଳତା ପରେ ଏବେ ଦର୍ଶକେ ବଡ ଉତ୍ସୁକତାର ସହ ‘ଯବାନ’ର ରିଲିଜକୁ ଅପେକ୍ଷା ରଖିଛନ୍ତି । ସାଉଥ ସିନେମାର ନାମୀ…

ପ୍ରଶଂସକଙ୍କ ଦୁଃଖ ଦେଖି ଏମିତି କହିଲେ ସୁସ୍ମିତା

ଅଭିନେତ୍ରୀ ସୁସ୍ମିତା ସେନ ଅଭିନୟ ସହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ସୋସିଆଲ ମିଡିଆରେ ମଧ୍ୟ ତାଙ୍କ ପ୍ରଶଂସକ ସଂଖ୍ୟା ଅଧିକ। ନିକଟରେ ଜଣେ ପ୍ରଶଂସକ ସୁସ୍ମିତାଙ୍କ ଆଗରେ ତାଙ୍କ ବ୍ୟକ୍ତିଗତ ଜୀବନର କାହାଣୀ ବର୍ଣ୍ଣନା କରିଥିଲେ।…

ଆୟର ୧୦ ପ୍ରତିଶତ ଭୂକମ୍ପ ପ୍ରଭାବିତଙ୍କ ପାଇଁ ଦାନ କରିବେ ସନ୍ନି…

ମୁମ୍ବାଇ,୧୯।୨ : ନିକଟରେ ତୁର୍କୀ-ସିରିଆରେ ହୋଇଥିବା ଭୂକମ୍ପ ପରେ ସେଠାରେ ଥିବା ଲୋକଙ୍କ ଅବସ୍ଥା ଖରାପ ହେବାରେ ଲାଗିଛି। ଫେବୃଆରୀ ୬ ରେ ତୁର୍କୀରେ ୭.୮ ତୀବ୍ରତାଯୁକ୍ତ ଭୂକମ୍ପ ପରେ ତୁର୍କୀରେ ଧ୍ୱଂସାବଶେଷରେ ପରିଣତ ହୋଇଛି। ବର୍ତ୍ତମାନ ସୁଦ୍ଧା ସେଠାରେ ମୃତ୍ୟୁ…

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ କମଲ ହାସନ

ଚେନ୍ନାଇ,୧୯।୨: ଅଭିନେତା-ରାଜନେତା କମଲ ହାସନ ତାମିଲନାଡୁର ଏରୋଡ ଇଷ୍ଟ ଆସନ ଉପନିର୍ବାଚନରେ ଶାସକ ଡିଏମକେ ନେତୃତ୍ୱରେ ସିକ୍ୟୁଲାର ପ୍ରଗତିଶୀଳ ମିଳିତ ମେଣ୍ଟ ପାଇଁ ପ୍ରଚାର କରିବେ। ଏହି ଆସନରୁ ମିଳିତ ମେଣ୍ଟ କଂଗ୍ରେସ ପ୍ରାର୍ଥୀ ଇଭିକେଏସ୍‌ ଏଲାଙ୍ଗୋଭାନଙ୍କୁ ପ୍ରାର୍ଥୀ କରିଛି। ପ୍ରଥମ…

ସ୍କୁଲ୍‌ ଡ୍ରେସ୍‌ରେ ଥିବା ଏହି କୁନି ଝିଅ ଏବେ ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ସେଲିବି୍ରିଟିମାନେ ବେଳେବେଳେ ସେମାନଙ୍କର ପିଲାଦିନର ଫଟୋ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ଯାହାକୁ ଚିହ୍ନିବାରେ ପ୍ରଶଂସକମାନେ ଦ୍ୱନ୍ଦ୍ୱରେ ପଡ଼ିଥାନ୍ତି। ଏବେ ସେମିତି ଜଣେ ଅଭିନେତ୍ରୀଙ୍କ ପିଲାଦିନର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଫଟୋରେ ସ୍କୁଲ୍‌ ଡ୍ରେସ୍‌ ପିନ୍ଧି…

ବିକ୍ରିହେଲା ବଲିଉଡ୍‌ର ଶୋ’ମ୍ୟାନ୍‌ ରାଜ କପୁରଙ୍କ ଘର

ମୁମ୍ବାଇ: ବଲିଉଡ୍‌ର ଶୋ’ ମ୍ୟାନ୍‌ ତଥା ଦିବଂଗତ ଅଭିନେତା ରାଜ କପୁରଙ୍କ ଐତିହାସିକ ବଙ୍ଗଳା ବିକ୍ରି ହୋଇଛି। ମୁମ୍ବାଇର ଚେମ୍ବୁରସ୍ଥିତ ଏହି ବଙ୍ଗଳାକୁ ଗୋଦରେଜ୍‌ ପ୍ରପର୍ଟିଜ୍‌ ଏଲ୍‌ଟିଡି ୧୦୦ କୋଟିରେ କିଣିଛି। ଏନେଇ କମ୍ପାନୀର ଚେୟାରମ୍ୟାନ ଫିରୋଜଶା ଗୋଦରେଜ୍‌ ସୂଚନା ଦେଇଛନ୍ତି।…

ଜୁନିୟର ଏନଟିଆରଙ୍କ କଜିନ ନନ୍ଦମୁରି ତାରକ ରତ୍ନଙ୍କ ପରଲୋକ

ଚେନ୍ନାଇ,୧୯ ।୨: ଜୁନିୟର ଏନଟିଆରଙ୍କ ସମ୍ପର୍କିୟ ଭାଇ ତଥା ଅଭିନେତା ଓ ରାଜନେତା ନନ୍ଦମୁରି ତାରକ ରତ୍ନଙ୍କର ଶନିବାର ପରଲୋକ ହୋଇଛି । ତାଙ୍କୁ ବେଙ୍ଗାଲୁରୁର ନାରାୟଣ ହାର୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କର ଏହି ଆକଷ୍ମିକ ମୃତ୍ୟୁ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?