ମନୋରଞ୍ଜନ

ସୁଶାନ୍ତ ଆତ୍ମହତ୍ୟା କରିଥିବା ଫ୍ଲାଟ୍‌ରେ ରହିବାକୁ କେହି ରାଜି ନାହାନ୍ତି, ୨.୫ ବର୍ଷ ପରେ ବି ପଡିଛି ଖାଲି

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆମ ଗହଣରେ ନ ଥାଇ ପାରନ୍ତି, କିନ୍ତୁ ତାଙ୍କ ସ୍ମୃତି ପ୍ରଶଂସକଙ୍କ ହୃଦୟରେ ସର୍ବଦା ରହିଆସିଛି। ଜୁନ ୧୪, ୨୦୨୦ରେ ସେ ଆତ୍ମହତ୍ୟା କରିଥିଲେ। ତାଙ୍କ ଆକସ୍ମିକ ମୃତ୍ୟୁ ତାଙ୍କ ପ୍ରଶଂସକଙ୍କ ପାଇଁ ଏକ…

ରୋମାଣ୍ଟିକ୍‌ ହେଲେ କୋହଲି

ନୂଆଦିଲ୍ଲୀ,୧୧।୧୨: ଭାରତୀୟ ପୂର୍ବତନ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଆଜି ୫ମ ବିବାହବାର୍ଷିକୀ ପାଳନ କରୁଛନ୍ତି। ଏହି ଅବସରରେ ସେ ସୋସିଆଲ ମିଡିଆରେ ସ୍ତ୍ରୀ ଅନୁଷ୍କାଙ୍କ ସହ ଫଟୋ ଶେୟାର କରି ଏକ ବିଶେଷ ବାର୍ତ୍ତା ଲେଖିଛନ୍ତି। କୋହଲି…

‘ଶମ୍ଭୁ’ରୁ ଶୁଭମ

ଓଡ଼ିଆ ସିନେମାର ନବାଗତ ନାୟକ ତାଲିକାରେ ଆଉ ଜଣେ ନିଜ ନାମକୁ ସାମିଲ କରିଛନ୍ତି। ସେ ହେଲେ ଶୁଭମ। ନିର୍ମିତ ହେଉଥିବା ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ଶମ୍ଭୁ’ରୁ ସେ ନାୟକ ଭାବରେ ଦେଖାଦେବେ। ଅନୁପମା ମୁଭିଜ୍‌ ଦ୍ୱାରା ପ୍ରସ୍ତୁତ, ବିଭୁତି ଜେନା…

ଭଜନ ଦେଇଛି ପରିଚୟ

ପିଲାଦିନରୁ ସେ ଗୀତ ଗାଇବାକୁ ଖୁବ୍‌ ଭଲ ପାଉଥିଲେ। ଗାଁରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ହେଉ କି ସ୍କୁଲ ଉତ୍ସବ ସବୁଠି ଭଜନ ଗାଇ ସମସ୍ତଙ୍କ ପାଖରେ ପ୍ରଶଂସିତ ହୁଅନ୍ତି । ଯାହା ପରବର୍ତ୍ତୀ ସମୟରେ ତାଙ୍କୁ ଗାୟିକାର ପରିଚୟ ଦେଲା।…

ମୋ ପରିବାରକୁ ଭଲ ପାଉଥିବା ଝିଅ ହେବ ମୋ ଲାଇଫ ପାର୍ଟନର୍‌

ପିଲାଦିନ ପିଲାଦିନେ ମୁଁ ବେଶି ଦୁଷ୍ଟ ନ ଥିଲି। କିନ୍ତୁ ମୁଁ ଯୋଉଠିକୁ ଯାଉଥିଲି ପଡ଼ିଯାଉଥିଲି ଅବା କୋଉଠି ବାଡ଼େଇ ହୋଇ ଖଣ୍ଡିଆ ଖାବରା ହେଉଥିଲି। ସେଥିପାଇଁ ମା’ ମତେ ଅଥର୍ବା ବୋଲି ଡାକୁଥିଲେ। ମତେ ଏକୁଟିଆ ଛାଡ଼ିବାକୁ ସେମାନେ ଡରୁଥିଲେ।…

୨୦୦ କୋଟି କ୍ଲବରେ ସାମିଲ ହେଲା ‘ଦୃଶ୍ୟମ ୨’

ମୁମ୍ବାଇ: ଚଳିତ ବର୍ଷର ସବୁଠାରୁ ବଡ ଫିଲ୍ମ ଲିଷ୍ଟରେ ସାମିଲ ହୋଇଛି ସୁପରଷ୍ଟାର ଅଜୟ ଦେବଗନଙ୍କ ଫିଲ୍ମ ‘ଦୃଶ୍ୟମ ୨’ । ଦମଦାର ସସପେନ୍ସ ଥ୍ରୀଲର ହୋଇଥିବା ବେଳେ ‘ଦୃଶ୍ୟମ ୨’ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେଇଛି । କାରଣ ଏବେ…

ଓଟିଟିରେ ରିଲିଜ୍ ହେବ ପରିଣିତି ଚୋପ୍ରାଙ୍କ ମୁଭି ‘କୋଡ ନେମ : ତ୍ରିରଙ୍ଗା’

