ମନୋରଞ୍ଜନ

ଭିନ୍ନ ଷ୍ଟାଇଲରେ ପୁଅ ସହ ମେସିଙ୍କୁ ଭେଟିଲେ ଶାହାରୁଖ, ଭିଡିଓ ଭାଇରାଲ

କୋଲକାତା,୧୩।୧୨: ଭାରତୀୟ ପ୍ରଶଂସକମାନେ ଏକ ସ୍ମରଣୀୟ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ ଯେତେବେଳେ ବଲିଉଡର ‘ବାଦଶାହା’ ଶାହରୁଖ ଖାନ ଏବଂ ଫୁଟବଲର ‘ବାଦଶାହା’ ଲିଓନେଲ ମେସିଙ୍କ ସାକ୍ଷାତ ହୋଇଥିଲା। କୋଲକାତାର ଏକ କାର୍ଯ୍ୟକ୍ରମରେ ଦୁଇ କିମ୍ବଦନ୍ତୀ ଏକାଠି ଦେଖାଯାଇଥିଲେ। ସେମାନେ ପରସ୍ପରକୁ ସ୍ବିତ…

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ ମୁମ୍ବାଇରେ ଏକ ପ୍ରାର୍ଥନା ସଭା କରିଥିଲେ। ପୁଣି ଧର୍ମେନ୍ଦ୍ରଙ୍କ ହେମା ମାଳିନୀ ଦିଲ୍ଲୀରେ ଏକ…

ଫସିଗଲେ ଶିଳ୍ପା ସେଟ୍ଟୀ, ରାଜ କୁନ୍ଦ୍ରା! କୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

ମୁମ୍ବାଇ,୧୨ା୧୨: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଓ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଜାରି ହୋଇଥିବା ଲୁକ୍‌ଆଉଟ୍‌ ସର୍କୁଲାରକୁ ଉଠାଇବାକୁ ହେଲେ ସେମାନଙ୍କୁ ୬୦ କୋଟି ଟଙ୍କା ଜମା କରିବାକୁ କିମ୍ବା ଏକ ଜାତୀୟକରଣ ବ୍ୟାଙ୍କରୁ କ୍ରମାଗତ ବ୍ୟାଙ୍କ ଗ୍ୟାରେଣ୍ଟି…

Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ ତାଙ୍କର ଅନେକ ପ୍ରଶଂସକ ରହିଛନ୍ତି । ତାଙ୍କ କାହାଣୀ ଅନେକ ଲୋକଙ୍କୁ ପ୍ରେରିତ କରିଛି…

ଭାରତକୁ କୂଟନୈତିକ ଝଟକା ଦେଲା ପାକିସ୍ତାନ, ବ୍ୟାନ କଲେ ସବୁ ମିତ୍ର ରାଷ୍ଟ୍ର

ନୂଆଦିଲ୍ଲୀ,୧୨।୧୨: ବଲିଉଡ ଅଭିନେତା ରଣବୀର ସିଂଙ୍କ ନୂଆ ସ୍ପାଏ ଥ୍ରୀଲର ଚଳଚ୍ଚିତ୍ର ‘ଧୁରନ୍ଧର’ ଭାରତରେ ବକ୍ସ ଅଫିସରେ ସଫଳତା ପାଇଥିଲେ ମଧ୍ୟ ମଧ୍ୟ-ପ୍ରାଚ୍ୟ ବଜାରରେ ଏହାକୁ ନିଷିଦ୍ଧ କରାଯାଇଛି। ଫିଲ୍ମର ‘ପାକିସ୍ତାନ ବିରୋଧୀ’ ବାର୍ତ୍ତା ଯୋଗୁଁ ବାହାରିନ୍, କୁଏତ୍, ଓମାନ, କତାର,…

ଐଶ୍ୱର୍ଯ୍ୟା-ଅଭିଷେକ ଛାଡପତ୍ର ଗୁଜବ ବିଷୟରେ ଜାଣିଛନ୍ତି କି ଝିଅ ଆରାଧ୍ୟା, ବାପା କହିଲେ…

ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରାୟତଃ ଛାଡପତ୍ର ବିଷୟରେ ଆଲୋଚନା ହୁଏ। ଏହା ସିଧାସଳଖ ସେମାନଙ୍କ ପରିବାର ଏବଂ ପିଲାମାନଙ୍କୁ ପ୍ରଭାବିତ କରେ। ନିକଟରେ ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟଙ୍କ ମଧ୍ୟରେ ଫାଟ ବିଷୟରେ ଚର୍ଚ୍ଚା ହୋଇଥିଲା। ଏହି ଚର୍ଚ୍ଚାଗୁଡ଼ିକ ଉଭୟଙ୍କ ପରିବାର…

ଗୁମର ଖୋଲିଦେଲେ ତାନ୍ୟା: ବିଗ୍‌ ବସ୍‌ରୁ ଆସିବା ପରେ….

ମୁମ୍ବାଇ:ଶେଷ ହୋଇଛି ‘ବିଗ୍‌ ବସ୍‌ ୧୯’। ଏହି ଶୋ’ରେ ସବୁଠୁ ଚର୍ଚ୍ଚାରେ ଥିବା ଆଧ୍ୟାତ୍ମିକ କଣ୍ଟେଣ୍ଟ କ୍ରିଏଟର ତାନ୍ୟା ମିତ୍ତଲଙ୍କୁ ଚତୁର୍ଥ ସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ‘ବିଗ୍‌ ବସ୍‌ ୧୯’ ଘରୁ ବାହାରିବା ପରେ ତାନ୍ୟା ରାଗିଯାଇଛନ୍ତି। ସେ କହିଛନ୍ତି,…

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ୫୨ ବର୍ଷ ବୟସରେ ମଧ୍ୟ ତାଙ୍କର ଚମକ ଏବଂ ସୌନ୍ଦର୍ଯ୍ୟ ଠିକ୍‌…

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ ସର୍ବିନା କାର୍ପେଣ୍ଟର, ଦୋଏଚି, ଭିଭିଆନ୍‌ ଓ୍ବିଲ୍‌ସନ, ନିକୋଲେ ସ୍କେର୍ଜିଙ୍ଗର, ଓ୍ବାଲ୍ଟନ ଗୋଗିନ୍ସ, ଜେନିଫର ଲରେନ୍ସ,…

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ ସରକାରୀ ବିବୃତ୍ତି ଜାରି କରି ତାଙ୍କ ବିବାହ ବାତିଲ ହୋଇଥିବା ନିଶ୍ଚିତ କରିଛନ୍ତି। ଏହାର…

ଶୁଭାଙ୍ଗୀ ଦତ୍ତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଅଭିନେତ୍ରୀ ଶୁଭାଙ୍ଗୀ ଦତ୍ତଙ୍କୁ ସର୍ବଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ସେ ଅନୁପମ ଖେର୍‌ଙ୍କ ନିର୍ଦ୍ଦେଶିତ ‘ତନଭି ଦି ଗ୍ରେଟ୍‌’ ଚଳଚ୍ଚିତ୍ରରେ ପ୍ରଥମେ ଅଭିନୟ କରିଥିଲେ। ଉକ୍ତ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ସ୍କ୍ରିନ୍‌ପ୍ଲେ ପୁରସ୍କାର ମିଳିଛି।…

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ ରବିବାର ବିବାହ ଭାଙ୍ଗିବା ସମ୍ପର୍କରେ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଆନୁଷ୍ଠାନିକ ଭାବରେ ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?