ପୁଅର ଏମିତି କାରନାମା ଦେଖି ଟେନ୍ସନ୍ରେ କରୀନା
ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍ସନ୍ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍ ଚିନ୍ତିତ। ସେ ତାଙ୍କ ପୁଅ ତୈମୁର ଏବଂ ଜେହଙ୍କର ‘ସ୍କ୍ରିନ ଟାଇମ’ (ଫୋନ ବ୍ୟବହାର ସମୟ)କୁ ନେଇ ବହୁତ…
ଅଭିନୟରୁ ସନ୍ୟାସ ନେବେ ଅମିତାଭ ବଚ୍ଚନ! ମୁହଁ ଖୋଲିଲେ ୮୩ ବର୍ଷିୟ ଅଭିନେତା
ମୁମ୍ବାଇ,୧୬।୯: ଅମିତାଭ ବଚ୍ଚନ ହିନ୍ଦୀ ସିନେମାର ‘ମେଗାଷ୍ଟାର’ ଭାବରେ ପରିଚିତ। ପ୍ରାୟ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର ଜଗତରେ ରାଜ କରିଆସୁଥିବା ‘ବିଗ ବି’ (Big B) ନିକଟରେ ଏକ ବ୍ଲଗ ପୋଷ୍ଟ ଲେଖିଥିଲେ, ଯାହା ୮୩ ବର୍ଷୀୟ ଏହି ସୁପରଷ୍ଟାରଙ୍କ…
ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍
ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର ଆଲିଶାନ ଘର ‘ମନ୍ନତ’ ମଧ୍ୟ ସବୁବେଳେ ଫ୍ୟାନ୍ଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଥାଏ। ଆଜିକାଲି…
ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା
ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ। ତେବେ ଏଥର ସେମାନଙ୍କ ଭୂମିକା ଓ କାହାଣୀ ପୂର୍ବ ଫିଲ୍ମଗୁଡ଼ିକଠାରୁ ସମ୍ପୂର୍ଣ୍ଣ ଭିନ୍ନ…
ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…
ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟ ଏକ ଆଲୋଚନାର ବିଷୟ…
ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…
ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ ପାଲଟିଛି। ଯଦିଓ ଗୋବିନ୍ଦାଙ୍କୁ ତାଙ୍କ ସହ-ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ ଯୋଡ଼ି…
ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍ମିଲ୍ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…
ସିଡ୍ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍ମିଲ୍ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଅଷ୍ଟ୍ରେଲିଆରେ ରହୁଥିବା ପ୍ରବାସୀ ଓଡ଼ିଆମାନଙ୍କ ପାଇଁ ଏକ ଐତିହାସିକ ମାଇଲଖୁଣ୍ଟ ସୃଷ୍ଟି…
ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ ଏକ ସାକ୍ଷାତକାରରେ ନିଜ ବିଷୟରେ ଏକ ରୋଚକ କଥା କହିଛନ୍ତି। ପ୍ରୀତି କୁହନ୍ତି,…
KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍କା…
ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ ଲୋକପ୍ରିୟ କୁଇଜ୍ ଶୋ’ ‘କୌନ ବନେଗା କରୋଡ଼ପତି’ର ହୋଷ୍ଟ ଭାବେ ସେ କୋଟି…
‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍: ସାଉଁଟୁଛି ପ୍ରଶଂସା
ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍ ‘ଦୃଶ୍ୟମ ୩’ର ଟ୍ରେଲର୍ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା ସାଲଗାଓଁକର ପରିବାରର କ୍ରାଇମ ଗାଥାର ଏହା ଅନ୍ତିମ ଅଧ୍ୟାୟ ବୋଲି କୁହାଯାଉଛି। ଏଥର…
ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’
ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା ଆୟ କରିଛି। ଟ୍ରେଡ୍ ଟ୍ରାକିଂ ଓ୍ବେବସାଇଟ୍ ସାକନିଲ୍କ ଅନୁଯାୟୀ, ଘରୋଇ ବକ୍ସ ଅଫିସରେ…
ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ ମାନହାନି ମାମଲା ଦାୟର ହୋଇଛି। ଏକ ଏଭିଏସନ କମ୍ପାନୀ ପକ୍ଷରୁ ଏହି ମାମଲା…

