ରଶ୍ମିକା-ବିଜୟ ଦେବରକୋଣ୍ଡାଙ୍କ ମୋଟ ସମ୍ପତ୍ତି କେତେ? ଫିଲ୍ମ ବ୍ୟତୀତ ଏଠାରୁ କମାନ୍ତି ମୋଟାଅଙ୍କର ଟଙ୍କା…
ମୁମ୍ୱାଇ: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ଫେବୃଆରୀ 26 ତାରିଖରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଏହାକୁ ବର୍ଷର ସବୁଠାରୁ ଚର୍ଚ୍ଚିତ ସେଲିବ୍ରିଟି ବିବାହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ସମ୍ପ୍ରତି, ଏହି ଦମ୍ପତି ପ୍ରକାଶ କରିଛନ୍ତି ଯେ…
‘ଦି କେରଳ ଷ୍ଟୋରି ୨’ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ
କୋଚି,୨୭ା୨(ପି.ଟି.): ‘ଦି କେରଳ ଷ୍ଟୋରି ୨- ଗୋଜ୍ ବିୟଣ୍ଡ’ ଚଳଚ୍ଚିତ୍ରର ମୁକ୍ତିଲାଭ ଉପରେ କେରଳ ହାଇକୋର୍ଟ ଗୁରୁବାର ଅନ୍ତରୀଣ ସ୍ଥଗିତାଦେଶ ଲଗାଇଛନ୍ତି । ଉକ୍ତ ଚଳଚ୍ଚିତ୍ରକୁ ସେନ୍ସର ବୋର୍ଡ ସାର୍ଟିଫିକେଟ ଦେବାବେଳେ ଠିକ୍ଭାବେ ବିଚାର କରି ନ ଥିବା ଅନୁଧ୍ୟାନରୁ ଜଣାପଡ଼ିଥିବା…
ସାମ୍ନାକୁ ଆସିଲା #VIROSHଙ୍କ ବିବାହ ଫଟୋ, ପୋଷ୍ଟ ଲେଖି ରୋମାଣ୍ଟିକ୍ ହେଲେ କପଲ୍…ଦେଖନ୍ତୁ
ଉଦୟପୁର: ସରିଲା ଅପେକ୍ଷା। ଦୀର୍ଘ ଦିନର ଚର୍ଚ୍ଚା ଓ ପ୍ରତୀକ୍ଷାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଶେଷରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ସାଉଥ ସୁପରଷ୍ଟାର୍ ବିଜୟ ଦେବରକୋଣ୍ଡାଏବଂ ରଶ୍ମିକା ମନ୍ଦାନା। ଆଜି ଏହି ବହୁଚର୍ଚ୍ଚିତ ବିବାହ ସମ୍ପନ୍ନ ହେବା ପରେ ସୋସିଆଲ ମିଡିଆରେ…
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟ-ରଶ୍ମିକା, ମଣ୍ଡପ ବାହାରେ ବଣ୍ଟାହେଲା ମିଠା
ଉଦୟପୁର,୨୬।୨: ଅଭିନେତା ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଏହି କପଲ ଉଦୟପୁରରେ ଦକ୍ଷିଣ ଭାରତୀୟ ରୀତିନୀତି ଅନୁସାରେ ସାତ ଜନ୍ମର ସାଥୀ ହୋଇଛନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ବିବାହ…
୨ଥର ବିବାହ କରିବେ ରଶ୍ମିକା ଓ ବିଜୟ! କାରଣ ଜାଣିଲେ ହୋଇଯିବେ ତାଜୁବ
ମୁମ୍ୱାଇ: ଦକ୍ଷିଣ ଭାରତୀୟ ସିନେମାର ସବୁଠାରୁ ଲୋକପ୍ରିୟ ଏବଂ ପାଓ଼୍ବର ଦମ୍ପତିଙ୍କ ମଧ୍ୟରୁ ଜଣେ ଭାବରେ ବିବେଚିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଦୀର୍ଘ ସମୟ ଧରି ସେମାନଙ୍କ ସମ୍ପର୍କକୁ ସିକ୍ରେଟ ରଖିବା ପରେ,…
ଆଜି ରଶ୍ମିକା-ବିଜୟଙ୍କ ପଡିବ ହାତଗଣ୍ଠି: ଏହି ଖାସ୍ ‘ଥିମ୍’ ସହିତ କରିବେ ବିବାହ
ମୁମ୍ବାଇ: ଅଭିନେତା ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା ଆଜି ଉଦୟପୁରରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହି କପଲ ସେମାନଙ୍କର ତେଲୁଗୁ ଏବଂ କୋଡାଭା ମୂଳକୁ ସମ୍ମାନ ଜଣାଇ ଦୁଇଟି ସମାରୋହ କରିବେ। ସଦ୍ୟତମ ରିପୋର୍ଟ ଅନୁସାରେ, ଏହି…