ମୁମ୍ବାଇ: ବଲିଉଡ ତଥା ହଲିଉଡରେ ଖୁବ୍ ନାଁ କମେଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ କଜିନ ସିଷ୍ଟର ପରିଣିତି ଚୋପ୍ରା ଏବେ ବଲିଉଡର ଜଣେ ଆଗଧାଡିର ନାୟିକା । ଏବେ ସେ ତାଙ୍କ ଅଭିନୀତ ମୁଭି ‘କୋଡ ନେମ : ତ୍ରିରଙ୍ଗାକୁ ନେଇ…

ହ୍ରିତିକଙ୍କ ସହ ଫିଲ୍ମ କରୁ କରୁ ପ୍ରେମରେ ପଡ଼ିଥିଲେ କରିନା, ହେଲେ ବିବାହିତ ଥିବା ଯୋଗୁ…

ବମ୍ବେ: ବଲିଉଡ୍‌ର ଲୋକପ୍ରିୟ ଯୋଡ଼ି ମାନଙ୍କ ମଧ୍ୟରୁ କରିନା କପୁର ଖାଁ-ସୈଫ୍‌ ଅଲି ଖାଁ ଅନ୍ୟତମ। ହେଲେ ଏଭଳି ଏକ ସମୟ ଥିଲା, ଯେତେବେଳେ ଅନେକ ଅଭିନେତାଙ୍କ ସହ କରିନାଙ୍କ ନାମକୁ ଯୋଡ଼ାଯାଇଥିଲା। ସେମାନେ ପ୍ରେମରେ ପଡ଼ିଥିବାକୁ ନେଇ ଚର୍ଚ୍ଚା ଜୋର…

ରିମେକ୍‌ ଯୋଗୁ ବରବାଦ ହୋଇଛି ବଲିଉଡ୍‌, ନିଜକୁ ଦୋଷୀ ବୋଲି କହିଲେ କରନ୍‌

ବମ୍ବେ: ଦିନ ଥିଲା ବଲିଉଡ୍‌ ସିନେମା ନିଜର ସ୍ବତନ୍ତ୍ରତା ଲାଗି ପରିଚିତି ଲାଭ କରିଥିଲା। ହେଲେ ବିଗତ କିଛି ଦିନରୁ ବଲିଉଡ୍‌ ଦର୍ଶକଙ୍କ ମନ ଜିଣିବାରେ ବିଫଳ ହୋଇଛି। ପରିଣାମସ୍ବରୂପ ରିଲିଜ ହେଉଥିବା ଫିଲ୍ମଗୁଡ଼ିକୁ ଦର୍ଶକେ ପସନ୍ଦ କରୁନାହାନ୍ତି। ଏଣୁ ସିନେମାଜଗତ…

ବ୍ରେକ୍ ନେଇ ପାରନ୍ତି ରଣବୀର

ମୁମ୍ବାଇ: ବଲିଉଡର କ୍ୟୁଟ କପୁଲ ଆଲିଆ ଭଟ୍ଟ ଓ ରଣବୀର କପୁର ନିକଟରେ ପ୍ୟାରେଣ୍ଟସ ହୋଇଛନ୍ତି । ତେବେ ମାତାପିତା ହେବା ପରେ ଏମାନଙ୍କ ଜୀବନଶୈଳି ସମ୍ପୂର୍ଣ୍ଣ ବଦଳି ଯାଇଥିବା ଏମାନେ କୁହନ୍ତି । ଉଭୟ ବଲିଉଡର ବିଜି କଳାକାର ହୋଇଥିଲେ…

୧୨ କୋଟିର ଫ୍ଲାଟ୍‌ ଲାଗି ଏହି ଲୋକପ୍ରିୟ ଅଭିନେତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ପୁଅ

ବମ୍ବେ: ସମ୍ପତ୍ତି ପାଇଁ ଭଗାରୀ ସାଜିଲେ ପୁଅ। ପ୍ରଥମେ ବେସବଲ୍‌ରେ ଅଭିନେତ୍ରୀ ମା’ଙ୍କୁ ପିଟିପିଟି ହତ୍ୟା କଲେ। ପରେ ମୃତଦେହକୁ ନେଇ ଘରଠାରୁ ୯୦ କିମି ଦୂର ଏକ ନଦୀରେ ଫିଙ୍ଗିଦେଲେ। ଅଭିନେତ୍ରୀ ବୀଣା କପୁରଙ୍କୁ ନେଇ ଏଭଳି ଚାଞ୍ଚଲ୍ୟକର କଥା…

ପ୍ରଶଂସକଙ୍କ ଅନୁରୋଧ ରଖୁନାହାନ୍ତି ପ୍ରିୟଙ୍କା

ମୁମ୍ବାଇ: ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରା ଆମେରିକୀୟ ଗାୟକ ନିକ୍‌ ଜୋନାସଙ୍କୁ ବିବାହ କରିବାର ୪ ବର୍ଷ ପରେ ମା’ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏହି ଦୁଇ ସେଲିବ୍ରିଟି ଏତେ ବ୍ୟସ୍ତ ଥାଇ ବି ଝିଅ ମାଳତୀକୁ ଟାଇମ୍‌ ଦେଉଛନ୍ତି। ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri