ମନୋରଞ୍ଜନ

ଇଞ୍ଜିନିୟରିଂ ପଢିବାକୁ ମୁମ୍ବାଇ ଆସି ଅଭିନେତା ହେଲେ କାର୍ତ୍ତିକ

ଅଭିନେତା କାର୍ତ୍ତିକ ଆର୍ଯ୍ୟାନ ଆଜି ୩୨ ବର୍ଷରେ ପଦାର୍ପଣ କରିଛନ୍ତି। ଖୁବ୍‌ କମ ସମୟରେ ନିଜ ଅଭିନୟ ମାଧ୍ୟମରେ ଦର୍ଶକଙ୍କ ହୃଦୟ ଜିତିଛନ୍ତି କାର୍ତ୍ତିକ। ବକ୍ସ ଅଫିସରେ ବହୁ ବଡ ତାରକାଙ୍କ ଫିଲ୍ମ ଫ୍ଲପ୍‌ ସାବ୍ୟସ୍ତ ହୋଇଥିବାବେଳେ ନିକଟରେ ରିଲିଜ୍‌...

କାର୍ତ୍ତିକଙ୍କ ପ୍ରଥମ ଅନସ୍କ୍ରିନ କିସିଂ ସିନ ଦେଖି କାନ୍ଦି ପକାଇଥିଲେ ମାଆ

ମୁମ୍ବାଇ: ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ପପୁଲାରିଟି ପାଇଁ ତାଙ୍କ ରୋମାଣ୍ଟିକ ଅବତାର ବେଶ ଦାୟୀ ବୋଲି କୁହାଯାଏ । ଏବେ କାର୍ତ୍ତିକଙ୍କ ଅଭିନୀତ ଫିଲ୍ମ ‘ଭୁଲ ଭୁଲେୟା ୨’ରେ ବି ସେ କିଆରାଙ୍କ ସହ ରୋମାଣ୍ଟିକ ଅନ୍ଦାଜରେ ନଜର...

ସୁସ୍ଥ ଅଛନ୍ତି ମୁନ୍‌ମୁନ୍‌

ଦୁର୍ଘଟଣା ପରେ ଏବେ ସୁସ୍ଥ ଅଛନ୍ତି ମୁନ୍‌ମୁନ୍‌। ଜର୍ମାନୀ ଛୁଟି କଟାଇବାକୁ ଯାଇଥିବା ‘ତାରକ ମେହେତାକା ଉଲଟା ଚଷମା’ ସିରିଏଲ୍‌ ଅଭିନେତ୍ରୀ ମୁନ୍‌ମୁନ୍‌ ଦତ୍ତା ନିକଟରେ ଏକ ଦୁର୍ଘଟଣାର ଶିକାର ହୋଇଛନ୍ତି। ବର୍ତ୍ତମାନ ସୁସ୍ଥ ହେବା ପରେ ସେ ଇନଷ୍ଟାଗ୍ରାମରେ...

ପୁଅର ପ୍ରଥମ ଝଲକ ଦେଖାଇଲେ ସୋନମ

ବଲିଉଡ ଅଭିନେତ୍ରୀ ସୋନମ କପୁର ଆଜିକାଲି ଚଳଚ୍ଚିତ୍ରଠାରୁ ଦୂରରେ ମାତୃତ୍ୱ ଉପଭୋଗ କରୁଛନ୍ତି। ଅଭିନେତ୍ରୀ ଏକ ପୁତ୍ର ସନ୍ତାନର ମା’ହୋଇଛନ୍ତି। ଯାହାଙ୍କ ନାମ ସେ ‘ବାୟୁ’ରଖିଛନ୍ତି। ତାଙ୍କ ପ୍ରଶଂସକମାନେ ପୁଅର ପ୍ରଥମ ଝଳକ ଦେଖିବାକୁ ଅପେକ୍ଷା କରିଥିଲେ। ବର୍ତ୍ତମାନ ସୋନମ...

ପରଲୋକରେ ହଲିଉଡ ଅଭିନେତା ଜେସନ ଡେଭିଡ ଫ୍ରାଙ୍କ୍‌

ହଲିଉଡ ଅଭିନେତା ଜେସନ ଡେଭିଡ ଫ୍ରାଙ୍କ୍‌ଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୯ ବର୍ଷ ବୟସ ହୋଇଥିଲା। ରିପୋର୍ଟ ମୁତାବକ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ତେବେ ସେ କାହିଁକି ଆତ୍ମହତ୍ୟା କଲେ ସେ ନେଇ କିଛି ସ୍ପଷ୍ଟ...