ସ୍ତ୍ରୀଙ୍କୁ ପ୍ରଶଂସାରେ ପୋତି ପକାଇଲେ ବିକି
ବଲିଉଡର ଚର୍ଚ୍ଚିତ କପଲ୍ଙ୍କ ମଧ୍ୟରୁ କ୍ୟାଟ୍ରିନା କୈଫ ଏବଂ ବିକି କୌଶଳ ଅନ୍ୟତମ। ଉଭୟ ଆଜିକାଲି ପୁଅ ବିହାନ ସହ ସମୟ ବିତାଉଛନ୍ତି। ନିକଟରେ ବିକି ପିତା ହେବାର ଅଭିଜ୍ଞତା ବାଣ୍ଟିଛନ୍ତି। ବିହାନ ଏବେ ତିନି ମାସର। ମୁଁ ଏବେ କେବଳ…
ନାୟିକାଙ୍କୁ ନେଇ ଖୋଲାଖୋଲି ଏମତି କହିଦେଲେ ଅନିଲ କପୁର
ଏଭରଗ୍ରୀନ୍ ଅଭିନେତା ଅନିଲ କପୁର ଫିଲ୍ମ ‘ସୁବେଦାର’ରେ ନଜର ଆସିବାକୁ ଯାଉଛନ୍ତି। ଏହି ଫିଲ୍ମରେ ସେ ଏକ ଶକ୍ତିଶାଳୀ ଭୂମିକାରେ ଅଭିନୟ କରିବେ। ଫିଲ୍ମର ପ୍ରଭାବଶାଳୀ ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ପ୍ରଶଂସା କରୁଛନ୍ତି। ଟ୍ରେଲର ଲଞ୍ଚରେ ଅନିଲ କପୁର…
ମନର କଥା ବଖାଣିଲେ ସାମନ୍ଥା: କେବଳ ରାଜ୍ଙ୍କ ପାଇଁ…
ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ଆଜିକାଲି ସୁଖୀ ଦାମ୍ପତ୍ୟ ଜୀବନ ବିତାଉଛନ୍ତି। ସ୍ବାମୀ ତଥା ଚଳଚ୍ଚିତ୍ର ନିର୍ମାତା ରାଜ ନିଦିମୋରୁଙ୍କ ସହ ସେ ହନିମୁନ୍ରୁ ଫେରିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ନିଜ ହୃଦୟର କଥା କହିଛନ୍ତି ସାମନ୍ଥା। ପୂର୍ବତନ ସ୍ବାମୀ ନାଗା…
ଅର୍ଚ୍ଚିତାଙ୍କ ପାଇଁ ସ୍ପେଶାଲ ମେସେଜ ଲେଖିଲେ ସବ୍ୟସାଚୀ, କହିଲେ ମୁଁ ତୁମକୁ ଇର୍ଷା କରେ…
ଭୁବନେଶ୍ୱର,୨୨।୨: ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ସ୍ତ୍ରୀଙ୍କ ପାଇଁ ଲେଖିଛନ୍ତି ସ୍ପେଶାଲ ମେସେଜ୍। ଇନଷ୍ଟାରେ ସେ ଏକ ଭାବପ୍ରବଣ ପୋଷ୍ଟ କରିଛନ୍ତି। ଯାହାକୁ ନେଇ ସୋସିଆଲ ମିଡିଆରେ ଖୁବ ଚର୍ଚ୍ଚା ହେଉଛି। ନିକଟରେ ବାପା-ମାଆ ହୋଇଛନ୍ତି ସବ୍ୟର୍ଚ୍ଚିତା। ଅର୍ଚ୍ଚିତା ପୁତ୍ର ସନ୍ତାନ…
ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍ ଫଟୋ
ମୁମ୍ବାଇ: ବଲିଉଡର ଫିଟନେସ୍ କୁଇନ୍ ତଥା ଖ୍ୟାତନାମା ଆଇଟମ୍ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକଅପ ପରେ ଏବେ ମଲାଇକାଙ୍କ ନାଁ ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ସହ ଯୋଡ଼ା…
ଲାଇଭ୍ ଇଭେଣ୍ଟରେ ଖସିପଡ଼ିଲା ମୃଣାଳଙ୍କ କାନ ଝୁମୁକା: ଆଉ ତା’ପରେ…ଦେଖନ୍ତୁ Video
ଅଭିନେତ୍ରୀ ମୃଣାଲ ଠାକୁର ରୂପରେ ଯେମିତି, ଅଭିନୟରେ ବି ସେମିତି ନିପୂଣ। ଖୁବ୍ କମ୍ ଦିନରେ ସେ ଦର୍ଶକଙ୍କ ହୃଦୟରେ ରାଜ୍ କରିଛନ୍ତି। ସେ ଏବେ ବଲିଉଡ୍ର ମୋଷ୍ଟ ଟ୍ୟାଲେଣ୍ଟେଡ୍ ଗର୍ଲ ଭାବେ ପରିଚିତ। ନିକଟରେ ଅଭିନେତ୍ରୀଙ୍କୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…
Archives