ବ୍ୟବସାୟୀଙ୍କ ପ୍ରେମରେ ପଡିଛନ୍ତି ବିଶ୍ୱସୁନ୍ଦରୀ

୨୦୧୭ ବିଶ୍ୱ ସୁନ୍ଦରୀ ବିଜେତା ତଥା ଅଭିନେତ୍ରୀ ମାନୁଶୀ ଛିଲାର ପ୍ରେମରେ ପଡିଛନ୍ତି। ସେ କୌଣସି ଅଭିନେତା ନୁହେଁ ବରଂ ଜଣେ ବ୍ୟବସାୟୀଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି। ପ୍ରେମିକଙ୍କ ସହ ମାନୁଶୀ ଲିଭ୍‌ ଇନ୍‌ ରିଲେସନଶିପ୍‌ରେ ରହୁଥିବା ନେଇ ଚର୍ଚ୍ଚା...

କିଙ୍ଗ ଖାଁନଙ୍କ ନାଁରେ ଆଉ ଏକ ସଫଳତା

ମୁମ୍ବାଇ: ବଲିଉଡର କିଙ୍ଗ ଖାଁ ରୋମାନ୍ସର ବାଦଶାହ ଓ ମୋଷ୍ଟ ଚାର୍ମିଂ ଆକ୍ଟର ଶାହାରୁଖ ଖାଁଙ୍କ ନାମରେ ଆଉ ଏକ ସଫଳତା ଯୋଡି ହୋଇଯାଇଛି । ଅଭିନେତାଙ୍କୁ ରେଡ ସି ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ସମ୍ମାନୀତ କରାଯିବ । ରେଡ...

‘ଦୃଶ୍ୟମ-୨’ ପରେ ଏହି ଫିଲ୍ମରେ ନଜର ଆସିବେ ଅଜୟ

ବଲିଉଡ ଅଭିନେତା ଅଜୟ ଦେବଗନ ତାଙ୍କ ଫିଲ୍ମ ‘ଦୃଶ୍ୟମ-୨’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ରିଲିଜ୍‌ ହେବାର ତିନି ଦିନ ପରେ ଏହି ଫିଲ୍ମ ୬୦ କୋଟିରୁ ଅଧିକ ବ୍ୟବସାୟ କରସାରିଲାଣି। ଏବେ ଯେଭଳି ଭାବରେ ଏହାର କ୍ରେଜ୍‌ ରହିଛି। ଆଶା...

ମା’ ହେବା ପରେ ନିଜର ପ୍ରଥମ ଫଟୋ ଶେୟାର କଲେ ଆଲିଆ

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁର ଆଜିକାଲି ମା-ବାପା ହୋଇ ଝିଅ ସହ ଖୁସିରେ ଜୀବନ ବିତାଉଛନ୍ତି। ଆଲିଆ ହସ୍ପିଟାଲରୁ ଘରକୁ ଆସିବା ପରଠାରୁ ଝିଅ ସହିତ ଅଧିକ ସମୟ ଅତିବାହିତ କରୁଛନ୍ତି। ଇନ୍‌ଷ୍ଟାଗ୍ରାମରେ ନିଜର ଏକ...

ପୁଣି ରାଜ କୁନ୍ଦ୍ରାଙ୍କ ଅଡୁଆ ବଢିଲା

ମୁମ୍ବାଇ,୨୧।୧୧:ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ଅଡୁଆ ବଢିବାରେ ଲାଗିଛି। ମହାରାଷ୍ଟ୍ର ସାଇବର ପୋଲିସ ପୋର୍ନଗ୍ରାଫୀ ମାମଲାରେ ରାଜ କୁନ୍ଦ୍ରା, ମଡେଲ ଶାର୍ଲିନ ଚୋପ୍ରା ଏବଂ ପୁନମ ପାଣ୍ଡେଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛି।...

ଲୋକସେବା ଭବନରେ ପ୍ରଦର୍ଶିତ ହେଲା ‘ଦମନ’

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ରବିବାର ଲୋକସେବା ଭବନର କନଭେନଶନ ସେଣ୍ଟରଠାରେ ପ୍ରଦର୍ଶିତ ହୋଇଛି। ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ସହଯୋଗରେ ଏହାର ପ୍ରଦର୍ଶନ କରାଯାଇଥିଲା। ମାଲେରିଆ ନିରାକରଣ...

୪ ଦଶକ ୧୫ରୁ ଅଧିକ ଫିଲ୍ମ… ଏବେ ଇଣ୍ଡିଆନ ଫିଲ୍ମ ପର୍ସନାଲିଟି ଅଫ ଦ ଇୟର ହେଲେ ସୁପରଷ୍ଟାର ଚିରଞ୍ଜିବ

ମୁମ୍ବାଇ: ସୁପରଷ୍ଟାର ଚିରଞ୍ଜିବଙ୍କୁ ୫୩ ତମ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ରବିବାର ଇଣ୍ଡିଆନ ଫିଲ୍ମ ପର୍ସନାଲିଟି ଅଫ ଦ ଇୟର ଆୱାର୍ଡ ୨୦୨୨ରେ ସମ୍ମାନୀତ କରାଯାଇଛି । କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଟୁଇଟରରେ ସୁପରଷ୍ଟାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri